Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Browsing Category
Business
All business-related news will news will upload
ଭୁବନେଶ୍ବରରେ ଦୁଇ ଦିନିଆ ଅନ୍ତର୍ଜାତୀୟ ମିଲେଟ୍ ସମ୍ମିଳନୀ ଉଦଘାଟିତ
ଭୁବନେଶ୍ବର : ଭୁବନେଶ୍ବରରେ ଆରମ୍ଭ ହୋଇଛି ଦୁଇ ଦିନିଆ ଅନ୍ତର୍ଜାତୀୟ ମିଲେଟ୍ ସମ୍ମିଳନୀ । ଏହାକୁ ଉଦଘାଟନ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ପୁଷ୍ଟିଶସ୍ୟ ମାଣ୍ଡିଆର ବହୁଳ ଉତ୍ପାଦନ ଓ ବ୍ୟବହାରକୁ ପ୍ରୋତ୍ସାହନ ଦେବା ପାଇଁ ୨୦୧୭ରେ ଓଡ଼ିଶା ମିଲେଟ ମିଶନ ଆରମ୍ଭ ହୋଇଥିଲା ।…
ଅନମୋଲ୍ ମାଇନ୍ସ ପ୍ରାଇଭେଟ୍ ଲିମିଟେଡ୍ କମ୍ପାନୀର ୨୧ କୋଟି ଟଙ୍କାର ସମ୍ପତ୍ତି ଜବତ କଲା ଇଡି
ଭୁବନେଶ୍ବର: ଅନମୋଲ୍ ମାଇନ୍ସ ପ୍ରାଇଭେଟ୍ ଲିମିଟେଡ୍ କମ୍ପାନୀର ୨୧ କୋଟି ଟଙ୍କାର ସମ୍ପତ୍ତି ଜବତ କଲା ଇଡି । ଅନମୋଲ୍ ମାଇନ୍ସ ପ୍ରାଇଭେଟ୍ ଲିମିଟେଡ୍ କମ୍ପାନୀର ୧୮ଟି ସମ୍ପତ୍ତିକୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଜବତ କରିଥିବା ଜଣାପଡିଛି। ହିମାଚଳ ପ୍ରଦେଶ କ୍ରାଇମବ୍ରାଂଚର ଅଭିଯୋଗ ଆଧାରରେ…
କମ ଦାମରେ ଅଟା ଯୋଗାଇବେ କେନ୍ଦ୍ର ସରକାର
ସାରା ଦେଶରେ କମ୍ ଦାମରେ ଅଟା ଯୋଗାଇବେ କେନ୍ଦ୍ର ସରକାର । ଭାରତ ଅଟା ନାଁରେ କିଲୋ ପିଛା ୨୭ ଟଙ୍କା ୫୦ ପଇସାରେ ଅଟା ଯୋଗାଇବା ନେଇ ଘୋଷଣା କରିଛନ୍ତି କେନ୍ଦ୍ର ସରକାର ।ସମଗ୍ର ଦେଶର ୨ ହଜାର ଆଉଟଲେଟରେ ଏହି ଅଟା ମିଳିବ । ବଜାରରେ ଅଟା କିଲୋ ପିଛା ଦର ୪୦ ଟଙ୍କାରେ ବିକ୍ରି ହେଉଥିବା ବେଳେ…
ଆଉ ଡେରି କାହିଁକି, ଶୀଘ୍ର ନିବେଶ କରନ୍ତୁ
ଗ୍ରାହକଙ୍କ ରୁଚିକୁ ଦୃଷ୍ଟିରେ ରଖି ବ୍ୟାଙ୍କମାନେ ମଧ୍ୟ ନିୟମିତ ବ୍ୟବଧାନରେ ବଢ଼ିଆ ବଢ଼ିଆ ଅଫର ସବୁ ଲଞ୍ଚ କରିଥାନ୍ତି । ତେବେ ଏହା ମଧ୍ୟରେ ଏକ ବଢ଼ିଆ ନିବେଶ ବିକଳ୍ପ ଆସିଛି । ଏଥିରେ ନିବେଶ କରି ଗ୍ରାହକମାନେ ୯ ପ୍ରତିଶତରୁ ଅଧିକ ସୁଧ ପାଇ ପାରିବେ ।ଗ୍ରାହକମାନେ ସ୍ଥାୟୀ ଜମା (ଏଫଡି)ରେ ନିବେଶ…
ପିଆଜ କିଲୋ ପିଛା ୨୫ ଟଙ୍କାରେ ବିକ୍ରି ଆରମ୍ଭ କଲେ କେନ୍ଦ୍ର ସରକାର
ସରକାର ପିଆଜ କିଲୋ ପିଛା ୨୫ ଟଙ୍କା ରିହାତି ଦରରେ ଖୁଚୁରା ବିକ୍ରି ଆରମ୍ଭ କରିଛନ୍ତି । ଘରୋଇ ଉପଭୋକ୍ତା ମାନଙ୍କ ପାଇଁ ପିଆଜର ଉପଲବ୍ଧତା ଏବଂ ସୁଲଭ ମୂଲ୍ୟରେ ଯୋଗାଣ ସୁନିଶ୍ଚିତ କରିବା ନିମନ୍ତେ ନିଆଯାଇଥିବା ପଦକ୍ଷେପ ବ୍ୟତୀତ ଆଉ ଅନ୍ୟ ପଦକ୍ଷେପ ଆରମ୍ଭ ହୋଇଛି, ଯେମିତିକି ୨୯ ଅକ୍ଟୋବର,…
ଆର୍ବିଆଇ ଟଙ୍କା ବଦଳ ଘଟଣାରେ ଜେରା ହେବେ ୩୦
ଭୁବନେଶ୍ବର: ଆର୍ବିଆଇରେ ଟଙ୍କା ବଦଳ ଘଟଣାରେ ଇଓଡବ୍ଲ୍ୟୁ ପ୍ରଥମ ପର୍ଯ୍ୟାୟରେ ପ୍ରାୟ ୩୦ଜଣଙ୍କ ତାଲିକା ଧରି ତନାଘନା ଆରମ୍ଭ କରିଛି। ଯେଉଁମାନେ ଆର୍ବିଆଇକୁ ବାରମ୍ବାର ନୋଟ୍ ବଦଳାଇବା ଓ ଆକାଉଣ୍ଟ୍ରେ ନୋଟ୍ ଜମା କରିବା ପାଇଁ ଆସୁଥିଲେ ସେମାନଙ୍କୁ ଇଓଡବ୍ଲ୍ୟୁ ଚିହ୍ନଟ କରିଛି। ତେବେ…