Trending
- ନୀତୀଶ କୁମାରଙ୍କୁ ବିହାର ନ ଛାଡିବା ପାଇଁ ନିବେଦନ କଲେ ଜେଡିୟୁର ରାଜ୍ୟ ସାଧାରଣ ସମ୍ପାଦକ ଅମରେନ୍ଦ୍ର ଦାସ ତ୍ରିଲୋକ
- ଅମିତ ଶାହ ଯାହା କୁହନ୍ତି, ତାହା କରିକି ଦେଖାଇଥାନ୍ତି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
- ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
- ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
Browsing Category
Business
All business-related news will news will upload
ଆଉ ଜଣେ ଭାରତୀୟ ବଂଶୋଦ୍ଭବଙ୍କ ନାମ ଯୋଡ଼ି ହେଲେ
ଆମେରିକୀୟ ପ୍ରଯୁକ୍ତି କମ୍ପାନିର ଗୁରୁତ୍ବପୂର୍ଣ୍ଣ ପଦପଦବୀରେ କାର୍ଯ୍ୟ କରୁଥିବା ଭାରତୀୟଙ୍କ ତାଲିକା ବେଶ୍ ଲମ୍ବା। ସେଥିରେ ଆଉ ଜଣେ ଭାରତୀୟ ବଂଶୋଦ୍ଭବଙ୍କ ନାମ ଯୋଡ଼ି ହୋଇଛି। ସେ ହେଉଛନ୍ତି କେଭନ୍ ପାରେଖ। ଆଇଫୋନ୍, ଆଇପ୍ୟାଡ୍, ମ୍ୟାକ୍ ଆଦି ବିକାଶ କରୁଥିବା କମ୍ପାନି ଆପଲ୍ର ମୁଖ୍ୟ…
ଶେୟାର ବଜାରର ଉତ୍ସାହ
ଭାରତୀୟ ନିବେଶ ବଜାର ବେଶ୍ ଉତ୍ସାହଜନକ ରହିଛି। ଏପରିକି ଘରୋଇ ଶେୟାର ବଜାରର ନିବେଶକ ଦିନକରେ ୨ଲକ୍ଷ କୋଟି ଟଙ୍କାରୁ ଅଧିକ ପୁଞ୍ଜି ବଜାରରେ ଯୋଡ଼ିଛନ୍ତି। ଉଲ୍ଲେଖଯୋଗ୍ୟ, ସୋମବାରର ଶେୟାର ବଜାର କାରବାର ଶେଷ ପରେ ନିବେଶକ ପୁଞ୍ଜି ବଜାରରେ ୨ ଲକ୍ଷ କୋଟି ଟଙ୍କାରୁ ଅଧିକ ପୁଞ୍ଜି ଯୋଡ଼ିଛନ୍ତି।…
ଜୋମାଟୋ ଗ୍ରାହକଙ୍କ ପାଇଁ ଖୁସି ଖବର
ଜୋମାଟୋ କେବଳ ଦେଶ ନୁହେଁ ବରଂ ବିଦେଶରେ ମଧ୍ୟ ବେଶ ପରିଚିତ । ନିକଟରେ ଜୋମାଟୋ କମ୍ପାନୀ ଏହାର ଗ୍ରାହକଙ୍କ ପାଇଁ ଏକ ନୂତନ ଫିଚର ଲଞ୍ଚ୍ କରିଛି । ଫଳରେ ଅନେକ ଗ୍ରାହକ ଲାଭାନ୍ୱିତ ହୋଇପାରିବେ ।କମ୍ପାନୀର ପ୍ରତିଷ୍ଠାତା ଏବଂ ସିଇଓ ଦୀପିନ୍ଦର ଗୋୟଲ ଜୋମାଟୋର ନୂତନ ଫିଚରକୁ ନେଇ ‘ଏକ୍ସ’ରେ ଏକ…
ଓଡ଼ିଶାରୁ ୪୬% ଦେଶର ଖଣିଜ ଉତ୍ପାଦନ
ଦେଶରେ କ୍ରୋମାଇଟ୍ର ସଂପୂର୍ଣ୍ଣ ଉତ୍ପାଦନ (୧୦୦ ପ୍ରତିଶତ) ଓଡ଼ିଶାରେ ହୋଇଥିବା କେନ୍ଦ୍ର ଖଣି ମନ୍ତ୍ରାଳୟ ପକ୍ଷରୁ ପ୍ରକାଶିତ ସଦ୍ୟତମ ରିପୋର୍ଟରେ କୁହାଯାଇଛି। ଟାଟା ଷ୍ଟିଲ୍ ମାଇନିଂ ଲିମିଟେଡ୍, ଓଡ଼ିଶା ଖଣି ନିଗମ (ଓଏମ୍ସି) ଓ ଇଣ୍ଡିଆନ ମେଟାଲ୍ସ ଆଣ୍ଡ୍ ଫେରୋ ଆଲଏଜ୍ ଲିମିଟେଡ୍…
ଫାଷ୍ଟ୍ୟାଗକୁ ନେଇ ନୂଆ ନିୟମ ଜାରି କଲା ଆରବିଆଇ
ଆରବିଆଇ ପକ୍ଷରୁ ଫାଷ୍ଟ୍ୟାଗ ୟୁଜର୍ସଙ୍କ ପାଇଁ ନୂଆ ନିୟମ ଆସିଛି । ଏଣିକି ଫାଷ୍ଟ୍ୟାଗ ୟୁଜର୍ସଙ୍କୁ ବାରମ୍ବାର ଫାଷ୍ଟ୍ୟାଗ ରିଚାର୍ଜ କରିବାକୁ ପଡ଼ିବ ନାହିଁ । ଏହି ନୂଆ ନିୟମ ଅନୁସାରେ, କିଛି ସେବା ଯେପରିକି ଫ୍ୟାଷ୍ଟ୍ୟାଗ ଓ ନ୍ୟାସନାଲ କମସ ମୋବିଲିଟି କାର୍ଡ (ଏନସିଏମସି)ର…
ଜିଓ ପଛରେ ପଡିଲା ବିଏସ୍ଏନ୍ଏଲ୍
ଟେଲିକମ୍ କମ୍ପାନୀ ‘ରିଲାଏନ୍ସ ଜିଓ’ ଓଡ଼ିଶାର ସର୍ବାଧିକ ପସନ୍ଦର ଡିଜିଟାଲ ସେବା ପ୍ରଦାନକାରୀ ଭାବେ ଉଭା ହୋଇଛି। ଏପରିକି ରାଜ୍ୟରେ ଜିଓ ତା’ର ୧ ନମ୍ବର ସ୍ଥାନକୁ ଆହୁରି ସୁଦୃଢ଼ କରିଛି। ଉଲ୍ଲେଖଯୋଗ୍ୟ, ଟେଲିକମ୍ ରେଗୁଲେଟୋରି ଅଥରିଟି ଅଫ୍ ଇଣ୍ଡିଆ(ଟ୍ରାଇ) ଦ୍ୱାରା ପ୍ରକାଶିତ ସର୍ବଶେଷ…
ଅନୀଲ ଅମ୍ବାନୀଙ୍କ ଉପରେ ସେବିର ଆକ୍ସନ
ବିଜନେସମ୍ୟାନ ଅନୀଲ ଅମ୍ବାନୀଙ୍କ ଉପରେ କଡା କାର୍ଯ୍ୟନୁଷ୍ଠାନ ଗ୍ରହଣ କରିଛି। ନିୟାମକ ତାଙ୍କୁ ସିକ୍ୟୁରିଟୀ ମାର୍କେଟରୁ ୫ ବର୍ଷ ପାଇଁ ବାତିଲ କରିଛି। ଏଥିସହ ସେବି ଅନୀଲ ଅମ୍ବାନୀଙ୍କ ଉପରେ ୨୫ କୋଟି ଟଙ୍କାର ଜରିମାନା ଲଗାଇଛି। କମ୍ପାନୀ ରିଲାଏନ୍ସ ହୋମ ଫାଇନାନ୍ସକୁ ସିକ୍ୟୁରିଟୀ ମାର୍କେଟରୁ…
ଓଡ଼ିଶାରେ ସୁନାଖଣି , ନିଲାମ ପାଇଁ ପ୍ରସ୍ତୁତ
ଓଡିଶାରେ ସୁନା ଖଣିର ସନ୍ଧାନ ମିଳିଛି। ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟର ତୃତୀୟ ଦିନରେ ପ୍ରଶ୍ନକାଳ ସମୟରେ କଂଗ୍ରେସ ବିଧାୟକ ତାରା ବାହିନୀପତିଙ୍କ ପ୍ରଶ୍ନରେ ଖଣି ମନ୍ତ୍ରୀ ବିଭୂତି ଜେନା ଉତ୍ତର ରଖି ଏହି ସୂଚନା ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି, ଦେବଗଡ ଜିଲା…
ଛୋଟ ଦୋକାନକୁ ବିପଦ
ଖୁଚୁରା ବିକ୍ରି କ୍ଷେତ୍ରରେ ଯେତେବେଳେ ନୂଆ ବିପ୍ଳବ ଦେଖାଯିଏ ତାହାର ସିଧାସଳଖ ପ୍ରଭାବ ତେଜରାତି ଦୋକାନଗୁଡ଼ିକ ଉପରେ ପଡ଼ିଥାଏ। ତେଜରାତି ଦୋକାନଗୁଡ଼ିକ ଅତୀତରେ ଏଭଳି ଅନେକ ଆହ୍ବାନକୁ ସାମ୍ନା କରିଛନ୍ତି। ଏବେ ସେମାନଙ୍କ ସାମ୍ନାରେ ଆଉ ଏକ ନୂଆ ବିପଦ ଉଭା ହୋଇଛି। ତାହା ହେଉଛି ‘କ୍ବିକ୍…
୨୦୩୦ ଶେଷ ସୁଦ୍ଧା ଦେଶରେ ଏସି ବଜାର ଦୁଇଗୁଣା ହେବ
ଏବେ ଦେଶର ଏସି ବଜାର ୧.୪ କୋଟି ଥିବାବେଳେ ୨୦୩୦ ମସିହା ବେଳକୁ ଏହା ୩ କୋଟିରେ ପହଞ୍ଚିବ ବୋଲି ବ୍ଲୁ ଷ୍ଟାର୍ର ପରିଚାଳନା ନିର୍ଦ୍ଦେଶକ ବି ଥିଆଗରାଜନ୍ ଆକଳନ କରିଛନ୍ତି। ଚଳିତବର୍ଷ ଗ୍ରୀଷ୍ମ ଋତୁରେ ଅସହ୍ୟ ତାତି ଅନୁଭୂତ ହୋଇଥିଲା। ଏଥିସହିତ ଆଇପିଏଲ୍ ସାଙ୍ଗକୁ ସାଧାରଣ ନିର୍ବାଚନ…