Trending
- ନୀତୀଶ କୁମାରଙ୍କୁ ବିହାର ନ ଛାଡିବା ପାଇଁ ନିବେଦନ କଲେ ଜେଡିୟୁର ରାଜ୍ୟ ସାଧାରଣ ସମ୍ପାଦକ ଅମରେନ୍ଦ୍ର ଦାସ ତ୍ରିଲୋକ
- ଅମିତ ଶାହ ଯାହା କୁହନ୍ତି, ତାହା କରିକି ଦେଖାଇଥାନ୍ତି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
- ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
- ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
Browsing Category
Business
All business-related news will news will upload
କମେଡିଆନ୍ କୁନାଲ୍ ଓ ଓଲା ସିଇଓ ଭବିଷ ଅଗ୍ରୱାଲ୍ଙ୍କ ମଧ୍ୟରେ କାହିଁକି ଚାଲିଛି ଟ୍ବିଟ୍ ଯୁଦ୍ଧ ?
ଓଲା ଇଲେକ୍ଟ୍ରିକ୍ ସ୍କୁଟର୍ର ସର୍ଭିସିଂ ସମସ୍ୟାକୁ ନେଇ ଯୁଦ୍ଧ । ଏନେଇ ଦୁଇ ଭାଗ ହୋଇଛନ୍ତି ୟୁଜର । ଗୋଟିଏ ପକ୍ଷ କୁନାଲଙ୍କୁ ଗାଳି କରୁଥିବା ବେଳେ ଆଉ ଦଳେ ସର୍ପୋର୍ଟ କରୁଛନ୍ତି । ଏହାରି ଭିତରେ ସୋସିଆଲ ମିଡିଆରେ କମେଡିଆନ୍ କୁନାଲ୍ କାମ୍ରା ଓ ଓଲାର ସିଇଓ ଭବିଷ ଅଗ୍ରୱାଲ୍ଙ୍କ…
ଆପଣଙ୍କ ଅଞ୍ଚଳରେ ଟମାଟୋ ଦର କେତେ ?
ଟମାଟୋ, ବାଇଗଣ, ପୋଟଳ, କାକୁଡ଼ି ଦର ଆପଣଙ୍କ ଅଞ୍ଚଳରେ କେତେ? ଦରକୁ ନେଇ ଏବେ ସବୁଠି ଚର୍ଚା । ବଜାରରେ ପରିବା ଦରରେ ନିଆଁ ଲାଗିଛି। ମାର୍କେଟକୁ ଗଲେ ୫୦୦ ଟଙ୍କାରେ ମଧ୍ୟ ବ୍ୟାଗ୍ ପୁରୁନି। ସବୁ ପରିବା ଦର ହୁହୁ ହୋଇ ବଢ଼ି ଚାଲିଥିବା ବେଳେ ଟମାଟୋ କିଲୋ ପଚାଶ ଟପି 80ରେ…
ବଢ଼ିଲା ସିମେଣ୍ଟ ମୂଲ୍ୟ
ଦେଶରେ ମୌସୁମୀ ଋତୁ ଶେଷ ହେଉଛି ଏବଂ ଏହାର ପ୍ରତ୍ୟକ୍ଷ ପ୍ରଭାବ ବର୍ତ୍ତମାନ ନିର୍ମାଣ କାର୍ଯ୍ୟକଳାପ ଉପରେ ଦେଖାଯାଉଛି ଏବଂ ଦେଶରେ ନିର୍ମାଣ କାର୍ଯ୍ୟ ପୁଣି ଗତିଶୀଳ ହେବାରେ ଲାଗିଛି | ଏଭଳି ପରିସ୍ଥିତିରେ ସିମେଣ୍ଟର ଚାହିଦା ମଧ୍ୟରେ ବୃଦ୍ଧି ଦେଖାଯାଉଛି ଏବଂ ଏହା ସହିତ ସିମେଣ୍ଟର ମୂଲ୍ୟ…
ପୂଜାରେ ଗଡ଼ିବନି କି ବସ ! ଘରୋଇ ବସ ମାଲିକ ସଂଘ ଦେଲା ଚେତାବନୀ
ଆମ ଦାବି ପୂରଣ କର । ନହେଲେ ପୂଜାରେ ଗଡ଼ିବନି ବସ୍। ଏପରି ଚେତାବନୀ ଦେଇଛି ବସ ମାଲିକ ସଂଘ । ଆଜି ସନ୍ଧ୍ୟା ଠାରୁ ୮ ତାରିଖ ସନ୍ଧ୍ୟା ୬ଟା ପର୍ୟ୍ୟନ୍ତ ଦକ୍ଷିଣ ଓଡ଼ିଶା ଓ ପଶ୍ଚିମ ଓଡ଼ିଶାରେ ଘରୋଇ ବସ ଚଳାଚଳ ବନ୍ଦ ରହିବା ନେଇ ସଂଘ କହିଛି। ଏ ନେଇ ବନ୍ଦ ଡାକରା ଦେଇଛି ଘରୋଇ ବସ ମାଲିକ…
ଚୀନ୍ ପାଇଁ ଖସୁଛି ସେୟାର ବଜାର
ଗୋଟିଏ ପଟେ ଇରାନ ଓ ଇସ୍ରାଏଲ୍ ମଧ୍ୟରେ ଯୁଦ୍ଧ ଭଳି ସ୍ଥିତି ନିବେଶକମାନଙ୍କ ଚିନ୍ତା ବଢ଼ାଇଥିବା ବେଳେ ଚୀନ୍ ସରକାର ଅର୍ଥନୈତିକ ପ୍ରୋତ୍ସାହନ ଘୋଷଣା କରିବା ପରେ ବିଦେଶୀ ନିବେଶକମାନେ ବିପୁଳ ପରିମାଣର ପାଣ୍ଠି ପ୍ରତ୍ୟାହାର କରୁଛନ୍ତି। ଏହି ଦୁଇ କାରଣ ଲାଗି ଦେଶର ଦୁଇ ଷ୍ଟକ୍ ବଜାର…
ତେଲ ଦର ୭୫ ଡଲାର ଟପିଲା
ଇରାନ-ଇସ୍ରାଏଲ ମଧ୍ୟରେ ଯୁଦ୍ଧ ଭଳି ସ୍ଥିତି ଯୋଗୁ ଅନ୍ତର୍ଜାତୀୟ ବଜାରର ବ୍ରେଣ୍ଟ୍ କ୍ରୁଡ୍ ଦାମ୍ ଆଜି ବ୍ୟାରେଲ ପିଛା ୧.୫୨ ଡଲାର ବା ୨.୦୬ ପ୍ରତିଶତ ବୃଦ୍ଧି ଘଟି ୭୫.୪୨ ଡଲାରରେ ପହଞ୍ଚିଛି। ସେହିଭଳି ୱେଷ୍ଟ ଟେକ୍ସାସ୍ ଇଣ୍ଟରମିଡିଏଟ୍ ଅଶୋଧିତ ତେଲ ଦର ବ୍ୟାରେଲ ପିଛା ୧.୫୮ ଡଲାର ବା…
ଶେୟାର ବଜାର ସୁନାମୀ
ଭାରତୀୟ ଶେୟାର ବଜାର ଧରାସାୟୀ ହୋଇପଡିଛି । ମଧ୍ୟପ୍ରାଚ୍ୟରେ ଭୀଷଣ ଯୁଦ୍ଧ ଯୋଗୁଁ ଶେୟାର ବଜାର ଉପରେ ପ୍ରଭାବ ଦେଖାଯାଇଛି । ସେନସେକ୍ସ ଏବଂ ନିଫ୍ଟି ହ୍ରାସ ପାଇଛି । ସେନସେକ୍ସ 1800 ଏବଂ ନିଫ୍ଟି 550 ପଏଣ୍ଟ ହ୍ରାସ ପାଇଛି । ଏହା ଚଳିତ ବର୍ଷର ଚତୁର୍ଥ ବଡ ହ୍ରାସ ବୋଲି କୁହାଯାଉଛି । ଆଜି…
ବଢିଲା ଗ୍ୟାସ ଦର
ଆଜିଠୁ ଦେଶରେ କେତେକ ଗୁରୁତ୍ବପୂର୍ଣ୍ଣ ନିୟମରେ ପରିବର୍ତ୍ତନ ହେବାକୁ ଯାଉଛି। ଯାହା ଲୋକମାନଙ୍କ ଦୈନନ୍ଦିନ ଜୀବନ ଉପରେ ପ୍ରଭାବ ପକାଇବ। କର୍ମସିଆଲ ଗ୍ୟାସ ଦରଠୁ ଆରମ୍ଭ କରି ଟ୍ୟାକ୍ସ ନିୟମରେ ପରିବର୍ତ୍ତନ ସହିତ ଡେବିଟ୍ କାର୍ଡ ଓ କ୍ରେଡିଟ୍ କାର୍ଡ ନିୟମରେ ମଧ୍ୟ ପରିବର୍ତ୍ତନ ହେବାକୁ…
ଷ୍ଟକ୍ ବଜାରରେ ମାନ୍ଦା
ଷ୍ଟକ୍ ବଜାରରେ ମାନ୍ଦା କାରବାର ପ୍ରଭାବ ଭାରତର ଦୁଇ ଷ୍ଟକ୍ ବଜାର ଉପରେ ଆଜି ପଡ଼ିଥିଲା। ଫଳରେ ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜର ସେନ୍ସେକ୍ସ ୧୨୭୨ ପଏଣ୍ଟ ହ୍ରାସ ପାଇ ୮୪,୨୯୯ ପଏଣ୍ଟରେ ବନ୍ଦ ହୋଇଥିବା ବେଳେ ନ୍ୟାସନାଲ୍ ଷ୍ଟକ୍ ଏକ୍ସଚେଞ୍ଜର ନିଫ୍ଟି ୩୬୮ ପଏଣ୍ଟ ହ୍ରାସ ପାଇ ୨୫୮୧୦ ପଏଣ୍ଟରେ…
ଟୋଲ ଟାକ୍ସ ବୃଦ୍ଧି
ପହିଲାରୁ ଗାଡ଼ି ଚାଳକ ମାନଙ୍କୁ ଲାଗିବ ଶକ୍ତ ଝଟକା । ଯାତାୟତ ପାଇଁ ବୃଦ୍ଧି ପାଇବ ଟୋଲ ଟାକ୍ସ । ଏଣିକି ଏକ୍ସପ୍ରେସ-ୱେରେ ଯିବା ଆସିବା ହୋଇଯିବ ଆହୁରି ମହଙ୍ଗା । ଆସନ୍ତାକାଲି ବର୍ଷର ଦଶମ ମାସ ଆରମ୍ଭ ହେବାକୁ ଯାଉଛି । ନୂଆ ମାସ ସହିତ ଟୋଲ ଟାକ୍ସର ନୂଆ ମୂଲ୍ୟ ମଧ୍ୟ ଆରମ୍ଭ ହେବ । ଟୋଲ ଟାକ୍ସ…