Trending
- ୭୯ ବର୍ଷରେ ପାଦ ଦେଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
- କାହିଁକି ସ୍ନେହାଙ୍ଗିନୀ ଛୁରିଆଙ୍କୁ ପ୍ରାର୍ଥୀ କଲା ବିଜେଡ଼ି
- ମ୍ୟାଥ୍ସ ଜିନିୟସ୍ 2025ରେ ସଫଳତା ହାସଲ କଲେ ଭାରତୀ ବିଦ୍ୟାମନ୍ଦିର ଛାତ୍ର ସାଇ ସମର୍ଥ ସାହୁ
- ସ୍ନେହାଙ୍ଗିନୀ ଛୁରିଆ ହେବେ ବିଜେଡି ପ୍ରାର୍ଥୀ
- ଜୟ ଢୋଲକିଆଙ୍କୁ ପ୍ରାର୍ଥୀ କଲା ବିଜେପି
- ୫୭ ଆସନ ପାଇଁ ଜେଡିୟୁର ପ୍ରାର୍ଥୀ ଘୋଷଣା
- ବିଶାଖାପାଟଣାରେ ଗୁଗୁଲ୍ ଏଆଇ ହବ୍
- ଦୁର୍ଗାପୁରରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ପୁରୁଷ ବନ୍ଧୁଙ୍କୁ ଗିରଫ
- ଦୁର୍ଗାପୁରରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲା, ପୀଡିତାଙ୍କ ପୁରୁଷ ବନ୍ଧୁଙ୍କୁ ବାନ୍ଧିଲା ପୋଲିସ
- EPFO ସଦସ୍ୟମାନେ ୧୦୦% ଟଙ୍କା ଉଠାଣ କରିପାରିବେ
Browsing Category
Covid-19
All information and news about Covid 19 updates
ଆସନ୍ତାକାଲିଠୁ ମାଗଣା ବୁଷ୍ଟର ଡୋଜ୍
ଆସନ୍ତାକାଲି ଠାରୁ ୧୮ ରୁ ୫୯ ବର୍ଗର ଲୋକଙ୍କୁ ମାଗଣା ଟିକାକରଣକୁ ନେଇ ପାରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି ।ବର୍ତ୍ତମାନ ପ୍ରିକସନ ଡୋଜ୍ ଉପରେ ଅଧିକ ଗୁରୁ୍ୱ ଦିଆଯାଉଛି । କରୋନା ଯୋଦ୍ଧା, ସମ୍ମୁଖ ଧାଡିର ଯୋଦ୍ଧା, ସ୍ୱାସ୍ଥ୍ୟ କର୍ମୀ ଓ ୬୦!-->…
୨୪ ଘଣ୍ଟା ମଧ୍ୟରେ ୮୦୪ ଜଣ କୋଭିଡ୍ ପଜିଟିଭ
କରୋନା ସଂକ୍ରମଣ ବଢ଼ି ବଢ଼ି ଚାଲିଛି । ରାଜ୍ୟରେ ଗତ 24 ଘଂଣା ମଧ୍ୟରେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ୮ଶହ ଟପିଛି।
https://twitter.com/IPR_Odisha/status/1547424133499465729
ଗୋଟେ ସପ୍ତାହ ମଧ୍ୟରେ ସଂକ୍ରମଣ ହାର ବଢ଼ି ବଢ଼ି ଚାଲିଛି । ୨୪ ଘଣ୍ଟା ମଧ୍ୟରା!-->!-->!-->!-->!-->!-->!-->!-->!-->…
ବଢ଼ୁଛି ସଂକ୍ରମଣ ୧୬,୯୦୬ ପଜିଟିଭ୍ ଚିହ୍ନଟ; ୪୫ମୃତ
ଗତ ୨୪ ଘଣ୍ଟାରେ ଦେଶରେ ଆଉ ୧୬,୯୦୬ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ହୁତୁ ହୁତୁ ହୋଇ ବଢ଼ୁଛି କରୋନା ସଂକ୍ରମଣ । ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି । ଦେଶରେ କରୋନା ସଂକ୍ରମଣ ଜାରି ରହିଥିବାରୁ ସତର୍କ ରହିବା ପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି । କରୋନା ଯୋଗୁ!-->…
ମାସ୍କ ନପିନ୍ଧିଲେ 500ଟଙ୍କା ଫାଇନ: ରେଡ୍ ଜୋନରେ ରାଜ୍ୟର 3 ଟି ସହର
ରାଜ୍ୟରେ କରୋନା ସଂକ୍ରମଣ ଦୈନିକ ୫ ଶହ ଟପିଛି । ଦିନକୁ ଦିନ କରେନା ସଂକ୍ରମଣ ବଢ଼ୁଥିବାରୁ ଲୋକମାନଙ୍କୁ ଭୁବନେଶ୍ବରରେ ମାସ୍କ ପିନ୍ଧିବା ପାଇ କୁହାଯାଇଛି । ଯେଉଁମାନେ ମାସ୍କ ପିନ୍ଧୁନାହାଁନ୍ତି ସେମାନଙ୍କୁ 500 ଟଙ୍କା ଫାଇନ ଲାଗିବ ବୋଲି ମେୟର ସୁଲୋଚନା ଦାସ କହିଛନ୍ତି । ଏବେ!-->…
କଡାକଡି ହେଲା କରୋନା କଟକଣା
ମେଟ୍ରୋ ଟିଭି ଓଡିଶା (୧୯.୫.୨୦୨୨ )
ଆମେରିକାର ନ୍ୟୁୟର୍କ ସହରରେ କୋଭିଡ୍ ସଂକ୍ରମଣ ବଢିଛି। ନ୍ୟୁୟର୍କ ରେ କୋଭିଡ୍ ଷଷ୍ଠ ଲହରର ସଙ୍କେତ ମିଳିସାରିଥିବାରୁ ସବୁ ଅଂଚଳରେ ପ୍ରଶାସନିକ ତତ୍ପରତା ବଢ଼ିଯାଇଛି। ଗତକାଲିଠାରୁ ନ୍ୟୁୟର୍କ ସହରରେ କଟକଣା କଡ଼ାକଡ଼ି କରାଯାଇଛି।
!-->!-->!-->!-->!-->!-->!-->…