Trending
- ମହାନଦୀର ଗଭୀର ଜଳ ରାଶି ଭିତରେ ଚେସ ଖେଳିଲେ ସୂର୍ଯ୍ୟବଂଶୀ ସୂରଜ
- ବିବାହ ବନ୍ଧନରେ ବାନ୍ଧି ହେଲେ କେଜ୍ରିଓ୍ବାଲଙ୍କ ଝିଅ ହର୍ଷିତା
- ପୁରୀ ଚନ୍ଦନା ଯାତ୍ରାରେ ବାଣରେ ଲାଗିଲା ରୋକ
- ଆଜି ଓଡିଶା ଆସିବେ ପି.କେ. ମିଶ୍ର
- ସ୍ମାର୍ଟ ସିଟି ଓ ଟ୍ଵିନ୍ ସିଟିରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା
- ନରେନ୍ଦ୍ର ମୋଦୀଙ୍କୁ ଭେଟି ୱାକଫ ସଂଶୋଧନ ଆଇନ ପାଇଁ ଧନ୍ୟବାଦ ଜଣାଇଛନ୍ତି ଦାଉଦୀ ବୋହରା ସମ୍ପ୍ରଦାୟର ଲୋକମାନେ
- କେନ୍ଦ୍ର ସରକାରଙ୍କ ଉଦ୍ୟମରେ ଆଜି ଓଡ଼ିଶାକୁ ୪୦୦୦ କୋଟି ଟଙ୍କାରୁ ଊର୍ଦ୍ଧ୍ବର ପ୍ରକଳ୍ପ ଭେଟି ମିଳିଛି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭାରତ ଗସ୍ତରେ ଆସିବେ ଆମେରିକା ଉପରାଷ୍ଟ୍ରପତି
- ଭାଷା ବିଭାଜନର କାରଣ ହେବା ଉଚିତ ନୁହେଁ
- ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ପୋଡି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି
Browsing Category
Covid-19
All information and news about Covid 19 updates
ଚୀନରେ କରୋନା ଭାଇରସ ଆତଙ୍କ ଖେଳାଇଛି
ଚୀନରେ କରୋନା ଭାଇରସ ଆତଙ୍କ ଖେଳାଇଛି । ପ୍ରତିଦିନ ଲକ୍ଷାଧିକ ଲୋକେ ସଂକ୍ରମିତ ହେଉଥିବା ନେଇ ସୂଚନା ମିଳିଛି । ତେବେ କରୋନାରେ ଦେଶରେ କେତେ ଲୋକଙ୍କ ମୃତ୍ୟୁ ହୋଇଛି, ତା’ର ତଥ୍ୟ ପ୍ରଥମଥର ପ୍ରକାଶ କରିଛି ଚୀନ୍ । ଗତବର୍ଷ ଡିସେମ୍ବରରୁ ଏପର୍ଯ୍ୟନ୍ତ ୫୯ହଜାର ୯୩୮ ଲୋକଙ୍କର କୋଭିଡଜନିତ ମୃତ୍ୟୁ…
ଚୀନରେ କରୋନା ସ୍ଥିତି ଅତି ଭୟଙ୍କର ହେବାରେ ଲାଗିଛି
ଚୀନରେ କରୋନା ସ୍ଥିତି ଅତି ଭୟଙ୍କର ହେବାରେ ଲାଗିଛି। ସହରାଞ୍ଚଳରେ ସଂକ୍ରମଣ ଲହର ସାଂଘାତିକ ସ୍ଥିତି ସୃଷ୍ଟି କରିବା ପରେ ଏବେ ଗ୍ରାମାଞ୍ଚଳରେ ସଂକ୍ରମଣ ଅଣାୟତ୍ତ ହୋଇଛି।ଗ୍ରାମୀଣ ଚୀନରେ ଅନେକ ଡାକ୍ତର କହିଛନ୍ତି, ସେମାଏନେ ଜୀବନକାଳ ମଧ୍ୟରେ ଏଭଳି ସ୍ଥିତି କେବେ ଦେଖିନାହାନ୍ତି। ପୂର୍ବରୁ…
ଆସନ୍ତା ମାର୍ଚ୍ଚରେ ରାଜ୍ୟରେ କରୋନାର ଚତୁର୍ଥ ଲହର ଆସିବ ବୋଲି ଆକଳନ
ଆସନ୍ତା ମାର୍ଚ୍ଚରେ ରାଜ୍ୟରେ କରୋନାର ଚତୁର୍ଥ ଲହର ଆସିବ ବୋଲି ଆକଳନ କରାଯାଉଛି । ସମ୍ଭାବ୍ୟ ଲହରକୁ ଦେଖି ଏବେ ବୁଷ୍ଟର ଡୋଜ୍ ନେବାକୁ ଲୋକଙ୍କ ମଧ୍ୟରେ ଆଗ୍ରହ ଦେଖାଦେଇଛି । ଲୋକଙ୍କ ଆଗ୍ରହକୁ ଦେଖି ରାଜ୍ୟ ସରକାର ମଧ୍ୟ କେନ୍ଦ୍ରକୁ ଟିକା ଯୋଗାଇଦେବାକୁ ଚିଠି ଲେଖିଛନ୍ତି ।ହେଲେ କେନ୍ଦ୍ର…
କରୋନା ସଂକ୍ରମଣ ବଢିବାରେ ଲାଗିଛି: ସତର୍କ ରହିବା ଜରୁରୀ
ଦେଶରେ କରୋନା ସଂକ୍ରମଣ ଧିରେ ଧିରେ ବଢିବାରେ ଲାଗିଛି । ଗତ ୨୪ ଘଂଟାରେ ୨୧୪ ନୂଆ ମାମଲା ଚିହ୍ନଟ ହୋଇଛି । ଏହି ନୂଆ ମାମଲାକୁ ମିଶାଇ ଦେଶରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୨୫ଶହ ୯କୁ ଛୁଇଁଛି ।ଚୀନ ସମେତ ବିଶ୍ୱର ଏକାଧିକ ରାଷ୍ଟ୍ରରେ କରୋନାର ନୂଆ ପ୍ରଜାତି ସଂକ୍ରମଣର ସୁନାମି ଆଣିଛି । ହେଲେ…
ମାର୍ଚ୍ଚ ମାସ ଦ୍ବିତୀୟ କିମ୍ବା ତୃତୀୟ ସପ୍ତାହରେ ଦେଶରେ କରୋନାର ଚତୁର୍ଥ ଲହର ଆସିପାରେ
ଭୁବନେଶ୍ବର: ଆସନ୍ତା ମାର୍ଚ୍ଚ ମାସ ଦ୍ବିତୀୟ କିମ୍ବା ତୃତୀୟ ସପ୍ତାହରେ ଦେଶରେ କରୋନାର ଚତୁର୍ଥ ଲହର ଆସିପାରେ। ୟୁକେର ଗୋଟିଏ ସଂସ୍ଥାର ମଡେଲ ଅନୁସାରେ ଚଳିତମାସ ୧୩ରୁ ୧୫ ତାରିଖ ମଧ୍ୟରେ ଚୀନ୍ରେ ଶୀର୍ଷ ସଂକ୍ରମଣ ଛୁଇଁପାରେ। ଏହି ସମୟରେ ସେଠାରେ ପ୍ରତିଦିନ ଆକ୍ରାନ୍ତଙ୍କ ସଂଖ୍ୟା ୭ଲକ୍ଷ…
ଇଣ୍ଟ୍ରାନାଜାଲର ତୃତୀୟ ପର୍ଯ୍ୟାୟ ପରୀକ୍ଷଣ ଶେଷ
କୋଭିଡ୍-୧୯ ସଂକ୍ରମଣକୁ ରୋକିବାରେ ଭାରତ ଆଉ ପାଦେ ଆଗକୁ ଯାଇଛି । ଦେଶରେ ପ୍ରଥମ ନାଜାଲ କୋଭିଡ୍ ଟିକାର ଟ୍ରାଏଲ ଶେଷ ହୋଇଛି । ଭାରତ ବାୟୋଟେକ କମ୍ପାନୀ ଏହି ଟିକା ପ୍ରସ୍ତୁତ କରିଥିବା ବେଳେ ଏହାର ଟ୍ରାଏଲ ଶେଷ ହୋଇଛି । ୪ ହଜାର ଜଣଙ୍କ ଉପରେ ଏହାକୁ ପରୀକ୍ଷା କରାଯାଇଛି ।ଭାରତ ବାୟୋଟେକ!-->…
ଦେଶରେ କୋଭିଡ୍-୧୯ ଦୈନିକ ସଂକ୍ରମଣ
ମୈାସୁମି ବର୍ଷା ପରେ ଦେଶରେ ଦୈନିକ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ସଂଖ୍ୟା ବଢ଼ିବାରେ ଲାଗିଛି । ସଂକ୍ରମଣ ଏବେ ସାଢ଼େ୧୬ ହଜାର ଉପରେ ରହିଛି । ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୬,୫୬୧ କରୋନା ନୂତନ ସଂକ୍ରମଣ ଓ!-->…
ପୁଣି କରୋନା କଟକଣା ଲାଗିଲା ଦିଲ୍ଲୀରେ
ଆଜି ଦିଲ୍ଲୀ ସରକାର ରାଜ୍ୟରେ କରୋନା କଟକଣା ଲଗାଇବା ଆରମ୍ଭ୍ କରିଛନ୍ତି ।ଗୋଟିଏ ପଟେ ସାରା ଦେଶରେ ପୁଣି କରୋନା ସଂକ୍ରମଣ ବଢିଥିବା ବେଳେ ପୂର୍ବଭଳି ଦିଲ୍ଲୀରେ ସର୍ବଧିକ ସଂକ୍ରମିତ ଚିହ୍ନଟ ହେବାରେ ଲାଗିଛନ୍ତି ।ଦିଲ୍ଲୀ ସରକାର ପୁଣି ରାଜ୍ୟରେ ମାସ୍କ ପିନ୍ଧିବାକୁ ବାଧ୍ୟତାମୂଳକ କରିଛନ୍ତି ।!-->…
ପ୍ରଧାନମନ୍ତ୍ରୀ ପାନିପତ ଠାରେ ୨ଜି ଇଥାନଲ ପ୍ଲାଣ୍ଟ ଜାତି ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ
ବିଶ୍ୱ ଜୈବ ଇନ୍ଧନ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପାନିପତ, ହରିଆନା ଠାରେ ଅଗଷ୍ଟ ୧୦, ୨୦୨୨ ଅପରାହ୍ନ ୪.୩୦ରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଏକ ଦ୍ୱିତୀୟ ପୀଢିର (୨ଜି) ଇଥାନଲ ପ୍ଲାଣ୍ଟ ଜାତି ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ ।ଦେଶରେ ଜୈବ ଇନ୍ଧନ ଉତ୍ପାଦନ ଓ!-->…
ଗତ 24 ଘଂଟାରେ ୮୩୬ ପଜିଟିଭ୍ ଚିହ୍ନଟ
ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୩୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୯୦ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୩୪୬ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୧୪୮ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି!-->…