Browsing Category

Business

All business-related news will news will upload

ଟ୍ରେନ ଭଡ଼ାରେ 20 ପ୍ରତିଶତ ରିହାତି

ପାର୍ବଣ ସମୟରେ ଯାତ୍ରୀଙ୍କ ଯିବାଆସିବା ଭିଡକୁ ଦେଖି ରେଳ ମନ୍ତ୍ରାଳୟ ଶନିବାର ଏକ ବଡ଼ ଘୋଷଣା କରିଛି। ଏହି ଘୋଷଣା ଅଧୀନରେ ଅକ୍ଟୋବର ୧୩ରୁ ଅକ୍ଟୋବର ୨୬ ମଧ୍ୟରେ ଯାତ୍ରା କରୁଥିବା ଏବଂ ନଭେମ୍ବର ୧୭ ରୁ ଡିସେମ୍ବର ୧ ମଧ୍ୟରେ ସମାନ ଟ୍ରେନରେ ଫେରିବା ଯାତ୍ରୀମାନଙ୍କୁ ଫେରିବା ଟିକେଟ ଭଡ଼ା…

ଟ୍ରମ୍ପଙ୍କ ଶୁକ୍ଳ ଚଡ଼କ -ଓଡ଼ିଶା ଚିଙ୍ଗୁଡ଼ି ରପ୍ତାନି ୭୦ ପ୍ରତିଶତ କମିବ

ଓଡ଼ିଶା ଦେଶର ଅନ୍ୟତମ ପ୍ରମୁଖ ସାମୁଦ୍ରିକ ଖାଦ୍ୟ ରପ୍ତାନି ରାଜ୍ୟ। ଓଡ଼ିଶାର ମୋଟ ଚିଙ୍ଗୁଡ଼ି ଓ ସାମୁଦ୍ରିକ ଖାଦ୍ୟ ରପ୍ତାନିରୁ ପ୍ରାୟ ୭୦ ପ୍ରତିଶତ  ଯୁକ୍ତରାଷ୍ଟ୍ର ଆମେରିକାକୁ ହୋଇଥାଏ। ବର୍ଷକୁ ପ୍ରାୟ ୨୦୦୦ କୋଟି ଟଙ୍କାର ଚିଙ୍ଗୁଡ଼ି ଓ ଅନ୍ୟାନ୍ୟ ସାମୁଦ୍ରିକ ଖାଦ୍ୟ ଓଡ଼ିଶା ଆମେରିକା…

ଟ୍ରମ୍ପଙ୍କ ଶୁକ୍ଳ ପ୍ରଭାବ ,କମିଲାନି ସୁଧ କମିବନି ଇଏମ୍ଆଇ

ଦରଦାମ୍‌ ସ୍ଥିତି ନିୟନ୍ତ୍ରଣ ରହିବା ଭଳି ଅନୁକୂଳ ସ୍ଥିତି ସତ୍ତ୍ବେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୃଷ୍ଟି କରିଥିବା ଶୁଳ୍କ ଅନିଶ୍ଚିତତାକୁ ନଜରରେ ରଖି ଭାରତୀୟ ରିଜର୍ଭ ବ୍ୟାଙ୍କର ମୁଦ୍ରାନୀତି କମିଟି ରେପୋ ହାରକୁ ୫.୫ ପ୍ରତିଶତରେ ଅପରିବର୍ତ୍ତିତ ରଖିବାକୁ ନିଷ୍ପତ୍ତି ନେଇଛି।…

ଇଭି ଚଳାଚଳରେ ଓଡ଼ିଶା ସପ୍ତମ

ଇଲେକ୍ଟ୍ରିକ୍ ଯାନ (ଇଭି) ଚଳାଚଳ ଓ ଗ୍ରହଣୀୟତାରେ ଓଡ଼ିଶାର ପ୍ରଦର୍ଶନ ସାରା ଦେଶରେ ଏତେଟା ଉତ୍ସାହଜନକ ନାହିଁ। ନିତି ଆୟୋଗ ପକ୍ଷରୁ ଜାରି କରାଯାଇଥିବା ଏକ ସୂଚକାଙ୍କ ଅନୁସାରେ ଓଡ଼ିଶା ସର୍ବମୋଟ ୪୧ ସ୍କୋର୍‌ ସହ ସପ୍ତମ ସ୍ଥାନରେ ରହିଛି। ଏହାକୁ ତୃତୀୟ ବର୍ଗ ‘ଆକାଂକ୍ଷୀ’ରେ ସାମିଲ…

ମୁମ୍ବାଇ-ଅହମଦାବାଦ ବୁଲେଟ୍‌ ଟ୍ରେନ୍ ପ୍ରକଳ୍ପ ଖୁବ୍‌ଶୀଘ୍ର କାର୍ଯ୍ୟକ୍ଷମ ହେବ

ମୁମ୍ବାଇ-ଅହମଦାବାଦ ବୁଲେଟ୍‌ ଟ୍ରେନ୍ ପ୍ରକଳ୍ପ ଖୁବ୍‌ଶୀଘ୍ର କାର୍ଯ୍ୟକ୍ଷମ ହେବ ବୋଲି ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ କହିଛନ୍ତି। ମୁମ୍ବାଇର ବିକେସିରୁ ଆରମ୍ଭ ହୋଇ ଗୁଜରାଟର ଭାପି, ସୁରଟ, ଆନନ୍ଦ, ଭଦୋଦରା ଦେଇ ତାହା ଅହମଦାବାଦ ପହଞ୍ଚିବ। ଘଣ୍ଟା ପ୍ରତି ୩୨୦ କିଲୋମିଟର ବେଗରେ…

10 ମିନିଟରେ 3 ଲକ୍ଷ କୋଟି ହରାଇଲେ ନିବେଶକ

ଭାରତର ରପ୍ତାନି ଉପରେ ୨୫% ଟାରିଫ୍‌ ଲାଗୁ କରିନ୍ତି ଆମେରିକା ରାଷ୍ଟ୍ରପତି ଡେନାଲ୍ଡ ଟ୍ରମ୍ପ। ଆମେରିକାର ଘୋଷଣା ଗୁରୁବାର ସକାଳେ ଭାରତୀୟ ସେୟାର ବଜାର ଉପରେ ଗଭୀର ପ୍ରଭାବ ପକାଇଛି। କାରବାର ଆରମ୍ଭରୁ ସେନସେକ୍ସ ୮୦୦ ପଏଣ୍ଟ ହ୍ରାସ ପାଇଥିଲା। ନିଫ୍ଟି ୫୦ ମଧ୍ୟ ୨୪,୬୫୦ ତଳକୁ ଖସିଯାଇଥିଲା,…

ଗୋପାଳପୁରରେ ସ୍ଥାପନ କରାଯିବାକୁ ଥିବା ଏଲ୍‌ଏନ୍‌ଜି ଟର୍ମିନାଲ୍ ପ୍ରକଳ୍ପକୁ କମ୍ପାନି ବୋର୍ଡର ଅନୁମୋଦନ ପ୍ରଦାନ

ରାଷ୍ଟ୍ରାୟତ୍ତ କମ୍ପାନି ପେଟ୍ରୋନେଟ୍ ଏଲ୍‌ଏନ୍‌ଜି ପକ୍ଷରୁ ଗଞ୍ଜାମ ଜିଲ୍ଲାର ଗୋପାଳପୁରରେ ସ୍ଥାପନ କରାଯିବାକୁ ଥିବା ଏଲ୍‌ଏନ୍‌ଜି ଟର୍ମିନାଲ୍ ପ୍ରକଳ୍ପକୁ କମ୍ପାନି ବୋର୍ଡ ଅନୁମୋଦନ ପ୍ରଦାନ କରିଛି। କମ୍ପାନି ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଗୋପାଳପୁର ଏଲ୍‌ଏନ୍‌ଜି ଟର୍ମିନାଲ୍…

ଶ୍ରମିକଙ୍କ କଲ୍ୟାଣ ପାଇଁ କାମ କରିବାକୁ ପରାମର୍ଶ

ଶ୍ରମିକଙ୍କର କଲ୍ୟାଣକାରୀ କାର୍ଯ୍ୟକ୍ରମକୁ ସୁନିଶ୍ଚିତ କରିବା ପାଇଁ କାରଖାନାଗୁଡ଼ିକର ଶ୍ରମ କଲ୍ୟାଣ ଅଧିକାରୀମାନଙ୍କର ଗତ ୨୫ ତାରିଖରେ ଏକ ରାଜ୍ୟସ୍ତରୀୟ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ଶ୍ରମ ସଂସ୍ଥାନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ କର୍ମଶାଳାର ମୁଖ୍ୟ ଅତିଥି କାରଖାନା ଏବଂ…

ଅକ୍ଷୟ ଶକ୍ତି ପ୍ରକଳ୍ପ ସ୍ଥାପନ ପାଇଁ ୮୬୯.୮ କୋଟି ଟଙ୍କାର ନିବେଶ ପ୍ରସ୍ତାବକୁ ମଞ୍ଜୁରି

ଶକ୍ତି ବିଭାଗର ପ୍ରମୁଖ ସଚିବ ବିଶାଲ କୁମାର ଦେବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଦ୍ବାଦଶ ସିଙ୍ଗଲ ୱିଣ୍ଡୋ କମିଟି ବୈଠକରେ ୧୭୮ ମେଗାୱାଟ୍‌ କ୍ଷମତା ବିଶିଷ୍ଟ ଅକ୍ଷୟ ଶକ୍ତି ପ୍ରକଳ୍ପ ସ୍ଥାପନ ପାଇଁ ୮୬୯.୮ କୋଟି ଟଙ୍କାର ନିବେଶ ପ୍ରସ୍ତାବକୁ ମଞ୍ଜୁରି ପ୍ରଦାନ କରାଯାଇଛି। ବୈଠକରୁ ଜଣାପଡ଼ିଛି…

ନୀଲ ଅମ୍ବାନୀଙ୍କ ୫୦ କମ୍ପାନିରେ ଚଢ଼ଉ କରିଛି ଇଡ଼ି

ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ଶିଳ୍ପପତି ଅନୀଲ ଅମ୍ବାନୀଙ୍କ ୫୦ କମ୍ପାନିରେ ଚଢ଼ଉ କରାଯାଇଛି। ଏହି କମ୍ପାନିଗୁଡ଼ିକର ଦିଲ୍ଲୀ ଓ ମୁମ୍ବାଇରେ ଥିବା ୩୫ଟି ଠିକଣାରେ ଚଢ଼ଉ ହୋଇଥିଲା। ୨୫ରୁ ଅଧିକ ଲୋକଙ୍କୁ ପଚରାଉଚୁରା କରାଯାଇଥିଲା। ସିବିଆଇ ପକ୍ଷରୁ ରୁଜୁ କରାଯାଇଥିବା ଏତଲା ଏବଂ…