Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Browsing Category
Business
All business-related news will news will upload
ସାହାରା ଜମାକାରୀଙ୍କୁ ମିଳିବ ଜମା ଟଙ୍କା
ନୂଆଦିଲ୍ଲୀ : ସାହାରା ଇଣ୍ଡିଆରେ ଟଙ୍କା ଜମା କରି ସମସ୍ୟାରେ ପଡ଼ିଥିବା ନିବେଶକ ଫେରିପାଇବେ ଟଙ୍କା । ଜମାକାରୀଙ୍କୁ ଟଙ୍କା ଫେରସ୍ତ ପାଇଁ କେନ୍ଦ୍ର ସରକାର ଏକ ରିଫଣ୍ଡ ପୋର୍ଟାଲ ଆରମ୍ଭ କରିଛନ୍ତି । ଏହାର ନାଁ ରହିଛି ସିଆରସିଏସ୍-ସାହାରା ରିଫଣ୍ଡ ପୋର୍ଟାଲ । ଏହାର ଶୁଭାରମ୍ଭ କେନ୍ଦ୍ର ଗୃହ ଓ…
ଜିଓର ଶସ୍ତା 4G ଫୋନ୍ ‘ଜିଓ ଭାରତ V2’, ମୂଲ୍ୟ ମାତ୍ର ୯୯୯ ଟଙ୍କା
ନୂଆଦିଲ୍ଲୀ: ରିଲିଆନ୍ସ ଜିଓ ଭାରତରେ ଶସ୍ତା ୪ଜି ଫୋନ୍ ‘ଜିଓ ଭାରତ ଭି-୨’ ଲଞ୍ଚ୍ କରିଛି । ଏହି ମୋବାଇଲର ମୂଲ୍ୟ ମାତ୍ର ୯୯୯ ଟଙ୍କା ରହିଛି । ଏଥିରେ ଏଚଡି ଭଏସ୍ କଲିଂ, ଏଫଏମ ରେଡିଓ, ୧୨୮ ଜିବିର ଏସଡି ମେମୋରି କାର୍ଡ ସପୋର୍ଟ ଭଳି ଫିଚର ଉପଲବ୍ଧ । ମୋବାଇଲରେ ୪.୫ ସେଣ୍ଟିମିଟରର ଟିଏଫଟି…
ଅପରିବର୍ତ୍ତିତ ରହିଲା ରେପୋ ରେଟ୍
ମୁମ୍ବାଇ: ଅପରିବର୍ତ୍ତିତ ରହିଲା ରେପୋ ରେଟ୍। ରେପୋ ରେଟ୍ ଅପରିବର୍ତ୍ତିତ ରଖିଛି ଭାରତୀୟ ରିଜର୍ଭ ବ୍ୟାଙ୍କ । ରେପୋ ରେଟ୍ ୬.୫ ପ୍ରତିଶତରେ ରଖିବାକୁ ଆରବିଆଇର ମନିଟାରୀ ପଲିସି କମିଟି ସମୀକ୍ଷା ବୈଠକରେ ନିଷ୍ପତ୍ତି ହୋଇଛି । ଚଳିତ ଆର୍ଥିକ ବର୍ଷର ଦ୍ବିତୀୟ ମନିଟାରୀ ପଲିସି କମିଟି ବୈଠକ…
ନମ୍ବର ପ୍ଲେଟ ନଥିଲେ ଗାଡ଼ି ବିରୋଧରେ ଇ-ଚାଲାଣ ଜାରି କରାଯିବ
ଭୁବନେଶ୍ୱର: ହାଇ ସିକୁରିଟି ନମ୍ବର ପ୍ଲେଟ ନଥିଲେ ଏଥର କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଜୁନ ୨୩ରୁ ଆଦାୟ ହେବ ମୋଟା ଅଙ୍କର ଫାଇନ୍ । HSRP ନମ୍ବର ପ୍ଲେଟ ନଥିଲେ ଗାଡ଼ି ବିରୋଧରେ ଇ-ଚାଲାଣ ଜାରି କରାଯିବା ସହ ୫ ହଜାର କିମ୍ବା ୧୦ ହଜାର ଟଙ୍କାର ଜୋରିମାନା ଆଦାୟ କରାଯିବ । ଏନେଇ…
ଭୁବନେଶ୍ୱରରୁ ସିଙ୍ଗାପୁର ଓ ବ୍ୟାଙ୍କକକୁ ସିଧାସଳଖ ଉଡ଼ିବ ବିମାନ
ଭୁବନେଶ୍ୱର: ଆସନ୍ତାକାଲି ଭୁବନେଶ୍ୱରରୁ ସିଙ୍ଗାପୁର ଓ ବ୍ୟାଙ୍କକକୁ ସିଧାସଳଖ ଉଡ଼ିବ ବିମାନ । ସକାଳ ୬ଟା ୨୫ରେ ସିଙ୍ଗାପୁରକୁ ଓ ଅପରାହ୍ନ ୪ଟା ୫୦ରେ ବ୍ୟାଙ୍କକକୁ ଉଡ଼ିବ ବିମାନ । ଉଭୟ ରୁଟରେ ଇଣ୍ଡିଗୋ ଏୟାର ଲାଇନ୍ସ ପକ୍ଷରୁ ବିମାନ ସେବା ଯୋଗାଇ ଦିଆଯିବ । ଏନେଇ ଭୁବନେଶ୍ବର ବିମାନବନ୍ଦର…
ସିଙ୍ଗାପୁରରେ ଏସୀୟ ନିରାପତ୍ତା ସମ୍ମିଳନୀ
ନୂଆଦିଲ୍ଲୀ: ଆଜିଠାରୁ ସିଙ୍ଗାପୁରରେ ଏସୀୟ ନିରାପତ୍ତା ସମ୍ମିଳନୀ । ଏହି ସମ୍ମିଳନୀରେ ବିଭିନ୍ନ ପ୍ରସଙ୍ଗକୁ ନେଇ ଆମେରିକା ଓ ଚୀନ୍ ମଧ୍ୟରେ ହୋଇପାରେ କଥା କଟାକଟି । ଏହି ସମ୍ମିଳନୀରେ ବିଭିନ୍ନ ସଦସ୍ୟ ରାଷ୍ଟ୍ର ପ୍ରତିରକ୍ଷା ଅଧିକାରୀ, ସାମରିକ ଅଧିକାରୀ, କୂଟନୀତିଜ୍ଞ, ଅସ୍ତ୍ରଶସ୍ତ୍ର…
ପ୍ରତିଷ୍ଠା ହେବ କଟକସ୍ଥିତ ଡ୍ରିମ୍ସ ଇନଷ୍ଟିଚ୍ୟୁଟ ଅଫ୍ ହେଲଥ ସାଇନ୍ସ ଆଣ୍ଡ ହସ୍ପିଟାଲ
କଟକ: ରାଜ୍ୟରେ ପ୍ରତିଷ୍ଠା ହେବ ଆଉ ଏକ ମେଡିକାଲ କଲେଜ । କଟକସ୍ଥିତ ଡ୍ରିମ୍ସ ଇନଷ୍ଟିଚ୍ୟୁଟ ଅଫ୍ ହେଲଥ ସାଇନ୍ସ ଆଣ୍ଡ ହସ୍ପିଟାଲ ପ୍ରତିଷ୍ଠା ହେବା ନେଇ ସୂଚନା ଦେଇଛି ନ୍ୟାସନାଲ ମେଡିକାଲ କମିଶନ । ଉତ୍କଳ ବିଶ୍ବବିଦ୍ଯାଳୟ ଅଧିନରେ ଏହା କାର୍ଯ୍ୟ କରିବ । ପ୍ରତିବର୍ଷ ୧୦୦ଟି ସିଟ୍ ଲାଗି…
ଡାଲି ଷ୍ଟକ୍ ଅନୁଧ୍ୟାନ ପାଇଁ କେନ୍ଦ୍ର ସରକାରଙ୍କ ତତ୍ପରତା
ଦେଶରେ ଡାଲି ଷ୍ଟକ୍ ଅନୁଧ୍ୟାନ ପାଇଁ କେନ୍ଦ୍ର ସରକାର ତତ୍ପରତା ପ୍ରକାଶ କରିଛନ୍ତି। ଉପଭୋକ୍ତା ବ୍ୟାପାର ବିଭାଗ ସଚିବ ଶ୍ରୀ ରୋହିତ କୁମାର ସିଂ ନିୟମିତ ଭାବେ ସ୍ୱଚ୍ଛ ପ୍ରକ୍ରିୟାରେ ଡାଲି ଷ୍ଟକ୍ର ଉପଲବ୍ଧତା ସମ୍ପର୍କରେ ସୂଚନା ଦେବା ଲାଗି ସବୁ ପ୍ରମୁଖ ଡାଲି ଆମଦାନିକାରୀମାନଙ୍କୁ…
ରାମ ନବମୀରେ ଭଦ୍ରକ-ନୟାଗଡ଼ ଟାଉନ-ଭଦ୍ରକ ମେମୁ ଶୁଭାରମ୍ଭ
କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ତଥା ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ କେନ୍ଦ୍ର ରେଳ, ଯୋଗାଯୋଗ ଏବଂ ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ 30 ମାର୍ଚ୍ଚ 2023 ଶ୍ରୀରାମ ନବମୀ ଦିବସରେ ଭଦ୍ରକ-ନୟାଗଡ଼ ଟାଉନ-ଭଦ୍ରକ ମେମୁ ଟ୍ରେନର…
ଭାରତୀୟ ରେଳକୁ ଘରୋଇକରଣ କରିବାର କୌଣସି ପ୍ରସ୍ତାବ ନାହିଁ – ଶ୍ରୀ ଅଶ୍ୱିନୀ ବୈଷ୍ଣବ
ଭାରତୀୟ ରେଳକୁ ଘରୋଇକରଣ କରିବାର କୌଣସି ପ୍ରସ୍ତାବ ନାହିଁ। ଦ୍ରୁତ ବିକାଶ ଏବଂ ଟ୍ରାକର ସମାପ୍ତି, ରୋଲିଂ ଷ୍ଟକ୍ ଉତ୍ପାଦନ ଏବଂ ଯାତ୍ରୀବାହୀ ମାଲ ପରିବହନ ସେବା ଯୋଗାଇବା ପାଇଁ, ପବ୍ଲିକ୍ ପ୍ରାଇଭେଟ ପାର୍ଟନରସିପ୍ (ପିପିପି) ର ବିଭିନ୍ନ ଯୋଜନା ଅନ୍ତର୍ଗତ ରେଳ ମନ୍ତ୍ରଣାଳୟ ବିଭିନ୍ନ…