Trending
- ଚାଷୀଙ୍କ ଆକାଉଣ୍ଟକୁ ଗଲା ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୨୪ତମ କିସ୍ତି
- ବାତ୍ୟା ଅର୍ଣ୍ଣବ ପରେ ଗଞ୍ଜାମ ଓ ଗଜପତିରେ ବ୍ୟାପକ କ୍ଷୟକ୍ଷତି – ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
Browsing Category
Business
All business-related news will news will upload
ଜିଏସ୍ଟି କୁ ପୂରିଲା 7
୨୦୧୭ ମସିହା ଜୁନ୍ ୩୦ ଓ ଜୁଲାଇ ୧ ତାରିଖର ମଧ୍ୟରାତ୍ରରେ ସଂସଦର କେନ୍ଦ୍ରୀୟ ହଲ୍ରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଜିଏସ୍ଟି (ସାମଗ୍ରୀ ଓ ସେବା ଟିକସ) ଏହି ନୂଆ ଟିକସ ବ୍ୟବସ୍ଥାକୁ ତତ୍କାଳୀନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆନୁଷ୍ଠାନିକ…
ଶସ୍ତା ହୋଇଗଲା LPG ସିଲିଣ୍ଡର ଦାମ୍
ଆଜି ଅର୍ଥାତ୍ ୧ ଜୁଲାଇ ୨୦୨୪ ରେ ଏଲପିଜି ସିଲିଣ୍ଡରର ମୂଲ୍ୟରେ ପରିବର୍ତ୍ତନ ହୋଇଛି । ମୋଦୀ ସରକାର ୩.୦ କାର୍ଯ୍ୟକାଳ ଆରମ୍ଭ ହେବା ପରେ ଏଲପିଜି ହାରରେ ଏହା ହେଉଛି ପ୍ରଥମ ପରିବର୍ତ୍ତନ । ଆଜି ଦିଲ୍ଲୀରେ ସିଲିଣ୍ଡର ୩୦ ଟଙ୍କା ଶସ୍ତା ହୋଇଛି ।କୋଲକାତାରେ ଏହା ୩୧ ଟଙ୍କା ଏବଂ…
ଚିନ୍ତା ବଢ଼ାଇଲା ଚୀନର ଶସ୍ତା ଇସ୍ପାତ ରପ୍ତାନି
ଚୀନରୁ ଶସ୍ତାରେ ଆସୁଥିବା ଇସ୍ପାତଗୁଡ଼ିକ ଏବେ ଭାରତର ଚିନ୍ତା ବଢ଼ାଇଛି। ୨୦୨୩-୨୪ ଆର୍ଥିକ ବର୍ଷରେ ଭାରତ ନିଟ୍ ଇସ୍ପାତ ଆମଦାନୀକାରୀ ରାଷ୍ଟ୍ରରେ ପରିଣତ ହୋଇଛି। ଚଳିତ ଆର୍ଥିକବର୍ଷ ଆରମ୍ଭରୁ ମଧ୍ୟ ଏହି ସମସ୍ୟା ଆହୁରି ଜଟିଳ ରୂପ ଧାରଣ କରିଛି। ଚଳିତ ଆର୍ଥିକ ବର୍ଷର ଏପ୍ରିଲ ଏବଂ ମେ’ ମାସରେ…
ଚିନ୍ତିତ ମୋବାଇଲ୍ ଗ୍ରାହକ
ଦେଶର ତିନି ପ୍ରମୁଖ ଟେଲିକମ୍ କମ୍ପାନି ରିଲାଏନ୍ସ ଜିଓ, ଭାରତୀ ଏୟାରଟେଲ୍ ଓ ଭୋଡାଫୋନ୍ ଆଇଡିଆ ବା ୱି ସେମାନଙ୍କ ଟାରିଫ୍ ଦାମ୍ରେ ଆଖିଦୃଶିଆ ବୃଦ୍ଧି କରିଛନ୍ତି। ଗତକାଲି ଜିଓ ଏହାର ଟାରିଫ୍ ବଢ଼ାଇବା ପରେ ଶୁକ୍ରବାର ଏୟାରଟେଲ୍ ଓ ଭୋଡାଫୋନ୍ ଆଇଡିଆ ଟାରିଫ୍ ବଢ଼ାଇଛନ୍ତି। ଏହି ତିନି…
ଜିଆଇଏସ୍ କ’ଣ?
ଇପିଏଫ୍ଓ ୨୦୧୩ ସେପ୍ଟେମ୍ବର ପହିଲାରୁ ଚାକିରି କରିଥିବା ସରକାରୀ କର୍ମଚାରୀଙ୍କ ଗ୍ରୁପ୍ ଇନ୍ସୁରାନ୍ସ ସ୍କିମ(ଜିଆଇଏସ୍) ଲାଗି କଟୁଥିବା ଟଙ୍କାକୁ ତତ୍କାଳ ପ୍ରଭାବ ସହ ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଏନେଇ ଜୁନ୍ ୨୧,୨୦୨୪ରେ ଜାରି ସର୍କୁଲାରରେ କୁହାଯାଇଛି ଯେ ୦୧.୦୯.୨୩ ପରେ…
ମହାରାଷ୍ଟ୍ରରେ ଚାଷୀଙ୍କ ବିଦ୍ୟୁତ୍ ବିଲ୍ ଛାଡ୍, ମହିଳାଙ୍କ ଆକାଉଣ୍ଟରେ ୧୫୦୦ ଟଙ୍କା, ମାଗଣା LPG ସିଲିଣ୍ଡର
ମହାରାଷ୍ଟ୍ରର ଡେପୁଟି ସିଏମ୍ ଏବଂ ଅର୍ଥମନ୍ତ୍ରୀ ଅଜିତ ପାୱାର ଶୁକ୍ରବାର ଦିନ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପନ କରିଛନ୍ତି । ଏହି ସମୟରେ ରାଜ୍ୟର ମହିଳାମାନଙ୍କ ପାଇଁ ଆର୍ଥିକ ସହାୟତା ଘୋଷଣା କରିବା ସହିତ ସେ ମାଗଣା ସିଲିଣ୍ଡର ସମ୍ବନ୍ଧୀୟ ଘୋଷଣା ମଧ୍ୟ କରିଛନ୍ତି ।ଅଜିତ ପାୱାର…
ସମସ୍ତ ପ୍ରିପେଡ୍ ଓ ପୋଷ୍ଟପେଡ୍ ପ୍ଲାନ୍ ମୂଲ୍ୟ ବୃଦ୍ଧି ଘୋଷଣା କରିଛି ଜିଓ
ରିଲାଏନ୍ସ ଜିଓ ୫ଜି ସ୍ପେକ୍ଟ୍ରମ ନିଲାମ ପରଦିନ ଏହାର ସମସ୍ତ ପ୍ରିପେଡ୍ ଓ ପୋଷ୍ଟପେଡ୍ ପ୍ଲାନ୍ ମୂଲ୍ୟ ବୃଦ୍ଧି ଘୋଷଣା କରିଛି। ଜୁଲାଇ ୩ରୁ ଏହି ବର୍ଦ୍ଧିତ ତାରିଫ୍ ଲାଗୁ ହେବ। ୧୪ ପ୍ରିପେଡ ଅସୀମିତ ପ୍ଲାନ୍, ୩ ଡାଟା ଆଡ଼ଅନ୍ ଏବଂ ୨ ପୋଷ୍ଟପେଡ୍ ପ୍ଲାନ୍ ଉପରେ ଏହି ମୂଲ୍ୟ ବୃଦ୍ଧି…
ନୂଆ ରେକର୍ଡ ସୃଷ୍ଟି କରିବାରେ ଲାଗିଛି ଭାରତୀୟ ଷ୍ଟକ ବଜାର : ୭୯,୦୦୦ରେ ବନ୍ଦ ହେଲା ସେନସେକ୍ସ
ଭାରତୀୟ ଷ୍ଟକ ବଜାର ନିଜର ପୁରୁଣା ରେକର୍ଡ ଭାଙ୍ଗି ନୂଆ ରେକର୍ଡ ସୃଷ୍ଟି କରିବାରେ ଲାଗିଛି । ଗୁରୁବାରର କାରବାର ଅଧିବେଶନ ସେନସେକ୍ସ ଓ ନିଫ୍ଟି ପାଇଁ ଐତିହାସିକ ରହିଛି। ସେନ୍ସେକ୍ସ ପ୍ରଥମ ଥର ପାଇଁ ୭୯,୦୦୦ ଟପିଥିବା ବେଳେ ନିଫ୍ଟି ୨୪,୦୦୦ଉପରେ ବନ୍ଦ ହୋଇଛି। ବଜାରରେ ଏହି ବୃଦ୍ଧିର ଶ୍ରେୟ…
ଶେୟାର ବଜାର କାରବାରରେ ଉତ୍ସାହ
ଶେୟାର ବଜାର କାରବାରରେ ଉଭୟ ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ (ବିଏସ୍ଇ) ଏବଂ ନ୍ୟାଶନାଲ ଷ୍ଟକ୍ ଏକ୍ସଚେଞ୍ଜ (ଏନ୍ଏସ୍ଇ) ନୂତନ ରେକର୍ଡ ସହ ସର୍ବୋଚ୍ଚ ସ୍ତରରେ ରହିଛନ୍ତି। ଏପରିକି ୩୦ ଶେୟାର ବିଶିଷ୍ଟ ବିଏସ୍ଇ ସେନ୍ସେକ୍ସ ଅଲ୍ ଟାଇମ ହାଇ ବା ସର୍ବୋଚ୍ଚ ସ୍ତର (୭୮,୬୭୪.୨୫ଅଙ୍କ)ରେ…
‘ସ୍କୋଡା’ର ‘କଷ୍ଟମର କେୟାର ପ୍ରୋଗ୍ରାମ’ ଉଦ୍ଘାଟିତ
ବହୁରାଷ୍ଟ୍ରୀୟ ଅଟୋ ବ୍ରାଣ୍ଡ୍ ‘ସ୍କୋଡା’ର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ‘କଷ୍ଟମର କେୟାର ପ୍ରୋଗ୍ରାମ’ ନିକଟରେ ଉଦ୍ଘାଟିତ ହୋଇଯାଇଛି। ବିଶେଷକରି ଚଳିତ ଗ୍ରୀଷ୍ମ ଅବକାଶରେ ସ୍କୋଡାର ଗ୍ରାହକଙ୍କୁ କମ୍ପାନୀ ପକ୍ଷରୁ ଅବସର ବିନୋଦନ ଓ ମନୋରଞ୍ଜନ ପାଇଁ ସୁଯୋଗ ଯୋଗାଇ ଦିଆଯାଉଛି। ଏହି…