Browsing Category

Culture

ଆଜି କାର୍ତ୍ତିକ ମାସର ପ୍ରଥମ ସୋମବାର, ହବିଷ୍ୟାଳୀଙ୍କ ଗହଳି ଚହଳିରେ ପୁରି ଉଠୁଛି ଶ୍ରୀକ୍ଷେତ୍ର

ଚାଲିଛି  ପୁଣ୍ୟର ମାସ କାର୍ତ୍ତିକ ।  ହବିଷ୍ୟାଳୀଙ୍କ ଗହଳି ଚହଳିରେ ପୁରି ଉଠୁଛି ଶ୍ରୀକ୍ଷେତ୍ର। ଏକ ମାସ ଧରି ଚାଲିବାକୁ ଥିବା ବ୍ରତଧାରୀଙ୍କ ପୂଜା ରେ ଗୁଞ୍ଜରିତ ହେଉଛି ପବିତ୍ର ପୁରୀ ।ଆଜି କାର୍ତ୍ତିକ ମାସର ପ୍ରଥମ ସୋମବାର ରହିଥିବାରୁ ଶ୍ରୀମନ୍ଦିର ସମେତ ବିଭିନ୍ନ ଶୈବ ପୀଠ ଗୁଡିକ ରେ…

କାର୍ତ୍ତିକ ମାସ ପରିବା ଦର ଆକାଶଛୁଆଁ, ସେପଟେ ଅବଢ଼ା ଦର ବୃଦ୍ଧି ଯୋଗୁଁ ଶ୍ରଦ୍ଧାଳୁ ଓ ହବିଷ୍ୟାଳି ଅଶାନ୍ତି

ଦୁଇ ଦିନ ପରେ କାର୍ତ୍ତିକ ମାସର ପ୍ରଥମ ସୋମବାର । ଏହି ଧର୍ମର ମାସରେ ମହାପ୍ରସାଦ ଟିକିଏ ପାଇବା ପାଇଁ ଦୂରଦୂରାନ୍ତରୁ ଆସୁଛନ୍ତି ଶ୍ରଦ୍ଧାଳୁ ଓ ହବିଷ୍ୟାଳି । କିନ୍ତୁ ଅବଢ଼ା ଦର ବୃଦ୍ଧି ଯୋଗୁଁ ଦେଖାଦେଇଛି ଅସନ୍ତୋଷ । ପ୍ରଶାସନ ତରଫରୁ ୭ଦିନ ମଧ୍ୟରେ ରେଟ୍ ଚାର୍ଟ ଲଗାଇବାକୁ ନିର୍ଦ୍ଦେଶ ରହିଛି…

ବାଲିଯାତ୍ରା ଗ୍ରାଉଣ୍ଡକୁ ନୋ ଡ୍ରୋନ୍ ଜୋନ୍ ଘୋଷଣା

ଚଳିତବର୍ଷ ନଭେମ୍ବର ୫ରୁ ୧୨ ତାରିଖ ପର୍ଯ୍ୟନ୍ତ କଟକର ଐତିହାସିକ ବାଲିଯାତ୍ରା ଅନୁଷ୍ଠିତ ହେବ। ଏଥର କଟକ ବାଲିଯାତ୍ରା ଗ୍ରାଉଣ୍ଡକୁ ନୋ ଡ୍ରୋନ୍ ଜୋନ୍ ଘୋଷଣା କରାଯାଇଛି। ଏ ନେଇ କଟକ ଜିଲ୍ଲାପାଳ ନିର୍ଦେଶାନାମା ଜାରି କରିଛନ୍ତି। ନଭେମ୍ବର ୧ରୁ ୧୫ ତାରିଖ ପର୍ଯ୍ୟନ୍ତ ଏହି କଟକଣା ରହିବ। ଏହି…

ଶ୍ରୀମନ୍ଦିରରେ ଆରମ୍ଭ ହେଉଛି କାର୍ତ୍ତିକ ନୀତି, କାର୍ତ୍ତିକ ବ୍ରତଧାରୀଙ୍କର ଶ୍ରୀମନ୍ଦିରରେ ଭିଡ଼

ଆସନ୍ତାକାଲିଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହେଉଛି କାର୍ତ୍ତିକ ନୀତି। ହବିଷ୍ୟାଳି ତଥା କାର୍ତ୍ତିକ ବ୍ରତଧାରୀଙ୍କର ଶ୍ରୀମନ୍ଦିରରେ ଭିଡ଼ ଜମିବ। ତା’ ଛଡ଼ା ଶ୍ରୀମନ୍ଦିରରେ ନୀତି ମଧ୍ୟ ଅଧିକ ରହିବ। ହେଲେ ନାଟମଣ୍ଡପକୁ ଖାଲି କରିପାରିଲାନି ଶ୍ରୀମନ୍ଦିର ପ୍ରଶାସନ। ନାମଣ୍ଡପ ସାରା ଆଲମାରି, ଗରା,…

ଶ୍ରୀକ୍ଷେତ୍ରକୁ ଛୁଟିଲେଣି ହବିଷ୍ୟାଳି

ସରକାରୀ ସ୍ତରରେ ୨୫୦୦ ହବିଷ୍ୟାଳିଙ୍କ ରହଣି ପାଇଁ ପୁରୀରେ ବ୍ୟବସ୍ଥା କରାଯାଇଛି । ନରେନ୍ଦ୍ର କୋଣସ୍ଥିତ ବୃନ୍ଦାବତୀ ନିବାସ, ମୋଚିସାହି କଲ୍ୟାଣ ମଣ୍ଡପ, ବଗଲା ଧର୍ମଶାଳା ଓ ରେଳ ପର୍ଯ୍ୟଟନ କମ୍ପ୍ଲେକ୍ସରେ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ମାତ୍ର ପୁରୀରେ ୧୦ ହଜାରରୁ ଊର୍ଦ୍ଧ୍ବ…

ଆଜି ବିରାଜିବେ ମା’ ଗଜଲକ୍ଷ୍ମୀ

ଧରାକୁ ଓହ୍ଲାଇବେ ମା’ ଗଜଲକ୍ଷ୍ମୀ। ସ୍ବତନ୍ତ୍ର ପୂଜା ମଣ୍ଡପରେ ମା’ ବିରାଜମାନ କରିବେ।  ପୂଜା ମଣ୍ଡପରେ ମା’ ଗଜଲକ୍ଷ୍ମୀଙ୍କୁ ଆବାହନ କରାଯିବ। ସନ୍ଧ୍ୟାରେ ମା’ଙ୍କ ପୂଜାର୍ଚ୍ଚନା ଆରମ୍ଭ ହେବ। କିଛି ପୂଜା ମଣ୍ଡପରେ ପାଞ୍ଜି ମୁତାବକ ବିଳମ୍ବିତ ରାତିରେ ପୂଜା କରାଯିବା ନେଇ ସୂଚନା ମିଳିଛି।…

‘ରାଧା-ଦାମୋଦର’ ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀବିଗ୍ରହ

ଆଶ୍ବିନ ଶୁକ୍ଳ ପାପାଙ୍କୁଶା ଏକାଦଶୀରେ ଶ୍ରୀବିଗ୍ରହ ‘ରାଧା-ଦାମୋଦର’ ବେଶରେ ଦର୍ଶନ ଦେଇଛନ୍ତି। ରତ୍ନ ସିଂହାସନରେ ଶ୍ରୀକୃଷ୍ଣ ଓ ଶ୍ରୀବଳରାମଙ୍କର ‘ରାଧା ଦାମୋଦର‘ ବେଶ ବେଳେ ଅଣ୍ଟାରେ ସୁନା ଦଉଡ଼ି ତଥା ଅଣ୍ଟା ପଟି ଶୋଭା ପାଇଛି। ଏହି ବେଶରେ ଶ୍ରୀଜଗନ୍ନାଥ ଓ ଶ୍ରୀବଳଭଦ୍ର ତ୍ରିକଚ୍ଛ…

ଶ୍ରୀମନ୍ଦିରରେ ଆରମ୍ଭ ହେଲା କାର୍ତ୍ତିକ ନୀତି

ଶ୍ରୀମନ୍ଦିରରେ ଆରମ୍ଭ ହେଲା କାର୍ତ୍ତିକ ନୀତି । ଶ୍ରୀ ରାଧାଦାମୋଦର ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମହାପ୍ରଭୁ । ଶ୍ରଦ୍ଧାଳୁମାନେ ମହାପ୍ରଭୁଙ୍କ ବେଶ ଦର୍ଶନ କରି ସାନ୍ନିଧ୍ୟ ଲାଭ କରିଛନ୍ତି । ଆଶ୍ୱିନ ଶୁକ୍ଳ ଏକାଦଶୀ ତିଥି ଅର୍ଥାତ ଆଜିଠାରୁ ମହାପ୍ରଭୁଙ୍କ ନିକଟରେ ବାଳଭୋଗ ନୀତି ଆରମ୍ଭ…

ଆଜି ଭସାଣି, ମେଲାଣି ନେବେ ମା’

ଆଜି ଭସାଣି। ମେଲାଣି ନେବେ ମା’। କଟକ ଦୁର୍ଗାପୂଜା ଭସାଣି ଉପରେ ନଜର ରଖିବ ଡ୍ରୋନ। ଚଳିତ ବର୍ଷ ପ୍ରଥମଥର ପାଇଁ ଏପରି ବ୍ୟବସ୍ଥା କରିଛି କମିଶନରେଟ ପୋଲିସ। ଭସାଣି ରୁଟରେ ନଜର ରଖିବ ମୋଟ ୫ ଶହରୁ ଅଧିକ ସିସିଟିଭି କ୍ୟାମେରା। ଏକାଧିକ କଣ୍ଟ୍ରୋଲ ରୁମ୍ ଜରିଆରେ ସିସି ଟିଭି ଗୁଡିକରୁ ମିଳୁଥିବା…

ରାଜଧାନୀ ଭୁବନେଶ୍ବରରେ ୭ଟି ସ୍ଥାନରେ ହେବ ରାବଣ ପୋଡି

ଆଜି ପବିତ୍ର ବିଜୟା ଦଶମୀ ଅବସରରେ ସନ୍ଧ୍ୟାରେ ଅନୁଷ୍ଠିତ ହେବ ରାବଣ ପୋଡ଼ି । ମଣ୍ତପରେ କରାଯାଉଛି ମହିଷା ମର୍ଦ୍ଦିନୀଙ୍କ ସ୍ୱତନ୍ତ୍ର ନୀତିକାନ୍ତି । ସ୍ୱତନ୍ତ୍ର ତନ୍ତ୍ର, ମନ୍ତ୍ର, ଚଣ୍ତିପାଠରେ ଫାଟି ପଡୁଛି ପୁରପଲ୍ଲୀ । ପୂଜା ମଣ୍ତପରୁ ଆରମ୍ଭ କରି ଘରେ ଘରେ ରୀତିନୀତି ଅନୁସାରେ ଚାଲିଛି ମା…