Trending
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
- ଚଳିତମାସ ୧୭ରୁ ଦେଶରେ ପ୍ରଥମ ଥର ବନ୍ଦେ ଭାରତ ସ୍ଲିପର ଟ୍ରେନ୍ର ଚଳାଚଳ ଆରମ୍ଭ
- ଷ୍ଟେସନରେ ଲାଗିଲା ନିଆଁ , ଷ୍ଟେସନ ମାଷ୍ଟର, ଡିଟିସି ଚାମ୍ବରରୁ ନେଇ ଟିକେଟ କାଉଣ୍ଟର ଓ ରେଲୱେ ଲାଇନ କ୍ଷତିଗ୍ରସ୍ତ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଜର୍ମାନ ଚାନସେଲର ଫ୍ରେଡ୍ରିଚ୍ ମର୍ଜ ଙ୍କ ଦ୍ୱିପାକ୍ଷିକ ଆଲୋଚନା
- ୭୦ ବର୍ଷ ପରେ ନୂଆ ରୂପ ନେବ ଲୋକସେବା ଭବନ ଓ ବିଧାନସଭା, ଭତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
Browsing Category
Business
All business-related news will news will upload
ଏଣିକି ଟିକେଟ୍ ବାତିଲ କିମ୍ବା ସଂଶୋଧନ କରିବା ପାଇଁ କୌଣସି ଅତିରିକ୍ତ ଶୁଳ୍କ ଲାଗୁ କରାଯିବ ନାହିଁ
ସରକାର ବିମାନ ଯାତ୍ରୀଙ୍କ ପାଇଁ ଏକ ଆଶ୍ବସ୍ତିକର ଯୋଜନା କରୁଛନ୍ତି। ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ ନୂତନ ଡ୍ରାଫ୍ଟ ନିର୍ଦ୍ଦେଶାବଳୀ ଜାରି କରିଛି।ଏଥିରେ ଉଲ୍ଲେଖ ରହିଛି କି, ଯାତ୍ରୀମାନେ ଏଣିକି ଟିକେଟ ବୁକିଂ କରିବାର ୪୮ ଘଣ୍ଟା ମଧ୍ୟରେ ଯଦି ସେମାନଙ୍କର ଟିକେଟ୍ ବାତିଲ କିମ୍ବା…
ଚଳିତ ବର୍ଷ ପ୍ରଯୁକ୍ତି ଜଗତରେ ଏକ ଲକ୍ଷରୁ ଅଧିକ କର୍ମଚାରୀ ଚାକିରି ହରାଇଛନ୍ତି
ଚଳିତ ବର୍ଷ ପ୍ରଯୁକ୍ତି ଜଗତରେ ଏକ ଲକ୍ଷରୁ ଅଧିକ କର୍ମଚାରୀ ଚାକିରି ହରାଇଛନ୍ତି। ଏବର୍ଷ ସାରା ବିଶ୍ବରେ ଛଟେଇର ପ୍ରଭାବ ଥିଲା। ଲେଅଫ୍ସ ଡଟ୍ ଏଫ୍ୱାଇଆଇ ତଥ୍ୟ ଅନୁସାରେ ୨୦୨୫ରେ ବର୍ତ୍ତମାନ ସୁଦ୍ଧା ୨୧୮ଟି ପ୍ରଯୁକ୍ତି କମ୍ପାନି ୧,୧୨,୭୩୨ କର୍ମଚାରୀଙ୍କୁ ଛଟେଇ କରିଛନ୍ତି। ଅଧିକାଂଶ…
୧୮ ମାସ ପାଇଁ ଗୁଗଲ୍ ଏଆଇ ପ୍ରୋ ପ୍ଲାନ୍ ମାଗଣା
ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଓ ଗୁଗଲ୍ ଏକ ଗୁରୁତ୍ବପୂର୍ଣ୍ଣ ସହଯୋଗିତା କରିଛନ୍ତି। ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) କ୍ଷେତ୍ରରେ ଉଭୟ ସଂସ୍ଥା ମିଳିତ ଭାବେ କାର୍ଯ୍ୟ କରିବେ। ଏହି ସହଯୋଗିତାରେ ଜିଓ ଗ୍ରାହକମାନଙ୍କୁ ୧୮ ମାସ ପାଇଁ ଗୁଗଲ୍ ଏଆଇ ପ୍ରୋ ପ୍ଲାନ୍ ମାଗଣାରେ ମିଳିବ। ଏମିତିରେ…
ଓପିଜିସିର ୩୪୫୨ କୋଟି ଟଙ୍କା କ୍ଷତି
ଝାରସୁଗୁଡା ଜିଲ୍ଲାର ବନହରିପାଲିରେ ଥିବା ଓଡ଼ିଶା ପାୱାର ଜେନେରେସନ୍ କର୍ପୋରେସନ୍(ଓପିଜିସି) ୩୪୫୨ କୋଟି ଟଙ୍କା କ୍ଷତି ସହିଛି। ପରିଚାଳନା ଓ ରକ୍ଷଣାବେକ୍ଷଣ ତ୍ରୁଟି ପାଇଁ ୨୦୨୦ ଏପ୍ରିଲ୍ରୁ ୨୦୨୫ ସେପ୍ଟେମ୍ବର ପର୍ଯ୍ୟନ୍ତ ୬୬ ମାସରେ ୯୮୬୪ ନିୟୁତ ୟୁନିଟ୍ ଉତ୍ପାଦନ କ୍ଷତି ହୋଇଛି।…
୧୪ ହଜାର କର୍ମଚାରୀଙ୍କୁ ଛଟେଇ ନେଇ ଘୋଷଣା କରିଛି ଆମାଜନ
ଇ-କମର୍ସ କମ୍ପାନି ଆମାଜନ ବିଶ୍ବରେ ୧୪ ହଜାର କର୍ମଚାରୀଙ୍କୁ ଛଟେଇ ନେଇ ଘୋଷଣା କରିଛି। ଖର୍ଚ୍ଚ ହ୍ରାସ ଏବଂ କୋଭିଡ-୧୯ ମହାମାରୀ ସମୟରେ ହୋଇଥିବା ଅତ୍ୟଧିକ ନିଯୁକ୍ତିର ଉପଯୁକ୍ତ ପରିଚାଳନା ପାଇଁ କମ୍ପାନି ଏହି ଛଟେଇ କରିବ। ଆମାଜନରେ ମୋଟ ପ୍ରାୟ ୧୫ ଲକ୍ଷ କର୍ମଚାରୀ ବିଶ୍ବରେ କାମ…
୮ମ ବେତନ କମିଶନକୁ ଅନୁମୋଦନ
୧ କୋଟିରୁ ଅଧିକ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ଅଛି। କେନ୍ଦ୍ର ସରକାର ମଙ୍ଗଳବାର ଦିନ ଅଷ୍ଟମ ବେତନ କମିଶନ ଗଠନକୁ ଆନୁଷ୍ଠାନିକ ଭାବରେ ଅନୁମୋଦନ କରିଛନ୍ତି। କମିଶନ ଆଗାମୀ ୧୮ ମାସ ମଧ୍ୟରେ ସରକାରଙ୍କୁ ତାଙ୍କର ସୁପାରିଶ ଦାଖଲ କରିବେ, ଯାହା…
ରାତାରାତି ବଢିଗଲା ଆଳୁ-ପିଆଜ ଦର
ଆପଣଙ୍କ ଆଡ଼େ ଆଳୁ କେତେ? ଏହି ପ୍ରଶ୍ନ ଏବେ ସମସ୍ତେ ପଚାରୁଛନ୍ତି । ଗୋଟିଏ ପଟେ ବାତ୍ୟା ଭୟ ଘାରୁଥିବା ବେଳେ ଅନ୍ୟପଟେ ଆଳୁର ଅଭାବ ଗ୍ରାହକଙ୍କୁ ବୋଝ ହେବ । କେବଳ ସେତିକି ନୁହେଁ, ରବିବାର କିଛି ହାଟରେ ଆଳୁ କିଲୋ ପ୍ରତି ୨୫ ଟଙ୍କା ଓ ପିଆଜ ୩୦ ଟଙ୍କାରେ ବିକ୍ରି ହୋଇଛି । ଦିନକପୂର୍ବରୁ ଯେଉଁ…
ନୂଆ ଗଣମାଧ୍ୟମ ପ୍ଲାଟଫର୍ମ ଦ୍ବାରା ପାରମ୍ପରିକ ଗଣମାଧ୍ୟମ ପ୍ରଭାବିତ, ଛାପା ଗଣମାଧ୍ୟମର ବିଜ୍ଞାପନ ଦରରେ ସରକାର ୨୬…
ନୂଆ ଗଣମାଧ୍ୟମ ପ୍ଲାଟଫର୍ମ ଦ୍ବାରା ପାରମ୍ପରିକ ଗଣମାଧ୍ୟମ ପ୍ରଭାବିତ ହୋଇଛନ୍ତି। ଏହି ପ୍ରଭାବରୁ କିଭଳି ପାରମ୍ପରିକ ଗଣମାଧ୍ୟମଗୁଡ଼ିକୁ ସୁରକ୍ଷା ଦିଆଯିବ ତାହା ଉପରେ ସରକାର ବିଚାର କରୁଛନ୍ତି। ଏହାର ଅଂଶ ସ୍ବରୂପ ଛାପା ଗଣମାଧ୍ୟମର ବିଜ୍ଞାପନ ଦରରେ ସରକାର ୨୬ ପ୍ରତିଶତ ବଢ଼ାଇବା ନେଇ ଯୋଜନା…
ପାକିସ୍ତାନରେ ଟମାଟୋ ଦର ଆକାଶଛୁଆଁ, କିଲୋ ୬୦୦ ଟଙ୍କା
ପାକିସ୍ତାନରେ ଟମାଟୋ ଦର ଆକାଶଛୁଆଁ ହୋଇଛି। ଆଫ୍ଗାନିସ୍ତାନ ସହିତ ପାକିସ୍ତାନର ସଂଘର୍ଷ ଫଳରେ ଏହି ଦେଶଦ୍ବୟର ସୀମାରେ ଦୁଇଟି ପ୍ରମୁଖ ଫାଟକ ଯଥା ଟୋର୍କହାମ ଏବଂ ଚମନ ବନ୍ଦ ରହିଛି। ଏଥିଯୋଗୁ ପାକିସ୍ତାନକୁ ଟମାଟୋ ଆମଦାନି ବାଧାପ୍ରାପ୍ତ ହୋଇଛି। ଏହାର ପ୍ରଭାବ ଦର ଉପରେ ପଡ଼ିଛି।…
ଖୁବ ଶିଘ୍ରୀ ଆରମ୍ଭ ହେବ କେନ୍ଦ୍ର ସରକାରଙ୍କ ଭାରତ ଟ୍ୟାକ୍ସି ନାମକ କ୍ୟାବ୍ ସେବା
ଆଜିକାଲି ଯୁଗରେ କ୍ୟାବ୍ ଉପରେ ପ୍ରାୟ ଅଧିକାଂଶ ଲୋକ ନିର୍ଭରଶୀଳ। ତାହାର ଭର୍ପୂର୍ ଫାଇଦା ଉଠାଉଛନ୍ତି କ୍ୟାବ ଚାଳକ। ପ୍ରତିଦିନ ଓଲା-ଉବର ଟ୍ୟାକ୍ସି ସେବାକୁ ନେଇ ବିଭିନ୍ନ ଅଭିଯୋଗ ଆସୁଛି। ଅପରିଷ୍କାର କାର, ମନମୁଖୀ ଭଡ଼ା ଏବଂ ଯାତ୍ରା ବାତିଲକରଣ ଆଦି ଅନେକ ସମସ୍ୟାର ସାମ୍ନା କରୁଛନ୍ତି…