Trending
- ଦାବି ପୂରଣ ନ ହେଲେ ୨୪ ରେ ରୁ ଗଡ଼ିବନି ଘରୋଇ ବସ
- ସରକାରଙ୍କ ଅନୁମତି ପରେ ଗଣତି ମଣତି ହେବ – ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ
- ହାୱଡ଼ାରୁ ଗୌହାଟୀ ଗଡ଼ିଲା ଦେଶର ପ୍ରଥମ ସ୍ଲିପର ବନ୍ଦେ ଭାରତ ଟ୍ରେନ୍
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
Browsing Category
Business
All business-related news will news will upload
ମହାରାଷ୍ଟ୍ରରେ ଚାଷୀଙ୍କ ବିଦ୍ୟୁତ୍ ବିଲ୍ ଛାଡ୍, ମହିଳାଙ୍କ ଆକାଉଣ୍ଟରେ ୧୫୦୦ ଟଙ୍କା, ମାଗଣା LPG ସିଲିଣ୍ଡର
ମହାରାଷ୍ଟ୍ରର ଡେପୁଟି ସିଏମ୍ ଏବଂ ଅର୍ଥମନ୍ତ୍ରୀ ଅଜିତ ପାୱାର ଶୁକ୍ରବାର ଦିନ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପନ କରିଛନ୍ତି । ଏହି ସମୟରେ ରାଜ୍ୟର ମହିଳାମାନଙ୍କ ପାଇଁ ଆର୍ଥିକ ସହାୟତା ଘୋଷଣା କରିବା ସହିତ ସେ ମାଗଣା ସିଲିଣ୍ଡର ସମ୍ବନ୍ଧୀୟ ଘୋଷଣା ମଧ୍ୟ କରିଛନ୍ତି ।ଅଜିତ ପାୱାର…
ସମସ୍ତ ପ୍ରିପେଡ୍ ଓ ପୋଷ୍ଟପେଡ୍ ପ୍ଲାନ୍ ମୂଲ୍ୟ ବୃଦ୍ଧି ଘୋଷଣା କରିଛି ଜିଓ
ରିଲାଏନ୍ସ ଜିଓ ୫ଜି ସ୍ପେକ୍ଟ୍ରମ ନିଲାମ ପରଦିନ ଏହାର ସମସ୍ତ ପ୍ରିପେଡ୍ ଓ ପୋଷ୍ଟପେଡ୍ ପ୍ଲାନ୍ ମୂଲ୍ୟ ବୃଦ୍ଧି ଘୋଷଣା କରିଛି। ଜୁଲାଇ ୩ରୁ ଏହି ବର୍ଦ୍ଧିତ ତାରିଫ୍ ଲାଗୁ ହେବ। ୧୪ ପ୍ରିପେଡ ଅସୀମିତ ପ୍ଲାନ୍, ୩ ଡାଟା ଆଡ଼ଅନ୍ ଏବଂ ୨ ପୋଷ୍ଟପେଡ୍ ପ୍ଲାନ୍ ଉପରେ ଏହି ମୂଲ୍ୟ ବୃଦ୍ଧି…
ନୂଆ ରେକର୍ଡ ସୃଷ୍ଟି କରିବାରେ ଲାଗିଛି ଭାରତୀୟ ଷ୍ଟକ ବଜାର : ୭୯,୦୦୦ରେ ବନ୍ଦ ହେଲା ସେନସେକ୍ସ
ଭାରତୀୟ ଷ୍ଟକ ବଜାର ନିଜର ପୁରୁଣା ରେକର୍ଡ ଭାଙ୍ଗି ନୂଆ ରେକର୍ଡ ସୃଷ୍ଟି କରିବାରେ ଲାଗିଛି । ଗୁରୁବାରର କାରବାର ଅଧିବେଶନ ସେନସେକ୍ସ ଓ ନିଫ୍ଟି ପାଇଁ ଐତିହାସିକ ରହିଛି। ସେନ୍ସେକ୍ସ ପ୍ରଥମ ଥର ପାଇଁ ୭୯,୦୦୦ ଟପିଥିବା ବେଳେ ନିଫ୍ଟି ୨୪,୦୦୦ଉପରେ ବନ୍ଦ ହୋଇଛି। ବଜାରରେ ଏହି ବୃଦ୍ଧିର ଶ୍ରେୟ…
ଶେୟାର ବଜାର କାରବାରରେ ଉତ୍ସାହ
ଶେୟାର ବଜାର କାରବାରରେ ଉଭୟ ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ (ବିଏସ୍ଇ) ଏବଂ ନ୍ୟାଶନାଲ ଷ୍ଟକ୍ ଏକ୍ସଚେଞ୍ଜ (ଏନ୍ଏସ୍ଇ) ନୂତନ ରେକର୍ଡ ସହ ସର୍ବୋଚ୍ଚ ସ୍ତରରେ ରହିଛନ୍ତି। ଏପରିକି ୩୦ ଶେୟାର ବିଶିଷ୍ଟ ବିଏସ୍ଇ ସେନ୍ସେକ୍ସ ଅଲ୍ ଟାଇମ ହାଇ ବା ସର୍ବୋଚ୍ଚ ସ୍ତର (୭୮,୬୭୪.୨୫ଅଙ୍କ)ରେ…
‘ସ୍କୋଡା’ର ‘କଷ୍ଟମର କେୟାର ପ୍ରୋଗ୍ରାମ’ ଉଦ୍ଘାଟିତ
ବହୁରାଷ୍ଟ୍ରୀୟ ଅଟୋ ବ୍ରାଣ୍ଡ୍ ‘ସ୍କୋଡା’ର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ‘କଷ୍ଟମର କେୟାର ପ୍ରୋଗ୍ରାମ’ ନିକଟରେ ଉଦ୍ଘାଟିତ ହୋଇଯାଇଛି। ବିଶେଷକରି ଚଳିତ ଗ୍ରୀଷ୍ମ ଅବକାଶରେ ସ୍କୋଡାର ଗ୍ରାହକଙ୍କୁ କମ୍ପାନୀ ପକ୍ଷରୁ ଅବସର ବିନୋଦନ ଓ ମନୋରଞ୍ଜନ ପାଇଁ ସୁଯୋଗ ଯୋଗାଇ ଦିଆଯାଉଛି। ଏହି…
ଲୋକାଭିମୁଖୀ ବଜେଟ୍ ପ୍ରସ୍ତୁତ
ଆଜି ଯୋଜନା ଓ ସଂଯୋଜନ ବିଭାଗର କାର୍ଯ୍ୟ ସମୀକ୍ଷା କରି ଏକ ଲୋକାଭିମୁଖୀ ବଜେଟ୍ ପ୍ରସ୍ତୁତ କରିବାକୁ ପରାମର୍ଶ ଦେବା ସହିତ ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।ନୂଆ ସରକାରଙ୍କ ଉପରେ ଜନସାଧାରଣଙ୍କ ବହୁତ ଆଶା ଆକାଂକ୍ଷା ରହିଛି। ରାଜ୍ୟ ବଜେଟ୍ରେ ଏହା ପ୍ରତିଫଳିତ ହେବା ଆବଶ୍ୟକ। …
ନିବେଶ ପାଇବାରେ ଓଡ଼ିଶା ନଂ.୧
୨୦୨୩ରେ ଓଡ଼ିଶା ୨,୧୦,୮୩୭ କୋଟି ଟଙ୍କାର ନିବେଶ ପ୍ରସ୍ତାବ ହାସଲ କରିଥିଲା। ସାରା ଦେଶରେ ଏହି ସମୟରେ ୧୨୬୭ଟି ନିବେଶ ପ୍ରସ୍ତାବ ଆସିଥିବା ବେଳେ ତାହା ଦୁଇ ପଞ୍ଚାମାଂଶ ଭାଗ ଓଡ଼ିଶାକୁ ମିଳିଥିଲା। ଗୁଜରାଟକୁ ୬୨,୫୩୫ କୋଟି ଟଙ୍କା, ମହାରାଷ୍ଟ୍ରକୁ ୫୯,୫୫୧ କୋଟି ଟଙ୍କା ଏବଂ ମଧ୍ୟପ୍ରଦେଶକୁ…
ବଜାରକୁ ଫେରିଲେ ବିଦେଶୀ ନିବେଶକ
ଜୁନ୍ ୪ରେ ନିର୍ବାଚନ ଫଳ ପ୍ରକାଶ ପାଇବା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ତୃତୀୟ ଥର ପାଇଁ ଶାସନ ଭାର ମିଳିଛି। ଏଥି ସହିତ ଭାରତରୁ ମୁହଁ ଫେରାଇଥିବା ବିଦେଶୀ ନିବେଶକମାନଙ୍କ ପ୍ରତ୍ୟାବର୍ତ୍ତନ ମଧ୍ୟ ହୋଇଛି।ବୈଦେଶିକ ପୋର୍ଟଫୋଲିଓ ନିବେଶକମାନେ ଜୁନ୍ ୨୧ ସୁଦ୍ଧା ଭାରତୀୟ ଷ୍ଟକ୍…
୧୬ ହଜାର ଟଙ୍କାରେ କିଣାଯାଇପାରିବ ଆଇଫୋନ୍-୧୫
iPhone 15 କ୍ରୟ ଉପରେ ଫ୍ଲିପକାର୍ଟ ଏକ ଆକର୍ଷଣୀୟ ଅଫର ଜାରି କରିଛି, ଯାହା ସାହାଯ୍ୟରେ ୭୨ ହଜାର ଟଙ୍କା ମୂଲ୍ୟର ଆଇଫୋନ୍-୧୫ ସ୍ମାର୍ଟଫୋନକୁ ମାତ୍ର ୧୬ ହଜାର ଟଙ୍କାରେ କିଣାଯାଇପାରିବ। ଏଥିସହ କିଛି ଅନ୍ୟାନ୍ୟ ରିହାତି ଅଫର ମଧ୍ୟ ମିଳିବ। ଫୋନ୍ କ୍ରୟ ଉପରେ ବ୍ୟାଙ୍କ ରିହାତି ସହ ଏକ୍ସଚେଞ୍ଜ୍…
ଜିଏସ୍ଟିମୁକ୍ତ
ଆଜି ନୂଆଦିଲ୍ଲୀରେ ଜିଏସ୍ଟି ପରିଷଦର ୫୩ତମ ବୈଠକ ଅନୁଷ୍ଠିତ ହୋଇଛି। କେନ୍ଦ୍ର ଅର୍ଥମନ୍ତ୍ରୀ ତଥା ଜିଏସ୍ଟି ପରିଷଦର ଅଧ୍ୟକ୍ଷ ନିର୍ମଳା ସୀତାରମଣଙ୍କ ଅଧ୍ୟକ୍ଷତାରେ ମୋଦୀ ସରକାରଙ୍କ ତୃତୀୟ ପାଳିରେ ପ୍ରଥମ ଥର ପାଇଁ ଅନୁଷ୍ଠିତ ହୋଇଥିବା ଏହି ବୈଠକରେ ଅନେକଗୁଡ଼ିଏ ଗୁରୁତ୍ବପୂର୍ଣ୍ଣ…