Browsing Category

Culture

ଆଜିଠୁ ଶ୍ରୀମନ୍ଦିରରେ ଏକ ସପ୍ତାହ ଧରି ଦୋଳଉତ୍ସବ ଆରମ୍ଭ

ଫଗୁ ଦଶମୀ ଲାଗି ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି । ଆଜିଠୁ ଶ୍ରୀମନ୍ଦିରରେ ଏକ ସପ୍ତାହ ଧରି ଦୋଳଉତ୍ସବ ମଧ୍ୟ ଆରମ୍ଭ ହେବ । ଫଗୁ ଦଶମୀରେ ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ଶେଷ ହେବା ପରେ ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଚଳନ୍ତି ପ୍ରତିମା ଦୋଳଗୋବିନ୍ଦ, ଭୂଦେବୀ, ଶ୍ରୀଦେବୀ ସ୍ୱତନ୍ତ୍ର…

ଆସନ୍ତା ୨ ତାରିଖରେ ବସିବ ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ

ଆସନ୍ତା ୨ ତାରିଖରେ ବସିବ ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ । ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ, ଏସପିଙ୍କ ସହିତ ପରିଚାଳନା କମିଟି ସଦସ୍ୟମାନେ ଭାଗ ନେବେ।ତେବେ ରତ୍ନଭଣ୍ଡାର ରତ୍ନ…

ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି ମଣତି ପାଇଁ ରହିବେ ଦୁଇଟି ଟିମ୍,ରାଜ୍ୟ ସରକାରଙ୍କ ପକ୍ଷରୁ ଅନୁମୋଦିତ ଏସଓପି…

ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି ମଣତି ପାଇଁ ରହିବେ ଦୁଇଟି ଟିମ୍ । ଏହି ଦୁଇଟି ଟିମ୍ ହେଲେ ତଦାରଖ ଦଳ ଓ କାର୍ଯ୍ୟାଵାହୀ ଦଳ ।  ଶ୍ରୀ ମନ୍ଦିର ରତ୍ନଭଣ୍ଡାର ଗଣତି ମଣତି ବୈଠକ । ରାଜ୍ୟ ସରକାରଙ୍କ ପକ୍ଷରୁ ଅନୁମୋଦିତ ଏସଓପି ଆସିଛି । ୧୪ ପୃଷ୍ଠା ବିଶିଷ୍ଟ ରହିଛି ଏସଓପି । ଶ୍ରୀମନ୍ଦିର…

ଶ୍ରୀମନ୍ଦିର ଉପରେ ଡ୍ରୋନ୍ ଉଡୁଥିବାର ଭିଡିଓ ଭାଇରାଲ

ପୁଣି ଶ୍ରୀମନ୍ଦିର ଉପରେ ଡ୍ରୋନ୍ । ଶ୍ରୀମନ୍ଦିର ଉପରେ ଡ୍ରୋନ୍ ଉଡୁଥିବାର ଭିଡିଓ ଭାଇରାଲ । ରବି ପ୍ରଭୁ ନାମକ ଜଣେ ବ୍ୟକ୍ତି ତାଙ୍କ ଇନଷ୍ଟାଗ୍ରାମ୍ ଆଇଡିରେ ଶ୍ରୀମନ୍ଦିର ଉପରେ ଡ୍ରୋନ୍ ଉଡିବା ଭିଡିଓ ଅପଲୋଡ଼ କରିଛନ୍ତି । ୨୪ ସେକେଣ୍ଡର ଏହି ଭିଡିଓରେ ଵ୍ୟକ୍ତି ଜଣକ ଡ୍ରୋନ୍ ଧରି ହାତରେ…

ଶ୍ରୀଜଗନ୍ନାଥଙ୍କ ମନ୍ଦିର ହୁଣ୍ଡିରୁ ୧୮ କୋଟି ଟଙ୍କା ଓ ୩ କିଲୋ ସୁନା ଦାନ ସଂଗ୍ରହ

ଶ୍ରୀଜଗନ୍ନାଥଙ୍କ ମନ୍ଦିର ହୁଣ୍ଡିରୁ ୧୮ କୋଟି ଟଙ୍କା ଓ ୩ କିଲୋ ସୁନା ଦାନ ସଂଗ୍ରହ କରାଯାଇଛି । ଜଗାକୁ ମୁକ୍ତ ହସ୍ତରେ ଦାନ କରୁଛନ୍ତି ଭକ୍ତ । ଆଜି ଏ ସମ୍ପର୍କରେ ବିଧାନସଭାରେ ଉତ୍ତର ରଖିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ବିଧାୟିକା ଉପାସନା ମହାପାତ୍ରଙ୍କ ପ୍ରଶ୍ନରେ ଆଇନ…

ପୁରୀ ପାଇଁ ସମର୍ପଣ ନାମରେ ଏକ ସୁରକ୍ଷିତ ଅନଲାଇନ୍ ଦାନ ପ୍ଲାଟଫର୍ମ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିଛନ୍ତି । ବଜେଟ୍ ଆରମ୍ଭରେ ହିଁ ପ୍ରଭୁ ଜଗନ୍ନାଥ ଓ ପୁରୀ ସହ ଜଡିତ ବିକାଶ ପ୍ରକଳ୍ପ ବାବଦରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଏହି ବିକାଶ ପ୍ରକଳ୍ପ ପାଇଁ ହଜାରେ କୋଟି ଟଙ୍କା ବ୍ୟୟ ବରାଦ…

ଉପଜିଲ୍ଲାପାଳଙ୍କ କ୍ଷମା ପ୍ରାର୍ଥନା ଓ ପ୍ରତିଶ୍ରୁତି ପରେ କପିଳାସ ଶୈବପୀଠରେ ସ୍ବାଭାବିକ ହେଲା ନୀତିକାନ୍ତି

ଢେଙ୍କାନାଳର କପିଳାସ ଶୈବପୀଠରେ ସ୍ବାଭାବିକ ହେଲା ନୀତିକାନ୍ତି ।  ଉପଜିଲ୍ଲାପାଳଙ୍କ କ୍ଷମା ପ୍ରାର୍ଥନା ଓ ପ୍ରତିଶ୍ରୁତି ପରେ ସେବାୟତଙ୍କ ଧାରଣା ହଟିଛି ।  ପୁଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନକୁ ନେଇ ୨୦ ତାରିଖରେ ବସିବ ଗୁରୁତ୍ବପୁର୍ଣ୍ଣ ବୈଠକ। ଏହି ବୈଠକରେ ସେବାୟତ ଛତିଶାନିଯୋଗ ଓ…

ମହାଶିବରାତ୍ରୀରେ ଉପବାସରେ ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ

ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି   ।  ଆଇନଶୃଙ୍ଖଳା ରକ୍ଷା ଆଳରେ ପୋଲିସର ମାତ୍ରାଧିକ କାର୍ଯ୍ୟକଳାପ ପ୍ରତିବାଦରେ ସେବାୟତମାନେ ରବିବାର ଭୋରରୁ ଧାରଣା କରିବାରୁୁ…

ଆଜି ପବିତ୍ର ଜାଗର,ଚଳଚଞ୍ଚଳ ରାଜ୍ୟର ବିଭିନ୍ନ ଶୈବପୀଠ

ଆଜି ପବିତ୍ର ଜାଗର। ଦେବାଧି ଦେବ ମହାଦେବଙ୍କ ଭକ୍ତଙ୍କ ପାଇଁ ବିଶେଷ ଦିନ । ଏଥିଲାଗି ରାଜ୍ୟର ବିଭିନ୍ନ ଶୈବପୀଠ ଆଜି ଚଳଚଞ୍ଚଳ ହୋଇଉଠିଛି। ଶିବମୟ ହୋଇପଡିଛି ପରିବେଶ । ମହାଶିବରାତ୍ରୀ ପାଇଁ ମାଟିରୁ ଆକାଶ ସବୁଠି ଶିବମୟ, ହର ହର ମହାଦେବ ନାରାରେ ପ୍ରକମ୍ପିତ ହେଉଛି ଲିଙ୍ଗରାଜରୁ ଲୋକନାଥ ଓ…

ଆସନ୍ତାକାଲି ଜାଗର,ଭୋର ୪ ଟାରେ ଲୋକନାଥ ପୀଠରେ ଉଠିବ ମହାଦୀପ

ଆସନ୍ତାକାଲି ଜାଗର । ପୁରୀର ପ୍ରସିଦ୍ଧ ଲୋକନାଥ ପୀଠରେ ମହାଶିବରାତ୍ରୀ ପାଇଁ ବ୍ୟାପକ ପ୍ରସ୍ତୁତି । ଭୋର ୪ ଟାରେ ମହାଦୀପ ଉଠିବ । ଶୃଙ୍ଖଳିତ ନୀତିକାନ୍ତି ସହିତ ଭକ୍ତମାନେ କିଭଳି ଶୃଙ୍ଖଳିତ ଓ ସୁରକ୍ଷିତ ଭାବେ ଦର୍ଶନ କରିପାରିବେ ସେନେଇ ପ୍ରଶାସନ ଓ ସେବାୟତଙ୍କ ମଧ୍ୟରେ ଉତ୍ତମ ସମନ୍ୱୟ…