Trending
- ଜନଗଣନା କର୍ମଚାରୀଙ୍କୁ ଆକ୍ରମଣ,କାମାକ୍ଷାନଗର ଏନଏସି ତିନି ନମ୍ବର ୱାର୍ଡ ମହିମାନଗର ସାହିରେ ଘଟିଛି ଘଟଣା।
- ଏସ୍ସିବି ମେଡିକାଲ ବିଲ୍ଡିଙ୍ଗରୁ ଖସିଲା ସିଲିଂ,କୁମ୍ଭକର୍ଣ୍ଣ ନିଦ୍ରାରେ ଶୋଇଛି ପୂର୍ତ୍ତ ବିଭାଗ
- ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଦିନ ୧୧ଟାରୁ ୩ଟା ଯାଏଁ ଜନଗଣନା କରିବେନି ଜନଗଣନା ଅଧିକାରୀ
- ପହଲଗାମ ନରସଂହାରକୁ ପୂରିଲା ବର୍ଷେ: ଆତଙ୍କବାଦ ଆଗରେ ମୁଣ୍ଡ ନୁଆଁଇବ ନାହିଁ ଭାରତ, ‘ଅପରେସନ ସିନ୍ଦୂର’ର ସେହି ସଂକଳ୍ପକୁ ମନେ ପକାଇଲେ ପ୍ରଧାନମନ୍ତ୍ରୀ
- ଆଜି ବସୁଛି ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ: ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ୯ରୁ ଅଧିକ ପ୍ରସ୍ତାବ ଉପରେ ଲାଗିପାରେ ମୋହର
- ୨୮ ଫେବୃଆରୀରୁ ୯ ଏଲପିଜି ଓ ୧ ଅଶୋଧିତ ତୈଳ ଜାହାଜ ସୁରକ୍ଷିତ ଭାବେ ହର୍ମୁଜ୍ ପ୍ରଣାଳୀ ପାର କରିଛି
- ପହଲଗାମ ଆକ୍ରମଣର ପ୍ରଥମ ବାର୍ଷିକୀ ପୂର୍ବରୁ ଭାରତୀୟ ସେନା ସେୟାର କରିଛି ଏକ ଗୁରୁତ୍ୱପୂର୍ଣ୍ଣ ପୋଷ୍ଟ
- ମହିଳାଙ୍କୁ ଖରାପ ଚାଟିଂ ଏବଂ ଫୋନ୍ କରି ଅଶାଳୀନ ବ୍ୟବହାର କରିବା ଅଭିଯୋଗରେ ଖଣ୍ଡପଡ଼ା SDPOଙ୍କୁ ବଦଳି
- ଆସନ୍ତାକାଲି ବିଜେପିର ବିଶାଳ ମହିଳା ଜନଆକ୍ରୋଶ ସମାବେଶ,ଅପରାହ୍ଣ ୪ଟାରୁ ପ୍ରଦର୍ଶନୀ ପଡ଼ିଆରୁ ଲୋୟର ପିଏମଜି ଯାଏଁ ବିଶାଳ ରାଲି
- ‘ଫାଇଟର’ ସିକ୍ସେଲ ଆଣିବା ପାଇଁ ଆଗଧାଡ଼ିର ନିର୍ଦ୍ଦେଶକ ସିଦ୍ଧାର୍ଥ ଆନନ୍ଦଙ୍କର ଯୋଜନା କରିଥିବା ଜଣାପଡ଼ିଛି
Browsing Category
Business
All business-related news will news will upload
ବିଫଳ ହେବା ପରେ ସଫଳ ହେଲେ ‘ହାପିଲୋ’ର ପ୍ରତିଷ୍ଠାତା
ଦୁନିଆରେ ଏମିତି କିଛି ଲୋକ ଅଛନ୍ତି ଯେଉଁମାନେ ନିଜ କଠିନ ପରିଶ୍ରମ ବଳରେ ଏହି କଥାକୁ ସତରେ ବଦଳାଇପାରିଛନ୍ତି । ବ୍ୟବସାୟ, ପରୀକ୍ଷାଠାରୁ ଆରମ୍ଭ କରି ଜୀବନର ପ୍ରତ୍ୟେକ ଲଢ଼େଇରେ ବାରମ୍ବାର ବିଫଳ ହେବା ପରେ ବି ହାର ମାନିନାହାଁନ୍ତି । ବରଂ ବାରମ୍ବାର ଚେଷ୍ଟା ଫଳରେ ସଫଳତା ପାଇଛନ୍ତି। ସେହି…
ଶେୟାର ବଜାରରେ ହାହାକାର
ଷ୍ଟକ୍ ମାର୍କେଟ୍ ଏବଂ ନିବେଶକମାନଙ୍କ ପାଇଁ ଶୁକ୍ରବାର ଏକ ଖରାପ ଦିନ ବୋଲି ପ୍ରମାଣିତ ହୋଇଛି। ଭାରି କ୍ଷତି ସହ ସେନସେକ୍ସ ଏବଂ ନିଫ୍ଟି କାରବାର ବନ୍ଦ ହୋଇଛି। ସେନସେକ୍ସ ୭୩୨.୯୬ ପଏଣ୍ଟ ହ୍ରାସ ପାଇ ୭୩୮୭୮.୧୫ ପଏଣ୍ଟରେ ବନ୍ଦ ହୋଇଥିଲା ବେଳେ ନିଫ୍ଟି ମଧ୍ୟ ୧୭୨.୩୫ ପଏଣ୍ଟ ହ୍ରାସ ପାଇ…
ଗୋଦରେଜ୍ ଗ୍ରୁପ୍ ଦୁଇଫାଳ
୧୨୭ ବର୍ଷ ପୁରୁଣା ଏହି ଗ୍ରୁପ୍ ମଧ୍ୟ ବର୍ତ୍ତମାନ ଦୁଇ ଭାଗରେ ବିଭକ୍ତ କରାଯାଇଛି । ଗୋଟିଏ ପଟେ ଆଦି ଗୋଦରେଜ୍ ଏବଂ ତାଙ୍କ ଭାଇ ଥିବାବେଳେ ଅନ୍ୟ ପଟେ ଆଦି ଗୋଦରେଜ୍ଙ୍କ ଦାଦାପୁଅ ସମ୍ପର୍କୀୟ ଭାଇ ଭଉଣୀ ଅଛନ୍ତି।ଏହି ଭାଗବଣ୍ଟା ବିଷୟରେ ସୂଚନା ଦେଇ ଗ୍ରୁପ୍ ପକ୍ଷରୁ ଏକ ବିବୃତ୍ତି ଜାରି…
ରୁଷ୍ରୁ ବଢ଼ୁଛି ତେଲ ଦର
ୟୁକ୍ରେନ ଉପରେ ରୁଷ୍ ସାମରିକ ଆକ୍ରମଣ ୨୦୨୨ ଫେବ୍ରୁଆରିରୁ ଆରମ୍ଭ କରିବା ପରଠାରୁ ଭାରତ ଏହି ଦେଶରୁ ଅଧିକ ତେଲ ଆମଦାନି କରୁଛି। ଏପ୍ରିଲ ମାସରେ ଭାରତ ସବୁଠୁ ଅଧିକ ତେଲ ରୁଷ୍ରୁ କିଣିଥିବାବେଳେ ଏହା ପଛକୁ ଇରାକ ଓ ସାଉଦି ଆରବ ରହିଛନ୍ତି। ଭାରତ ବିଶ୍ବର ତୃତୀୟ ବୃହତ୍ ତେଲ ବ୍ୟବହାରକାରୀ ଏବଂ…
ପତଞ୍ଜଳିର ୧୪ ପ୍ରଡକ୍ଟର ଲାଇସେନ୍ସ ହେଲା ସସପେଣ୍ଡ
ବିଭ୍ରାନ୍ତିକର ବିଜ୍ଞାପନ ପ୍ରସଙ୍ଗରେ ପତଞ୍ଜଳିର ସମସ୍ୟା ହ୍ରାସ ହେବାର ଦେଖାଯାଉ ନାହିଁ। ଏକ ବଡ କାର୍ଯ୍ୟାନୁଷ୍ଠାନ ମାଧ୍ୟମରେ ଉତ୍ତରାଖଣ୍ଡ ଡ୍ରଗ ବିଭାଗର ଲାଇସେନ୍ସ ପ୍ରାଧିକରଣ ପତଞ୍ଜଳିର ୧୪ ଟି ଉତ୍ପାଦର ଲାଇସେନ୍ସକୁ ସ୍ଥଗିତ ରଖିଛି। ବିଶେଷ କଥା ହେଉଛି ଏହି ସମସ୍ତ ଉତ୍ପାଦ ବଜାରରେ ବେଶ…
ସେୟାର ବଜାର ୪ କୋଟି ବୃଦ୍ଧି
ଦେଶର ସେୟାର ବଜାରରେ ଖୁଚୁରା ନିବେଶକମାନେ ପ୍ରମୁଖ ଭୂମିକା ଗ୍ରହଣ କରିଆସୁଛନ୍ତି। ଗତବର୍ଷ ଖୁଚୁରା ନିବେଶକ ସଂଖ୍ୟା (ଡିମାଟ୍ ଆକାଉଣ୍ଟ୍) ୪.୦୩ କୋଟି (୩୧.୨୩ %) ବୃଦ୍ଧି ଘଟିଛି। ଏଥିରେ ୧.୨୮ କୋଟି ନିବେଶକ (୩୨.୧୬%) ନୂଆ ନିବେଶକ ବିହାର, ମଧ୍ୟପ୍ରଦେଶ, ରାଜସ୍ଥାନ ଏବଂ ଉତ୍ତରପ୍ରଦେଶରୁ…
୬ ଦେଶକୁ ପିଆଜ ରପ୍ତାନି ଅନୁମତି
ଆଜି ୬ଟି ଦେଶକୁ ୯୯,୧୫୦ ଟନ୍ ପିଆଜ ରପ୍ତାନି କରିବା ପାଇଁ କେନ୍ଦ୍ର ସରକାର ଅନୁମତି ଦେଇଛନ୍ତି। ସେହି ଦେଶଗୁଡ଼ିକ ହେଲା ବାଂଲାଦେଶ, ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ), ଭୁଟାନ, ବାହାରିନ, ମରିସସ୍, ଓ ଶ୍ରୀଲଙ୍କା। କେନ୍ଦ୍ର ଖାଉଟି ବ୍ୟାପାର, ଖାଦ୍ୟ ଓ ସାଧାରଣ ବଣ୍ଟନ ବିଭାଗ ପକ୍ଷରୁ ଏହି…
ଗୋ ଫାଷ୍ଟ୍’କୁ ଝଟ୍କା
ଗୋ ଫାଷ୍ଟ୍କୁ ଆଜି ଦିଲ୍ଲୀ ହାଇକୋର୍ଟରୁ ଏକ ବଡ଼ ଝଟ୍କା ଲାଗିଛି। ଗୋ ଫାଷ୍ଟ୍ ନିକଟରେ ଲିଜ୍ରେ ଥିବା ବିମାନଗୁଡ଼ିକର ପଞ୍ଜୀକରଣ ବାତିଲ କରିବା କ୍ଷେତ୍ରରେ ଆଗକୁ ବଢ଼ିବା ପାଇଁ ହାଇକୋର୍ଟ ବେସାମରିକ ବିମାନ ଚଳାଚଳ ମହାନିର୍ଦ୍ଦେଶାଳୟ(ଡିଜିସିଏ)କୁ ଆଦେଶ ଦେଇଛନ୍ତି। ୫ ଦିନ ଭିତରେ ଏହାକୁ…
ଜଳବାୟୁ ପରିବର୍ତ୍ତନ ପାଇଁ ବଢ଼ୁଛି ଦରଦାମ
ଦେଶର ଅର୍ଥନୀତିର ବିକାଶ ନେଇ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍ବିଆଇ) ଆକଳନ କରିଥିବାବେଳେ ପାଣିପାଗ ପରିବର୍ତ୍ତନ ଦରଦାମ ହ୍ରାସରେ ବାଧକ ସାଜିଛି। ପାଣିପାଗ ବିଭାଗ ଆଗାମୀ ଦିନରେ ତାପମାତ୍ରା ବୃଦ୍ଧି ନେଇ ପୂର୍ବାନୁମାନ କରିଛି। ଅନ୍ୟପଟେ ଇରାନ ଏବଂ ଇସ୍ରାଏଲ ମଧ୍ୟରେ ତିକ୍ତତା ମୁଦ୍ରାସ୍ଫୀତି…
ଆସିଗଲା ଜିଓ ସିନେମାର ପ୍ରିମିୟମ ପ୍ଲାନ୍,
ରିଲାଏନ୍ସ ଜିଓ ଏକ ନୂଆ ସବସ୍କ୍ରିପସନ ପ୍ଲାନ୍ ‘ଜିଓ ସିନେମା ପ୍ରିମିୟମ’ ଘୋଷଣା କରିଛି । ଏହି ନୂଆ ପ୍ଲାନର ପ୍ରାରମ୍ଭିକ ମାସିକ ମୂଲ୍ୟ ୨୯ ଟଙ୍କା ରହିଛି । ଏହି ନୂଆ ‘ଜିଓ ସିନେମା ପ୍ରିମିୟମ’ ପ୍ଲାନ ଜରିଆରେ ୟୁଜର୍ସଙ୍କୁ ୪କେ ପର୍ଯ୍ୟନ୍ତ ଗୁଣବତ୍ତାରେ ଆଡ୍ ଫ୍ରି ଅନୁଭବ ମିଳିବ । ଏହା ସହିତ…