Browsing Category

Business

All business-related news will news will upload

ଓଡ଼ିଶାରେ ହେବ ପାୱାର ପ୍ଲାଣ୍ଟ

ଓଡ଼ିଶାରେ ଆଉ ଏକ ନୂଆ ପାୱାର ପ୍ଲାଣ୍ଟ ସ୍ଥାପନ ହେବାକୁ ଯାଉଛି। ସିଙ୍ଗାରେନି କଲିଅରିଜ୍ କମ୍ପାନି ଲିମିଟେଡ୍‌ (ଏସ୍‌ସିସିଏଲ୍‌) ଏହି ପ୍ଲାଣ୍ଟ ସ୍ଥାପନ କରିବା ଉପରେ ବିଚାର କରୁଛି। କମ୍ପାନିକୁ ଛେଣ୍ଡିପଦାରେ ଆବଣ୍ଟନ କରାଯାଇଥିବା ନଇନି କୋଇଲା ଖଣି ପାଖାପାଖି ଅଞ୍ଚଳରେ ସେହି ପ୍ଲାଣ୍ଟକୁ…

ଏହି ଦିନ ହେବ ଆମାଜନ ପ୍ରାଇମ ଡେ ବା ଏପିଡିର ୮ମ ସଂସ୍କରଣର ଶୁଭାରମ୍ଭ

ଆମାଜନ ଇଣ୍ଡିଆର ବହୁ ପ୍ରତୀକ୍ଷିତ ସେଲ୍‌ ‘ଆମାଜନ ପ୍ରାଇମ ଡେ ବା ଏପିଡିର ୮ମ ସଂସ୍କରଣର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଏହି ସେଲ ୨୦୨୪ ଜୁଲାଇ ୨୦ ରାତି ୧୨ ଘଟିକାରୁ ଆରମ୍ଭ ହୋଇ ଜୁଲାଇ ୨୧ ରାତି ୧୧ଟା ୫୯ ମିନିଟ ପର୍ଯ୍ୟନ୍ତ ଚାଲିବ। ସେହିଭଳି ଭାରତରେ ଦୁଇଦିନ ଧରି…

ଏଫ୍‌ଏସ୍‌ଏସ୍‌ଏଆଇ ନୂଆ ନିୟମ ଆଣିବ

ଭାରତୀୟ ଖାଦ୍ୟ ନିରାପତ୍ତା ଏବଂ ମାନକ ପ୍ରାଧିକରଣ(ଏଫ୍‌ଏସ୍‌ଏସ୍‌ଏଆଇ) ପ୍ୟାକେଜ ଖାଦ୍ୟ ସାମଗ୍ରୀ ବିକ୍ରୟ କରୁଥିବା କମ୍ପାନୀଗୁଡିକ ପାଇଁ ନୂତନ ନିର୍ଦ୍ଦେଶାବଳୀ ଜାରି କରିବାକୁ ନିଷ୍ପତ୍ତି ନେଇଛି। ବୋଲ୍ଡ ଅକ୍ଷରରେ ପ୍ୟାକେଜ ଖାଦ୍ୟ ପଦାର୍ଥରେ ଲୁଣ, ଚିନି ଏବଂ ସାଚୁରେଟେଡ୍‌ ଫ୍ୟାଟ୍‌ ବିଷୟରେ…

ଖାଦ୍ୟ ପ୍ୟାକେଟରେ ଲୁଣ, ଚିନି ଏବଂ ଚର୍ବି ସମ୍ବନ୍ଧୀୟ ସୂଚନା ଦେବାକୁ ବାଧ୍ୟ

ଖାଦ୍ୟ ନିୟନ୍ତ୍ରକ ଫାସାଇ ବଡ଼ ବଡ଼ ଅକ୍ଷରରେ ବଡ଼ ଆକାରରେ ଖାଦ୍ୟ ପ୍ୟାକେଟରେ ଲୁଣ, ଚିନି ଏବଂ ଚର୍ବି ସମ୍ବନ୍ଧୀୟ ସୂଚନା ଦେବାକୁ ବାଧ୍ୟତାମୂଳକ କରିବାକୁ ପ୍ରସ୍ତୁତି ଆରମ୍ଭ କରୁଛି। ନିୟାମକ ଏହି ପ୍ରସଙ୍ଗରେ ଲେବଲ୍ ନିୟମରେ ପରିବର୍ତ୍ତନକୁ ଅନୁମୋଦନ କରିଛନ୍ତି। ବର୍ତ୍ତମାନ, ଏହି ସଂଶୋଧନ…

ପ୍ରଥମ ତ୍ରୈମାସିକରେ ୫.୨୫ନିୟୁତ ଟନ୍‌ ଇସ୍ପାତ ଉତ୍ପାଦନ

ଘରୋଇ ସଂସ୍ଥା ତଥା ଟାଟା ଗ୍ରୁପ୍‌ର ଅଗ୍ରଣୀ କମ୍ପାନୀ ‘ଟାଟା ଷ୍ଟିଲ୍‌’ ର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ୨୦୨୪-୨୫ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକର ଫଳାଫଳ (ଉତ୍ପାଦନ ଓ ଡେଲିଭରି) ବିଷୟରେ ବିସ୍ତୃତ ଭାବେ ଭାବେ ଘୋଷଣା କରାଯାଛି। ଏପରିକି…

କାହିଁକି ବଢୁଛି ପରିବା ମୂଲ୍ୟ?

ବିଭିନ୍ନ କ୍ଷେତ୍ରରେ ମୂଲ୍ୟବୃଦ୍ଧି ସାଧାରଣ ଜନତାଙ୍କୁ ଚିନ୍ତାରେ ପକାଇ ଦେଇଛି । ବିଶେଷ କରି ପରିବା ଦର ବୃଦ୍ଧିକୁ ନେଇ କଲବଲ ହେଉଛନ୍ତି ସାଧାରଣ ଜନତା । ପିଆଜ ଦରକୁ ନେଇ ଲୋକେ ଚିନ୍ତାରେ ପଡ଼ିଥିବା ବେଳେ ବର୍ତ୍ତମାନ ଆଳୁ ଏବଂ ଟମାଟୋ ଦର ମଧ୍ୟ ବୋଝ ଉପରେ ଲଳିତା ବିଡ଼ା ସଦୃଶ ହୋଇଛି ।ମଣ୍ଡି…

ଜୁଲାଇ ୨୩ରେ ଆସିବ କେନ୍ଦ୍ରୀୟ ବଜେଟ୍

କେନ୍ଦ୍ରରେ ମୋଦୀ ସରକାର ପୁଣିଥରେ କ୍ଷମତାକୁ ଆସିବା ପରେ, ଏବେ ଆସିବାକୁ ଯାଉଛି କେନ୍ଦ୍ରୀୟ ବଜେଟ୍ । ଆସନ୍ତା ଜୁଲାଇ ୨୩ରେ ଆସିବ କେନ୍ଦ୍ରୀୟ ବଜେଟ୍ । ଏହିଦିନ ଲୋକସଭାରେ ବଜେଟ୍ ଉପସ୍ଥାପନ କରିବେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ମିଳିଥିବା ସୂଚନା ମୁତାବକ, ୧୮ ତମ ଲୋକସଭାର…

ଟେସ୍‌ଲା ଆସିବା ଆଶା ମଉଳିଲା

ବ୍ଲୁମବର୍ଗର ରିପୋର୍ଟ ଅନୁଯାୟୀ ଏଲନ ମସ୍କଙ୍କ କମ୍ପାନୀ ଟେସଲା ପୁଣିଥରେ ଭାରତରେ ନିବେଶ ପାଇଁ ଯୋଜନାକୁ ସ୍ଥଗିତ ରଖିଛି। ମସ୍କ ଏପ୍ରିଲ ଶେଷରେ ଭାରତ ଗସ୍ତକୁ ବାତିଲ କରିବା ପରେ ଏହି ଖବର ଆସିଛି। ମସ୍କ ତାଙ୍କର ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ମଧ୍ୟ ଭେଟିବାର…

ଭାରତୀୟ ଶେୟାର ବଜାରରେ ଲାଗି ରହିଛି ଉତ୍ସାହ

ଗଲା କିଛି ଦିନ ହେବ ଭାରତୀୟ ଶେୟାର ବଜାରରେ ଉତ୍ସାହ ଲାଗି ରହିଥିଲା ବେଳେ ସେନସେକ୍ସ ପ୍ରଥମ ଥର ପାଇଁ ୮୦,୦୦୦ ହଜାର ପଏଣ୍ଟ ଅତିକ୍ରମ କରିଛି। ନିଫ୍ଟି ୫୦ ମଧ୍ୟ ଐତିହାସିକ ୨୪,୦୦୦ ପଏଣ୍ଟ ଅତିକ୍ରମ କରିଛି। ଏହାରି ମଧ୍ୟରେ ଭାରତର ପ୍ରଧାନ ବିଚାରପତି ଡି.ୱାୟୀ ଚନ୍ଦ୍ରଚୂଡ଼ ସେବି;କୁ ସତର୍କ…

ଜୁଲାଇରେ ଶସ୍ତା ହୋଇପାରେ ଔଷଧ

ଜୁଲାଇରେ ଶସ୍ତା ହୋଇପାରେ ଅନେକ ଜରୁରୀ ଓ ନିତ୍ୟ ବ୍ୟବହାର ତଥା ଦୀର୍ଘ ଦିନ ରୋଗ ପାଇଁ ବ୍ୟବହାର କରାଯାଉଥିବା ଔଷଧ। ଔଷଧ ଏପରି ଏକ ଜିନିଷ ଯାହାକୁ ପ୍ରତ୍ୟେକ ବ୍ୟକ୍ତିଙ୍କୁ ଏହାର ଆବଶ୍ୟକତା ରହିଥାଏ। ମାତ୍ର ସବୁଠାରୁ ବଡ କଥା ସଭିଏଁ ମହଙ୍ଗା ଔଷଧ ଓ ଔଷଧ ଦାମ୍ ବୃଦ୍ଧି ହେଲେ ଏହାକୁ କିଣିବାକୁ…