Trending
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
- ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
- ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
Browsing Category
Business
All business-related news will news will upload
ନେହରୁଙ୍କ ଅମଳରେ ଦରମାର ଏକ ଚତୁର୍ଥାଂଶ ଟିକସ ଭାଗେ କଟାଯାଉଥିଲା
ବଜେଟ୍ରେ ୧୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆୟ ଉପରେ ଟିକସ ଛାଡ଼କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟବିତ୍ତଙ୍କ ପାଇଁ ଅନୁକୂଳ ନିଷ୍ପତ୍ତି ବୋଲି କହିଛନ୍ତି। ଏକ କାର୍ଯ୍ୟକ୍ରମକୁ ସମ୍ବୋଧିତ କରି ସେ କହିଛନ୍ତି ଯେ ପୂର୍ବତନ ପ୍ରଧାନମନ୍ତ୍ରୀ ଜବାହାରଲାଲ ନେହରୁଙ୍କ ଅମଳରେ ଦରମାର ଏକ…
ଆଉ କିଛି ଘଣ୍ଟାର ଅପେକ୍ଷା , ଆସିବ ପୂର୍ଣ୍ଣାଙ୍ଗ ବଜେଟ୍
ଆଉ କିଛି ଘଣ୍ଟାର ଅପେକ୍ଷା। ଆଜି ଆସିବ ପୂର୍ଣ୍ଣାଙ୍ଗ ବଜେଟ୍। ମୋଦୀ ସରକାରଙ୍କ ତୃତୀୟ ପାଳିର ଏହା ହେଉଛି ପ୍ରଥମ ବଜେଟ୍। ଦିନ ୧୧ଟାରେ ସଂସଦରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୫ ୨୬ ଆର୍ଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପନ କରିବେ। ସାଧାରଣ ଲୋକଙ୍କ ଠାରୁ ଆରମ୍ଭ କରି…
ଆଜିଠୁ ସଂସଦର ବଜେଟ୍ ଅଧିବେଶନ ଆରମ୍ଭ ହେବ
ଆଜିଠୁ ସଂସଦର ବଜେଟ୍ ଅଧିବେଶନ ଆରମ୍ଭ ହେବ । ଏହାପୂର୍ବରୁ ଗତକାଲି ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ବିଭିନ୍ନ ଦଳର ନେତାମାନେ ଉପସ୍ଥିତ ଥିଲେ। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ , ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜଜୁ , ସ୍ଵାସ୍ଥ୍ୟମନ୍ତ୍ରୀ ଜେ.ପି ନଡ୍ଡା ପ୍ରମୁଖ ଏହି…
ଦ୍ରୁତ ଗତିରେ ହ୍ରାସ ପାଇବାରେ ଲାଗିଛି ଓଲା ଏସ୧ ଇଲେକ୍ଟ୍ରିକ୍ ସ୍କୁଟରର ବିକ୍ରୟ, ଗ୍ରାହକଙ୍କ ଆଶା ପୂରଣ କରିପାରୁନାହିଁ…
ଓଲା ଏସ୧ ଇଲେକ୍ଟ୍ରିକ୍ ସ୍କୁଟରର ବିକ୍ରୟ ଏବେ ଦ୍ରୁତ ଗତିରେ ହ୍ରାସ ପାଇବାରେ ଲାଗିଛି। କମ୍ପାନୀ ଗ୍ରାହକଙ୍କ ଆଶା ପୂରଣ କରିପାରୁନାହିଁ; ଗ୍ରାହକମାନେ ନିମ୍ନମାନର ଉତ୍ପାଦ ଏବଂ ନିମ୍ନମାନର ସେବା ପାଇଁ ନିରାଶ ହେଉଛନ୍ତି। ଏବେ ବଜାରରେ ଭଲ ବିକଳ୍ପ ଆସିବା ଆରମ୍ଭ ହୋଇଛି ଏବଂ ଗ୍ରାହକମାନେ ଅନ୍ୟ…
ଓଡ଼ିଶାରେ ମୋଟ ୧୫୦୦ କୋଟି ଟଙ୍କାର ପୁଞ୍ଜି ନିବେଶ କରିବ ଫାଲ୍କନ୍ ଗ୍ରୁପ୍
ଫାଲ୍କନ୍ ଗ୍ରୁପ୍ ଓଡ଼ିଶାରେ ମୋଟ ୧୫୦୦ କୋଟି ଟଙ୍କାର ପୁଞ୍ଜି ନିବେଶକରିବ ବୋଲି ଉତ୍କର୍ଷ ଓଡ଼ିଶା ମେକ୍ ଇନ୍ ଓଡ଼ିଶା କନ୍କ୍ଲେଭ-୨୦୨୫ର ଉଦ୍ଘାଟନୀ ଉତ୍ସବରେ କମ୍ପାନୀ ପକ୍ଷରୁ ଘୋଷଣା କରାଯାଇଛି। ଉଲ୍ଲେଖଯୋଗ୍ୟ, ଫାଲକନ୍ ହୋଲ୍ଡିଂସ୍ ପ୍ରାଇଭେଟ୍ ଲିମିଟେଡ୍ ହେଉଛି,ଫାଲ୍କନ୍…
ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜର ସେନ୍ସେକ୍ସ ପୁଣି ତଳ ମୁହାଁ , ୮୧୮ ପଏଣ୍ଟ ହ୍ରାସ ପାଇ ୭୫,୨୭୩ ପଏଣ୍ଟରେ ବନ୍ଦ ହୋଇଛି।
ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜର ସେନ୍ସେକ୍ସ ପୁଣି ତଳ ମୁହାଁ ହୋଇଛି। ନିବେଶକମାନେ ସେୟାର ବିକ୍ରି କରିବାରୁ ସେନ୍ସେକ୍ସ ୮୧୮ ପଏଣ୍ଟ ହ୍ରାସ ପାଇ ୭୫,୨୭୩ ପଏଣ୍ଟରେ ବନ୍ଦ ହୋଇଛି। ନ୍ୟାସନାଲ୍ ଷ୍ଟକ୍ ଏକ୍ସଚେଞ୍ଜର ନିଫ୍ଟି ମଧ୍ୟ ୨୫୭ ପଏଣ୍ଟ ହ୍ରାସ ପାଇ ୨୨,୮୩୪ ପଏଣ୍ଟରେ ବନ୍ଦ ହୋଇଛି।…
ଜାମନଗରରେ ହେବ ବିଶ୍ବର ସର୍ବବୃହତ ଏଆଇ ଡ଼ାଟା ସେଣ୍ଟର
ଗୁଜରାଟର ଜାମନଗରରେ ମୁକେଶ ଅମ୍ବାନୀଙ୍କ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ ବିଶ୍ବର ସର୍ବବୃହତ୍ କୃତ୍ରିମ ବୁଦ୍ଧିମତା (ଏଆଇ) ଡାଟା ସେଣ୍ଟର ସ୍ଥାପନ କରିବ। ଏହାର କ୍ଷମତା ୩ ଗିଗାୱାଟ୍ ରହିବ। ବିଶ୍ବରେ ଏଆଇର ଚାହିଦା ବୃଦ୍ଧିକୁ ଦୃଷ୍ଟିରେ ରଖି କମ୍ପାନି ଏଭଳି ଯୋଜନା କରିଛି। ଏନ୍ଭିଡିଆ…
ଭୁବନେଶ୍ବରରେ ୨୪ କ୍ୟାରେଟ ସୁନା ଦାମ୍ ୮୨ ହଜାର ଟଙ୍କା ଟପିଲା
ସୁନା ଦରରେ ପୁଣି ଥରେ ଦ୍ରୁତ ବୃଦ୍ଧି ଧାରା ଦେଖିବାକୁ ମିଳିଛି। ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ ସୁନା ଦାମ୍ ୮୨ ହଜାର ଟଙ୍କା ସ୍ତର ଅତିକ୍ରମ କରିଛି। ତେବେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ପିଛା ଦାମ୍ ୭୫,୨୫୦ ଟଙ୍କା ହୋଇଛି। ତେବେ ରୁପାର କିଲୋପିଛା ଦାମ୍ ୧,୦୪,୦୦୦ ଟଙ୍କା ରହିଛି।…
ଚାର୍ଜର୍ C–ଟାଇପ୍ : କାହିଁକି ଲୋକେ ବହୁଳ ବ୍ୟବହାର କରୁଛନ୍ତି ?
ଆଜିକାଲି ସବୁଠି ଚାର୍ଜର ଚାହିଦା ଅଧିକ । ସମସ୍ତଙ୍କ ବ୍ୟାଗରେ ଆପଣ ଚାର୍ଜର ଦେଖିବେ । ତେବେ ବି ଟାଇପ୍ , ସି ଟାଇପ ଚାର୍ଜର କଣ ତାହା ଉପରେ ଆମେ ଆଜି ଆପଣଙ୍କୁ ବୁଝାଇବୁ । ଫୋନ୍ ଚାର୍ଜର୍ରେ C–ଟାଇପ୍ ପୋର୍ଟ ଆସିଛି ଆଉ ଏହା ବହୁଳ ଭାବେ ମଧ୍ୟ ବ୍ୟବହୃତ ହେଉଛି। ଏହାକୁ ନେଇ ଲୋକଙ୍କ ମନରେ…
ଭୁବନେଶ୍ବର ବଜାରରେ ଗତ ସପ୍ତାହକ ମଧ୍ୟରେ ସୁନା ଦର ପ୍ରାୟ ଦେଢ଼ ହଜାର ଟଙ୍କା ବୃଦ୍ଧି ପାଇଛି
ବିଭିନ୍ନ କାରଣରୁ ଦେଶରେ ଏବେ ସୁନା ଓ ରୁପା ଦର ବଢ଼ିବାରେ ଲାଗିଛି। ଭୁବନେଶ୍ବର ବଜାରରେ ଗତ ସପ୍ତାହକ ମଧ୍ୟରେ ସୁନା ଦର ପ୍ରାୟ ଦେଢ଼ ହଜାର ଟଙ୍କା ବଢ଼ିଯାଇଛି। ଜାନୁଆରି ୧୮ ତାରିଖରେ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ୍ ପିଛା ୮୧,୧୦୦ ଟଙ୍କା ରହିଛି। ଯଦିଓ ଗତକାଲି ତୁଳନାରେ…