Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Browsing Category
Culture
ଗୁରୁବାର ପାଇଁ ସରିଲା ରଥଟଣା,ନନ୍ଦିଘୋଷ ରଥ ଚକେ ଗଡ଼ିଲା
ଗୁରୁବାର ପାଇଁ ସରିଲା ରଥଟଣା। ସୂର୍ଯ୍ୟାସ୍ତ ହୋଇଯିବାରୁ ରଥଟଣା ବନ୍ଦ ରଖାଯାଇଛି। ବର୍ତ୍ତମାନ ମାର୍କେଟ ଛକରେ ବଡ଼ ଠାକୁର ବଳଭଦ୍ରଙ୍କ ତାଳଧ୍ବଜ ରଥ ଅଟକିଥିବା ବେଳେ, ମରିଚିକୋଟରେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଅଟକି ରହିଛି। ସେହିଭଳି ଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଚକେ ଗଡ଼ି ଅଟକିଛି।…
ବିନା ଟାହିଆରେ ବଡ଼ଦାଣ୍ଡକୁ ଓହ୍ଲାଇଲେ କାଳିଆ ସାଆନ୍ତ,ଚାରିଆଡ଼େ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସେହି ବିଶ୍ୱମୋହିନୀ ‘ପହଣ୍ଡି ବିଜେ’ ସମ୍ପୂର୍ଣ୍ଣ ରୂପେ ବିନା ‘ଟାହିଆ’ (ପାରମ୍ପରିକ ଫୁଲ ମୁକୁଟ) ରେ ଅନୁଷ୍ଠିତ ହୋଇଛି । କାଳିଆ ସାଆନ୍ତ ଆଜି ବିନା ଟାହିଆରେ ବଡ଼ଦାଣ୍ଡକୁ ଓହ୍ଲାଇବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି ।
ସାଧାରଣତଃ ପହଣ୍ଡି ସମୟରେ ପ୍ରବଳ ଭିଡ଼…
ଦନ୍ଦିଘୋଷ ରଥରେ ବିରାଜମାନ କାଳିଆ ସାଆନ୍ତ, କଳା ଶ୍ରୀମୁଖକୁ ଚାହିଁ ଭାବ ବିହ୍ବଳ ହେଉଛନ୍ତି ଭକ୍ତ
ପ୍ରଥମେ ଚକ୍ରରାଜ ସୁଦର୍ଶନଙ୍କୁ ମା ସୁଭଦ୍ରାଙ୍କ ‘ଦେବଦଳନ’ ରଥରେ ସ୍ଥାପନା କରିବା ପରେ ବଡ଼ଠାକୁର ଶ୍ରୀ ବଳଦେବଙ୍କୁ ପହଣ୍ଡିରେ ଶ୍ରୀମନ୍ଦିରରୁ ରଥାରୁଢ଼ ପାଇଁ ଅଣାଯିବା ପରେ ଭଉଣୀ ସୁଭଦ୍ରାଙ୍କୁ ପହଣ୍ଡିରେ ରୁଢାରୁଣ କରାଯାଇଛି । ଭାଇ ଭଉଣୀଙ୍କ ପହଣ୍ଡି ବିଜେ ପରେ ଶେଷରେ କାଳିଆ ସାଆନ୍ତଙ୍କ…
ସୁଦର୍ଶନଙ୍କ ପହଣ୍ଡି ପଛକୁ ପଛ ଆରମ୍ଭ ହୋଇଛି ପ୍ରଭୁ ଶ୍ରୀବଳଭଦ୍ରଙ୍କ ଗୋଟି ପହଣ୍ଡି ,ଅପେକ୍ଷାରତ ତାଳଧ୍ବଜରେ ହେଲେ…
ଶ୍ରୀକ୍ଷେତ୍ରରେ ପହଣ୍ଡିରେ ଆସୁଛନ୍ତି ପ୍ରଭୁ ବଳଭଦ୍ର । ସୁଦର୍ଶନଙ୍କ ପହଣ୍ଡି ପଛକୁ ପଛ ଆରମ୍ଭ ହୋଇଛି ପ୍ରଭୁ ଶ୍ରୀବଳଭଦ୍ରଙ୍କ ଗୋଟି ପହଣ୍ଡି । ବଡ଼ ଠାକୁରଙ୍କୁ ବାଇଶି ପାହାଚ ଦେଇ ସେବକମାନେ ରଥକୁ ଆଣିଛନ୍ତି । ବଳଦେବଙ୍କୁ ବଡ଼ଦାଣ୍ଡରେ ଅପେକ୍ଷାରତ ତାଳଧ୍ବଜରେ ରଥାରୂଢ ହୋଇଛନ୍ତି । ଦିବ୍ୟ,…
ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଅବସରରେ ଆରମ୍ଭ ହୋଇଛି ଶ୍ରୀଜିଉଙ୍କ ପହଣ୍ଡି ବିଜେ
ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଅବସରରେ ଆରମ୍ଭ ହୋଇଛି ଶ୍ରୀଜିଉଙ୍କ ପହଣ୍ଡି ବିଜେ । ପ୍ରଭୁ ସୁଦର୍ଶନ ରଥାରୂଢ଼ ହେବା ପରେ ଏବେ ବଳଭଦ୍ରଙ୍କ ପହଣ୍ଡି ହୋଇଥିଲା । ପରେ ମା’ ସୁଭଦ୍ରାଙ୍କ ପହଣ୍ଡି ହୋଇଥିଲା । ଶୂନ୍ୟ ପହଣ୍ଡିରେ ଆସି ରଥରେ ବିଜେ କରିଛନ୍ତି ମା’ ସୁଭଦ୍ରା । ଘଣ୍ଟଘଣ୍ଟା, ହରିବୋଲରେ…
ଆସନ୍ତାକାଲି ସକାଳ ସୁଦ୍ଧା ପୁରୀର କେତେକ ଅଞ୍ଚଳରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା,ପୁରୀକୁ ରେଡ ୱାର୍ଣ୍ଣିଂ…
ଆସନ୍ତାକାଲି ସକାଳ ସୁଦ୍ଧା ପୁରୀର କେତେକ ଅଞ୍ଚଳରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଫଳରେ କିଛି ସ୍ଥାନରେ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହୋଇପାରେ। ଆଜି ଭୀଷଣରୁ ଅତିଭୀଷଣ ବର୍ଷା ପାଇଁ ପୁରୀକୁ ରେଡ ୱାର୍ଣ୍ଣିଂ ଜାରି ହୋଇଛି। କାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୭…
ଆସନ୍ତାକାଲି ପବିତ୍ର ଘୋଷଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ପ୍ରକାଶ ପାଇଛି,୪ଟାରୁ ଆରମ୍ଭ…
ରଥ ଯାତ୍ରା ପାଇଁ ଉତ୍ସବ ମୁଖର ହୋଇ ଉଠିଛି ଶ୍ରୀକ୍ଷେତ୍ର ପୁରୀ। ଭକ୍ତମୟ ହେଲାଣି ବଡ଼ଦାଣ୍ଡ। କାଳିଆ ସାଆନ୍ତର ଟିକେ ଦରଶନ ପାଇଁ ରାଜ୍ୟ ତଥା ରାଜ୍ୟ ବାହାରୁ ଭକ୍ତଙ୍କ ସୂଅ ଛୁଟିଲାଣି। ଆସନ୍ତାକାଲି ପବିତ୍ର ଘୋଷଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ପ୍ରକାଶ ପାଇଛି।…
ରାତି ପାହିଲେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା , ଆଜି ଶ୍ରୀମନ୍ଦିରରେ ପ୍ରତିପଦା ତିଥିରେ ହେବ ଉଭାଯାତ୍ରା
ରାତି ପାହିଲେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା । ଆଜି ଶ୍ରୀମନ୍ଦିରରେ ପ୍ରତିପଦା ତିଥିରେ ହେବ ଉଭାଯାତ୍ରା । ଗୁରୁବାର ଶ୍ରୀଗୁଣ୍ଡିଚା ଯାତ୍ରା ଅନୁଷ୍ଠିତ ହେବାକୁ ଥିବାରୁ ଆଜି ରଥଖଳାକୁ ଆଜ୍ଞାମାଳ ବିଜେ କରିବ। ରଥଯାତ୍ରା ପ୍ରସ୍ତୁତି ଏବଂ ନୀତି ବହୁଳତା ଯୋଗୁଁ ସର୍ବସାଧାରଣ ଦର୍ଶନ…
ଦୀର୍ଘ ୧୫ ଦିନର ପ୍ରତୀକ୍ଷା ପରେ ମହାପ୍ରଭୁଙ୍କ ଶ୍ରୀମୁଖ ଦର୍ଶନ କରିବେ ଶ୍ରଦ୍ଧାଳୁ,ଆଜି ମହାପ୍ରଭୁଙ୍କ ନବଯୌବନ ଦର୍ଶନ
ଦିନକ ପରେ ବିଶ୍ବପ୍ରସିଦ୍ଧ ଘୋଷଯାତ୍ରା । ଚଳଚଞ୍ଚଳ ଶ୍ରୀକ୍ଷେତ୍ର। ଆଜି ମହାପ୍ରଭୁଙ୍କ ନବଯୌବନ ଦର୍ଶନ । ଦୀର୍ଘ ୧୫ ଦିନର ପ୍ରତୀକ୍ଷା ପରେ ମହାପ୍ରଭୁଙ୍କ ଶ୍ରୀମୁଖ ଦର୍ଶନ କରିବେ ଶ୍ରଦ୍ଧାଳୁ। ଦତ୍ତମହାପାତ୍ର ସେବକ ମାନେ ମହାପ୍ରଭୁଙ୍କ ବନକଲାଗି ନୀତି ସମ୍ପର୍ଣ୍ଣ କରିବା ପରେ ଆଜି ନବଯୌବନ…
ଶେଷ ପର୍ଯ୍ୟାୟରେ ତିନି ରଥର ନିର୍ମାଣ,ଆସନ୍ତା କାଲି ନବଯୌବନ ଦର୍ଶନ
ରଥଯାତ୍ରା ଆଉ ମାତ୍ର ୩ ଦିନ । ତ୍ରିସ୍ତରୀୟ ସୁରକ୍ଷା ବଳୟରେ ପୁରୀ । ରଥଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ଶେଷ ପର୍ଯ୍ୟାୟରେ ତିନି ରଥର ନିର୍ମାଣ । ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି । ମହାପ୍ରଭୁ ଶ୍ରୀଜଗନ୍ନାଥ, ବଡ଼ଭାଇ ବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କ ପବିତ୍ର ରଥଯାତ୍ରା ପାଇଁ ଆଉ ମାତ୍ର…