Browsing Category

Business

All business-related news will news will upload

ଦୁଇଥାକିଆ ହେଲା ଜିଏସ୍‌ଟି ଢାଞ୍ଚା, ଶସ୍ତା ହେଲା ଏହି ସବୁ ସାମଗ୍ରୀ

ନୂଆଦିଲ୍ଲୀରେ ଅନୁଷ୍ଠିତ ଜିଏସ୍‌ଟି ପରିଷଦ ବୈଠକରେ ଆଜି ଐତିହାସିକ ନିଷ୍ପତ୍ତି ନିଆଯାଇଛି। ସାଧାରଣ ଜନତା ଓ ମଧ୍ୟବିତ୍ତ ପରିବାରର ଆର୍ଥିକ ବୋଝ ଲାଘବ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସରକାର ଚାରିଥାକିଆ ଜିଏସ୍‌ଟି ଢାଞ୍ଚାକୁ ଦୁଇଥାକିଆ କରିଛନ୍ତି। କେବଳ ୫ ପ୍ରତିଶତ ଓ ୧୮…

ପ୍ଲାଟଫର୍ମ ଫି ବୃଦ୍ଧି କଲା ଜୋମାଟୋ, ୧୦ ଟଙ୍କା ବଦଳରେ ୧୨ ଟଙ୍କା ପ୍ଲାଟଫର୍ମ ଚାର୍ଜ ଦେବାକୁ ପଡିବ

ଉତ୍ସବ ଋତୁ ପୂର୍ବରୁ, ଖାଦ୍ୟ ବିତରଣ ଏବଂ କ୍ୱିକ୍ କମର୍ସ କମ୍ପାନୀ ଇଟର୍ନାଲ୍ (ଜୋମାଟୋ ଏବଂ ବ୍ଲିଙ୍କିଟର ମୂଳ କମ୍ପାନୀ) ଗ୍ରାହକମାନଙ୍କୁ ଚକିତ କରିଛି। କମ୍ପାନୀ ୨ ସେପ୍ଟେମ୍ବର ୨୦୨୫ ମଙ୍ଗଳବାର ଦିନ ପ୍ଲାଟଫର୍ମ ଫି ୨୦% ବୃଦ୍ଧି କରିଛି। ଏବେ ଗ୍ରାହକମାନଙ୍କୁ ପୂର୍ବ ପରି ୧୦ ଟଙ୍କା ବଦଳରେ…

ଲଞ୍ଚ ହେଲା ଦେଶର ପ୍ରଥମ ‘ମେଡ୍ ଇନ୍ ଇଣ୍ଡିଆ’ ଚିପ୍ ବିକ୍ରମ

ଦେଶର ପ୍ରଥମ 'ମେଡ୍ ଇନ୍ ଇଣ୍ଡିଆ' ଚିପ୍ ଭାରତ ସେମିକନ୍ ଇଣ୍ଡିଆ ୨୦୨୫ରେ ୩୨-ବିଟ୍ ମାଇକ୍ରୋପ୍ରୋସେସର ଲଞ୍ଚ କରାଯାଇଛି। ଏହା ଭାରତରେ ନିର୍ମିତ ପ୍ରଥମ ସ୍ୱଦେଶୀ ଚିପ୍। ଏହି ଚିପ୍‌ର ନାମ ବିକ୍ରମ। ଏହି ଚିପ୍ କେନ୍ଦ୍ର ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ…

ବଦଳିବ ଚେହେରା, ୮୦୦ ଏକର ଜାଗାରେ ହେବ ନୂଆ ଭୁବନେଶ୍ୱର

୮୦୦ ଏକର ଜାଗାରେ ହେବ ନୂଆ ଭୁବନେଶ୍ୱର । ବଦଳିବ ରୂପ, ରଂଗ,  । ବଦଳିବ ସହରର ଢ଼ାଞ୍ଚା ।  ବେପାର, ବଣିଜ, ଶିଳ୍ପ ବୃଦ୍ଧି ପାଇବ । ଗତକାଲି ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ପରେ ନୂଆ ଭୁବନେଶ୍ୱରକୁ ନେଇ ବଢିଛି ଉତ୍କଣ୍ଠା । ମଳିପଡ଼ା, ଦାସପୁର, ଅନ୍ଧାରୁଆ, ଗୋଠପାଟଣା ଭଳି ଅଞ୍ଚଳକୁ ନେଇ ନୂଆ ସହର ହେବ…

ଆମେରିକାକୁ ଡାକସେବା ସମ୍ପୂର୍ଣ୍ଣ ଭାବେ ଭାରତୀୟ ଡାକ ବିଭାଗ ସ୍ଥଗିତ ରଖିଛି

ଆମେରିକାକୁ ଡାକସେବା ସମ୍ପୂର୍ଣ୍ଣ ଭାବେ ଭାରତୀୟ ଡାକ ବିଭାଗ ସ୍ଥଗିତ ରଖିଛି। ଚଳିତମାସ ୨୨ ତାରିଖରେ ଡାକ ବିଭାଗ ପକ୍ଷରୁ ୧୦୦ ଡଲାରରୁ ଅଧିକ ମୂଲ୍ୟର ସାମଗ୍ରୀକୁ ବାଦ୍‌ ଦେଇ ଅନ୍ୟ ପାର୍ସଲ ଜାରି ରହିବ ବୋଲି କୁହାଯାଇଥିଲା। କିନ୍ତୁ ଏବେ ସମସ୍ତ ପାର୍ସଲକୁ ସ୍ଥଗିତ ରଖାଯାଇଛି।ଫଳରେ ଏବେ…

ଓସିପିଏଲ୍‌କୁ ଓପିଜିସିରେ ମିଶ୍ରଣ ଯୋଜନା

ଓଡ଼ିଶା ପାୱାର ଜେନେରେସନ୍ କର୍ପୋରେସନ୍(ଓପିଜିସି) ବୋର୍ଡ ଓସିପିଏଲ୍‌ (ଓଡିଶା କୋଲ୍ ଏଣ୍ଡ୍‌ ପାୱାର ଲିମିଟେଡ୍)କୁ ନିଜ ସହିତ ମିଶ୍ରଣ କରିବା ପ୍ରସ୍ତାବକୁ ଗ୍ରହଣ କରିଛି। ଓସିପିଏଲ୍‌ରେ ଓପିଜିସିର ୫୧% ଅଂଶଧନ ଥିବାବେଳେ ରାଜ୍ୟ ସରକାରଙ୍କ ୪୯% ଅଂଶଧନ ରହିଛି। ଫଳରେ ଓପିଜିସି ବୋର୍ଡ ନିଜର…

ଡଲାର ତୁଳନାରେ ଭାରତୀୟ ଟଙ୍କା ପ୍ରଥମ ଥର ୮୮ ଟଙ୍କା ସ୍ତର ଅତିକ୍ରମ କରିଛି

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଲଗାଇଥିବା ୫୦% ଶୁଳ୍କ ପ୍ରଭାବରେ ଆମେରିକୀୟ ଡଲାର ତୁଳନାରେ ଭାରତୀୟ ଟଙ୍କା ପ୍ରଥମ ଥର ୮୮ ଟଙ୍କା ସ୍ତର ଅତିକ୍ରମ କରିଛି। ଅର୍ଥାତ୍‌ ଗୋଟିଏ ଡଲାର କିଣିବା ଲାଗି ଭାରତୀୟ ମୁଦ୍ରାରେ ୮୮ ଟଙ୍କାରୁ ଅଧିକ ଗଣିବାକୁ ପଡ଼ୁଛି। ଏହା ଆମଦାନୀକାରୀ ଏବଂ…

ଝୋଟ ବସ୍ତା ଉପରେ ବ୍ୟବହାର ଶୁଳ୍କ ପ୍ରାୟ ୪୦% ବୃଦ୍ଧି କଲେ କେନ୍ଦ୍ର ସରକାର

କେନ୍ଦ୍ର ଉପଭୋକ୍ତା ବ୍ୟାପାର, ଖାଦ୍ୟ ଏବଂ ସାଧାରଣ ବଣ୍ଟନ ମନ୍ତ୍ରୀ ଶ୍ରୀ ପ୍ରହ୍ଲାଦ ଯୋଶୀ ଆଜି କହିଛନ୍ତି ଯେ କେନ୍ଦ୍ର ସରକାର ଝୋଟ ବସ୍ତା ଉପରେ ବ୍ୟବହାର ଶୁଳ୍କକୁ ପ୍ରାୟ ୪୦% ବୃଦ୍ଧି କରିଛନ୍ତି, ଯାହା ଦେଶର ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକର ସରକାରମାନଙ୍କୁ ଆର୍ଥିକ ଆଶ୍ୱସ୍ତି…

୨୦୨୬ ସୁଦ୍ଧା ଆସିବ ଜିଓର ଆଇପିଓ

ରିଲାଏନ୍ସ ଗ୍ରୁପର ବାର୍ଷିକ ସାଧାରଣ ଅଧିବେଶନ ଅବସରରେ କମ୍ପାନୀର ଅଧ୍ୟକ୍ଷ ମୁକେଶ ଅମ୍ବାନୀ ବଡ଼ ଘୋଷଣା କରିଛନ୍ତି । ସେ କହିଛନ୍ତି ଯେ ଜିଓର ଆଇପିଓ ଆସନ୍ତା ବର୍ଷର ପ୍ରଥମାର୍ଦ୍ଧ ସୁଦ୍ଧା ଆସିବ। ଅର୍ଥାତ୍ ଜିଓରେ ଆସନ୍ତା ବର୍ଷ ସାଧାରଣ ନିବେଶକମାନେ ନିବେଶ କରିପାରିବେ ।…

ଆଜି ଠାରୁ ଭାରତ ଉପରେ ଆମେରିକାର ୫୦ ପ୍ରତିଶତ ଟାରିଫ୍‌ ଲାଗୁ

ଭାରତର ରପ୍ତାନି ଉପରେ ଅଗଷ୍ଟ ୨୭ ତାରିଖ (ବୁଧବାର)ଠାରୁ ଯୁକ୍ତରାଷ୍ଟ୍ର ଆମେରିକା ୫୦ ପ୍ରତିଶତର ଚଢ଼ା ଶୁଳ୍କ ଲାଗୁ କରିଛି। ରୁଷ୍‌ଠାରୁ ଅଧିକ ତେଲ କିଣି ଭାରତ ପରୋକ୍ଷରେ ୟୁକ୍ରେନ ଯୁଦ୍ଧକୁ ସମର୍ଥନ କରୁଥିବା ଅଭିଯୋଗ ଆଣି ଟ୍ରମ୍ପ ନୂଆଦିଲ୍ଲୀ ଉପରେ ଜରିମାନା ଭାବେ ଅତିରିକ୍ତ ୨୫ ପ୍ରତିଶତ…