Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Browsing Category
Covid-19
All information and news about Covid 19 updates
କରୋନା ପଜିଟିଭ ହେଲେ ଗୌତମ ଗମ୍ଭୀର
ମେଟ୍ରୋ ଟିଭି ଓଡିଶା,୨୫/୧ : ପୂର୍ବତନ ଭାରତୀୟ କ୍ରିକେଟର ଗୌତମ ଗମ୍ଭୀରଙ୍କୁ କରୋନା । ମଙ୍ଗଳବାର ଟ୍ୱିଟ୍ କରି ଗୌତମ ଗମ୍ଭୀର ଏହି ସୂଚନା ଦେଇଛନ୍ତି । ଏହାସହ ସେ ଅପିଲ କରି କହିଛନ୍ତି ଯେଉଁମାନେ ତାଙ୍କ ସହିତ ଯୋଗାଯୋଗରେ ଆସିଛନ୍ତି ।
pc credit-twitter
ସେମାନେ!-->!-->!-->!-->!-->!-->!-->!-->!-->…
ଦେଶ ଉତ୍ପାଦନ କରିବ ଓମିକ୍ରନ ଟିକା
ମେଟ୍ରୋ ଟିଭି ଓଡିଶା,୧୮/୧: କରେନାର ନୂଆ ଭାରିଆଣ୍ଟ ଓମିକ୍ରନରେ ଆକ୍ରାନ୍ତ ହେଲେଣି । ସ୍ୱାସ୍ଥ୍ୟ ବିଭାଗର ସୂଚନାଅନୁସାରେ ଏହି ଓମିକ୍ରନ ଏତେ ପ୍ରଭାବଶାଳୀ ନଥିଲେ ମଧ୍ୟ ଏହା ପାଇଁ ଭାରତ ସ୍ୱଦେଶୀ ଟିକା ଉତ୍ପାଦନ କରିବାକୁ ଯାଉଛି । ପୂର୍ବରୁ ଭାରତ କୋଭିଡର ସ୍ୱଦେଶୀ ଟିକା ପୁରା!-->!-->!-->…
ରାଜ୍ୟରେ ୨୭.୯୭ ପ୍ରତିଶତ ରହିଛି ପଜିଟିଭ ରେଟ୍
ମେଟ୍ରୋ ଟିଭି ଓଡିଶା,୧୭/୧: ରାଜ୍ୟରେ ୧୦ ହଜାର ଉପରେ କରୋନା ସଂକ୍ରମଣ । ୨୪ ଘଣ୍ଟାରେ ୧୦ ହଜାର ୪୮୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜି ସଂକ୍ରମଣ ହାର ରହିଛି ୧୪.୯୫ ପ୍ରତିଶତ । କେବଳ ଖୋର୍ଦ୍ଧାରୁ ୨ ହଜାର ୯୩୪ ନୂଆ କେସ୍ ଆସିଛି ।
ଯାହା ମୋଟ ଆକ୍ରାନ୍ତଙ୍କର ୨୭.୯୭!-->!-->!-->!-->!-->!-->!-->…
ରାଜ୍ୟରେ ଦିନକୁ ୧୦ହଜାର ଉପରେ ସଂକ୍ରମଣ
ମେଟ୍ରୋ ଟିଭି ଓଡିଶା,୧୫/୧: କରୋନାର କାୟା ବଢିବାରେ ଲାଗିଛି । ଏହି କରୋନା ଯୋଗୁ ଲଗାତର ରାଜ୍ୟରେ ୧୦ ହଜାର ଉପରେ ସଂକ୍ରମଣ । ଗତ ୨୪ ଘଣ୍ଟାରେ ୧୦ ହଜାର ୮୫୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜି ସଂକ୍ରମଣ ହାର ରହିଛି ୧୪.୪୮ ପ୍ରତିଶତ । କେବଳ ଖୋର୍ଦ୍ଧାରୁ ୩ ହଜାର ୮୭ ନୂଆ କେସ୍!-->!-->!-->…
ଜରୁରୀ ନଥିଲେ ରୋଗୀଙ୍କୁ ହସ୍ପିଟାଲ ମନା
ମେଟ୍ରୋ ଟିଭି ଓଡିଶା,୧୪/୧: କରୋନା ଚାରିଆଡେ ମାଡିଗଲାଣି । ଏହି ସଂକ୍ରମଣକୁ ରୋକିବା ପାଇଁ ହେଲେ ସରକାରଙ୍କ ବିଭିନ୍ନ ଗାଇଡଲାଇନକୁ ମାନିବାକୁ ପଡିବ । ରାଜ୍ୟରେ ବଢୁଥିବା ସଂକ୍ରମଣକୁ ରୋକିବାକୁ ସ୍ୱାସ୍ଥୀ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ର ପ୍ରତିକ୍ରିୟା ରଖିଛନ୍ତି । ସଂକ୍ରମଣ!-->!-->!-->…
ମିଳିତ ଜାତିସଂଘର ସୂଚନା, ୩ୟ ଲହର ପାଇଁ ସତର୍କ ରହୁ ଭାରତ
ମେଟ୍ରୋ ଟିଭି ଓଡିଶା,୧୪/୧: କରୋନାର କାୟା ମାଡିଲାଣି ଏହା ସହ କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ୍ ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗୁଛି । ଦିନକୁ ଦିନ ଦ୍ରୁତ ସଂକ୍ରମଣକୁ ଦୃଷ୍ଟିରେ ରଖି ମିଳିତ ଜାରିସଂଘ ଭାରତକୁ ଚେତାବନୀ ଦେଇଛି ।
ସୂଚନା ଅନୁସାରେ , ମିଳିତ ଜାତିସଂଘର!-->!-->!-->!-->!-->…
ବ୍ୟକ୍ତିଙ୍କ ଶରୀରରେ ଚମତ୍କାର କରି ଦେଲା କୋଭିଡ ଟିକା
ମେଟ୍ରୋ ଟିଭି ଓଡିଶା,୧୪/୧: ଚମତ୍କାର କରିଦେଲା କୋଭିଡ ଟିକା । ଝାଡଖଣ୍ଡ ବୋକାରୋ ଜିଲ୍ଲାରେ ପ୍ରଥମ ଡୋଜ ଟିକା ନେବାର ଦିନକ ପରେ ଚାଲିବା ସହ କଥା ହେଲେ ଜଣେ ବ୍ୟକ୍ତି । ପାଞ୍ଚ ବର୍ଷ ପୂର୍ବେ ଏକ ସଡ଼କ ଦୁର୍ଘଟଣାର ଶିକାର ହୋଇଥିବା ୫୫ ବର୍ଷୀୟ ବ୍ୟକ୍ତି । ଦୁର୍ଘଟଣା ପରେ ଦୀର୍ଘଦିନ ଧରି!-->…
ଲକ୍ଡାଉନ ଚର୍ଚ୍ଚା ଉପରେ ପୂର୍ଣ୍ଣଛେଦ ପକାଇଲେ ମୋଦି କହିଲେ, ଜୀବନ ସହ ଜୀବିକା ଆବଶ୍ୟକ
ମେଟ୍ରୋ ଟିଭି ଓଡିଶା,୧୪/୧: କରୋନାର କାୟା ମାଡିଚାଲିଲାଣି । ଏହି ପରି ଭୟଙ୍କର ସ୍ଥିତିରେ ଲକ୍ଡାଉନ ହେବାକୁ ନେଇ ଯେଉଁ ଚିନ୍ତା ସାଧାରଣ ଲୋକଙ୍କୁ ଘାରୁଥିଲା ତା ଉପରେ ପୂର୍ଣ୍ଣଛେଦ ପଡିଛି । ଗତକାଲି ହୋଇଥିବା ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ କୋଭିଡ୍ ସମୀକ୍ଷା ପରେ ପ୍ରଧାନମନ୍ତ୍ରୀଙ୍କ!-->…
କୋଭିଡ-୧୯ ଓମିକ୍ରନର ୫ଟି ଲକ୍ଷଣ
ମେଟ୍ରୋ ଟିଭି ଓଡିଶା,୧୩/୧: ଦେଶରେ କରୋନାର କାୟା ମାଡିବା ସହ କୋଭିଡର ନୂଆ ଭାରିଏଣ୍ଟ ଓମିକ୍ରନର ସଂକ୍ରମଣ ମଧ୍ୟ ଧିରେ ଧିରେ ବୃଦ୍ଧି ପାଇବାରେ ଲାଗିଛି । ଦେଶରେ ଏବେ ଗୋଷ୍ଠୀ ସଂକ୍ରମଣର ଚିନ୍ତା ଘାରିଲାଣି । ବର୍ତ୍ତମାନ ଓମିକ୍ରନକୁ ନେଇ ଆଉ ଏକ ଚିନ୍ତା ଜନକ ରିପୋର୍ଟ ସାମ୍ନାକୁ ଆସିଛି!-->!-->!-->…
ବିଏମସି କାର୍ଯ୍ୟାଳୟରେ କରୋନା
ମେଟ୍ରୋ ଟିଭି ଓଡିଶା,୧୩/୧: କରୋନାର କାୟା ମାଡି ଗଲାଣି ଚାରିଆଡେ ।ଏହି କରୋନାରେ ସଂକ୍ରମିତ ହେଲେଣି ବହୁ ଲୋକ । ଏହି କରୋନାରେ ଏବେ ବଡ ବଡ ନେତା ମନ୍ତ୍ରୀ ସହ ଏବେ ବିଭିନ୍ନ କାର୍ଯ୍ୟାଳୟକୁ ମାଡିଗଲାଣି କରୋନା । ଏବେ ବିଏମସି କାର୍ଯ୍ୟାଳୟରେ କରୋନା ପଜିଟିଭ ବାହାରିଛି । ଏଠାରେ ଏକାଥରକେ!-->…