Trending
- ବିଜେଡି ପକ୍ଷରୁ ଲୋକସେବା ଭବନ ଘେରାଉ ଉଦ୍ୟମ , ପୁଲିସ କର୍ମୀ ଧସ୍ତାଧସ୍ତି
- ବିଜେଡ଼ି ପକ୍ଷରୁ ବାଲେଶ୍ବର ବନ୍ଦ ଡ଼ାକରା ,ସକାଳ ୬ଟାରୁ ଦିନ ୨ଟା ପର୍ଯ୍ୟନ୍ତ ବନ୍ଦ
- ଏହା ଆତ୍ମହତ୍ୟା ନୁହେଁ , ଏହା ବିଜେପିର ବ୍ୟବସ୍ଥା ଦ୍ଵାରା ସଂଗଠିତ ହୋଇଥିବା ହତ୍ୟା – ରାହୁଲ ଗାନ୍ଧୀ
- ମୃତ ସୌମ୍ୟାଶ୍ରୀଙ୍କ ପରିବାରକୁ ୨୦ଲକ୍ଷର ସହାୟତା ଘୋଷଣା କଲେ ରାଜ୍ୟ ସରକାର
- ଆଜି ପୃଥୀବି ପୃଷ୍ଠକୁ ଫେରିବେ ଶୁଭାଂଶୁ ଶୁକ୍ଳା
- ପୈତୃକ ଗାଁ ପଳାସିଆରେ ପହଞ୍ଚିଲା ମୃତ ସୌମ୍ୟାଶ୍ରୀଙ୍କ ମରଶରୀର
- ବାଲେଶ୍ୱର ଏଫଏମ୍ କଲେଜ ନିଲମ୍ବିତ ପ୍ରିନ୍ସିପାଲ ଦିଲୀପ ଘୋଷ ଗିରଫ
- ଆଜିଠୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
- ରାଜ୍ୟସଭାକୁ ୪ ବିଶିଷ୍ଟ ବ୍ୟକ୍ତି ମନୋନୀତ
- ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
Browsing Category
Covid-19
All information and news about Covid 19 updates
ଗତ 24 ଘଂଟାରେ ୮୩୬ ପଜିଟିଭ୍ ଚିହ୍ନଟ
ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୩୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୯୦ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୩୪୬ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୧୪୮ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି!-->…
ମଙ୍କିପକ୍ସ ନମୁନା ପରୀକ୍ଷା ହେବ ଭୁବନେଶ୍ୱରରେ
ଭୁବନେଶ୍ୱରରେ ହେବ ମଙ୍କିପକ୍ସ ନମୁନା ପରୀକ୍ଷା । ଏନେଇ ସୂଚନା ଦେଇଛନ୍ତି ଆରଏମଆରସି ନିର୍ଦ୍ଦେଶିକା ଡାକ୍ତର ସଂଘମିତ୍ରା ପତି । ଆରଏମ୍ଆରସିରେ ନମୁନା ପରୀକ୍ଷା ପାଇଁ ସମସ୍ତ ପ୍ରକାର ଭିତ୍ତିଭୂମି ପ୍ରସ୍ତୁତ ରହିଛି । ନ୍ୟାସନାଲ ଇନଷ୍ଟିଚ୍ୟୁଟ୍ ଅଫ୍ ଭାଇରୋଲୋଜିରୁ କେବଳ କିଟ୍ ଅଣାଯାଇ!-->…
ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କୁ ପୁଣି କରୋନା
ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ପୁଣି କରୋନା ସଂକ୍ରମିତ ହୋଇଛନ୍ତି । ବିନା ଲକ୍ଷଣରେ ବାଇଡେନଙ୍କୁ କରୋନା ହୋଇଥିବା ନେଇ ସୂଚନା ଦିଆଯାଇଛି । ହ୍ୱାଇଟ୍ ହାଉସର ସୂଚନା ଅନୁଯାୟୀ ବର୍ତ୍ତମାନ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ କରୋନା ରିପୋର୍ଟ ପଜିଟିଭ୍ ଆସିଛି । ତେଣୁ ସେ ଆଇସୋଲେସନରେ!-->…
ମଙ୍କିପକ୍ସ ସ୍ଥିତି ନେଇ ରାଜ୍ୟରେ ଅପରାହ୍ନରେ ବସିବ ବୈଠକ
ରାଜ୍ୟରେ ମଙ୍କିପକ୍ସ ସ୍ଥିତି ନେଇ ଅପରାହ୍ନ ୪.୩୦ରେ ବସିବ ଉଚ୍ଚସ୍ତରୀୟ ବୈଠକ। ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ଅଧ୍ୟକ୍ଷତାରେ ବସିବ ଏହି ବୈଠକ। ଏହି ବୈଠକରେ ସ୍ୱାସ୍ଥ୍ୟ ସଚିବ ନିକୁଞ୍ଜ ଧଳ,ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର, ଜନସ୍ଵାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର, ପରିବାର!-->…
୨୦ ହଜାର ପାର ହେଲା କରୋନା ମାମଲା
ଦେଶରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପ୍ରତ୍ୟେକ ଦିନ ଉପର ତଳ ହେଉଛି। ଗତ ୨୪ ଘଣ୍ଟାର ୨୦ ହଜାର ୪୦୮ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହି ସମୟରେ ଆଉ ୫୪ ଜଣ ସଂକ୍ରମିତ କରୋନାରେ ପ୍ରାଣ ହରାଇଛନ୍ତି। ଦୈନିକ ସଂକ୍ରମଣ ହାର ଆଜି ୫.୦୫ ପ୍ରତିଶତ ରହିଛି।କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ!-->…
ଦେଶରେ ୨୪ ଘଣ୍ଟାରେ ୧୪,୮୩୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ
ଦେଶର ଗତ ୨୪ ଘଣ୍ଟା ମଧ୍ୟରେ କରୋନା ସଂକ୍ରମଣ ସାମନ୍ୟା ହ୍ରାସ ପାଇଛି। ଜୁଲାଇ ୧୬ ତାରିଖ ସକାଳ ସୁଦ୍ଧା ଦେଶରେ ୧୪,୮୩୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଗତକାଲି ସଂକ୍ରମିତଙ୍କ ସଂଖ୍ୟା ଥିଲା ୧୬,୮୬୬। ସେହିପରି କରୋନା!-->…
ରାଜଧାନୀରେ ପ୍ରଥମ ମଙ୍କିପକ୍ସ ରୋଗୀ ଚିହ୍ନଟ: ବଢ଼ାଉଛି ଆତଙ୍କ
ଦିଲ୍ଲୀ: ରବିବାର ପ୍ରଥମ ମଙ୍କିପକ୍ସ ରୋଗୀ ଦିଲ୍ଲୀରେ ଚିହ୍ନଟ ହୋଇଛନ୍ତି । କେରଳ ପରେ ଦିଲ୍ଲୀରେ ଏହାକୁ ମିଶାଇ ଦେଶରେ ମୋଟ ମଙ୍କିପକ୍ସ ମାମଲା ୪କୁ ବୃଦ୍ଧି ପାଇଛି । ଏହା ପୂର୍ବରୁ କେରଳରେ ୩ଟି ମାମଲା ଚିହ୍ନଟ ହୋଇଥିଲା । ଦେଶରେ ଚତୁର୍ଥ ମାମଲା ଚିହ୍ନଟ ପରେ କେନ୍ଦ୍ର ପକ୍ଷରୁ ଏକ ଜରୁରି!-->…
ଦେଶରେ ବଢ଼ୁଛି ନୂଆ ସଂକ୍ରମିତ: ଟପିଲା ୨୧,୪୧୧
ଦେଶରେ ଲଗାତାର କିଛି ଦିନ ମଧ୍ୟରେ ଦୈନିକ ସଂକ୍ରମଣ ୨୧ ହଜାର ଅତିକ୍ରମ କରୁଛି। ଦିନକରେ ଦେଶରେ ଆଉ ୨୧,୪୧୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୩୮,୬୮,୪୭୬କୁ ବୃଦ୍ଧି ପାଇଛି।
ଦେଶରେ ସେହିପରି ୨୦,୭୨୬ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା!-->!-->!-->…
ଟିକାକରଣରେ ଭାରତର ରେକର୍ଡ
ଟିକାକରଣରେ ଭାରତର ରେକର୍ଡ କରିଛି । ଭାରତ ବିଶ୍ବରେ ସର୍ବାଧିକ ଟିକା ଦେଇଥିବା ଦେଶ ହୋଇଛି । 2 ବିଲିୟନ COVID-19 ଟୀକାକରଣର ମାଇଲଖୁଣ୍ଟ ଅତିକ୍ରମ କରିଛି । ବର୍ତ୍ତମାନ ସୁଦ୍ଧା ଭାରତରେ ୨୦୦ କୋଟିରୁ ଅଧିକ ଡୋଜ ଟିକା ଦିଆ ସରିଲାଣି । ୫୪୮ ଦିନରେ ୨୦୦ କୋଟିରୁ ଅଧିକ ଦେଇ ରେକର୍ଡ କରିଛି!-->…
ମାଗଣାରେ ବୁଷ୍ଟର ଡୋଜ୍ ନେବାକୁ ଭିଡ୍
୧୮ ବର୍ଷରୁ ଅଧିକ ବର୍ଷ ବୟସ୍କଙ୍କୁ ଆଜି ଠାରୁ ମାଗଣାରେ ଦିଆଯାଉଛି ବୁଷ୍ଟର ଜୋଡ୍। ତେବେ ସରକାରୀ ଡାକ୍ତରଖାନାରେ ବୁଷ୍ଟର ଡୋଜ ନେବାକୁ ଭିଡ ଦେଖାଯାଇଛି । ବର୍ଷା ସତ୍ତ୍ବେ ଲୋକମାନେ ଧାଡିରେ ଯାଇ ବୁଷ୍ଟର ଡୋଜ ଦେଉଛନ୍ତି ।
ଆଜି ରାଜ୍ୟରେ ୨୩୨୦ ଟିକାକରଣ କେନ୍ଦ୍ରରେ ଦିଆଯାଉଛି!-->!-->!-->…