Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Browsing Category
Business
All business-related news will news will upload
FD ବ୍ୟାଙ୍କର ବଡ଼ ଘୋଷଣା
ସାଧାରଣ ଭାବେ ଲୋକମାନେ ଷ୍ଟକ ମାର୍କେଟ, ମ୍ୟୁଚୁଆଲ ଫଣ୍ଡ, ବ୍ୟାଙ୍କ ସ୍ଥାୟୀ ଜମା (ଏଫଡି) ଓ ରିକରିଂ ଡିପୋଜିଟ, ପୋଷ୍ଟାଲ ଏଫଡି, ଭାରତୀୟ ଜୀବନ ବୀମା (ଏଲଆଇସି) ଆଦି ବିଭିନ୍ନ ସ୍କିମରେ ନିବେଶ କରିଥାନ୍ତି ।ତେବେ ଅନେକ ଲୋକ ଏଫଡିକୁ ନିବେଶର ଏକ ବଢ଼ିଆ ବିକଳ୍ପ ଭାବେ ଗ୍ରହଣ କରିଥାନ୍ତି । ତେବେ…
୮ ଟି ନୂତନ ପ୍ରକଳ୍ପକୁ ରାଜ୍ୟ ସରକାରଙ୍କ ଅନୁମୋଦନ
୧୩୯୭.୧୮ କୋଟି ଟଙ୍କା ମୂଲ୍ୟର ୮ ଟି ନୂତନ ପ୍ରକଳ୍ପ ଉପରେ ମୋହର ବାଜିଛି, ଯାହା ପୁଞ୍ଜି ନିବେଶ କ୍ଷେତ୍ରରେ ଏକ ବଡ ସଫଳତା ।ମୁଖ୍ୟତଃ ପ୍ଲାଷ୍ଟିକ୍, ବୈଷୟିକ ଟେକ୍ସଟାଇଲ୍ ଏବଂ ଆଲୁମିନିୟମ୍ , ଇସ୍ପାତ, ଆଇଟି , ଆଗ୍ରୋ ଇଣ୍ଡଷ୍ଟ୍ରି କ୍ଷେତ୍ରରେ ପୁଞ୍ଜି ବିନିଯୋଗ ପାଇଁ ରାଜ୍ୟ ସରକାର…
ବଢ଼ିଲା ସୁନା ଦର
ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୫,୫୩୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୦,୬୨୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୫,୯୫୦ ଟଙ୍କା…
ଦୀପାବଳିରେ ଦେଶରେ ୩.୭୩ ଲକ୍ଷ କୋଟି
ଦୀପାବଳିରେ ସାରା ଦେଶରେ ୩.୭୫ ଲକ୍ଷ କୋଟି ଟଙ୍କାର ବ୍ୟବସାୟ ହୋଇଛି। ସର୍ବଭାରତୀୟ ବ୍ୟବସାୟୀ ମହାସଂଘ (ସିଏଆଇଟି) ପକ୍ଷରୁ ଏକ ରିପୋର୍ଟରେ ଏହା କୁହାଯାଇଛି । ଦୀପାବଳି ସମୟରେ ଲୋକମାନେ ସ୍ବଦେଶୀ ଜିନିଷ କିଣିବା ଉପରେ ଅଧିକ ଧ୍ୟାନ ଦେଇଥିଲେ। ସେଥିପାଇଁ ଭାରତୀୟ ଉତ୍ପାଦନ ଏଥର ଅଧିକ…
ଦୁଇ ଗୁଣ ବଢିଲା ପାର୍କିଂ ମୂଲ୍ୟ
ରାଜଧାନୀରେ ବଢିଲା ଗାଡ଼ି ପାର୍କିଂ ମୂଲ୍ୟ । ପ୍ରଦୂଷଣ ବୃଦ୍ଧି ହେତୁ, ନୂଆଦିଲ୍ଲୀ ମ୍ୟୁନିସିପାଲିଟି ପରିଷଦ ପାର୍କିଂ ଚାର୍ଜକୁ ଦୁଇଗୁଣ କରିବାକୁ ନିଷ୍ପତ୍ତି ନେଇଛି ଯାହା ନିଜସ୍ୱ କର୍ମଚାରୀଙ୍କ ମାଧ୍ୟମରେ ଏନଡିଏମସି ଦ୍ୱାରା ପରିଚାଳିତ ପାର୍କିଂ ପାଇଁ ଘରୋଇ ପରିବହନକୁ ପ୍ରୋତ୍ସାହିତ କରିବ ।…
ଦୁର୍ବଳ ହେଲା ଟଙ୍କା
ଭାରତୀୟ ଟଙ୍କା ପୁଣି ଦୁର୍ବଳ ହୋଇପଡ଼ିଛି । ଏକ ଡଲାର କିଣିବା ଲାଗି ୮୩ ଟଙ୍କା ୩୪ ପଇସା ଗଣିବାକୁ ପଡ଼ିଛି । ଡଲାର ତୁଳନାରେ ଏହା ଟଙ୍କାର ସର୍ବକାଳୀନ ଦୁର୍ବଳ ସ୍ଥିତି । ଟଙ୍କା ସ୍ଥିତିରେସୁଧାର ଆଣିବା ଲାଗି ଭାରତୀୟ ରିଜର୍ଭ ବ୍ୟାଙ୍କ ହସ୍ତକ୍ଷେପ କରିବାରେ ବୋଲି କୁହାଯାଉଛି । ଏଭଳି ସଙ୍କଟ…
ଏଲ୍ଆଇସିର ନିଟ୍ ଲାଭ ୫୦ ପ୍ରତିଶତ ହ୍ରାସ ପାଇଲା
ଭାରତୀୟ ଜୀବନ ବୀମା ନିଗମ (ଏଲ୍ଆଇସି)ର ନିଟ୍ ଲାଭ ସେପ୍ଟେମ୍ବର ୩୦ରେ ଶେଷ ହୋଇଥିବା ତ୍ରୈମାସିକରେ ୫୦ ପ୍ରତିଶତ ହ୍ରାସ ପାଇଛି। ସେପ୍ଟେମ୍ବର ୨୦୨୩ ତ୍ରୈମାସିକରେ ଏଲଆଇସିର ନିଟ୍ ଲାଭ ୫୦ ପ୍ରତିଶତ ହ୍ରାସ ପାଇ ୭,୯୨୫ କୋଟି ଟଙ୍କାରେ ପହଞ୍ଚିଛି। ଦେଶର ବୃହତ୍ତମ ବୀମା କମ୍ପାନି ଏଲଆଇସି…