Trending
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
Browsing Category
Business
All business-related news will news will upload
ଭାରତ ଓ ବିଟ୍ରେନ ମଧ୍ୟରେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଚୂଡ଼ାନ୍ତ
ଭାରତ ଏବଂ ୟୁକେ ଏକ ଐତିହାସିକ ଏବଂ ଗୁରୁତ୍ୱପୂର୍ଣ୍ଣ 'ମୁକ୍ତ ବାଣିଜ୍ୟ ଚୁକ୍ତିନାମା (ଏଫଟିଏ)' ଏବଂ 'ଦ୍ୱୈତ ଯୋଗଦାନ ଚୁକ୍ତି'କୁ ଚୂଡ଼ାନ୍ତ କରିଛନ୍ତି। ଏହି ଚୁକ୍ତିନାମା ଦୁଇ ଦେଶ ମଧ୍ୟରେ ବାଣିଜ୍ୟିକ ସମ୍ପର୍କକୁ ସୁଦୃଢ଼ କରିବ ଏବଂ ଅନେକ କ୍ଷେତ୍ରରେ ନୂତନ ସମ୍ଭାବନା ଖୋଲିବ।…
ଭିଡିଓ କଲିଂ ପ୍ଲାଟଫର୍ମ ସ୍କାଇପ୍ ସବୁଦିନ ପାଇଁ ବନ୍ଦ କଲା ମାଇକ୍ରୋସଫ୍ଟ
ଭିଡିଓ କଲିଂ ପ୍ଲାଟଫର୍ମ ସ୍କାଇପ୍କୁ ମାଇକ୍ରୋସଫ୍ଟ ସମ୍ପୂର୍ଣ୍ଣ ବନ୍ଦ କରିଦେବ। ମେ’ ୫ରୁ ଏହି ସେବା ବନ୍ଦ ହୋଇଯିବ ବୋଲି କମ୍ପାନି ପୂର୍ବରୁ ସୂଚନା ଦେଇଥିଲା। ଏହା ବଦଳରେ କମ୍ପାନି ‘ଟିମ୍’କୁ ପ୍ରସାର କରିବ। ଗତବର୍ଷ ମାର୍ଚ୍ଚ ବେଳକୁ ସ୍ପାଇପ୍ର ବ୍ୟବହାରକାରୀ ସଂଖ୍ୟା ୨.୮ କୋଟିରୁ…
ୱେଭ୍ସ ସମ୍ମିଳନୀ ଉଦ୍ଘାଟିତ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗତକାଲି ମୁମ୍ବାଇରେ ବିଶ୍ବ ଅଡିଓ ଭିଜୁଆଲ୍ ଓ ମନୋରଞ୍ଜନ ସମ୍ମିଳନୀ (ୱେଭ୍ସ’କୁ ଉଦ୍ଘାଟନ କରି ଅର୍ଥନୈତିକ ପ୍ରଗତିକୁ ବଢ଼ାଇବାରେ ଭାରତୀୟ ବିଷୟବସ୍ତୁରେ ରଖିଥିବା ଅପାର ସମ୍ଭାବନା ଉପରେ ଆଲୋକପାତ କରିଥିଲେ। ୧୦୦ରୁ ଅଧିକ ଦେଶରୁ ଆସିଥିବା ସିନେ…
ଭାରତର ଷ୍ଟକ୍ ମାର୍କେଟ ଆଜି ସବୁଜ ଜୋନ୍ରୁ ଆରମ୍ଭ ହୋଇଛି
ଭାରତୀୟ ସେୟାଜ୍ ବଜାର ପାଇଁ ଆଜି ଶୁଭ ସାବ୍ୟସ୍ତ ହୋଇଛି। ନିବେଶକଙ୍କ ପାଇଁ ଖୁସି ଖବର। କାରଣ ଭାରତର ଷ୍ଟକ୍ ମାର୍କେଟ ଆଜି ସବୁଜ ଜୋନ୍ରୁ ଆରମ୍ଭ ହୋଇଛି। ଆଜି ସକାଳ ୧୦ଟା ସୁଦ୍ଧା ଏସ୍ଆଣ୍ଡ୍ପି ବିଏସ୍ଇ ସେନ୍ସେକ୍ସ ୮୬୭.୪୮ ପଏଣ୍ଟ ବୃଦ୍ଧି ପାଇ ୮୧,୧୦୯.୭୨ରେ ପହଞ୍ଚିଛି। ସେହିପରି…
ଏପ୍ରିଲ୍ ମାସରେ ଜିଏସଟି ସଂଗ୍ରହ ସର୍ବକାଳୀନ ରେକର୍ଡ ୨.୩୭ ଲକ୍ଷ କୋଟି ଟଙ୍କାରେ ପହଞ୍ଚିଛି
ନିକଟରେ ସମାପ୍ତ ଏପ୍ରିଲ୍ ମାସରେ ଜିଏସଟି ସଂଗ୍ରହ ସର୍ବକାଳୀନ ରେକର୍ଡ ୨.୩୭ ଲକ୍ଷ କୋଟି ଟଙ୍କାରେ ପହଞ୍ଚିଛି । ଗୁରୁବାର ଅର୍ଥ ମନ୍ତ୍ରାଳୟ ପକ୍ଷରୁ ଜାରି ଜିଏସଟି ତଥ୍ୟରୁ ଏହା ଜଣାପଡ଼ିଛି । ଜିଏସଟି ସଂଗ୍ରହର ଅଭିବୃଦ୍ଧି ୧୨.୬ ପ୍ରତିଶତ ରେକର୍ଡ କରାଯାଇଛି, ଯାହା ୧୭ ମାସ ମଧ୍ୟରେ…
ଏବର୍ଷ ଅକ୍ଷୟ ତୃତୀୟାରେ ଦେଶରେ ୧୬ ହଜାର କୋଟି ଟଙ୍କାର ବେପାର ସମ୍ଭାବନା
ଏବର୍ଷ ଅକ୍ଷୟ ତୃତୀୟାରେ ଦେଶରେ ୧୬ ହଜାର କୋଟି ଟଙ୍କାର ବେପାର ହେବ ବୋଲି ଅଲ୍ ଇଣ୍ଡିଆ ଜୁଏଲର୍ସ ଆଣ୍ଡ ଗୋଲ୍ଡସ୍ମିଥ କନ୍ଫଡେରେସନ ପକ୍ଷରୁ କୁହାଯାଇଛି। ମହାସଂଘର ସଭାପତି ପଙ୍କଜ ଆରୋରା ଏହି ଆକଳନ କରିଛନ୍ତି। ଶ୍ରୀ ଆରୋରା କହିଛନ୍ତି ସାଧାରଣତଃ ଅକ୍ଷୟ ତୃତୀୟା ଦିନ ସୁନା ବିକ୍ରି…
ସେନ୍ସେକ୍ସ ୧୦୦୬ ପଏଣ୍ଟ ବୃଦ୍ଧି ପାଇ ୮୦,୨୧୮ ପଏଣ୍ଟରେ ବନ୍ଦ ହୋଇଛି
ଭାରତ-ପାକିସ୍ତାନ ମଧ୍ୟରେ ଦେଖାଦେଇଥିବା ଉତ୍ତେଜନା ପ୍ରଭାବରେ ତଳକୁ ଖସୁଥିବା ଷ୍ଟକ୍ ବଜାର କାରବାରରେ ସୋମବାର ସୁଧାର ଘଟିଛି। ଉଭୟ ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ ଓ ନ୍ୟାସନାଲ୍ ଷ୍ଟକ୍ ଏକ୍ସଚେଞ୍ଜରେ ଭଲ କାରବାର ହୋଇଛି। ଏହାର ପ୍ରଭାବରେ ସେନ୍ସେକ୍ସ ୧୦୦୬ ପଏଣ୍ଟ ବୃଦ୍ଧି ପାଇ ୮୦,୨୧୮…
ସୋଏବ ଅଖତରଙ୍କ ସମେତ ୧୬ ଜଣକ ୟୁଟ୍ୟୁବରଙ୍କର ଚ୍ୟାନେଲ୍କୁ ଅବରୋଧ କରିଛନ୍ତି କେନ୍ଦ୍ର ସରକାର
ପହଲଗାମ ଆକ୍ରମଣ ପରେ ପାକିସ୍ତାନ ବିରୋଧରେ ଗୋଟାଏ ପରେ ଗୋଟାଏ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛନ୍ତି ଭାରତ ସରକାର। ଏବେ ସରକାର ସୋଏବ ଅଖତରଙ୍କ ସମେତ ୧୬ ଜଣକ ୟୁଟ୍ୟୁବରଙ୍କର ଚ୍ୟାନେଲ୍କୁ ଅବରୋଧ କରିଛନ୍ତି।
ସରକାରୀ ସୂତ୍ର ଅନୁଯାୟୀ, ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ…
ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଲିମିଟେଡରେ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ହେଲେ ଅନନ୍ତ ଅମ୍ବାନୀ
ମୁକେଶ ଅମ୍ବାନୀଙ୍କ ସାନ ପୁଅ ଅନନ୍ତ ଅମ୍ବାନୀଙ୍କୁ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଲିମିଟେଡରେ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକଭାବେ ନିଯୁକ୍ତି ମିଳିଛି। ଗତକାଲି ଅନୁଷ୍ଠିତ କମ୍ପାନିର ବୋର୍ଡ ବୈଠକରେ ଅନନ୍ତଙ୍କୁ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଲିମିଟେଡର ପୂର୍ଣ୍ଣକାଳୀନ ସଦସ୍ୟ ତଥା…
୫୭.୫ଟନ୍ ସୁନା କିଣିଲା ଭାରତୀୟ ରିଜର୍ଭ ବ୍ୟାଙ୍କ
ବିଶ୍ବ ଅର୍ଥନୀତିରେ ଅନିଶ୍ଚିତତା ଲାଗି ରହିଥିବା ବେଳେ ଭାରତୀୟ ରିଜର୍ଭ ବ୍ୟାଙ୍କ ଏହାର ସୁନା ଭଣ୍ଡାରକୁ ମଜଭୁତ କରିବାରେ ଲାଗିଛି। ୨୦୪-୨୫ରେ ଏହା ୫୭.୫ଟନ୍ ସୁନା କିଣିଛି। ୨୦୧୭ ପରେ ଏହା ଦ୍ବିତୀୟ ଥର ପାଇଁ ଏତେ ପରିମାଣର ସୁନା କିଣିଛି। ଭୂରାଜନୈତିକ ସଙ୍କଟ, ଆମେରିକୀୟ ଡଲାର ମୂଲ୍ୟରେ…