Trending
- ୧୦ ମାସ ପରେ ବ୍ରହ୍ମପୁର ଜେଲରୁ ବାହାରିଲେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା,ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ଘଟଣାରେ ହୋଇଥିଲେ ଗିରଫ
- ସ୍ୱାୟତ୍ତ ଶାସନ ଦିବସ: ସହରର ବିକାଶ ପାଇଁ ଏକଜୁଟ ହେବାକୁ ଟିଟିଲାଗଡ଼ ପୌରପରିଷଦର ଆହ୍ୱାନ
- ଯେପର୍ଯ୍ୟନ୍ତ ଅତ୍ୟନ୍ତ ଆବଶ୍ୟକ ନହୋଇଛି, ସେପର୍ଯ୍ୟନ୍ତ ସୁନା କିଣିବାରୁ ଦୂରେଇ ରହିବା ଉଚିତ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଓଡ଼ିଶା ଲୋକଭବନକୁ ଗ୍ରୀନ୍ ବ୍ଲିଡିଂ ମାନ୍ୟତା ,ଭାରତର ପ୍ରଥମ ଲୋକଭବନ ଭାବେ ଏହି ମାନ୍ୟତା ହାସଲ କରିଛି ଓଡ଼ିଶା ଲୋକଭବନ
- ନୂଆଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମାେହନ ଚରଣ ମାଝୀ ଓ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
- ବାଣ କାରଖାନାରେ ବିସ୍ଫୋରଣ : ୮ ପିଲାଙ୍କ ସମେତ ୧୧ ମୃତ ୫ ଗୁରୁତର
- ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପାରା ସ୍ପେଶାଲ ଫୋର୍ସେସ ଅଧିକାରୀ ଋଷଭ ସିଂହ ସାଂବ୍ୟାଲଙ୍କ ଇସ୍ତଫା, ପାରିବାରିକ ଓ ବ୍ୟକ୍ତିଗତ କାରଣ ପାଇଁ ନେଲେ ଅବସର
- ମାଆ ମଝିଘରିଆଣି ଦେବୀଙ୍କ ଦାନ ହୁଣ୍ଡିରୁ ମିଳିଲା ୫୪ ଲକ୍ଷ
- ନେପାଳ ବନ୍ୟା: ଏପର୍ଯ୍ୟନ୍ତ ୯୦୩ ମୃତଦେହ ଉଦ୍ଧାର ସମେତ ୪,୦୦୦ ରୁ ଅଧିକ ନିଖୋଜ
- କଟକରେ ନାବାଳିକା ଅପହରଣ ମାମଲା: ଜଣେ ବୃଦ୍ଧଙ୍କ ଫଟୋ ଜାରି କରି ୨୫ ହଜାର ଟଙ୍କାର ପୁରସ୍କାର ରାଶି ଘୋଷଣା କରିଛି ପୋଲିସ
Browsing Category
Covid-19
All information and news about Covid 19 updates
ପ୍ରଧାନମନ୍ତ୍ରୀ ପାନିପତ ଠାରେ ୨ଜି ଇଥାନଲ ପ୍ଲାଣ୍ଟ ଜାତି ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ
ବିଶ୍ୱ ଜୈବ ଇନ୍ଧନ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପାନିପତ, ହରିଆନା ଠାରେ ଅଗଷ୍ଟ ୧୦, ୨୦୨୨ ଅପରାହ୍ନ ୪.୩୦ରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଏକ ଦ୍ୱିତୀୟ ପୀଢିର (୨ଜି) ଇଥାନଲ ପ୍ଲାଣ୍ଟ ଜାତି ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ ।ଦେଶରେ ଜୈବ ଇନ୍ଧନ ଉତ୍ପାଦନ ଓ!-->…
ଗତ 24 ଘଂଟାରେ ୮୩୬ ପଜିଟିଭ୍ ଚିହ୍ନଟ
ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୩୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୯୦ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୩୪୬ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୧୪୮ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି!-->…
ମଙ୍କିପକ୍ସ ନମୁନା ପରୀକ୍ଷା ହେବ ଭୁବନେଶ୍ୱରରେ
ଭୁବନେଶ୍ୱରରେ ହେବ ମଙ୍କିପକ୍ସ ନମୁନା ପରୀକ୍ଷା । ଏନେଇ ସୂଚନା ଦେଇଛନ୍ତି ଆରଏମଆରସି ନିର୍ଦ୍ଦେଶିକା ଡାକ୍ତର ସଂଘମିତ୍ରା ପତି । ଆରଏମ୍ଆରସିରେ ନମୁନା ପରୀକ୍ଷା ପାଇଁ ସମସ୍ତ ପ୍ରକାର ଭିତ୍ତିଭୂମି ପ୍ରସ୍ତୁତ ରହିଛି । ନ୍ୟାସନାଲ ଇନଷ୍ଟିଚ୍ୟୁଟ୍ ଅଫ୍ ଭାଇରୋଲୋଜିରୁ କେବଳ କିଟ୍ ଅଣାଯାଇ!-->…
ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କୁ ପୁଣି କରୋନା
ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ପୁଣି କରୋନା ସଂକ୍ରମିତ ହୋଇଛନ୍ତି । ବିନା ଲକ୍ଷଣରେ ବାଇଡେନଙ୍କୁ କରୋନା ହୋଇଥିବା ନେଇ ସୂଚନା ଦିଆଯାଇଛି । ହ୍ୱାଇଟ୍ ହାଉସର ସୂଚନା ଅନୁଯାୟୀ ବର୍ତ୍ତମାନ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ କରୋନା ରିପୋର୍ଟ ପଜିଟିଭ୍ ଆସିଛି । ତେଣୁ ସେ ଆଇସୋଲେସନରେ!-->…
ମଙ୍କିପକ୍ସ ସ୍ଥିତି ନେଇ ରାଜ୍ୟରେ ଅପରାହ୍ନରେ ବସିବ ବୈଠକ
ରାଜ୍ୟରେ ମଙ୍କିପକ୍ସ ସ୍ଥିତି ନେଇ ଅପରାହ୍ନ ୪.୩୦ରେ ବସିବ ଉଚ୍ଚସ୍ତରୀୟ ବୈଠକ। ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ଅଧ୍ୟକ୍ଷତାରେ ବସିବ ଏହି ବୈଠକ। ଏହି ବୈଠକରେ ସ୍ୱାସ୍ଥ୍ୟ ସଚିବ ନିକୁଞ୍ଜ ଧଳ,ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର, ଜନସ୍ଵାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର, ପରିବାର!-->…
୨୦ ହଜାର ପାର ହେଲା କରୋନା ମାମଲା
ଦେଶରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପ୍ରତ୍ୟେକ ଦିନ ଉପର ତଳ ହେଉଛି। ଗତ ୨୪ ଘଣ୍ଟାର ୨୦ ହଜାର ୪୦୮ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହି ସମୟରେ ଆଉ ୫୪ ଜଣ ସଂକ୍ରମିତ କରୋନାରେ ପ୍ରାଣ ହରାଇଛନ୍ତି। ଦୈନିକ ସଂକ୍ରମଣ ହାର ଆଜି ୫.୦୫ ପ୍ରତିଶତ ରହିଛି।କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ!-->…
ଦେଶରେ ୨୪ ଘଣ୍ଟାରେ ୧୪,୮୩୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ
ଦେଶର ଗତ ୨୪ ଘଣ୍ଟା ମଧ୍ୟରେ କରୋନା ସଂକ୍ରମଣ ସାମନ୍ୟା ହ୍ରାସ ପାଇଛି। ଜୁଲାଇ ୧୬ ତାରିଖ ସକାଳ ସୁଦ୍ଧା ଦେଶରେ ୧୪,୮୩୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଗତକାଲି ସଂକ୍ରମିତଙ୍କ ସଂଖ୍ୟା ଥିଲା ୧୬,୮୬୬। ସେହିପରି କରୋନା!-->…
ରାଜଧାନୀରେ ପ୍ରଥମ ମଙ୍କିପକ୍ସ ରୋଗୀ ଚିହ୍ନଟ: ବଢ଼ାଉଛି ଆତଙ୍କ
ଦିଲ୍ଲୀ: ରବିବାର ପ୍ରଥମ ମଙ୍କିପକ୍ସ ରୋଗୀ ଦିଲ୍ଲୀରେ ଚିହ୍ନଟ ହୋଇଛନ୍ତି । କେରଳ ପରେ ଦିଲ୍ଲୀରେ ଏହାକୁ ମିଶାଇ ଦେଶରେ ମୋଟ ମଙ୍କିପକ୍ସ ମାମଲା ୪କୁ ବୃଦ୍ଧି ପାଇଛି । ଏହା ପୂର୍ବରୁ କେରଳରେ ୩ଟି ମାମଲା ଚିହ୍ନଟ ହୋଇଥିଲା । ଦେଶରେ ଚତୁର୍ଥ ମାମଲା ଚିହ୍ନଟ ପରେ କେନ୍ଦ୍ର ପକ୍ଷରୁ ଏକ ଜରୁରି!-->…
ଦେଶରେ ବଢ଼ୁଛି ନୂଆ ସଂକ୍ରମିତ: ଟପିଲା ୨୧,୪୧୧
ଦେଶରେ ଲଗାତାର କିଛି ଦିନ ମଧ୍ୟରେ ଦୈନିକ ସଂକ୍ରମଣ ୨୧ ହଜାର ଅତିକ୍ରମ କରୁଛି। ଦିନକରେ ଦେଶରେ ଆଉ ୨୧,୪୧୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୩୮,୬୮,୪୭୬କୁ ବୃଦ୍ଧି ପାଇଛି।
ଦେଶରେ ସେହିପରି ୨୦,୭୨୬ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା!-->!-->!-->…
ଟିକାକରଣରେ ଭାରତର ରେକର୍ଡ
ଟିକାକରଣରେ ଭାରତର ରେକର୍ଡ କରିଛି । ଭାରତ ବିଶ୍ବରେ ସର୍ବାଧିକ ଟିକା ଦେଇଥିବା ଦେଶ ହୋଇଛି । 2 ବିଲିୟନ COVID-19 ଟୀକାକରଣର ମାଇଲଖୁଣ୍ଟ ଅତିକ୍ରମ କରିଛି । ବର୍ତ୍ତମାନ ସୁଦ୍ଧା ଭାରତରେ ୨୦୦ କୋଟିରୁ ଅଧିକ ଡୋଜ ଟିକା ଦିଆ ସରିଲାଣି । ୫୪୮ ଦିନରେ ୨୦୦ କୋଟିରୁ ଅଧିକ ଦେଇ ରେକର୍ଡ କରିଛି!-->…