Trending
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
Browsing Category
Business
All business-related news will news will upload
ସୁନା ଦାମ୍ ଏହାର ସର୍ବକାଳୀନ ରେକର୍ଡ ସ୍ତର ୮୬,୭୩୩ ଟଙ୍କାରେ ପହଞ୍ଚିଛି
କେବଳ ଭୁବନେଶ୍ବର କିମ୍ବା ଓଡ଼ିଶା ନୁହେଁ, ସାରା ଭାରତରେ ସୁନା ମହଙ୍ଗା ହେଉଛି। ଜାତୀୟ ବଜାରରେ ସୁନା ଦାମ୍ ଏହାର ସର୍ବକାଳୀନ ରେକର୍ଡ ସ୍ତର ୮୬,୭୩୩ ଟଙ୍କାରେ ପହଞ୍ଚିଛି। କେବଳ ବୁଧବାର ଦିନ ଏହାର ଦାମ୍ରେ ୧୦୪୩ ଟଙ୍କାର ବୃଦ୍ଧି ଘଟିଛି। ୨୦୨୫ରେ ଏପର୍ଯ୍ୟନ୍ତ ସୁନା ଦାମ୍ରେ ୧୦,୫୭୧…
ମାସକ ଭିତରେ ଦେଶରେ ଚିନି କେଜି ୬.୫ ପ୍ରତିଶତ ମହଙ୍ଗା ହୋଇଛି
ଦରଦାମ୍କୁ ନିୟନ୍ତ୍ରଣରେ ରଖିବା ଲାଗି କେନ୍ଦ୍ର ସରକାର ଓ ଭାରତୀୟ ରିଜର୍ଭ ବ୍ୟାଙ୍କ ଦୀର୍ଘଦିନ ଲଢ଼େଇ କରିବା ପରେ ଯେଉଁ ସଫଳତା ପାଇଛନ୍ତି, ସେଥିପ୍ରତି ଚିନି ଏକ ବଡ଼ ବିପଦ ଭାବେ ଉଭା ହୋଇଛି। ଉତ୍ପାଦନ କମିବାରୁ ମାସକ ଭିତରେ ଦେଶରେ ଚିନି କେଜି ୬.୫ ପ୍ରତିଶତ ମହଙ୍ଗା ହୋଇଛି। ଆଗକୁ ଦାମ୍…
ଭାରତରେ ତିଆରି ହେଉଥିବା ପ୍ରଥମ ଚିପ୍ ଅକ୍ଟୋବର ସୁଦ୍ଧା ବଜାରକୁ ଆସିବ
ସ୍ମାର୍ଟଫୋନ୍ଠାରୁ ଆରମ୍ଭ କରି କମ୍ପ୍ୟୁଟର ପର୍ଯ୍ୟନ୍ତ ବିଭିନ୍ନ ଇଲେକ୍ଟ୍ରୋନିକ୍ସ ସାମଗ୍ରୀରେ ବ୍ୟବହାର ହେଉଥିବା ଏକ ପ୍ରମୁଖ ଉପାଦାନ ହେଉଛି ଚିପ୍। ଏଥିପାଇଁ ଭାରତ ଆମଦାନି ଉପରେ ନିର୍ଭରଶୀଳ ରହିଛି। ତେବେ ଭାରତରେ ତିଆରି ହେଉଥିବା ପ୍ରଥମ ଚିପ୍ ଅକ୍ଟୋବର ସୁଦ୍ଧା ଆସିବ ବୋଲି…
୨୦୨୪-୨୫ ଆର୍ଥିକ ବର୍ଷରେ ମୁଣ୍ଡପିଛା ଆୟ ୧୦.୬ ପ୍ରତିଶତ ବୃଦ୍ଧି ପାଇ ୧.୮୩ ଲକ୍ଷ ଟଙ୍କା ସ୍ତରରେ ପହଞ୍ଚିଛି
୨୦୨୪-୨୫ ଆର୍ଥିକ ବର୍ଷରେ ଓଡ଼ିଶା ଅର୍ଥନୀତିର ଆକାର ୯.୫ ଲକ୍ଷ କୋଟି ଟଙ୍କାରେ ପହଞ୍ଚିଛି, ଯାହାକି ୧୧୩ ବିଲିୟନ ଆମେରିକୀୟ ଡଲାର ସହ ସମାନ ଅଟେ। ୨୦୨୪-୨୫ରେ ରାଜ୍ୟର ବାସ୍ତବ ଅର୍ଥନୈତିକ ଅଭିବୃଦ୍ଧି ହାର ୭.୨ ପ୍ରତିଶତ ରହିବା ନେଇ ଆକଳନ କରାଯାଇଛି। ଭାରତର ୬.୪ ପ୍ରତିଶତ ଅଭିବୃଦ୍ଧି ତୁଳନାରେ…
ମହଙ୍ଗା ବଜାର ତାଲିକାରେ ଓଡ଼ିଶା ନାମ, ଚିନ୍ତା ପ୍ରକଟ କରିଛନ୍ତି କେନ୍ଦ୍ର ସରକାର
ଦୀର୍ଘଦିନ ଧରି ଲଗାତାର ଭାବେ ଓଡ଼ିଶା ଦେଶର ଅନ୍ୟତମ ମହଙ୍ଗା ବଜାର ହୋଇରହିଛି। ବିଶେଷ କରି ଖୁଚୁରା ବଜାର ଦର ଖାଉଟିମାନଙ୍କୁ ପ୍ରବଳ ବାଧୁଛି। ସେଥିପାଇଁ ଦେଶର କିଛି ପ୍ରମୁଖ ମହଙ୍ଗା ବଜାର ତାଲିକାରେ ଓଡ଼ିଶା ନାମ ସବୁବେଳେ ରହୁଛି। ଏହାକୁ ନେଇ କେନ୍ଦ୍ର ସରକାର ଚିନ୍ତା ପ୍ରକଟ କରିଛନ୍ତି।…
ବଜାରକୁ ପ୍ରବେଶ କଲା ହୋଣ୍ଡା ର ନୂଆ ବାଇକ୍ ହୋଣ୍ଡା ଏନଏକ୍ସ ୨୦୦
ହୋଣ୍ଡା ମୋଟରସାଇକେଲ୍ ଏବଂ ସ୍କୁଟର ଇଣ୍ଡିଆ ଏହାର ନୂତନ ବାଇକ୍ ହୋଣ୍ଡା ଏନଏକ୍ସ ୨୦୦ ଲଞ୍ଚ କରିଛି। ଏହି ବାଇକ୍ରେ ଅନେକ ନୂତନ ବୈଶିଷ୍ଟ୍ୟ ସହିତ, ଏହାର ଇଞ୍ଜିନ୍କୁ ମଧ୍ୟ ଅପଡେଟ୍ କରାଯାଇଛି। କେବଳ ଏତିକି ନୁହେଁ, ବାଇକ୍ର ଡିଜାଇନ୍ ସ୍ପୋର୍ଟି ଏବଂ ଷ୍ଟାଇଲିସ୍ ମଧ୍ୟ ରହିଛି । ଏହି ବାଇକ୍…
ପାରାଦୀପରେ ବିମାନବନ୍ଦର ସ୍ଥାପନ କରିବାକୁ ରାଜ୍ୟ ସରକାରଙ୍କ ଯୋଜନା
ବନ୍ଦର ସହର ପାରାଦୀପରେ ଏକ ନୂଆ ବିମାନବନ୍ଦର ସ୍ଥାପନ କରିବାକୁ ରାଜ୍ୟ ସରକାର ଯୋଜନା କରିଛନ୍ତି। ସେଥିପାଇଁ ଜମି ଚିହ୍ନଟ କରିବା ଓ ଫିଜିବିଲିଟି ଷ୍ଟଡି କରିବାକୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ଲୋକସେବା ଭବନରେ ମୁଖ୍ୟ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ତୃତୀୟ ଉଚ୍ଚ…
ଆଜିଠୁ ବିଧାନସଭାର ବଜେଟ୍ ଅଧିବେଶନ , ଦୁଇଟି ପର୍ୟ୍ୟାୟରେ ହେବ ବଜେଟ୍ ଅଧିବେଶନ
ଆଜିଠୁ ବିଧାନସଭାର ବଜେଟ୍ ଅଧିବେଶନ। ଏଥର ଦୁଇଟି ପର୍ୟ୍ୟାୟରେ ହେବ ବଜେଟ୍ ଅଧିବେଶନ। ପ୍ରଥମ ଅଧିବେସନ ଆଜିଠୁ ଆରମ୍ଭ ହୋଇ ଫେବ୍ରୁଆରୀ ୨୧ ତାରିଖ ପର୍ୟ୍ୟନ୍ତ ଚାଲିବ। ୧୭ ତାରିଖରେ ଉପସ୍ଥାପନ ହେବ ରାଜ୍ୟ ବଜେଟ୍। ଏବଂ ୨୯ ତାରିଖରେ ବ୍ୟୟମଞ୍ଜୁରୀ ବିଲ। ସେହିପରି ଦ୍ବିତୀୟ ପର୍ୟ୍ୟାୟ ଅଧିବେଶନ…
ଭାରତୀୟ ଟଙ୍କାର ମୂଲ୍ୟ ହ୍ରାସ ଯୋଗୁ ଷ୍ଟକ୍ ବଜାରର କାରବାର ବିଶେଷ ଭାବେ ପ୍ରଭାବିତ
ଅନ୍ତଃରାଷ୍ଟ୍ରୀୟ ସମସ୍ୟା ଓ ଭୂରାଜନୈତିକ ଘଟଣାବଳୀର ପ୍ରଭାବ ସିଧା ଭାରତୀୟ ପୁଞ୍ଜିବଜାର ଏବଂ ଷ୍ଟକ୍ ମାର୍କେଟ କାରବାର ଉପରେ ପଡୁଛି। ଏପରିକି ଘରୋଇ ଶେୟାର ବଜାରର ନିବେଶକ ପ୍ରତିଦିନ ବହୁ ଲକ୍ଷ କୋଟି ଟଙ୍କାର ନିବେଶ ହରାଉଛନ୍ତି। ଗୋଟିଏ ପଟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ…
୧୦ ଗ୍ରାମକୁ ୮୮ ହଜାର ପାର କଲାଣି, ଅଳଙ୍କାର ପ୍ରିୟ ଲୋକଙ୍କ ପାଇଁ ଏକ ବିରାଟ ସମସ୍ୟା
ସୁନା ଦର ବୃଦ୍ଧି ଅଳଙ୍କାର ପ୍ରିୟ ଲୋକଙ୍କ ପାଇଁ ଏକ ବିରାଟ ସମସ୍ୟା ହୋଇ ଛିଡ଼ା ହୋଇଛି। ମଙ୍ଗଳବାର ସୁନା ଦର ପୁଣି ବଢ଼ିଛି। ସାରା ବିଶ୍ବରେ ବଢ଼ି ବଢ଼ି ଚାଲିଛି ସୁନା ଦର। ରେକର୍ଡ ସ୍ତରରେ ପହଞ୍ଚିଛି ସୁନା ମୂଲ୍ୟ। ୨୪ କ୍ୟାରେଟ୍ ସୁନା ୧୦ ଗ୍ରାମକୁ ୮୮ ହଜାର ପାର କଲାଣି। ଆଗକୁ ସୁନା ଦର ୯୦…