Browsing Category

Business

All business-related news will news will upload

ଆଜି ବି ପେଟ୍ରୋଲ ଓ ଡିଜେଲ ଦର ସ୍ଥିର ରହିଛି

ଆଜି ବି ପେଟ୍ରୋଲ ଓ ଡିଜେଲ ଦର ସ୍ଥିର ରହିଛି । ଆଜି ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୮.୯୭ ଟଙ୍କା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୧୦୦.୬୮ ପଇସା ରହିଛି । ସେହିପରି ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୧୦୨ ଟଙ୍କା ୧୨ ପଇସା ଓ ଡିଜେଲ ଦର ୯୫ ଟଙ୍କା ୨୦ ପଇସା ହୋଇଛି । ମୁମ୍ବାଇରେ…

ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର

ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୫୫, ୮୪୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ…

ୟୁପିଆଇ ପେମେଣ୍ଟ ଗ୍ରହଣ କରାଯିବ ନାହିଁ,୨ ହଜାର ଟଙ୍କାରୁ ଅଧିକ ମୂଲ୍ୟର କାରବାର ପାଇଁ ନଗଦ ଦାବି

ୟୁପିଆଇ ପେମେଣ୍ଟ ଗ୍ରହଣ କରାଯିବ ନାହିଁ । MDRକୁ ଗାଜିଆବାଦର ବ୍ୟବସାୟୀଙ୍କ ବିରୋଧ । ମରଚାଣ୍ଟ ଡିସକାଉଣ୍ଟ ରେଟକୁ ବିରୋଧ କରି ଗାଜିଆବାଦର ବ୍ୟବସାୟୀମାନେ ନିଜ ଦୋକାନ ସମ୍ମୁଖରେ ନୋଟିସ୍ ଲଗାଇବା ଆରମ୍ଭ କରିଛନ୍ତି । ଅକ୍ଟୋବର ୧୫ ତାରିଖରୁ ୨୦୦୦ ଟଙ୍କାରୁ ଅଧିକ ମୂଲ୍ୟର UPI କାରବାର ଉପରେ…

ଚଳିତ ବର୍ଷ ସୁନା ₹୨୧ ହଜାର ମହଙ୍ଗା

ଶୁକ୍ରବାର ସୁନା ଓ ରୁପା ଦରରେ ବଡ଼ ଧରଣର ବୃଦ୍ଧି ଦେଖିବାକୁ ମିଳିଛି। ଇଣ୍ଡିଆ ବୁଲିଅନ୍ ଆଣ୍ଡ୍ ଜୁଏଲର୍ସ ଆସୋସିଏସନ୍ (IBJA) ଅନୁଯାୟୀ, ଏକ କିଲୋଗ୍ରାମ ରୁପା ମୂଲ୍ୟରେ ଆଜି ୬,୪୭୪ ଟଙ୍କା ବୃଦ୍ଧି ପାଇ କିଲୋଗ୍ରାମ ମୂଲ୍ୟ ୨.୩୬ ଲକ୍ଷ ଟଙ୍କାରେ ପହଞ୍ଚିଛି। ସେହିପରି ୨୪ କ୍ୟାରେଟ୍ ସୁନାର…

ସେମିକନ୍ ଇଣ୍ଡିଆ ୨୦୨୬ର ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ, ଭାରତ ସମେତ ୫୨ ଦେଶର କମ୍ପାନୀ କରିବେ ଅଂଶଗ୍ରହଣ

ନୂଆଦିଲ୍ଲୀର ଯଶୋଭୂମିରେ ଚାଲିଥିବା ସେମିକନ୍ ଇଣ୍ଡିଆ ୨୦୨୬ର ଉଦ୍ଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସେପ୍ଟେମ୍ବର ୧୭ରୁ ୧୯ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ତିନିଦିନିଆ ଗ୍ଲୋବାଲ୍ ଇଭେଣ୍ଟରେ ୫୨ଟି ଦେଶର ୬୦୦ରୁ ଅଧିକ କମ୍ପାନୀ ଓ ଷ୍ଟାର୍ଟଅପ୍ ଅଂଶଗ୍ରହଣ କରୁଛନ୍ତି ।…

ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ମୁକ୍ତ ବାଣିଜ୍ୟ ଚୁକ୍ତିନାମାକୁ ନ୍ୟୁଜିଲ୍ୟାଣ୍ଡ ସଂସଦରେ ଅନୁମୋଦନ

ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ମୁକ୍ତ ବାଣିଜ୍ୟ ଚୁକ୍ତିନାମାକୁ ନ୍ୟୁଜିଲ୍ୟାଣ୍ଡ ସଂସଦରେ ଅନୁମୋଦନ କରାଯାଇଛି। ଭାରତ ସହିତ ଚୁକ୍ତିନାମା ସପକ୍ଷରେ ୯୩ ଭୋଟ୍ ପଡ଼ିଥିବାବେଳେ ଏହା ବିରୋଧରେ ୨୯ ଭୋଟ୍ ଦିଆଯାଇଥିଲା। ଏହି ସୂଚନା ବାଣିଜ୍ୟ ଏବଂ ନିବେଶ ମନ୍ତ୍ରୀ ଟଡ୍ ମ୍ୟାକଲେ ଦେଇଛନ୍ତି।…

ଭାରତ ବିଶ୍ବର ଚତୁର୍ଥ ବୃହତ୍‌ ବିଦେଶୀ ମୁଦ୍ରା ଭଣ୍ଡାର ଥିବା ରାଷ୍ଟ୍ରରେ ପରିଣତ, ପଛରେ ପଡ଼ିଲା ଭାରତ

ଭାରତ ବିଶ୍ବର ଚତୁର୍ଥ ବୃହତ୍‌ ବିଦେଶୀ ମୁଦ୍ରା ଭଣ୍ଡାର ଥିବା ରାଷ୍ଟ୍ରରେ ପରିଣତ ହୋଇଛି। ରୁଷ୍‌କୁ ପଛରେ ପକାଇ ଭାରତ ଏହି ସ୍ଥାନ ହାସଲ କରିଛି। ସେପ୍ଟେମ୍ବର ୪ରେ ଶେଷ ହୋଇଥିବା ସପ୍ତାହରେ ଭାରତର ବିଦେଶୀ ମୁଦ୍ରା ଭଣ୍ଡାରରେ ରେକର୍ଡ ୪୪.୯ ବିଲିଅନ ଡଲାରର ବୃଦ୍ଧି ଘଟିବା ସହ ଏହା ୭୮୫.୭…

ଦୁବାଇ ଗସ୍ତରୁ ଓଡ଼ିଶାକୁ ଆସିଛି ବଡ଼ ନିବେଶର ପ୍ରତିଶ୍ରୁତି : ୨ ଲକ୍ଷ ୪୩ ହଜାର କୋଟି ଟଙ୍କାର ବିଶାଳ ନିବେଶ ପ୍ରସ୍ତାବ

ମଧ୍ୟପ୍ରାଚ୍ୟରୁ ଓଡ଼ିଶାକୁ ନିବେଶ ସୁନାମୀ। ଓଡ଼ିଶାର ଶିଳ୍ପ ବିକାଶ ଓ ନିଯୁକ୍ତି କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ଯୋଡ଼ିହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ଦୁବାଇ ଓ ଆବୁଧାବିରେ ଅନୁଷ୍ଠିତ ମଧ୍ୟପ୍ରାଚ୍ୟ ନିବେଶକ ସମ୍ମିଳନୀ ଅତ୍ୟନ୍ତ ଫଳପ୍ରଦ ସାବ୍ୟସ୍ତ ହୋଇଛି। ଏହି ୩…

ଅକ୍ଟୋବର ୯ ତାରିଖରୁ ଆରମ୍ଭ ବହୁ ପ୍ରତୀକ୍ଷିତ ଫ୍ଲିପକାର୍ଟର Big Billion Days Sale

ଅନଲାଇନ୍ ସପିଂ ପ୍ରେମୀଙ୍କ ପାଇଁ ଆସିଛି ବଡ଼ ଖବର । ଫ୍ଲିପକାର୍ଟର ବହୁ ପ୍ରତୀକ୍ଷିତ Big Billion Days Sale ୨୦୨୬କୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି । ସୋସିଆଲ ମିଡିଆରେ ସାମ୍ନାକୁ ଆସିଥିବା କିଛି ଟିଜର ଅନୁସାରେ, ଚଳିତ ବର୍ଷ ଏହି ସେଲ୍ ଅକ୍ଟୋବର ୯ ତାରିଖରୁ ଆରମ୍ଭ ହୋଇପାରେ । ତେବେ ଏଠାରେ…

“ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ…

ଓଡ଼ିଶାର କୋରାପୁଟ ପାହାଡ଼ରୁ ବାହାରି ଏବେ ବିଶ୍ୱ ମଞ୍ଚରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି ଓଡ଼ିଶାର ପ୍ରିମିୟମ୍ କଫି। ନୂଆଦିଲ୍ଲୀରେ ଆୟୋଜିତ ହୋଇଥିବା ପ୍ରସିଦ୍ଧ "ବ୍ରିକ୍ସ ସମ୍ମିଳନୀ"ରେ ବିଶ୍ୱର ବିଭିନ୍ନ ଦେଶରୁ ଆସିଥିବା ପ୍ରତିନିଧିଙ୍କୁ ଉପହାର ସ୍ୱରୂପ ପ୍ରଦାନ କରାଯାଇଛି…