Trending
- ରାଜ୍ୟରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ଲୋକଙ୍କୁ ମିଳିବ ଶୀଘ୍ର ନ୍ୟାୟ, ରାଜ୍ୟର ୬ଟି ଜିଲ୍ଲାରେ ଏକ୍ସକ୍ଲୁସିଭ୍ ସ୍ୱତନ୍ତ୍ର କୋର୍ଟ ସ୍ଥାପନ ନେଇ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
Browsing Category
Business
All business-related news will news will upload
୧ ଜୁନରୁ ଲାଗୁ ହେବ ଏହିସବୁ ପରିବର୍ତ୍ତନ
ପରିବର୍ତ୍ତନ ସିଧାସଳଖ ଭାବରେ ସାଧାରଣ ଜନତାଙ୍କ ପକେଟ ଉପରେ ପ୍ରଭାବ ପକାଇବ । ଏହି ମାସରେ ଏଲପିଜି ସିଲିଣ୍ଡର ଦାମ୍ ସହିତ କ୍ରେଡିଟ କାର୍ଡ ଏବଂ ଅନ୍ୟ କିଛି ପରିବର୍ତ୍ତନ ହେବା ନେଇ ଅନୁମାନ କରାଯାଉଛି ।
LPG ସିଲିଣ୍ଡର ଦାମ୍: ଅଏଲ ମାର୍କେଟିଙ୍ଗ କମ୍ପାନୀ ପ୍ରତି ମାସର ପ୍ରଥମ ଦିନରେ ଏଲପିଜି…
ଶେୟାର ବଜାର କାରବାରରେ ହ୍ରାସ
୨ୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ହ୍ରାସ ଘଟିଛି। ଏପରିକି ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷକରି ସୋମବାର ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ (ବିଏସ୍ଇ)ର ସେନ୍ସେକ୍ସ ୨୦ (୧୮.୮୯) ପଏଣ୍ଟ…
ଧନୀଙ୍କୁ ଟିକସ ଲଗାଇ ସମାନତା ଆଣିହେବନି
ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ରଘୁରାମ ରାଜନ କହିଛନ୍ତି ଟିକସ ଜରିଆରେ ସମାନତା ଆଣିବା ଲାଗି ଏକମାତ୍ର ଉପାୟ ହେଉଛି କମ୍ୟୁନିଷ୍ଟ ବିପ୍ଳବ। ଏଥିରେ କିନ୍ତୁ ଦାରିଦ୍ର୍ୟ ଦୂର ହେବ ନାହିଁ। କେବଳ ହିଂସା ହେବ। କୌଣସି ସ୍ଥାୟୀ ସମାଧାନ ମିଳିବନି ବୋଲି ସେ କହିଛନ୍ତି।ସାରା…
୧ ଜୁନ୍ରୁ ମହଙ୍ଗା ମାଡ଼ !
ଆସନ୍ତା ମାସର ପ୍ରଥମରୁ ଅର୍ଥାତ୍ ୧ ଜୁନ୍ରୁ ଲୋକଙ୍କ ସହିତ ଜଡ଼ିତ ଥିବା ୫ ଟି ନିୟମରେ ପରିବର୍ତ୍ତନ ଆସିବ। ଏହି ପରିବର୍ତ୍ତନଗୁଡ଼ିକର ପ୍ରଭାବ ସାଧାରଣ ଲୋକଙ୍କ ଉପରେ ଦୃଶ୍ୟମାନ ହେବ। ଏହା ବ୍ୟତୀତ ଏହା ପକେଟ ଉପରେ ମଧ୍ୟ ପ୍ରଭାବ ପକାଇବ। ଏହି ୫ ପରିବର୍ତ୍ତନ ଜୁନ୍ ୧ରୁ ଘଟିବାକୁ ଯାଉଛି
୧.…
ବୈଦ୍ୟୁତିକ ସାମଗ୍ରୀର ଦର ବୃଦ୍ଧି
ଲୋହିତ ସାଗର ସଙ୍କଟ ଯୋଗୁ ବର୍ତ୍ତମାନ ଏହାର ପ୍ରଭାବ ବ୍ୟବସାୟ କ୍ଷେତ୍ରରେ ଦେଖିବାକୁ ମିଳୁଛି। ଶିପିଂ କଣ୍ଟେନରର ଅଭାବ କାରଣରୁ ଚାଇନାରୁ ଆସୁଥିବା ସାମଗ୍ରୀ ଉପରେ ମାଲ ପରିବହନ ଶୁଳ୍କ ବୃଦ୍ଧି ହେତୁ ଆଇଟି ହାର୍ଡୱେର୍, ଟିଭି, ୱାଶିଂ ମେଶିନ ଏବଂ ଏସି ଆଦି ବୈଦ୍ୟୁତିକ ସାମଗ୍ରୀ ମୂଲ୍ୟ…
ସର୍ବକାଳୀନ ଉଚ୍ଚରେ ସେନସେକ୍ସ
ଦେଶରେ ନିର୍ବାଚନ ଜାରି ରହିଥିଲା ବେଳେ ସକାରାତ୍ମକ ଫଳାଫଳ ଆଶାରେ ଶେୟାର ବଜାରରେ ଉତ୍ସାହ ଲାଗି ରହିଛି। ଏହି କ୍ରମରେ ଶୁକ୍ରବାର ସେନସେକ୍ସ ଏବଂ ନିଫ୍ଟି ବେଞ୍ଚମାର୍କ ସର୍ବକାଳୀନ ଉଚ୍ଚ ସ୍ତରକୁ ଛୁଇଁଛି। ଗୁରୁବାର ନିଫ୍ଟି ନୂତନ ଉଚ୍ଚତାକୁ ସ୍ପର୍ଶ କରିଥିଲା ବେଳେ ଗୁରୁବାର ମଧ୍ୟ ଏହି ଧାରା…
ଶେୟାର ବଜାର ୬୦୦ ପଏଣ୍ଟ ସେନସେକ୍ସ ବୃଦ୍ଧି
ଶେୟାର ବଜାର ଉପରେ ଲକ୍ଷ୍ମୀ ମା’ଙ୍କର ଶୁଭ ଦୃଷ୍ଟି ପଡିଛି। ଲୋକ ସଭା ନିର୍ବାଚନ ଶେଷ ଆଡକୁ ଆଗ୍ରଗତି କରୁଥିଲା ବେଳେ ଗୁରୁବାର ଦଲାଲ ଷ୍ଟ୍ରୀଟରେ ଜବରଦସ୍ତ ଉତ୍ସାହ ଦେଖିବାକୁ ମିଳିଛି। ନିଫ୍ଟି ରେକର୍ଡ ସର୍ବକାଳୀନ ଉଚ୍ଚତାକୁ ଛୁଇଁଥିଲା ବେଳେ ସେନସେକ୍ସ ୬୦୦ ପଏଣ୍ଟ ବୃଦ୍ଧି ପାଇଛି।ନିଫ୍ଟି ଏକ…
ସୁନାର ୧୦ ଗ୍ରାମ ପିଛା ଦାମ୍ ୮୩୧ ଟଙ୍କା ବୃଦ୍ଧି ପାଇ ୭୪,୨୨୨ ଟଙ୍କାରେ ପହଞ୍ଚିଛି
ଇରାନ ଓ ଇସ୍ରାଏଲ୍ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଥିବାରୁ ସୁନାର ୧୦ ଗ୍ରାମ ପିଛା ଦାମ୍ ୮୩୧ ଟଙ୍କା ବୃଦ୍ଧି ପାଇ ୭୪,୨୨୨ ଟଙ୍କାରେ ପହଞ୍ଚିଛି। ସୁନା ଦାମ୍ରେ ହୋଇଥିବା ବୃଦ୍ଧିର ଅନ୍ୟତମ କାରଣ ହେଉଛି ଆମେରିକାରେ ମୁଦ୍ରାସ୍ଫୀତିରେ ଘଟିଥିବା ହ୍ରାସ। ଏହାର ପ୍ରଭାବରେ ଆମେରିକା ସୁଧ ହାର…
ବୁଲେଟ୍ ଟ୍ରେନରେ ରହିବ ୧୦ ବଗି
ଦେଶର ପ୍ରଥମ ବୁଲେଟ୍ ଟ୍ରେନ୍ ପ୍ରକଳ୍ପ କାର୍ଯ୍ୟ ଅହମଦାବାଦରୁ ମୁମ୍ବାଇ ମଧ୍ୟରେ ଚାଲିଛି। ୨୦୨୬ ଅଗଷ୍ଟରେ ଏହି ରୁଟ୍ରେ ପ୍ରଥମ ବୁଲେଟ୍ ଟ୍ରେନ ଚାଲିବା ଆଶା ରହିଛି। ଜାପାନର ଦୁଇ କମ୍ପାନି ହିଟାଚି ଏବଂ କାୱାସାକି ଭାରତକୁ ବୁଲେଟ ଟ୍ରେନ ଯୋଗାଇବା ପାଇଁ ଏକ କନସୋର୍ଟିୟମ ଗଠନ କରିଛନ୍ତି।…
ଭାରତ ଏକ ଗରିବ ଦେଶ
ମୋଦୀ ସରକାରଙ୍କ ନୀତିକୁ ସମାଲୋଚନା କରିବାର କୌଣସି ସୁଯୋଗ ହାତଛଡ଼ା କରୁନଥିବା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ରଘୁରାମ ରାଜନ କହିଛନ୍ତି ଯେ ଜି୨୦ ରାଷ୍ଟ୍ରଗୁଡ଼ିକ ମଧ୍ୟରେ ଭାରତ ହେଉଛି ଏଭଳି ଏକ ଦେଶ ଯାହା ଦ୍ରୁତ ଗତିରେ ଦୌଡ଼ୁଛି। କିନ୍ତୁ ଏହା ହେଉଛି ଏକ ଗରିବ ଦେଶ।…