Browsing Category

Business

All business-related news will news will upload

ତଳକୁ ଖସିଲା ଶେୟାର ବଜାର

ଅନ୍ତଃରାଷ୍ଟ୍ରୀୟ ବଜାରରେ ଦେଖାଦେଇଥିବା ସମସ୍ୟା ଓ ଭୂ-ରାଜନୈତିକ ଘଟଣାବଳୀ ସହ ଫେଡେରାଲ ରିଜର୍ଭ ସୁଧ ହାର ହ୍ରାସର ପ୍ରଭାବ ଭାରତୀୟ ଷ୍ଟକ୍‌ ବଜାର ଉପରେ ପଡିଛି। ଫଳରେ କ୍ରମାଗତ ଭାବେ ଘରୋଇ ଶେୟାର ବଜାରର କାରବାରରେ ହ୍ରାସ ଘଟୁଛୁ। ଚଳିତ ସପ୍ତାହର ଶେଷ ଦିନରେ ବଡ ଧରଣର ହ୍ରାସ ଉଭୟ ବମ୍ବେ…

ରତ୍ନଭଣ୍ଡାର ପାଇଁ ହାଇସିକ୍ୟୁରିଟି ଭଲ୍‌ଟ ଆରମ୍ଭ

ଶ୍ରୀମନ୍ଦିରର ରତ୍ନଭଣ୍ଡାରରେ ଥିବା ଧନ ସମ୍ପତ୍ତିର ସୁରକ୍ଷା ଏକ ବଡ଼ ପ୍ରସଙ୍ଗ ହୋଇରହିଥିବା ବେଳେ ତାହାର ସ୍ଥାୟୀ ସମାଧାନ କରିବା ଲାଗି ଉଦ୍ୟମ ଆରମ୍ଭ ହୋଇଛି। ରତ୍ନଭଣ୍ଡାରର ଅଳଙ୍କାରଗୁଡ଼ିକର ସୁରକ୍ଷାକୁ ସୁନିଶ୍ଚିତ କରିବା ଲାଗି ଏକ ହାଇସିକ୍ୟୁରିଟି ଭଲ୍‌ଟ ତିଆରି କରାଯିବ। ଉଭୟ ବାହାର ଓ…

ତଳକୁ ଖସିଲା ଶେୟାର ବଜାର

ଘରୋଇ ଶେୟାର ବଜାର କାରବାରରେ ହ୍ରାସ ଘଟିଛି। ଏପରିକି ଚଳିତ ସପ୍ତାହର ୩ୟ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷ କରି ବୁଧବାର ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ)ର ସେନ୍‌ସେକ୍ସ ୨୦୩ (୨୦୨.୮୦) ପଏଣ୍ଟ କମି…

ସେପ୍ଟେମ୍ବର ସୁଦ୍ଧା ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ଦିଆଯିବ

ସେପ୍ଟେମ୍ବର ସୁଦ୍ଧା ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ଦିଆଯିବ। ଆଜି ଏନେଇ ବିଧାନସଭାରେ ବିଜେଡି ବିଧାୟକ ଚକ୍ରମଣି କହଁରଙ୍କ ପ୍ରଶ୍ନରେ ଉତ୍ତର ରଖିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ପୁରୁଣା କାର୍ଡରେ ଇ-କେୱାଇସି ଯାଞ୍ଚ ଅଗଷ୍ଟ ୨୨ରୁ ଆରମ୍ଭ ହୋଇଥିବା ବେଳେ ନୂଆ କାର୍ଡ…

ଅର୍ଥନୈତିକ କ୍ଷେତ୍ରରେ ଭାରତକୁ ଆଶ୍ୱସ୍ତି

ଚଳିତ ଆର୍ଥିକ ବର୍ଷ ୨୦୨୪-୨୫ ପାଇଁ ବିଶ୍ୱବ୍ୟାଙ୍କ ଭାରତୀୟ ଅର୍ଥନୀତିର ଅଭିବୃଦ୍ଧି ଆକଳନକୁ ବୃଦ୍ଧିକରିଛି। ବିଶ୍ୱବ୍ୟାଙ୍କ ପୂର୍ବରୁ ଭାରତର ଅର୍ଥନୀତି ୬.୬ ପ୍ରତିଶତ ହାରରେ ବୃଦ୍ଧିପାଇବ ବୋଲି ଆକଳନ କରିଥିଲା। ତେବେ ବର୍ତ୍ତମାନ ବିଶ୍ୱବ୍ୟାଙ୍କ ଏହାର ଆକଳନକୁ ବଦଳାଇଛି ଏବଂ ଭାରତୀୟ…

ଖୁବ ଶୀଘ୍ର ବିମାନରେ ୱାଇ-ଫାଇ ସୁବିଧା ଆରମ୍ଭ କରିବ ଏୟାର ଇଣ୍ଡିଆ

ଦିଲ୍ଲୀ-ଲଣ୍ଡନ ହେଥ୍ରୋ ରୁଟରେ ଏ୩୫୦ ବିମାନଠାରୁ ଆରମ୍ଭ କରି ଏୟାର ଇଣ୍ଡିଆ ଖୁବ ଶୀଘ୍ର ବିମାନରେ ୱାଇ-ଫାଇ ସୁବିଧା ଆରମ୍ଭ କରିବ। ଟାଟା ଗ୍ରୁପ ମାଲିକାନାର ଏହି ବିମାନ, ଏକ ଉଚ୍ଚକୋଟୀର ରୂପାନ୍ତର ଯାତ୍ରା ଉପରେ, ରବିବାର ଦିନ ଏ୩୫୦-୯୦୦ ବିମାନ ସହିତ ଦିଲ୍ଲୀ ଏବଂ ଲଣ୍ଡନ ହେଥ୍ରୋ ମଧ୍ୟରେ…

ଏୟାର ଇଣ୍ଡିଆ ବିମାନ ଯାତ୍ରାରେ ମିଳିବ ଓ୍ବାଇଫାଇ ସେବା

ଖୁବ ଶୀଘ୍ର ଏୟାର ଇଣ୍ଡିଆ ବିମାନରେ ୱାଇ-ଫାଇ ସୁବିଧା ଆରମ୍ଭ କରିବ । ଟାଟା ଗ୍ରୁପ ମାଲିକାନାର ଏହି ବିମାନ, ଏକ ଉଚ୍ଚକୋଟୀର ରୂପାନ୍ତର ଯାତ୍ରା ଉପରେ, ରବିବାର ଦିନ ଏ୩୫୦-୯୦୦ ବିମାନ ସହିତ ଦିଲ୍ଲୀ ଏବଂ ଲଣ୍ଡନ ହେଥ୍ରୋ ମଧ୍ୟରେ ସେବା ଆରମ୍ଭ କରିଛି। ସୋମବାର ଜାରି କରାଯାଇଥିବା ଏକ…

ଡିଜେଲ ଯାନ ଉତ୍ପାଦନ ବନ୍ଦ କରିବାକୁ କାର୍ ନିର୍ମାତାଙ୍କୁ ସେ ନିବେଦନ କରିଛନ୍ତି ନୀତିନ ଗଡ଼କରୀ

କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଏକ ବଡ଼ ବୟାନ ଦେଇଛନ୍ତି । ଡିଜେଲ ଗାଡ଼ିକୁ ବିଦାୟ ଦେବାକୁ ସେ କମ୍ପାନି ଓ ଲୋକମାନଙ୍କୁ ପରାମର୍ଶ ଦେଇଛନ୍ତି । ସିଆଇଆଇର ଏକ କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ ନୀତିନ ଗଡ଼କରୀ ଡିଜେଲକୁ ବିଦାୟ ଦେବାକୁ ଲୋକଙ୍କୁ ପରାମର୍ଶ ଦେଇଛନ୍ତି। ଖାଲି…

୨ ଦିନିଆ ବିଜ୍‌ନେସ ସମ୍ମିଟ ଉଦ୍‌ଯାପିତ

ଓଡ଼ିଶା ଶାଖା ପକ୍ଷରୁ ଏକ ୨ ଦିନିଆ ରାଜପୁତାନା ବିଜ୍‌ନେସ ସମ୍ମିଟ-୨୦୨୪ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏପରିକି ୨୦୨୪ ଅଗଷ୍ଟ ୩୧ ଏବଂ ସେପ୍ଟେମ୍ବର ୧ ରେ ଏହି ୨ ଦିନିଆ ସମ୍ମିଳନୀ ଆୟୋଜିତ ହୋଇଥିଲା। ଉଦ୍‌ଘାଟନୀ ଉତ୍ସବରେ ରାଠୋର ଗ୍ରୁପର ଚେୟାରମ୍ୟାନ୍‌ ତଥା ଏମ୍‌ଡି ରତନ ସିଂ ରାଠୋର ମୁଖ୍ୟ…

ବଢ଼ିଲା ଗ୍ୟାସ୍‌ ଦର

ମାସର ପ୍ରଥମ ଦିନରେ ସାଧାରଣ ଲୋକମାନେ ମୁଦ୍ରାସ୍ଫୀତିର ଏକ ନୂଆ ଝଟ୍‌କା ଟକା ପାଇଛନ୍ତି। ସରକାରୀ ତୈଳ ଏବଂ ଗ୍ୟାସ୍‌ ମାର୍କେଟିଂ କମ୍ପାନୀଗୁଡ଼ିକ ଏଲ୍‌ପିଜି ସିଲିଣ୍ଡରର ମୂଲ୍ୟ ଆଜି ଅର୍ଥାତ୍‌ ସେପ୍ଟେମ୍ବର ୧ରୁ ପରିବର୍ତ୍ତନ କରିଛନ୍ତି। ଏହି ପରିବର୍ତ୍ତନ ପରେ ୧୯ କେଜି କମର୍ସିଆଲ ସିଲିଣ୍ଡର…