Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Browsing Category
Business
All business-related news will news will upload
ମହିଳା ନିଯୁକ୍ତି ହାର ଦ୍ୱିଗୁଣିତ ହୋଇଛି
୨୦୪୭ ମସିହା ସୁଦ୍ଧା ଭାରତକୁ ଏକ ବିକଶିତ ଦେଶ କରିବା ପାଇଁ, ଭାରତ କର୍ମଶକ୍ତିରେ ୭୦ ପ୍ରତିଶତ ମହିଳା ଅଂଶଗ୍ରହଣ ନିଶ୍ଚିତ କରିବାର ଏକ ମହତ୍ୱାକାଂକ୍ଷୀ ଲକ୍ଷ୍ୟ ରଖିଛି। ମହିଳା ସଶକ୍ତୀକରଣ ଜାତୀୟ ପ୍ରଗତିରେ ଏକ ପ୍ରମୁଖ କାରଣ ଏବଂ ଆଜି ଭାରତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ …
ଭାରତ ପାଇଁ ପ୍ରଥମ ନିଯୁକ୍ତି ସୁଯୋଗ ନେଇ ଆସୁଛି ଓପନ୍ ଏଆଇ,ପ୍ରଥମ ଅଫିସ୍ ଦିଲ୍ଲୀରେ ଖୋଲିବ
ଭାରତ ପାଇଁ ପ୍ରଥମ ନିଯୁକ୍ତି ସୁଯୋଗ ନେଇ ଆସୁଛି ଓପନ୍ ଏଆଇ। ବର୍ତ୍ତମାନ କମ୍ପାନିର ଭାରତରେ କେବଳ ଜଣେ କର୍ମଚାରୀ ଅଛନ୍ତି। ସିଏ ହେଉଛନ୍ତି ପ୍ରଜ୍ଞା ମିଶ୍ର। ଯିଏକି ଦେଶରେ ସାର୍ବଜନୀନ ନୀତି ଏବଂ ସହଭାଗୀତାର ନେତୃତ୍ୱ ନେଉଛନ୍ତି। କମ୍ପାନି ଏବେ ଭାରତରେ ତା’ର କାୟା ବିସ୍ତାର କରିବାର…
ପୂର୍ବାଞ୍ଚଳ ବେସାମରିକ ବିମାନ ଚଳାଚଳ ସମ୍ମିଳନୀ
ପୂର୍ବାଞ୍ଚଳ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀମାନଙ୍କର ସମ୍ମିଳନୀରେ ରାଜ୍ୟ ପରିବହନ ମନ୍ତ୍ରୀ ବିଭୁତି ଭୂଷଣ ଜେନା କେନ୍ଦ୍ର ସରକାରଙ୍କ ପାଖରେ ପ୍ରସ୍ତାବ ରଖିଛନ୍ତି। ସେ କହିଛନ୍ତି, ଶସ୍ତାରେ ହେଲିକାପ୍ଟରରେ ବୁଲିବା ପାଇଁ ରାଜ୍ୟ ସରକାର ଆରମ୍ଭ କରିବାକୁ ଯାଇଛନ୍ତି ହେଲିଟାକ୍ସି ଯୋଜନା…
ୟେସ୍ ବ୍ୟାଙ୍କର ୨୪.୯୯ ପ୍ରତିଶତ ଅଂଶଧନ କିଣିବ ଏସଏମବିସି
ଜାପାନର ସୁମିତୋମୋ ମିତ୍ସୁଇ ବ୍ୟାଙ୍କିଂ କର୍ପୋରେସନ (ଏସଏମବିସି)କୁ ୟେସ୍ ବ୍ୟାଙ୍କର ୨୪.୯୯ ପ୍ରତିଶତ ଅଂଶଧନ କିଣିବା ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ଠାରୁ ଅନୁମୋଦନ ମିଳିଛି। ଏହା ସହିତ, ସୋମବାର ୟେସ୍ ବ୍ୟାଙ୍କର ଅଂଶଧନ ଫୋକସରେ ରହିବ। ଗତ ଶୁକ୍ରବାର ଅର୍ଥାତ୍ ଗତ ସପ୍ତାହର ଶେଷ…
ଏପ୍ରିଲରୁ ନୂଆ ଆୟକର ଆଇନ
ସରକାର ଆଜି ଆୟକର ଆଇନ-୨୦୨୫ର ଗେଜେଟ୍ ବିଜ୍ଞପ୍ତି ଜାରି କରିଛନ୍ତି। ଗତକାଲି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ବିଲ୍ରେ ମୋହର ମାରିଥିଲେ ବୋଲି ଆଇନ ଓ ନ୍ୟାୟ ମନ୍ତ୍ରାଳୟ ପକ୍ଷରୁ ପ୍ରକାଶିତ ଗେଜେଟ୍ ବିଜ୍ଞପ୍ତିରେ ଦର୍ଶାଯାଇଛି। ଅନ୍ୟଥା କିଛି ଉଲ୍ଲେଖ ନଥିଲେ ନୂଆ ଆୟକର ଆଇନ ୨୦୨୬…
ଆଇନରେ ପରିଣତ ହେଲା ଅନଲାଇନ ଗେମିଂ ବିଲ
ସଂସଦର ଦୁଇ ସଦନର ମଂଜୁରୀ ପରେ ଅନଲାଇନ ବେଟିଂକୁ ନିଷିଦ୍ଧ କରୁଥିବା ଅନଲାଇନ ଗେମିଂ ବିଲକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଅନୁମୋଦନ କରିଛନ୍ତି । ଏହା ପରେ ଏହି ବିଲ୍ ଆଇନରେ ପରିଣତ ହୋଇଛି । ଖୁବଶୀଘ୍ର ଏହି ଆଇନର ବିଜ୍ଞପ୍ତି ପ୍ରକାଶ ପାଇବା ପରେ ଦେଶରେ ଅନଲାଇନ ବେଟିଂ ନିଷିଦ୍ଧ ହୋଇଯିବ ।…
୩୮୦ ଗଣପତି ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ କରିବ
ଭାରତୀୟ ରେଳବାଇ ୨୦୨୫ ପାଇଁ ୩୮୦ଟି ଗଣପତି ସ୍ୱତନ୍ତ୍ର ଟ୍ରେନ୍ ଯାତ୍ରା ଘୋଷଣା କରିଛି । ସ୍ୱତନ୍ତ୍ର ଟ୍ରେନ ଚଳାଚଳ ଫଳରେ ପାର୍ବଣ ଋତୁରେ ଭକ୍ତ ଏବଂ ଯାତ୍ରୀମାନଙ୍କ ପାଇଁ ସୁଗମ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ ହେବ। ୨୦୨୩ରେ ମୋଟ ୩୦୫ଟି ଗଣପତି ସ୍ୱତନ୍ତ୍ର ଟ୍ରେନ୍ ଯାତ୍ରା କରିଥିବାବେଳେ…
ଏୟାରଟେଲ୍ ଉପଭୋକ୍ତାମାନଙ୍କୁ ଝଟକା
ଯଦି ଆପଣ ଜଣେ ଏୟାରଟେଲ୍ ଗ୍ରାହକ ଏବଂ ଆପଣ ଏୟାରଟେଲର ଏହି ଶସ୍ତା ପ୍ଲାନକୁ ବ୍ୟବହାର କରୁଥିଲେ ତେବେ ନିଶ୍ଚିୟ ଆପଣଙ୍କ ପାଇଁ ଏହା ଏକ ନିରାଶଜନକ ଖବର ହେବ । ଏୟାରଟେଲ୍ ସମ୍ପ୍ରତି ତାର ଉପଭୋକ୍ତାମାନଙ୍କୁ ଝଟକା ଦେଇଛି। କମ୍ପାନି ଅଗଷ୍ଟ ୨୦ ତାରିଖ ବୁଧବାର ଦିନ ଶସ୍ତା ଟ୍ରୁଲି ଅନଲିମିଟେଡ୍…
କୋଟା-ବୁନ୍ଦି ଠାରେ ଆନୁମାନିକ ୧୫୦୭ କୋଟି ଟଙ୍କା ବ୍ୟୟରେ ଗ୍ରିନ୍ ଫିଲ୍ଡ ବିମାନ ବନ୍ଦର
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଅର୍ଥନୈତିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି ଆଜି ରାଜସ୍ଥାନର କୋଟା-ବୁନ୍ଦି ଠାରେ ଏକ ଗ୍ରୀନ୍ ଫିଲ୍ଡ ବିମାନ ବନ୍ଦରର ବିକାଶ ପାଇଁ ଭାରତୀୟ ବିମାନ ବନ୍ଦର ପ୍ରାଧିକରଣ (ଏଏଆଇ) ର ପ୍ରସ୍ତାବକୁ ଅନୁମୋଦନ କରିଛି।…
କପା ଉପରେ ଆମଦାନୀ ଶୁଳ୍କ ୩୦ ସେପ୍ଟେମ୍ବର ପର୍ଯ୍ୟନ୍ତ ଛାଡ
ସରକାର ୧୯ ଅଗଷ୍ଟ ୨୦୨୫ ରୁ ୩୦ ସେପ୍ଟେମ୍ବର ୨୦୨୫ ପର୍ଯ୍ୟନ୍ତ କଞ୍ଚା କପା ଆମଦାନୀ ଉପରେ ସମସ୍ତ ଶୁଳ୍କ (ଟିକସ) ଛାଡ଼ କରିଛନ୍ତି। ଏଥିରେ ୫% ମୌଳିକ ଶୁଳ୍କ, ୫% କୃଷି ସେସ୍ ଓ ୧୦% ସାମାଜିକ କଲ୍ୟାଣ ସରଚାର୍ଜ ହଟାଇବା ଅନ୍ତର୍ଭୁକ୍ତ, ଯାହା ମୋଟ ୧୧% ଶୁଳ୍କ ଥିଲା।
ଏହା ଦ୍ୱାରା ଘରୋଇ…