Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Browsing Category
Business
All business-related news will news will upload
ଦୁଇଟି ବ୍ୟାଙ୍କର ଲାଇସେନ୍ସ ରଦ୍ଦ କଲା RBI
ଅନେକ ସମୟରେ କେନ୍ଦ୍ରୀୟ ବ୍ୟାଙ୍କ ପକ୍ଷରୁ ସମ୍ପୃକ୍ତ ବ୍ୟାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥାଏ । ତେବେ ଏହା ମଧ୍ୟରେ ଦୁଇଟି ବ୍ୟାଙ୍କ ଉପରେ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ପକ୍ଷରୁ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଆରବିଆଇ ପକ୍ଷରୁ ଏହି କାର୍ଯ୍ୟାନୁଷ୍ଠାନ…
ଫୋର୍ବସ୍ ତାଲିକାରେ ବିଶ୍ବର ୧୦୦ ପ୍ରଭାବଶାଳୀ ମହିଳା ତାଲିକାରେ ଓଡ଼ିଶାର ସୋମା ମଣ୍ଡଳ
ଭୁବନେଶ୍ବର : ଫୋର୍ବସ୍ ପକ୍ଷରୁ ଜାରି କରାଯାଇଥିବା ବିଶ୍ବର ଶ୍ରେଷ୍ଠ ୧୦୦ ପ୍ରଭାବଶାଳୀ ମହିଳାଙ୍କ ମଧ୍ୟରେ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ସୋମା ମଣ୍ଡଳଙ୍କ ନାମ ରହିଛି। ତାଲିକାର ୩୨ତମ ସ୍ଥାନରେ ଭାରତର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଥିବା ବେଳେ ଏଚ୍ସିଏଲ୍ କର୍ପୋରେସନର ସିଇଓ…
ବାଲିଯାତ୍ରାରେ ୧୦୦ କୋଟିର ବେପାର
କଟକ: କଟକ ବାଲିଯାତ୍ରାରେ ଏଥର ଭଲ ବେପାର ହୋଇଛି । ବାଲିଯାତ୍ରା ଶେଷ ହେବା ପରେ ଚଳିତ ବର୍ଷ ବାଲିଯାତ୍ରାରେ ବ୍ୟବସାୟ ପୂର୍ବର ସବୁ ରେକର୍ଡକୁ ଟପିଯାଇଥିବା ଜଣାପଡିଛି। ଲୋକ ବିଭିନ୍ନ ଷ୍ଟଲରୁ ଛୋଟବଡ଼ ସାମଗ୍ରୀ ଏକପ୍ରକାର ବୋହି ନେଇଛନ୍ତି। ବାଲିଯାତ୍ରାରେ ଅନେକ ଷ୍ଟଲର ସବୁ ସାମଗ୍ରୀ…
ସେୟାର ବଜାର
୩ଟି ରାଜ୍ୟରେ ବିଜେପିର ପ୍ରଚଣ୍ଡ ବିଜୟର ପ୍ରଭାବ ଆଜି ସେୟାର ମାର୍କେଟ୍ ଉପରେ ଦେଖିବାକୁ ମିଳିଛି । ସେନସେକ୍ସ ୧୩୮୪ ପଏଣ୍ଟ ବୃଦ୍ଧି ପାଇ ୬୮,୮୬୫ରେ ପହଞ୍ଚିଛି ଓ ନିଫ୍ଟି ୫୦, ୪୧୯ ପଏଣ୍ଟ ବୃଦ୍ଧି ପାଇ ୨୦,୬୮୭ରେ ପହଞ୍ଚିଛି । ସେହିପରି ନିଫ୍ଟି ବ୍ୟାଙ୍କ କ୍ଷେତ୍ରରେ ଆଜି ମଧ୍ୟ ବୃଦ୍ଧି…
ବଢିଲା ଏଲପିଜି ସିଲିଣ୍ଡର
ରାଜଧାନୀ ଦିଲ୍ଲୀରେ ଆଜିଠୁ ୧୯ କେଜି କମର୍ସିଆଲ ଏଲପିଜି ସିଲିଣ୍ଡର ୧୭୫୫.୫୦ ଟଙ୍କା ବଦଳରେ ୧୭୯୬.୫୦ ଟଙ୍କାରେ ମିଳିବ। ଆଇଓସିଏଲ ୱେବସାଇଟରେ ଏଲପିଜି ସିଲିଣ୍ଡରର ଦର ଅପଡେଟ୍ କରାଯାଇଛି ଏବଂ ପରିବର୍ତ୍ତିତ ଦରକୁ ଲାଗୁ କରାଯାଇଛି । ଦୀପାବଳି ପୂର୍ବରୁ ମଧ୍ୟ ତୈଳ କମ୍ପାନୀ କମର୍ସିଆଲ ସିଲିଣ୍ଡର…
ସିମ୍ କାର୍ଡ କ୍ରୟ ଓ ବିକ୍ରୟ ପାଇଁ ଲାଗୁ ହେଲା ନୂଆ ନିୟମ, ଭାଙ୍ଗିଲେ ଗଣିବେ ୧୦ ଲକ୍ଷ
ଆଜିଠୁ ସିମ୍ କାର୍ଡ ପାଇଁ ଲାଗୁ ହୋଇଛି ନୂଆ ନିୟମ। ନୂଆ ନିୟମ ଅନୁସାରେ ସିମ୍ ବିକ୍ରୟ କରୁଥିବା ଡିଲରମାନଙ୍କର ପୋଲିସ୍ ଯାଞ୍ଚ ଓ ବାୟୋମେଟ୍ରିକ୍ ଯାଞ୍ଚ କରିବାକୁ ପଡ଼ିବ।ଏହା ସହ ସିମ୍ କାର୍ଡ ବିକ୍ରି କରିବା ପାଇଁ ପଞ୍ଜୀକରଣ କରିବା ମଧ୍ୟ ଆବଶ୍ୟକ। ବ୍ୟବସାୟୀଙ୍କ ପୋଲିସ୍ ଯାଞ୍ଚର…
ଧନୀ ତାଲିକାକୁ ପୁଣି ଫେରିଲେ ଗୌତମ ଆଦାନୀ
ଅଦାନି ଗ୍ରୁପର ଅଧ୍ୟକ୍ଷ ଗୌତମ ଆଦାନୀ ପୁଣି ଥରେ ବିଶ୍ୱର ୨୦ ଜଣ ଧନୀ ବ୍ୟକ୍ତିଙ୍କ ତାଲିକାରେ ସାମିଲ ହୋଇଛନ୍ତି ।ବ୍ଲୁମବର୍ଗ ବିଲିୟନେୟର୍ସ ଇଣ୍ଡେକ୍ସ ଅନୁଯାୟୀ ଗୌତମ ଆଦାନୀଙ୍କ ସମ୍ପତ୍ତି ୬୬.୭ ବିଲିୟନ ଡଲାରକୁ ବୃଦ୍ଧି ପାଇଛି। ଏହି କାରଣରୁ ଗୌତମ ଆଦାନୀ ଏବେ ୧୯ତମ ସ୍ଥାନରେ ରହିଛନ୍ତି।…