Trending
- ରାଜ୍ୟରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ଲୋକଙ୍କୁ ମିଳିବ ଶୀଘ୍ର ନ୍ୟାୟ, ରାଜ୍ୟର ୬ଟି ଜିଲ୍ଲାରେ ଏକ୍ସକ୍ଲୁସିଭ୍ ସ୍ୱତନ୍ତ୍ର କୋର୍ଟ ସ୍ଥାପନ ନେଇ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
Browsing Category
Business
All business-related news will news will upload
ଆଦାନୀ ହାତକୁ ଗଲା ଗୋପାଳପୁର ବନ୍ଦର
ଶେଷ ହୋଇଛି କ୍ୟାବିନେଟ ବୈଠକ । ରାଜ୍ୟ କ୍ୟାବିନେଟ୍ରେ ବସିଥିବା ଏହି ଗୁରୁତ୍ୱପୂର୍ଣ୍ଣ ବୈଠକରେ ୩ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିଥିଲା ।
ସୂଚନା ଅନୁଯାୟୀ, ଲୋକସେବା ଭବନରେ ବସିଥିବା ଏହି ବୈଠକରେ ୩ଟି…
ବଜାରରେ ସ୍କୋଡାର ଅଲ୍ ନ୍ୟୁ ମଣ୍ଟେ କାର୍ଲୋ
ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଅଲ ନ୍ୟୁ ସ୍କୋଡା ମଣ୍ଟେ କାର୍ଲୋର ଅନାବରଣ ସର୍ବଭାରତୀୟ ସ୍ତରରେ ହୋଇଯାଇଛି। ଏପରିକି ବ୍ରାଣ୍ଡ୍ର ଏହି ମଡେଲ ନିକଟରେ ବଜାର ପ୍ରବେଶ ହୋଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀର ସ୍ବୀକୃତିପ୍ରାପ୍ତ ଡିଲର ଟ୍ରିନିଟି ସ୍କୋଡା ଭୁବନେଶ୍ୱର…
ଟୋଲ୍ ପ୍ଲାଜାରେ ଆଉ ଅଟକିବନି ଗାଡ଼ି
ଦେଶରେ ଗାଡ଼ିଗୁଡ଼ିକରୁ ସାଟେଲାଇଟ୍ ଆଧାରିତ ଟୋଲ୍ ଆଦାୟ ବ୍ୟବସ୍ଥାକୁ ମଞ୍ଜୁରି ମିଳିଯାଇଛି। କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରାଳୟ ଜାତୀୟ ରାଜପଥ ଫି ନିୟମରେ ପରିବର୍ତ୍ତନ ଆଣିଛନ୍ତି। କେନ୍ଦ୍ର ସରକାରଙ୍କ ବିଜ୍ଞପ୍ତି ଅନୁଯାୟୀ, ଟୋଲ୍ ଆଦାୟ ପାଇଁ ବର୍ତ୍ତମାନ ଗ୍ଲୋବାଲ ନାଭିଗେସନ…
୨୦୨୭ ସୁଦ୍ଧା ବିଶ୍ବର ପ୍ରଥମ ଟ୍ରିଲିୟନେୟାର ହେବେ ଏଲୋନ୍ ମସ୍କ
ଦୁବାଇ ସ୍ଥିତ ଇନଫର୍ମା କନେକ୍ଟ ଏକାଡେମିର ଏକ ନୂତନ ରିପୋର୍ଟ ଅନୁଯାୟୀ ଟେସଲା ସିଇଓ ଏଲୋନ୍ ମସ୍କ ୨୦୨୭ ସୁଦ୍ଧା ବିଶ୍ବର ପ୍ରଥମ ଟ୍ରିଲିୟନେୟାର ହେବା ଦୌଡ଼ରେ ଅଛନ୍ତି।ତାଙ୍କ ସଂପତ୍ତି ବାର୍ଷିକ ୧୧୦%ରୁ ଅଧିକ ବୃଦ୍ଧି ପାଇବା ସହିତ ବ୍ଲୁମବର୍ଗର ବିଲିୟନେୟାର ସୂଚକାଙ୍କ ଅନୁଯାୟୀ ମସ୍କଙ୍କ…
ବିମାନ ଟିକଟ ଦର ଉପରେ ନଜର
ଉତ୍ସବ ଋତୁ ଆସିଯାଇଥିବା ବେଳେ ନିଜ ପରିବାର ସହ ତାହାକୁ ପାଳନ କରିବା ଲାଗି ଦେଶର କୋଣଅନୁକୋଣରେ କାମ କରୁଥିବା ଲୋକମାନେ ଘରକୁ ଫେରିଥାନ୍ତି। ତେଣୁ ବର୍ଷର ଅନ୍ୟ କୌଣସି ସମୟ ତୁଳନାରେ ଏହି ସମୟରେ ବିମାନ ଯାତ୍ରାର ଚାହିଦା ବହୁତ ବଢ଼ିଯାଏ। ତାହାର ଫାଇଦା ନେଇ ଏୟାରଲାଇନ୍ସଗୁଡ଼ିକ ଟିକଟ ଦରରେ…
‘ସେବି’ର ସ୍ପଷ୍ଟୀକରଣ ଲୋଡ଼ିଲା କଂଗ୍ରେସ
ରିଆଦାନି-ହିଣ୍ଡେନ୍ବର୍ଗ ମାମଲାରେ ଭାରତୀୟ ପ୍ରତିଭୂତି ଓ ବିନିମୟ ବୋର୍ଡ (ସେବି)କୁ ଘେବାର କୌଣସି ସୁଯୋଗ କଂଗ୍ରେସ ହାତଛଡ଼ା କରୁନାହିଁ। ଯେହେତୁ ମୋଦୀ ସରକାର ଓ ଆଦାନି ଗ୍ରୁପ୍ର ମୁଖ୍ୟ ଗୌତମ ଆଦାନିଙ୍କ ଭିତରେ ଘନିଷ୍ଠତା ଥିବା ବିଶ୍ବାସ କରାଯାଉଛି, ସେଥିପାଇଁ ଏହି ମାମଲା ବାହାନରେ…
ବିଏସଏନଏଲ ଲଞ୍ଚ କଲା ଲାଇଭ ଟିଭି ଆପ
ସରକାରୀ ଟେଲିକମ୍ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ୍ (ବିଏସ୍ଏନ୍ଏଲ୍) ଟିଭି ଜଗତରେ ପ୍ରବେଶ କରିଛି। ବିଏସ୍ଏନ୍ଏଲ୍ 'ବିଏସ୍ଏନ୍ଏଲ୍ ଲାଇଭ ଟିଭି' ଆପ୍ଲିକେସନ ଆରମ୍ଭ କରିଛି | ଏହି ଆପ୍ ପ୍ରାରମ୍ଭରେ ଆଣ୍ଡ୍ରଏଡ୍ ଟିଭି ପାଇଁ ଉପଲବ୍ଧ | ଗୁଗୁଲ୍ ପ୍ଲେ ଷ୍ଟୋରରୁ ଏହାକୁ ଡାଉନଲୋଡ୍…
ତଳକୁ ଖସିଲା ଶେୟାର ବଜାର
ଅନ୍ତଃରାଷ୍ଟ୍ରୀୟ ବଜାରରେ ଦେଖାଦେଇଥିବା ସମସ୍ୟା ଓ ଭୂ-ରାଜନୈତିକ ଘଟଣାବଳୀ ସହ ଫେଡେରାଲ ରିଜର୍ଭ ସୁଧ ହାର ହ୍ରାସର ପ୍ରଭାବ ଭାରତୀୟ ଷ୍ଟକ୍ ବଜାର ଉପରେ ପଡିଛି। ଫଳରେ କ୍ରମାଗତ ଭାବେ ଘରୋଇ ଶେୟାର ବଜାରର କାରବାରରେ ହ୍ରାସ ଘଟୁଛୁ। ଚଳିତ ସପ୍ତାହର ଶେଷ ଦିନରେ ବଡ ଧରଣର ହ୍ରାସ ଉଭୟ ବମ୍ବେ…
ରତ୍ନଭଣ୍ଡାର ପାଇଁ ହାଇସିକ୍ୟୁରିଟି ଭଲ୍ଟ ଆରମ୍ଭ
ଶ୍ରୀମନ୍ଦିରର ରତ୍ନଭଣ୍ଡାରରେ ଥିବା ଧନ ସମ୍ପତ୍ତିର ସୁରକ୍ଷା ଏକ ବଡ଼ ପ୍ରସଙ୍ଗ ହୋଇରହିଥିବା ବେଳେ ତାହାର ସ୍ଥାୟୀ ସମାଧାନ କରିବା ଲାଗି ଉଦ୍ୟମ ଆରମ୍ଭ ହୋଇଛି। ରତ୍ନଭଣ୍ଡାରର ଅଳଙ୍କାରଗୁଡ଼ିକର ସୁରକ୍ଷାକୁ ସୁନିଶ୍ଚିତ କରିବା ଲାଗି ଏକ ହାଇସିକ୍ୟୁରିଟି ଭଲ୍ଟ ତିଆରି କରାଯିବ। ଉଭୟ ବାହାର ଓ…
ତଳକୁ ଖସିଲା ଶେୟାର ବଜାର
ଘରୋଇ ଶେୟାର ବଜାର କାରବାରରେ ହ୍ରାସ ଘଟିଛି। ଏପରିକି ଚଳିତ ସପ୍ତାହର ୩ୟ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷ କରି ବୁଧବାର ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ (ବିଏସ୍ଇ)ର ସେନ୍ସେକ୍ସ ୨୦୩ (୨୦୨.୮୦) ପଏଣ୍ଟ କମି…