Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Browsing Category
Business
All business-related news will news will upload
କାର୍ଯ୍ୟକ୍ଷେତ୍ରରେ ଡିପ୍ରେସନ ନେଲା ଇଞ୍ଜିନିୟରଙ୍କ ପ୍ରାଣ
କାର୍ଯ୍ୟକ୍ଷେତ୍ରରେ ଡିପ୍ରେସନ ନେଲା ଇଂଜିନିୟରଙ୍କ ପ୍ରାଣ । ଅତ୍ୟଧିକ ଚାପରେ ଆତ୍ମହତ୍ୟା କଲେ କାର୍ତ୍ତିକେୟନ । ବସଙ୍କ କାମ କରୁକରୁ ସେ ଡିପ୍ରେସନରେ ରହିଲେ । ଆଉ ସେଥିରୁ ମେଡିସିନ ଖାଇଲେ ବି ବାହାରିପାରିଲେନି । ଶେଷରେ ଆତ୍ମହତ୍ୟା କଲେ । ଏଭିଳି ଡିପ୍ରେସନ ମୁଖ୍ୟ ସମସ୍ୟା ପାଲଟିଲାଣି।…
ପିଏନ୍ବି ପକ୍ଷରୁ ପିଏମ୍ ଇ-ବିଶ୍ୱକର୍ମା ପ୍ରୋଗ୍ରାମ
ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍ବି)ର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ‘ପ୍ରଧାନମନ୍ତ୍ରୀ ବା ପିଏମ୍ ଇ-ବିଶ୍ୱକର୍ମା ଯୋଜନା’ ନିକଟରେ ଶୁଭାରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ପିଏନ୍ବି ଭୁବନେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ଏକ କ୍ରେଡିଟ୍ ଆଉଟ୍ରିଚ୍ ପ୍ରୋଗ୍ରାମ ଶୁକ୍ରବାର…
ଷ୍ଟକ୍ ବଜାରରେ ଉତ୍ସାହ
ଆମେରିକା ଓ ଏସିଆର ବିଭିନ୍ନ ଦେଶରେ ଥିବା ଷ୍ଟକ୍ ବଜାରରେ କାରବାର ଉତ୍ସାହଜନକ ରହିବା ପରେ ତାହାର ପ୍ରତିଫଳନ ଶୁକ୍ରବାର ଭାରତର ଦୁଇ ଷ୍ଟକ୍ ବଜାର ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ ଓ ନ୍ୟାସନାଲ୍ ଷ୍ଟକ୍ ଏକ୍ସଚେଞ୍ଜରେ ଦେଖିବାକୁ ମିଳିଥିଲା। ନିବେଶକମାନେ ଅଟୋମୋବାଇଲ୍, ବ୍ୟାଙ୍କ ଓ କ୍ୟାପିଟାଲ୍…
ଆଜିଠାରୁ ଦେଶରେ ଆଇଫୋନ୍ ୧୬ ସିରିଜ୍ ବିକ୍ରି ଆରମ୍ଭ
ଆଇଫୋନ୍ ପ୍ରେମୀଙ୍କ ଅପେକ୍ଷାର ଅନ୍ତ ହୋଇଛି । ଆପଲ୍ ଆଜିଠାରୁ ଦେଶରେ ଆଇଫୋନ୍ ୧୬ ସିରିଜ୍ ବିକ୍ରି ଆରମ୍ଭ କରିଛି। ଭାରତରେ ନୂଆ ଆଇଫୋନ୍ ଶୁକ୍ରବାର ସକାଳ ୮ଟାରୁ ଉଭୟ ରିଟେଲ ଓ ଅନଲାଇନ ଷ୍ଟୋରରେ ଉପଲବ୍ଧ ହୋଇଛି । ଏଥର ବଜେଟରେ ଆମଦାନୀ ଶୁଳ୍କ ହ୍ରାସ ହେତୁ କମ୍ପାନୀ ପ୍ରଥମ ଥର ପାଇଁ ପୂର୍ବ…
ସାହାରା ଜମାକାରୀ ୫୦ ହଜାର ଟଙ୍କା ପାଇବେ
ସାହାରା ଗ୍ରୁପ୍ର ଜମାକାରୀଙ୍କୁ ଫେରସ୍ତ କରାଯାଉଥିବା ଟଙ୍କାର ସୀମାକୁ କେନ୍ଦ୍ର ସରକାର ୫୦ ହଜାର ଟଙ୍କାକୁ ବଢ଼ାଇଛନ୍ତି। ପୂର୍ବରୁ ଏହି ସୀମା ୧୦ ହଜାର ଟଙ୍କା ଥିଲା। ସିଆର୍ସିଏସ୍-ସାହାରା ରିଫଣ୍ଡ ପୋର୍ଟାଲ୍ ଜରିଆରେ ବର୍ତ୍ତମାନ ସୁଦ୍ଧା ସାହାରାର ୪.୨୯ ଲକ୍ଷ ଜମାକାରୀଙ୍କୁ ୩୭୦ କୋଟି…
ଅକ୍ଟୋବର ଦ୍ବିତୀୟ ସପ୍ତାହରୁ ପ୍ରାକ୍-ବଜେଟ୍ ବୈଠକ
କେନ୍ଦ୍ର ସରକାର ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ୍ ପ୍ରସ୍ତୁତି ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଅକ୍ଟୋବର ଦ୍ବିତୀୟ ସପ୍ତାହରୁ ପ୍ରାକ୍-ବଜେଟ୍ ବୈଠକ ଆରମ୍ଭ ହୋଇ ନଭେମ୍ବର ମଧ୍ୟଭାଗ ପର୍ଯ୍ୟନ୍ତ ଚାଲିବ। ଏହି ସମୟରେ ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ବିଭିନ୍ନ ମନ୍ତ୍ରଣାଳୟ, ବିଭାଗ, ଅର୍ଥନୀତିର…
ଷ୍ଟକ ମାର୍କେଟ ଡାଉନ୍
ଷ୍ଟକ ବଜାରରେ ହ୍ରାସ ଦେଖିବାକୁ ମିଳିଛି । ବିଶେଷକରି ଆଇଟି କମ୍ପାନୀ କ୍ଷେତ୍ରରେ ଏହି ହ୍ରାସ ଦେଖାଯାଇଛି । ଯଦି ଦେଖିବା ହିରୋ ମଟୋକାର୍ପ, ୟୁନାଇଟେଡ୍ ସ୍ପିରିଟ ଏକ ବର୍ଷ ମଧ୍ୟରେ ସର୍ବୋଚ୍ଚସ୍ତରରେ ପହଞ୍ଚିଛି । ଅନ୍ୟପଟେ ବିଏସଇ ସେୟାର ଟ୍ରେଣ୍ଡରେ ରହିଛି । ସେହିପରି ଏଚଡିଏଫସି ବ୍ୟାଙ୍କର…
ଶେୟାର ବଜାର ବୃଦ୍ଧି
ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବଢାଇଛନ୍ତି। ବିଶେଷକରି ସୋମବାର ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ (ବିଏସ୍ଇ)ର ସେନସେକ୍ସ ୯୮(୯୭.୮୪) ପଏଣ୍ଟ ବଢି ୮୨,୯୮୯ (୮୨,୯୮୮.୭୮) ଅଙ୍କରେ କାରବାର ବନ୍ଦ କରିଥିଲା। ସେହିଭଳି…
ଶେୟାର ବଜାର କାରବାରରେ ପରିବର୍ତ୍ତନ
ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ଶେଷ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷକରି ଶୁକ୍ରବାର ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ (ବିଏସ୍ଇ)ର ସେନ୍ସେକ୍ସ ୭୨ (୭୧.୭୭) ପଏଣ୍ଟ…