Trending
- ଚାଷୀଙ୍କ ଆକାଉଣ୍ଟକୁ ଗଲା ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୨୪ତମ କିସ୍ତି
- ବାତ୍ୟା ଅର୍ଣ୍ଣବ ପରେ ଗଞ୍ଜାମ ଓ ଗଜପତିରେ ବ୍ୟାପକ କ୍ଷୟକ୍ଷତି – ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
Browsing Category
Business
All business-related news will news will upload
କମିଲା ଆାଇଫୋନ ଦାମ
ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ୍ ୨୦୨୪-୨୫ ଆର୍ଥିକ ବର୍ଷର ବଜେଟ୍ରେ ମୌଳିକ ସୀମା ଶୁଳ୍କ ହାର ହ୍ରାସ କରିବା ପରେ ଆଇଫୋନ୍ ନିର୍ମାତା ଆପଲ୍ ଏହାର ବିଭିନ୍ନ ମଡେଲ୍ ଫୋନ୍ ଦାମ୍ ହ୍ରାସ ଘୋଷଣା କରିଛି। କମ୍ପାନି ଆଇଫୋନ୍ ଦାମ୍ରେ ୩ରୁ ୪ ପ୍ରତିଶତ ପର୍ଯ୍ୟନ୍ତ ହ୍ରାସ…
ଶେୟାର ବଜାର
ଶେୟାର ବଜାର ଚଳିତ ସପ୍ତାହ କାର୍ଯ୍ୟ ଦିବସର ଶେଷ ଦିନରେ ନିବେଶକ ୭ ଲକ୍ଷ କୋଟି ଟଙ୍କାରୁ ଅଧିକ ପୁଞ୍ଜି ବଜାରରେ ଯୋଡ଼ିଛନ୍ତି। ଫଳରେ ଶେୟାର ବଜାରର ନିବେଶକ ଓ ପୁଞ୍ଜି ବଜାରରେ ଉତ୍ସାହ ଦେଖାଦେଇଛି। ଏପରିକି ଚଳିତ ସପ୍ତାହର ଶେଷଦିନର ଫଳାଫଳ ଅନୁଯାୟୀ ଉଭୟ ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ…
ସ୍ବାଧୀନତା ଦିବସ ଅବସରରେ ଜିଓ ଗ୍ରାହକଙ୍କୁ ୧୦୦୦ ଟଙ୍କା ରିହାତି
ଜିଓ ଗ୍ରହକଙ୍କ ପାଇଁ ଏକ ଖୁସି ଖବର ରହିଛି। ଜାଣବାକୁ ମିଳିଛି ଯେ ଜିଓ ସ୍ବାଧୀନତା ଦିବସ ଅବସରରେ ଏକ ବଢ଼ିଆ ଅଫର୍ ନେଇଆସିଛି। ଏହି ନୂଆ ଅଫର୍ରେ ଗ୍ରାହକଙ୍କୁ ୧୦୦୦ ଟଙ୍କା ରିହାତି ମିଳିବ।କମ୍ପାନି ଜିଓ ଏୟାର୍ ଫାଇବର୍ ପାଇଁ ଏହି ଅଫର୍ ଘୋଷଣା କରିଛି। ଯଦି ଆପଣ ଏହି ଅଫର୍ରେ ଜିଓ…
୭୦% ଷ୍ଟକ୍ ବଜାରରେ କ୍ଷତି
ଭାରତୀୟ ପ୍ରତିଭୂତି ଓ ବିନିମୟ ବୋର୍ଡ (ସେବି)ର ଏକ ନୂଆ ସର୍ବେକ୍ଷଣ ଅନୁସାରେ ୨୦୨୨-୨୩ ଆର୍ଥିକ ବର୍ଷରେ ପ୍ରତି ତିନି ନିବେଶକଙ୍କ ଭିତରୁ ଜଣେ ଲେଖାଏଁ ବିପଦପୂର୍ଣ୍ଣ ଇଣ୍ଟ୍ରା-ଡେ ଟ୍ରେଡିଂ କରୁଛନ୍ତି। ସେମାନଙ୍କ ଭିତରୁ ୭୦ ପ୍ରତିଶତ କ୍ଷତି ସହୁଛନ୍ତି। ଦେଶରେ ୩୦ ବର୍ଷରୁ କମ୍ ବୟସର…
ଜିଏସ୍ଟି ସ୍ଲାବ୍ର ହୋଇପାରେ ବଡ଼ ପରିବର୍ତ୍ତନ
ଗୁଡ୍ ଆଣ୍ଡ ସର୍ଭିସ୍ ଟ୍ୟାକ୍ସ(ଜିଏସ୍ଟି) ସ୍ଲାବ୍ରେ ସରକାର ବଡ଼ ପରିବର୍ତ୍ତନ ଆଣିବାକୁ ପ୍ରସ୍ତୁତ ହେଉଛନ୍ତି। ଆଗାମୀ ଦିନରେ ଜିଏସ୍ଟି ଟ୍ୟାକ୍ସ ସ୍ଲାବ୍ ୪ରୁ ୩କୁ ହ୍ରାସ କରାଯାଇପାରେ। ଜିଏସ୍ଟିରେ ଏକାଧିକ ହାର ବ୍ୟବସ୍ଥା କାରଣରୁ ବର୍ଗୀକରଣକୁ ନେଇ ଦେଖାଯାଉଥିବା ବିବାଦର ସମାଧାନ…
ଶସ୍ତା ହେଲା ସୁନା
ବଜେଟ ଦିନଠାରୁ ସୁନା ଓ ରୂପା ବିକ୍ରିରେ ବୃଦ୍ଧି ଘଟିଛି ।ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୭୪,୦୦୦ ଟଙ୍କା ରେକର୍ଡ ସ୍ତରରେ ପହଞ୍ଚିବା ପରେ ଗ୍ରାହକମାନେ କ୍ରୟରୁ ଦୂରେଇ ରହିଥିଲେ, କିନ୍ତୁ ଡ୍ୟୁଟି କଟ୍ ପରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ବୁଲିଅନ୍ ବଜାରରେ ଦୈନିକ ଚାହିଦା ୨୦% ବୃଦ୍ଧି ପାଇଛି…
ଆଜି ବିଧାନସଭାରେ ଓଡ଼ିଶା ବଜେଟ୍
ଆଜି ବିଧାନସଭାରେ ଉପସ୍ଥାପିତ ହେବ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ। ଗତ ଫେବୃଆରୀ ମାସରେ ପୂର୍ବ ସରକାର ଆଣିଥିଲେ କାମଚଳା ବଜେଟ। ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ସେ ସମୟରେ ମୋଟ ୨ ଲକ୍ଷ ୫୫ ହଜାର କୋଟି ଟଙ୍କାର ବ୍ୟୟ ବରାଦ କରାଯାଇ ଆର୍ଥିକ ବର୍ଷର ପ୍ରଥମ ତିନି ମାସ ପାଇଁ ୧…
ଖସିଲା ସୁନା ଦର
କେନ୍ଦ୍ର ବଜେଟର ଉପସ୍ଥାପନା ପରେ ସାଧାରଣ ଜନତାଙ୍କୁ ବହୁତ ଆରାମ ମିଳିଛି। ୧୦ ଗ୍ରାମରେ ପ୍ରାୟ ୪ ହଜାର ଟଙ୍କା କମିଲା । କଷ୍ଟମ ଡ୍ୟୁଟି କମାଇବା ପରେ ରେଟ ହ୍ରାସ ପାଇଛି ।ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସାଧାରଣ ବଜେଟ ଉପସ୍ଥାପନ କରୁଥିବାବେଳେ ସୁନା ଓ ରୂପା ଉପରେ କଷ୍ଟମ ଶୁଳ୍କ ହ୍ରାସ…
ଶସ୍ତା ହେଲା କର୍କଟ ଔଷଧ
ଏଥର ବଜେଟରେ କର୍କଟ ରୋଗୀଙ୍କ ପ୍ରତି ସଦୟ ହୋଇଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଅର୍ଥମନ୍ତ୍ରୀ ଆମଦାନୀ ହୋଇଥିବା କର୍କଟ ଔଷଧ ଉପରେ ସୀମା ଶୁଳ୍କ ହଟାଇଦେଇଛନ୍ତି । ବର୍ତ୍ତମାନ ସୁଦ୍ଧା ଏହି ତିନୋଟି କର୍କଟ ଔଷଧ ଉପରେ ୧୦ ପ୍ରତିଶତ କଷ୍ଟମ ଡ୍ୟୁଟି ଥିଲା, ଯାହାକୁ ସଂପୂର୍ଣ୍ଣ…
କେନ୍ଦ୍ର ବଜେଟ
ଲୋକ ସଭାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ସମ୍ପୂର୍ଣ୍ଣ ବଜେଟ ଉପସ୍ଥାପନ କରିଛନ୍ତି। ବଜେଟରେ ଅର୍ଥମନ୍ତ୍ରୀ ପ୍ରତିରକ୍ଷା ବିଭାଗକୁ ୪,୫୪,୭୭୩ କୋଟି, ଗ୍ରାମ୍ୟ ଉନ୍ନୟନକୁ ୨,୬୫,୮୦୮ କୋଟି, କୃଷି କ୍ଷେତ୍ରକୁ ୧,୫୧,୮୫୧ କୋଟି, ଗୃହ ବିଭାଗକୁ ୧,୫୦,୯୮୩ କୋଟି,…