Trending
- ଜନଗଣନା କର୍ମଚାରୀଙ୍କୁ ଆକ୍ରମଣ,କାମାକ୍ଷାନଗର ଏନଏସି ତିନି ନମ୍ବର ୱାର୍ଡ ମହିମାନଗର ସାହିରେ ଘଟିଛି ଘଟଣା।
- ଏସ୍ସିବି ମେଡିକାଲ ବିଲ୍ଡିଙ୍ଗରୁ ଖସିଲା ସିଲିଂ,କୁମ୍ଭକର୍ଣ୍ଣ ନିଦ୍ରାରେ ଶୋଇଛି ପୂର୍ତ୍ତ ବିଭାଗ
- ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଦିନ ୧୧ଟାରୁ ୩ଟା ଯାଏଁ ଜନଗଣନା କରିବେନି ଜନଗଣନା ଅଧିକାରୀ
- ପହଲଗାମ ନରସଂହାରକୁ ପୂରିଲା ବର୍ଷେ: ଆତଙ୍କବାଦ ଆଗରେ ମୁଣ୍ଡ ନୁଆଁଇବ ନାହିଁ ଭାରତ, ‘ଅପରେସନ ସିନ୍ଦୂର’ର ସେହି ସଂକଳ୍ପକୁ ମନେ ପକାଇଲେ ପ୍ରଧାନମନ୍ତ୍ରୀ
- ଆଜି ବସୁଛି ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ: ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ୯ରୁ ଅଧିକ ପ୍ରସ୍ତାବ ଉପରେ ଲାଗିପାରେ ମୋହର
- ୨୮ ଫେବୃଆରୀରୁ ୯ ଏଲପିଜି ଓ ୧ ଅଶୋଧିତ ତୈଳ ଜାହାଜ ସୁରକ୍ଷିତ ଭାବେ ହର୍ମୁଜ୍ ପ୍ରଣାଳୀ ପାର କରିଛି
- ପହଲଗାମ ଆକ୍ରମଣର ପ୍ରଥମ ବାର୍ଷିକୀ ପୂର୍ବରୁ ଭାରତୀୟ ସେନା ସେୟାର କରିଛି ଏକ ଗୁରୁତ୍ୱପୂର୍ଣ୍ଣ ପୋଷ୍ଟ
- ମହିଳାଙ୍କୁ ଖରାପ ଚାଟିଂ ଏବଂ ଫୋନ୍ କରି ଅଶାଳୀନ ବ୍ୟବହାର କରିବା ଅଭିଯୋଗରେ ଖଣ୍ଡପଡ଼ା SDPOଙ୍କୁ ବଦଳି
- ଆସନ୍ତାକାଲି ବିଜେପିର ବିଶାଳ ମହିଳା ଜନଆକ୍ରୋଶ ସମାବେଶ,ଅପରାହ୍ଣ ୪ଟାରୁ ପ୍ରଦର୍ଶନୀ ପଡ଼ିଆରୁ ଲୋୟର ପିଏମଜି ଯାଏଁ ବିଶାଳ ରାଲି
- ‘ଫାଇଟର’ ସିକ୍ସେଲ ଆଣିବା ପାଇଁ ଆଗଧାଡ଼ିର ନିର୍ଦ୍ଦେଶକ ସିଦ୍ଧାର୍ଥ ଆନନ୍ଦଙ୍କର ଯୋଜନା କରିଥିବା ଜଣାପଡ଼ିଛି
Browsing Category
Business
All business-related news will news will upload
ପୂଜାରେ ଗଡ଼ିବନି କି ବସ ! ଘରୋଇ ବସ ମାଲିକ ସଂଘ ଦେଲା ଚେତାବନୀ
ଆମ ଦାବି ପୂରଣ କର । ନହେଲେ ପୂଜାରେ ଗଡ଼ିବନି ବସ୍। ଏପରି ଚେତାବନୀ ଦେଇଛି ବସ ମାଲିକ ସଂଘ । ଆଜି ସନ୍ଧ୍ୟା ଠାରୁ ୮ ତାରିଖ ସନ୍ଧ୍ୟା ୬ଟା ପର୍ୟ୍ୟନ୍ତ ଦକ୍ଷିଣ ଓଡ଼ିଶା ଓ ପଶ୍ଚିମ ଓଡ଼ିଶାରେ ଘରୋଇ ବସ ଚଳାଚଳ ବନ୍ଦ ରହିବା ନେଇ ସଂଘ କହିଛି। ଏ ନେଇ ବନ୍ଦ ଡାକରା ଦେଇଛି ଘରୋଇ ବସ ମାଲିକ…
ଚୀନ୍ ପାଇଁ ଖସୁଛି ସେୟାର ବଜାର
ଗୋଟିଏ ପଟେ ଇରାନ ଓ ଇସ୍ରାଏଲ୍ ମଧ୍ୟରେ ଯୁଦ୍ଧ ଭଳି ସ୍ଥିତି ନିବେଶକମାନଙ୍କ ଚିନ୍ତା ବଢ଼ାଇଥିବା ବେଳେ ଚୀନ୍ ସରକାର ଅର୍ଥନୈତିକ ପ୍ରୋତ୍ସାହନ ଘୋଷଣା କରିବା ପରେ ବିଦେଶୀ ନିବେଶକମାନେ ବିପୁଳ ପରିମାଣର ପାଣ୍ଠି ପ୍ରତ୍ୟାହାର କରୁଛନ୍ତି। ଏହି ଦୁଇ କାରଣ ଲାଗି ଦେଶର ଦୁଇ ଷ୍ଟକ୍ ବଜାର…
ତେଲ ଦର ୭୫ ଡଲାର ଟପିଲା
ଇରାନ-ଇସ୍ରାଏଲ ମଧ୍ୟରେ ଯୁଦ୍ଧ ଭଳି ସ୍ଥିତି ଯୋଗୁ ଅନ୍ତର୍ଜାତୀୟ ବଜାରର ବ୍ରେଣ୍ଟ୍ କ୍ରୁଡ୍ ଦାମ୍ ଆଜି ବ୍ୟାରେଲ ପିଛା ୧.୫୨ ଡଲାର ବା ୨.୦୬ ପ୍ରତିଶତ ବୃଦ୍ଧି ଘଟି ୭୫.୪୨ ଡଲାରରେ ପହଞ୍ଚିଛି। ସେହିଭଳି ୱେଷ୍ଟ ଟେକ୍ସାସ୍ ଇଣ୍ଟରମିଡିଏଟ୍ ଅଶୋଧିତ ତେଲ ଦର ବ୍ୟାରେଲ ପିଛା ୧.୫୮ ଡଲାର ବା…
ଶେୟାର ବଜାର ସୁନାମୀ
ଭାରତୀୟ ଶେୟାର ବଜାର ଧରାସାୟୀ ହୋଇପଡିଛି । ମଧ୍ୟପ୍ରାଚ୍ୟରେ ଭୀଷଣ ଯୁଦ୍ଧ ଯୋଗୁଁ ଶେୟାର ବଜାର ଉପରେ ପ୍ରଭାବ ଦେଖାଯାଇଛି । ସେନସେକ୍ସ ଏବଂ ନିଫ୍ଟି ହ୍ରାସ ପାଇଛି । ସେନସେକ୍ସ 1800 ଏବଂ ନିଫ୍ଟି 550 ପଏଣ୍ଟ ହ୍ରାସ ପାଇଛି । ଏହା ଚଳିତ ବର୍ଷର ଚତୁର୍ଥ ବଡ ହ୍ରାସ ବୋଲି କୁହାଯାଉଛି । ଆଜି…
ବଢିଲା ଗ୍ୟାସ ଦର
ଆଜିଠୁ ଦେଶରେ କେତେକ ଗୁରୁତ୍ବପୂର୍ଣ୍ଣ ନିୟମରେ ପରିବର୍ତ୍ତନ ହେବାକୁ ଯାଉଛି। ଯାହା ଲୋକମାନଙ୍କ ଦୈନନ୍ଦିନ ଜୀବନ ଉପରେ ପ୍ରଭାବ ପକାଇବ। କର୍ମସିଆଲ ଗ୍ୟାସ ଦରଠୁ ଆରମ୍ଭ କରି ଟ୍ୟାକ୍ସ ନିୟମରେ ପରିବର୍ତ୍ତନ ସହିତ ଡେବିଟ୍ କାର୍ଡ ଓ କ୍ରେଡିଟ୍ କାର୍ଡ ନିୟମରେ ମଧ୍ୟ ପରିବର୍ତ୍ତନ ହେବାକୁ…
ଷ୍ଟକ୍ ବଜାରରେ ମାନ୍ଦା
ଷ୍ଟକ୍ ବଜାରରେ ମାନ୍ଦା କାରବାର ପ୍ରଭାବ ଭାରତର ଦୁଇ ଷ୍ଟକ୍ ବଜାର ଉପରେ ଆଜି ପଡ଼ିଥିଲା। ଫଳରେ ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜର ସେନ୍ସେକ୍ସ ୧୨୭୨ ପଏଣ୍ଟ ହ୍ରାସ ପାଇ ୮୪,୨୯୯ ପଏଣ୍ଟରେ ବନ୍ଦ ହୋଇଥିବା ବେଳେ ନ୍ୟାସନାଲ୍ ଷ୍ଟକ୍ ଏକ୍ସଚେଞ୍ଜର ନିଫ୍ଟି ୩୬୮ ପଏଣ୍ଟ ହ୍ରାସ ପାଇ ୨୫୮୧୦ ପଏଣ୍ଟରେ…
ଟୋଲ ଟାକ୍ସ ବୃଦ୍ଧି
ପହିଲାରୁ ଗାଡ଼ି ଚାଳକ ମାନଙ୍କୁ ଲାଗିବ ଶକ୍ତ ଝଟକା । ଯାତାୟତ ପାଇଁ ବୃଦ୍ଧି ପାଇବ ଟୋଲ ଟାକ୍ସ । ଏଣିକି ଏକ୍ସପ୍ରେସ-ୱେରେ ଯିବା ଆସିବା ହୋଇଯିବ ଆହୁରି ମହଙ୍ଗା । ଆସନ୍ତାକାଲି ବର୍ଷର ଦଶମ ମାସ ଆରମ୍ଭ ହେବାକୁ ଯାଉଛି । ନୂଆ ମାସ ସହିତ ଟୋଲ ଟାକ୍ସର ନୂଆ ମୂଲ୍ୟ ମଧ୍ୟ ଆରମ୍ଭ ହେବ । ଟୋଲ ଟାକ୍ସ…
ଭୁବନେଶ୍ୱରରେ ରୁପା କିଲୋ ଲକ୍ଷେ ଉପରେ ପହଞ୍ଚଛି
ଉଭୟ ଜାତୀୟ ଓ ଘରୋଇ ବଜାରରେ ସୁନା ଦର ସର୍ବୋଚ୍ଚ ସ୍ତର ଛୁଇଁଥିଲାବେଳେ ଭୁବନେଶ୍ୱରରେ ରୁପା କିଲୋ ଲକ୍ଷେ ଉପରେ ପହଞ୍ଚତ୍ଛି। ଉଲ୍ଲେଖଯୋଗ୍ୟ, ଅନ୍ତଃରାଷ୍ଟ୍ରୀୟ ସମସ୍ୟା ଓ ଆମଦାନୀ ହ୍ରାସ କାରଣରୁ ସୁନା, ରୁପା ଓ ଅନ୍ୟାନ୍ୟ ମୂଲ୍ୟବାନ୍ ଗହଣାର କଞ୍ଚାମାଲ ଦର ବୃଦ୍ଧି ପାଇଥିଲାବେଳେ ଗହଣା…
ଖସିଲା ଶେୟାର ବଜାର
ଚଳିତ ସପ୍ତାହର ଶେଷ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷକରି ଶୁକ୍ରବାର ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ (ବିଏସ୍ଇ)ର ସେନ୍ସେକ୍ସ ୨୬୪ (୨୬୪.୨୭) ପଏଣ୍ଟ କମି ୮୫,୫୭୨ (୮୫,୫୭୧.୮୫) ଅଙ୍କରେ କାରବାର ବନ୍ଦ କରିଥିଲା।…
ଶ୍ରମିକଙ୍କ ସର୍ବନିମ୍ନ ମଜୁରି ବୃଦ୍ଧି କଲେ କେନ୍ଦ୍ର ସରକାର
କେନ୍ଦ୍ର ସରକାରଙ୍କ ବିଭିନ୍ନ ପ୍ରତିଷ୍ଠାନରେ କାର୍ଯ୍ୟରତ ଶ୍ରମିକଙ୍କ ସର୍ବନିମ୍ନ ମଜୁରି ବୃଦ୍ଧି କରାଯାଇଛି। କେନ୍ଦ୍ର ସରକାରଙ୍କ ଅଧୀନରେ ଥିବା ବିଭିନ୍ନ ସଂସ୍ଥାରେ କୋଠା ନିର୍ମାଣ, ମାଲ ବୋଝେଇ ଓ ଖଲାସ, ସୁରକ୍ଷା, ସଫେଇ, ହାଉସକିପିଂ, କୃଷି ଏବଂ ଖଣି କାର୍ଯ୍ୟ କରୁଥିବା ଶ୍ରମିକମାନେ…