Trending
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
- ଚଳିତମାସ ୧୭ରୁ ଦେଶରେ ପ୍ରଥମ ଥର ବନ୍ଦେ ଭାରତ ସ୍ଲିପର ଟ୍ରେନ୍ର ଚଳାଚଳ ଆରମ୍ଭ
- ଷ୍ଟେସନରେ ଲାଗିଲା ନିଆଁ , ଷ୍ଟେସନ ମାଷ୍ଟର, ଡିଟିସି ଚାମ୍ବରରୁ ନେଇ ଟିକେଟ କାଉଣ୍ଟର ଓ ରେଲୱେ ଲାଇନ କ୍ଷତିଗ୍ରସ୍ତ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଜର୍ମାନ ଚାନସେଲର ଫ୍ରେଡ୍ରିଚ୍ ମର୍ଜ ଙ୍କ ଦ୍ୱିପାକ୍ଷିକ ଆଲୋଚନା
Browsing Category
Culture
ଗଣେଶ ଉତ୍ସବ
ଆଜି ପବିତ୍ର ଗଣେଶ ଚତୁର୍ଥୀ। ଗଣେଶ ଉତ୍ସବ, ଭଗବାନ ଗଣେଶଙ୍କ ଜନ୍ମଦିବସକୁ ସମର୍ପିତ। ଭଗବାନ ଗଣେଶଙ୍କ ପୂଜାର୍ଚ୍ଚନା ପାଇଁ ଚାରିଆଡ଼େ ଉତ୍ସାହ ଦେଖାଯାଇଛି। ସ୍କୁଲ, କଲେଜ, କାର୍ଯ୍ୟାଳୟ, ବଜାରରେ ଗଣେଶ ପୂଜାର ଆୟୋଜନ ହେଉଛି। ଅନେକ ସ୍ଥାନରେ ଗଣେଶ ପୂଜାକୁ ‘ଗଣେଶତ୍ସୋବ’ ଭାବେ ପାଳନ…
ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟି ପୁନର୍ଗଠିତ
୧୧ ମାସ ପରେ ପୁନର୍ଗଠିତ ହୋଇଛି ଶ୍ରୀମନ୍ଦିର ପରିଚାଳନା କମିଟି। ରାଜ୍ୟ ସରକାର ଆଜି ୧୦ ଜଣ ସଦସ୍ୟଙ୍କୁ ମନୋନୀତ କରିବା ପରେ ଏ ସଂକ୍ରାନ୍ତ ବିଜ୍ଞପ୍ତି ପ୍ରକାଶ ପାଇଛି। ଏମାନେ ହେଲେ ସିଂହାରୀ ନିଯୋଗରୁ ମଧୁସୂଦନ ସିଂହାରୀ, ପୂଜାପଣ୍ଡା ନିଯୋଗରୁ ଜଗନ୍ନାଥ ପୂଜାପଣ୍ଡା, ଦଇତାପତି ନିଯୋଗରୁ…
ଆସୁଛି ପାର୍ବଣ , ସୁଉଚ୍ଚ ତୋରଣ ଉପରେ ହାଇକୋର୍ଟଙ୍କ କଟକଣା
କଟକ ଦୁର୍ଗାପୂଜା ପ୍ରସଙ୍ଗ ଉପରେ ହାଇକୋର୍ଟ ଗୁରୁବାର ଏକ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ସୁଉଚ୍ଚ ତୋରଣ ଉପରେ ହାଇକୋର୍ଟଙ୍କ କଟକଣା ଲଗାଇଛନ୍ତି। ଏପରିକି ଇଲେକ୍ର୍ଟିକ ଗେଟ୍ ନିର୍ମାଣ ଉପରେ ମଧ୍ୟ କଟକଣା ଜାରି କରିଛନ୍ତି। ଲୋକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଗେଟ୍ ନିର୍ମାଣ କରିବାକୁ ପୂଜା…
ଆଦି କର୍ମଯୋଗୀ ଅଭିଯାନ : ଉତ୍ତରଦାୟୀ ଶାସନ ବ୍ୟବସ୍ଥା
ଜନଜାତି ବ୍ୟାପାର ମନ୍ତ୍ରଣାଳୟ ଆଦି କର୍ମଯୋଗୀ ଅଭିଯାନ ଆରମ୍ଭ କରିଛି, ଯାହାକୁ ବିଶ୍ୱର ସବୁଠାରୁ ବଡ଼ ତୃଣମୂଳ ସ୍ତରୀୟ ଜନଜାତି ନେତୃତ୍ୱ କାର୍ଯ୍ୟକ୍ରମ ଭାବେ ଗଢ଼ାଯାଇଛି। ଏହାର ମୁଖ୍ୟ ଲକ୍ଷ୍ୟ ହେଉଛି ଜନଜାତି ସମ୍ପ୍ରଦାୟକୁ ସଶକ୍ତ କରିବା, ଦାୟିତ୍ୱଶୀଳ ଶାସନକୁ ମଜବୁତ କରିବା ଓ ଦେଶରେ…
ଶ୍ରୀମନ୍ଦିରରେ କାଳୀୟଦଳନ ନୀତି
ଆଜି ଶ୍ରୀମନ୍ଦିରରେ କାଳୀୟଦଳନ ନୀତି ଅନୁଷ୍ଠିତ ହେବ। ପୁରାଣ ଅନୁସାରେ, ଶ୍ରୀକୃଷ୍ଣ ଯମୁନା ନଦୀରେ କାଳୀୟ ସର୍ପକୁ ଦଳନ କରି ନଦୀକୁ ବିଷମୁକ୍ତ କରିଥିଲେ। ଏହି ଲୀଳାର ପ୍ରତିଛବି ସ୍ୱରୂପ ଏହି ନୀତି ଶ୍ରୀମନ୍ଦିରରେ ପାଳନ କରାଯାଏ। ଶ୍ରୀଜିଉଙ୍କୁ ବିଶେଷ ଅଳଙ୍କାରରେ ସଜ୍ଜିତ କରାଯାଇ କାଳୀୟଦଳନ…
ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ବନଭୋଜି ବେଶ
ପୁରୀ ଶ୍ରୀମନ୍ଦିରରେ ଆଜି ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନଭୋଜି ବେଶ। ଜନ୍ମାଷ୍ଟମୀ ଠାରୁ ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମନୀତି ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଶ୍ରୀକୃଷ୍ଣ ଜନ୍ମନୀତି ଓ ନନ୍ଦଉତ୍ସବ ନୀତି ପରେ ଶ୍ରୀକୃଷ୍ଣ ଲୀଳା ଆରମ୍ଭ ହେବାକୁ ଯାଉଅଛି।
ଏ ନେଇ ଶ୍ରୀମନ୍ଦିରରେ…
ଆଜି ପବିତ୍ର ଜନ୍ମାଷ୍ଟମୀ,ମଧ୍ୟରାତ୍ରିରେ ଶ୍ରୀକୃଷ୍ଣ ଜନ୍ମନୀତି ସମ୍ପନ୍ନ ହେବ
ଆଜି ପବିତ୍ର ଜନ୍ମାଷ୍ଟମୀ । ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ନତିଥି । ଚାରିଆଡ଼େ ଭକ୍ତିମୟ ପରିବଶ । ଏହି ତିଥିକୁ ସାରା ଦେଶରେ ଭକ୍ତିର ଓ ଉତ୍ସାହ ଉଦ୍ଦୀପନାର ସହ ପାଳନ କରାଯାଉଛି । ବିଭିନ୍ନ କୃଷ୍ଣ ମନ୍ଦିରରେ ଆୟୋଜନ କରାଯାଇଛି ଭବ୍ୟ ଉତ୍ସବ। ମଥୁରାର ଶ୍ରୀକୃଷ୍ଣ ଜନ୍ମଭୂମି ମନ୍ଦିରକୁ ଆକର୍ଷଣୀୟ…
ଶ୍ରୀମନ୍ଦିର ପଥର କାନ୍ଥରେ ଦିଆଯାଇଛି ଧମକପୂର୍ଣ୍ଣ ବାର୍ତ୍ତା
ପରିକ୍ରମା ପ୍ରକଳ୍ପ ଅନ୍ତର୍ଗତ ବଢ଼ୀ ମାଆ ମନ୍ଦିର ପଥର କାନ୍ଥରେ ଦିଆଯାଇଛି ଧମକପୂର୍ଣ୍ଣ ବାର୍ତ୍ତା । ଏଥିରେ ଲେଖାଯାଇଛି ମନ୍ଦିର ଭାଙ୍ଗିବ ଆତଙ୍କବାଦୀ। ଏହା ସହ ଫୋନ୍ ନମ୍ବର ମଧ୍ୟ ଦିଆଯାଇଛି। ଫୋନ୍ କର, ନକଲେ ମହାତାଣ୍ଡବ ବୋଲି ଲେଖାଯାଇଛି । ଏହା ଭିତରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ନାଁ ମଧ୍ୟ…
ଆଜି ଶ୍ରୀମନ୍ଦିରରେ ରାହୁରେଖା ଲାଗି ନୀତି, ୪ ଘଣ୍ଟା ପାଇଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ
ଆଜି ଶ୍ରୀମନ୍ଦିରରେ ରାହୁରେଖା ଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ପ୍ରଥମ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଅପରାହ୍ନ ସାଢ଼େ ୨ଟାରୁ ସନ୍ଧ୍ୟା ସାଢ଼େ ୬ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା…
ରାଖି ପିନ୍ଧିଲେ ଚତୁଦ୍ଧାମୂର୍ତ୍ତି
ଆଜି ପବିତ୍ର ରାଖିପୂର୍ଣ୍ଣିମା । ଏହା ସହ ଗହ୍ମାପୂର୍ଣ୍ଣମୀ ଓ ପ୍ରଭୁ ବଳଭଦ୍ରଙ୍କ ଜନ୍ମୋତ୍ସବ । ଏଥିପାଇଁ ପ୍ରତି ଘରେ ଭଉଣୀମାନେ ଭାଇ ହାତରେ ରାଖି ବାନ୍ଧି ସୁଖ ମନାସିଛନ୍ତି । ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହୋଇଛି । ରାଖି ପିନ୍ଧିଛନ୍ତି ଚତୁଦ୍ଧାମୂର୍ତ୍ତି। ଗହ୍ମା…