Trending
- ରାଜ୍ୟରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ଲୋକଙ୍କୁ ମିଳିବ ଶୀଘ୍ର ନ୍ୟାୟ, ରାଜ୍ୟର ୬ଟି ଜିଲ୍ଲାରେ ଏକ୍ସକ୍ଲୁସିଭ୍ ସ୍ୱତନ୍ତ୍ର କୋର୍ଟ ସ୍ଥାପନ ନେଇ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
Browsing Category
Business
All business-related news will news will upload
ଭାରତୀୟ ଷ୍ଟକ ବଜାର , ଉଭୟ ସେନସେକ୍ସ ଓ ନିଫଟି ବୃଦ୍ଧି ସହ ବନ୍ଦ ହୋଇଛି
ଶୁକ୍ରବାର ଭାରତୀୟ ଷ୍ଟକ ବଜାରରେ ଉତ୍ସାହ ଦେଖାଦେଇଛି । ଉଭୟ ସେନସେକ୍ସ ଓ ନିଫଟି ବୃଦ୍ଧି ସହ ବନ୍ଦ ହୋଇଛନ୍ତି । ସେନସେକ୍ସ ୧୩୩୧ ପଏଣ୍ଟ ବୃଦ୍ଧି ସହ ୮୦୪୩୬.୮୪ ପଏଣ୍ଟରେ ବନ୍ଦ ହୋଇଛି । ନ୍ୟାସନାଲ ଷ୍ଟକ ଏକ୍ସଚେଞ୍ଜର ନିଫ୍ଟିରେ ୩୯୭ ପଏଣ୍ଟ ବୃଦ୍ଧି ସହ ୨୪୫୪୧.୧୫ ପଏଣ୍ଟରେ ବନ୍ଦ ହୋଇଛି ।…
ୱାର୍କ-ଫ୍ରମ-ହୋମ ପାଇଁ କ୍ଷତି ସହୁଛି ଗୁଗୁଲ
ଗୁଗୁଲକୁ ନେଇ ଆପଲ, ମାଇକ୍ରୋସଫ୍ଟ ଏବଂ ଫେସବୁକ ପର୍ଯ୍ୟନ୍ତ ଟେକ ଜଗତର ବଡ଼ କମ୍ପାନୀମାନ ଏଆଇର ଦୌଡରେ ସାମିଲ ଅଛନ୍ତି। ଅନ୍ୟପକ୍ଷରେ ଚାଟଜିପିଟି ତିଆରି କରିଥିବା ଓପେନଏଆଇ ଭଳି ନୂଆ କମ୍ପାନୀ ଏହି ଦୌଡରେ ଆଗରେ ରହିଛି। ଗୁଗୁଲର ପୂର୍ବତନ ସିଇଓ ଏଆଇର ରେସରେ ଟେକ କମ୍ପାନୀଗୁଡିକ ପଛରେ ରହିବାର…
ଡିଜିଟାଲ ନ୍ୟୁଜ୍ ସବସ୍କ୍ରିପସନ୍ ଜିଏସଟି ସମୀକ୍ଷା କରିବ ଅର୍ଥ ମନ୍ତ୍ରଣାଳୟ
ଦ୍ରବ୍ୟ ଏବଂ ସେବା କର (ଜିଏସଟି) ପରିଷଦର ଆଗାମୀ ବୈଠକ ସେପ୍ଟେମ୍ବର ୯, ୨୦୨୪ ରେ ନୂଆଦିଲ୍ଲୀରେ ଅନୁଷ୍ଠିତ ହେବାର କାଯ୍ୟକ୍ରମ ରହିଛି। ଅଗଷ୍ଟ ୧୩ ରେ ଏକ୍ସ’ରେ ଏକ ପୋଷ୍ଟ ମାଧ୍ୟମରେ ଏହି ଘୋଷଣା କରାଯାଇଛି ଯେଉଁଥିରେ କୁହାଯାଇଛି ଯେ ୫୪ ତମ ଜିଏସଟି ପରିଷଦ ବୈଠକ ୯ ସେପ୍ଟେମ୍ବର ୨୦୨୪ ରେ…
ବିନା ସୁଧରେ ମିଳିବ ଲୋନ୍
ଆଜି ସାରା ଦେଶରେ ପାଳନ ହେଉଛି ଭାରତର ୭୮ତମ ସ୍ୱାଧୀନତା ଦିବସ । ଲାଲକିଲ୍ଲାରେ ପତାକା ଉତ୍ତୋଳନ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୭୫ ହଜାର ମେଡିକାଲ ସିଟ୍ ଭେଟି ଦେବା ପାଇଁ ଘୋଷଣା କରିଛନ୍ତି । ଏହାବ୍ୟତୀତ ବିନା ସୁଧରେ ଲୋନ୍ ଦେବା ପାଇଁ ଘୋଷଣା କରିଛନ୍ତି ଜଣେ ରାଜ୍ୟ ସରକାର । ଏଣିକି…
୨୨ରେ କଂଗ୍ରେସର ଦେଶବ୍ୟାପୀ ବିକ୍ଷୋଭ
ଭାରତୀୟ ପ୍ରତିଭୂତି ବିନିମୟ ବୋର୍ଡ (ସେବି) ଅଧ୍ୟକ୍ଷ ମାଧବୀ ପୁରୀ ବୁଚ୍ଙ୍କ ନାମରେ ହିଣ୍ଡେନବର୍ଗ ରିସର୍ଚ୍ଚ ରିପୋର୍ଟରେ ଆସିଥିବା ଅଭିଯୋଗର ଯୁଗ୍ମ ସଂସଦୀୟ କମିଟି (ଜେପିସି) ତଦନ୍ତ ଦାବିରେ କଂଗ୍ରେସ ଆସନ୍ତା ୨୨ ତାରିଖରେ ଦେଶବ୍ୟାପୀ ବିକ୍ଷୋଭ କରିବ। କଂଗ୍ରେସ କର୍ମୀମୀନେ ଇଡି…
ହିନ୍ଦୁସ୍ତାନ ଜିଙ୍କକୁ ମଞ୍ଜୁରୀ ଦେଲା ବେଦାନ୍ତ
ହିନ୍ଦୁସ୍ତାନ ଜିଙ୍କରେ ଥିବା ୧୧ କୋଟି ଅଂଶଧନ ବିକ୍ରୟ ପ୍ରସ୍ତାବକୁ ମଂଜୁରୀ ଦେଇଛି । ତେବେ ବେଦାନ୍ତ ଲିମିଟେଡ୍ କମ୍ପାନୀ ହିନ୍ଦୁସ୍ତାନ ଜିଙ୍କରେ ଅଂଶଧନ ବିକ୍ରୟ ପାଇଁ OFS ତାରିଖ ଏବଂ ଏହାର ବେସ୍ ପ୍ରାଇସ୍ ବିଷୟରେ କୌଣସି ସୂଚନା ପ୍ରଦାନ କରିନାହିଁ ।ବେଦାନ୍ତ ଲିମିଟେଡ୍ ଶେୟାର ମାର୍କେଟ…
ହିଣ୍ଡେନ୍ବର୍ଗ ମାମଲାରେ ସରକାର ହସ୍ତକ୍ଷେପ କରିବେନି
ଭାରତୀୟ ପ୍ରତିଭୂତି ଓ ବିନିମୟ ବୋର୍ଡ (ସେବି) ମୁଖ୍ୟ ମାଧବୀ ପୁରୀ ବୁଚ୍ଙ୍କୁ ଟାର୍ଗେଟ୍ କରି ଆମେରିକାର ହିଣ୍ଡେନ୍ବର୍ଗ ରିସର୍ଚ୍ଚ ଯେଉଁ ରିପୋର୍ଟ ଜାରି କରିଛି ସେଥିରେ କେନ୍ଦ୍ର ସରକାର ହସ୍ତକ୍ଷେପ କରିବେ ନାହିଁ। ଅର୍ଥନୈତିକ ବ୍ୟାପାର ସଚିବ ଅଜୟ ସେଠ୍ ସ୍ପଷ୍ଟ କରିଛନ୍ତି ଯେ ଏହି…
ଶେୟାର ବଜାରରେ ପରିବର୍ତ୍ତନ
ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ହୋଇଛି। ଏପରିକି ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷକରି ସୋମବାର ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ (ବିଏସ୍ଇ)ର ସେନ୍ସେକ୍ସ ୫୭ (୫୬.୯୯) ପଏଣ୍ଟ…
ବଢିବନି କି କମିବନି ଇଏମଆଇ
ରିଜର୍ଭ ବ୍ୟାଙ୍କ ଲଗାତାର ନବମ ଥର ପାଇଁ ରେପୋ ରେଟକୁ ଅପରିବର୍ତ୍ତିତ ରଖିଛନ୍ତି । ରେପୋ ରେଟକୁ ୬.୫ ପ୍ରତିଶତ ରଖିଛନ୍ତି ରିଜର୍ଭ ବ୍ୟାଙ୍କ । ଏନେଇ ଆରବିଆଇ ଗର୍ଭଣ୍ଣର ଶକ୍ତିକାନ୍ତ ଦାସ ସୂଚନା ଦେଇଛନ୍ତି । ଏମପିସିର ୬ରୁ ୪ ଜଣ ସଦସ୍ୟ ରେପୋ ରେଟ୍ ସ୍ଥିର ରଖିବାକୁ ନିଷ୍ପତ୍ତି ନେଇଥିଲେ । ଗତ…
ହିଣ୍ଡେନ୍ବର୍ଗ ଉପରେ ବର୍ଷିଲେ ମାଧବୀ
ଆମେରିକାର ସର୍ଟ-ସେଲିଂ ସଂସ୍ଥା ହିଣ୍ଡେନ୍ବର୍ଗ ଉପରେ ବର୍ଷିଛନ୍ତି ଭାରତୀୟ ପ୍ରତିଭୂତି ଓ ବିନିମୟ ବୋର୍ଡ (ସେବି) ମୁଖ୍ୟ ମାଧବୀ ପୁରୀ ବୁଚ୍। ରିପୋର୍ଟ ଜାରି ହେବାର ୧୫ ଘଣ୍ଟା ପରେ ସେ ନିଜ ସ୍ବାମୀ ଧବଲ୍ ବୁଚ୍ଙ୍କ ସହ ମିଳିତ ଭାବେ ଦୁଇ ପୃଷ୍ଠାର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି।…