Trending
- ଚାଷୀଙ୍କ ଆକାଉଣ୍ଟକୁ ଗଲା ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୨୪ତମ କିସ୍ତି
- ବାତ୍ୟା ଅର୍ଣ୍ଣବ ପରେ ଗଞ୍ଜାମ ଓ ଗଜପତିରେ ବ୍ୟାପକ କ୍ଷୟକ୍ଷତି – ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
Browsing Category
Business
All business-related news will news will upload
ଏଣିକି ସମାନ ମୂଲ୍ୟରେ କ୍ରୟ କରିବେ ସୁନା
ଦେଶର ପ୍ରତି ରାଜ୍ୟରେ ସୁନା ଦର ଭିନ୍ନ ଥାଏ। ରାଜ୍ୟର ଟିକସ ବ୍ୟତିତ ଅନେକ ଜିନିଷ ସୁନା ମୂଲ୍ୟରେ ସାମିଲ ଥାଏ। ହେଲେ ଏବେ ଦେଶରେ ଏକ ସମାନ ଦର ଲାଗୁ ହୋଇପାରେ। ଏହି ନୀତି ଲାଗୁ ହେବା ପରେ ପୁରା ଦେଶରେ ସୁନା ଦର ଏକସମାନ ହୋଇଯିବ। ଅର୍ଥାତ ତୁମେ ସୁନା ଦିଲ୍ଲୀରେ କିଣ ନଚେତ ଡେରାଡୁନରେ କିଣ,…
ଦାଖଲ ହେଲାଣି ୨.୭ କୋଟି ଆଇଟିଆର୍
ସମୟ ସୀମା ଦ୍ରୁତ ଗତିରେ ପାଖେଇ ଆସୁଥିବା ବେଳେ ଟିକସଦାତାମାନେ ରେକର୍ଡ ସଂଖ୍ୟକ ରିଟର୍ଣ୍ଣ ଦାଖଲ କରୁଛନ୍ତି। ଆୟକର ବିଭାଗ ସୂଚନା ଅନୁସାରେ ଦୈନିକ ୧୩ ଲକ୍ଷ ଆୟକର ରିଟର୍ଣ୍ଣ ଦାଖଲ ହେଉଛି। ଚଳିତ ମାସ ୧୪ ତାରିଖ ସୁଦ୍ଧା ୨.୭ କୋଟିରୁ ଅଧିକ ରିଟର୍ଣ୍ଣ ଦାଖଲ ହୋଇଛି ଯାହା ଗତବର୍ଷର ସମାନ…
ପୁଣି ନୂଆ ଉଚ୍ଚତାରେ ବନ୍ଦ ହେଲା ସେନସେକ୍ସ
ଭାରତୀୟ ଷ୍ଟକ ବଜାର ରେ ବୃଦ୍ଧି ଘଟିଛି । ବମ୍ବେ ଷ୍ଟକ ଏକ୍ସଚେଞ୍ଜ ସୂଚକାଙ୍କ ସେନସେକ୍ସ ଆଜି ୦.୦୬ ପ୍ରତିଶତ ବା ୫୧.୬୯ ପଏଣ୍ଟ ବୃଦ୍ଧି ସହ ୮୦,୭୧୬ରେ ବନ୍ଦ ହୋଇଛି। ଆଜି କାରବାର ସମୟରେ ସେନସେକ୍ସ ୮୦,୮୯୮.୩୦ ପଏଣ୍ଟର ସର୍ବକାଳୀନ ସର୍ବୋଚ୍ଚ ସ୍ତରରେ ପହଞ୍ଚିଛି। ବଜାର ବନ୍ଦ ହେବା ବେଳକୁ…
ଋଣ ସୁଧରେ ବୃଦ୍ଧି ଘୋଷଣା କରିଛି ଭାରତୀୟ ଷ୍ଟେଟ୍ ବ୍ୟାଙ୍କ
ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ପକ୍ଷରୁ ଋଣ ସୁଧରେ ବୃଦ୍ଧି ଘୋଷଣା କରାଯାଇଛି। ବ୍ୟାଙ୍କ ଏହାର ଏମ୍ସିଏଲ୍ଆର୍ରେ ୦.୧୦ ପ୍ରତିଶତ ବୃଦ୍ଧି କରାଯାଇଛି। କିଛି ନିର୍ଦ୍ଦିଷ୍ଟ ଅବଧିର ଋଣ ଉପରେ ଏହା ଲାଗୁ ହୋଇଛି। ନୂତନ ସୁଧ ହାର ଜୁଲାଇ ୧୫ରୁ ଲାଗୁ କରାଯାଇଛି। ଏହା ଦ୍ବାରା ଗାଡ଼ି ଓ ଘର କିଣିବା…
ରୋଜଗାରର ପନ୍ଥା ଦେଖାଉଛି ୟୁଟ୍ୟୁବ
ଡିଜିଟାଲ ଯୁଗରେ ରୋଜଗାରର ପନ୍ଥା ଦେଖାଉଛି ୟୁଟ୍ୟୁବ । ଯେଉଁଥିରେ କୌଣସି ଶିକ୍ଷାଗତ ଯୋଗ୍ୟତା ଦରକାର ପଡେନି । ନିଜ ନିଜର ଦକ୍ଷତା ବଳରେ ବିଭିନ୍ନ ପ୍ରକାରର ଭିଡିଓ ଅପଲୋଡ କରି ଲକ୍ଷ ଲକ୍ଷ ଟଙ୍କା ଆୟ କରୁଛନ୍ତି ୟୁଟ୍ୟୁବର୍ସ । ରିପୋର୍ଟ କହୁଛି ପ୍ରାୟ ୨ ବିଲିୟନରୁ ଅଧିକ ଉପଭୋକ୍ତା ୟୁଟ୍ୟୁବ…
ବଜେଟ୍ ଆସିବା ପରେ ବଢ଼ିପାରେ ଔଷଧର ମୂଲ୍ୟ
2024-25 ଆର୍ଥିକ ବର୍ଷ ସମ୍ପୂର୍ଣ୍ଣ ବଜେଟ୍ ଆସିବା ପାଇଁ ଯାଉଛି । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଏକ ନୂତନ ବଜେଟ୍ ଉପସ୍ଥାପନ କରିବାକୁ ଯାଉଛନ୍ତି, ଯାହା ମୋଦି ସରକାରଙ୍କ ତୃତୀୟ କାର୍ଯ୍ୟକାଳର ପ୍ରଥମ ବଜେଟ୍ ହେବ। ଏହି ବଜେଟରୁ ସ୍ୱାସ୍ଥ୍ୟସେବା କ୍ଷେତ୍ର ପାଇଁ ବଡ଼ ଆଶା ରଖାଯାଇଛି ।ବଜେଟ୍…
କୋଇଲା ଖଣି ପାଇଁ ଚୁକ୍ତିନାମା
ନିଲାମ ହୋଇଥିବା ତିନୋଟି କୋଇଲା ଖଣି ପାଇଁ କୋଇଲା ମନ୍ତ୍ରଣାଳୟ କୋଇଲା ଖଣି ବିକାଶ ଏବଂ ଉତ୍ପାଦନ ଚୁକ୍ତିନାମା ସ୍ବାକ୍ଷରିତ କରିଛି। ଚୁକ୍ତିନାମା ହୋଇଥିବା ଖଣିଗୁଡ଼ିକ ମଧ୍ୟରେ ମାଖାକାଟା କୋଇଲା ଖଣି, କୁଡନାଲି ଲୁବ୍ରି କୋଇଲା ଖଣି ଏବଂ ସାହିଗୋପାଳ-ବି କାକୁଡି କୋଇଲା ଖଣି ରହିଛି। ବିଡରମାନେ…
ବନ୍ଦ ହେଲା ସେନସେକ୍ସ
ନ୍ୟାସନାଲ ଷ୍ଟକ ଏକ୍ସଚେଞ୍ଜର ନିଫ୍ଟି ପ୍ରଥମ ଥର ପାଇଁ ୨୪,୬୦୦ ଟପି ୨୪,୬୩୫ ରେ ପହଞ୍ଚିଥିବା ବେଳେ ନିଫ୍ଟିର ମିଡକ୍ୟାପ ସୂଚକାଙ୍କ ଐତିହାସିକ ଉଚ୍ଚତା ଛୁଇଁବାରେ ସକ୍ଷମ ହୋଇଛି। ଆଜି ବଜାରରେ ଫାର୍ମା ଓ ଏନର୍ଜି ସେୟାରରେ କ୍ରୟ ଦେଖିବାକୁ ମିଳିଛି। ବଜାର ବନ୍ଦ ବେଳକୁ ବିଏସ୍ଇ ସେନସେକ୍ସ…
ଏସବିଆଇ ପକ୍ଷରୁ ଅନଲାଇନ ଋଣ ସୁବିଧାର ଶୁଭାରମ୍ଭ
ଭାରତୀୟ ଷ୍ଟେଟ୍ ବ୍ୟାଙ୍କ (ଏସ୍ବିଆଇ) ପକ୍ଷରୁ ଏହାର ଇଣ୍ଟରନେଟ୍ ବ୍ୟାଙ୍କିଙ୍ଗ ଓ ୟୋନୋ ଆପ ମାଧ୍ୟମରେ ମ୍ୟୁଚୁଆଲ୍ ଫଣ୍ଡ ବଦଳରେ ଅନଲାଇନ୍ ଋଣ ସୁବିଧାର ଶୁଭାରମ୍ଭ କରାଯାଇ ଗ୍ରାହକମାନଙ୍କୁ ଡିଜିଟାଲ୍ ସଶକ୍ତ କରାଯାଇଥିବା ବେଳେ ସେମାନଙ୍କ ଲାଗି ସୁବିଧାରେ ବୃଦ୍ଧି କରାଯାଇଛି । ଏହି ଡିଜିଟାଲ୍…
ମୁମ୍ବାଇରେ ଆଇଏନ୍ଏସ୍ ଟାୱାର ଉଦ୍ଘାଟିତ
ଇଣ୍ଡିଆନ ନ୍ୟୁଜପେପର ସୋସାଇଟି (ଆଇଏନଏସ)ର ମୁମ୍ବାଇସ୍ଥିତ କାର୍ଯ୍ୟାଳୟ ଆଇଏନ୍ଏସ୍ ଟାୱାରକୁ ଆଜି ବାନ୍ଦ୍ରା କୁର୍ଲା କମ୍ପ୍ଲେକ୍ସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉଦ୍ଘାଟନ କରିଛନ୍ତି। ପରିବର୍ତ୍ତିତ ପରିସ୍ଥିତିରେ ଏହି ନୂଆ କାର୍ଯ୍ୟାଳୟ ଆଇଏନ୍ଏସ୍ ସଦସ୍ୟମାନଙ୍କର ଆବଶ୍ୟକତାକୁ…