Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Browsing Category
Culture
ସୁସ୍ଥ ହୋଇଛନ୍ତ ମହାପ୍ରଭୁ,ଆଦ୍ୟ ସେବକ ଗଜପତି ମହାରାଜାଙ୍କୁ ମହାପ୍ରଭୁଙ୍କ ସୁସ୍ଥତାର ସନ୍ଦେଶ ଦେଇଛନ୍ତି ସେବାୟତ
ସୁସ୍ଥ ହୋଇଛନ୍ତ ମହାପ୍ରଭୁ । ଅଣସରର ତ୍ରୟୋଦଶୀ ତିଥିରେ ସ୍ୱତନ୍ତ୍ର ରାଜପ୍ରସାଦ ବିଜେ ନୀତି ସହ ଆଦ୍ୟ ସେବକ ଗଜପତି ମହାରାଜାଙ୍କୁ ମହାପ୍ରଭୁଙ୍କ ସୁସ୍ଥତାର ସନ୍ଦେଶ ଦେଇଛନ୍ତି ସେବାୟତ । ଶ୍ରୀଅଙ୍ଗରେ ଲାଗି ପ୍ରସାଦକୁ ଗଜପତିଙ୍କୁ ଅର୍ପଣ କରାଯାଇଛି । ଏଥିସହ ଆସନ୍ତା ରଥଯାତ୍ରାକୁ ଶୃଙ୍ଖଳିତ…
ବିଶ୍ୱବ୍ୟାପୀ ରଥଯାତ୍ରାକୁ ନେଇ ସ୍ପଷ୍ଟୀକରଣ ରଖିଲା ଇସ୍କନ,ଇସ୍କନ ଦ୍ୱାରା ଆୟୋଜିତ ସମସ୍ତ ରଥଯାତ୍ରା ସମ୍ପୂର୍ଣ୍ଣ ଭାବେ…
ଶାସ୍ତ୍ର ସମ୍ମତ ଏବଂ ମହାପ୍ରଭୁଙ୍କ ପ୍ରକୃତ ଭାବଧାରାରେ ସୀମିତ । ବିଶ୍ୱବ୍ୟାପୀ ରଥଯାତ୍ରାକୁ ନେଇ ସ୍ପଷ୍ଟୀକରଣ ରଖିଲା ଇସ୍କନ । ବିଶ୍ୱର ବିଭିନ୍ନ ସ୍ଥାନରେ ଆୟୋଜିତ ହେଉଥିବା ରଥଯାତ୍ରା ଉତ୍ସବକୁ ନେଇ ସୃଷ୍ଟି ହୋଇଥିବା ପ୍ରଶ୍ନ ଓ ଚର୍ଚ୍ଚା ଉପରେ ଆଜି ଆନ୍ତର୍ଜାତୀୟ କୃଷ୍ଣଭାବନାମୃତ ସଂଘ…
ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଗୁରୁତ୍ଵପୂର୍ଣ୍ଣ ବୈଠକ, ତିନି ରଥ ଦାୟିତ୍ଵ ପାଇଁ ଅଧିକାରୀ ନିଯୁକ୍ତ
ବିଶ୍ଵ ପ୍ରସିଦ୍ଧ ଘୋଷ ଯାତ୍ରାକୁ ଆଉ ମାତ୍ର ୫ ଦିନ ବାକି ରହିଲା। ଶୃଙ୍ଖଳିତ ରଥଯାତ୍ରା ଏବଂ ନୀତି କାନ୍ତି ପାଇଁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ନିଳାଦ୍ରୀ ଭକ୍ତ ନିବାସରେ…
ଆଜି ଅନବସର ଦଶମୀ ତିଥିରେ ମହାପ୍ରଭୁଙ୍କ ଚକା ଅପସର ନୀତି
ଦେବସ୍ନାନ ପୂର୍ଣ୍ଣିମା ଦିନ ୧୦୮ କୁମ୍ଭ ସୁବାସିତ ଜଳରେ ଅତ୍ୟଧିକ ସ୍ନାନ ପରେ ଜ୍ଜରରେ ପୀଡ଼ିତ ଚତୁର୍ଦ୍ଦାବିଗ୍ରହଙ୍କର ସୁସ୍ଥତା ପାଇଁ ଚାଲିଛି ଗୁପ୍ତ ଉପଚାର । ଆଜି ଅନବସର ଦଶମୀ ତିଥିରେ ହେବ ମହାପ୍ରଭୁଙ୍କ ଚକା ଅପସର ନୀତି । ସେପଟେ ଶ୍ରୀବିଗ୍ରହଙ୍କ ସମ୍ପୂର୍ଣ୍ଣ ସୁସ୍ଥତା ପାଇଁ…
ବିଶ୍ଵପ୍ରସିଦ୍ଧ ରଥଯାତ୍ରା ପାଇଁ ସ୍ବତନ୍ତ୍ର ସମୀକ୍ଷା ବୈଠକ ଆରମ୍ଭ,ଅଘଟଣ ଶୂନ୍ୟ ରଥଯାତ୍ରା ୨୦୨୬ ପାଇଁ ମୁଖ୍ୟମନ୍ତ୍ରୀ…
ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବିଶ୍ଵପ୍ରସିଦ୍ଧ ରଥଯାତ୍ରା ପାଇଁ ସ୍ବତନ୍ତ୍ର ସମୀକ୍ଷା ବୈଠକ ଆରମ୍ଭ । ସବୁ ବିଭାଗର ରଥଯାତ୍ରା ପ୍ରସ୍ତୁତିର ହେଉଛି ସମୀକ୍ଷା । ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଓ ପ୍ରଭାତୀ ପରିଡ଼ା, ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ,ସ୍ୱାସ୍ଥ୍ୟ…
ଫୁଲୁରୀ ତେଲ ଲାଗି ପରେ ଧୀରେ ଧୀରେ ସୁସ୍ଥ ହେଉଛନ୍ତି ମହାପ୍ରଭୁ
ଫୁଲୁରୀ ତେଲ ଲାଗି ପରେ ଧୀରେ ଧୀରେ ସୁସ୍ଥ ହେଉଛନ୍ତି ମହାପ୍ରଭୁ । ଅଣସର ଘରେ ଜ୍ବରରେ ପୀଡ଼ିତ ଚତୁର୍ଦ୍ଧାମୂର୍ତ୍ତିଙ୍କ ଚିକିତ୍ସା ଚାଲିଛି । ଗତକାଲି ଫୁଲୁରୀ ତେଲ ଲାଗିପରେ ଆଜିଠୁ ନବମୀ ତିଥି ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଠାରେ ଓଷ ଲାଗି ହେବାର ବିଧି ରହିଛି । ୧୦୮ ଗରା ସୁବାସିତ ଜଳରେ ସ୍ନାନ…
ଚତୁର୍ଦ୍ଧାବିଗ୍ରହଙ୍କ ଶ୍ରୀଅଙ୍ଗରେ ଆଜି ଲାଗି କରାଯିବ ଫୁଲୁରି ତେଲ
ଦେବସ୍ନାନ ପୂର୍ଣ୍ଣିମାରେ ୧୦୮ ଗରା ଜଳରେ ସ୍ନାନ କରି ଅଣସର ଘରେ ଜ୍ୱରରେ ପୀଡ଼ିତ ଅଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ଶ୍ରୀମନ୍ଦିର ଅଣସର ଗୃହରେ ଦଇତାପତି ଓ ପତି ମହାପାତ୍ରଙ୍କ ଦ୍ୱାରା ଗୁପ୍ତସେବା ଚାଲିଥିବା ବେଳେ ଚତୁର୍ଦ୍ଧାବିଗ୍ରହଙ୍କ ଶ୍ରୀଅଙ୍ଗରେ ଆଜି ଲାଗି କରାଯିବ ଫୁଲୁରି ତେଲ ।…
ଆଜିଠାରୁ ଆରମ୍ ହୋଇଛି ପବିତ୍ର ଅମରନାଥ ଯାତ୍ରା,ଯାତ୍ରୀଙ୍କ ପାଇଁ ଚିଠି ଲେଖିଲେ ମୋଦୀ
ଆଜିଠାରୁ ଆରମ୍ ହୋଇଛି ପବିତ୍ର ଅମରନାଥ ଯାତ୍ରା । ବର୍ଷା ମଧ୍ୟରେ ବାଲଟାଲ ଏବଂ ପହଲଗାମ ବେସ୍ କ୍ୟାମ୍ପରୁ ଗତକାଲି ଠାରୁ ଆସିଥିବା ପ୍ରଥମ ଶ୍ରଦ୍ଧାଳୁ ବ୍ୟାଚ୍ ଯାତ୍ରା ପାଇଁ ବାହାରିଛନ୍ତି । ପ୍ରଥମ ଦଳରେ ୧୦ ହଜାରରୁ ଅଧିକ ଶ୍ରଦ୍ଧାଳୁ ଯାତ୍ରା କରିଛନ୍ତି । ବାଲଟାଲ ରାସ୍ତାରେ ଯିବାକୁ ଥିବା…
ଏକ କୋଟି ମହିଳାଙ୍କ ପାଖରେ ପହଞ୍ଚିବ ଲକ୍ଷ୍ମୀପୁରାଣର ନୂଆ ସଂସରଣ – ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
ଓଡ଼ିଶାରେ ଖୁବଶୀଘ୍ର ଲକ୍ଷ୍ମୀପୁରାଣ କରିଡର । ରାଜ୍ୟର ପର୍ଯ୍ୟଟନ ଓ ଆର୍ଥିକ ସ୍ଥିତିର ବିକାଶ ପାଇଁ ରାଜ୍ୟ ସରକାରଙ୍କ ବଡ଼ ଭିଜନ । ଏକ କୋଟି ମହିଳାଙ୍କ ପାଖରେ ପହଞ୍ଚିବ ଲକ୍ଷ୍ମୀପୁରାଣର ନୂଆ ସଂସରଣ । ସଶକ୍ତ ମହିଳାଙ୍କ ନିଚ୍ଛକ ଉଦାହରଣ ଓଡ଼ିଆ ଘରର ଲକ୍ଷ୍ମୀ ପୁରାଣ ବୋଲି କହିଛନ୍ତି…
ବାବା ଅମରନାଥ ଯାତ୍ରା ଆନୁଷ୍ଠାନିକ ଭାବେ ଆରମ୍ଭ,ଶ୍ରଦ୍ଧାଳୁଙ୍କ ପ୍ରଥମ ଦଳ ଶ୍ରୀନଗର ଅଭିମୁଖେ ଯାତ୍ରା କରିଛି
ଜମ୍ମୁ-କଶ୍ମୀରରେ ପ୍ରତିଷ୍ଠିତ ବାବା ଅମରନାଥ ଯାତ୍ରା ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଯାଇଛି । ଗୁରୁବାର ସକାଳେ ଜମ୍ମୁରୁ ଶ୍ରଦ୍ଧାଳୁଙ୍କ ପ୍ରଥମ ଦଳ ଶ୍ରୀନଗର ଅଭିମୁଖେ ଯାତ୍ରା କରିଛି । କଡ଼ା ସୁରକ୍ଷା ମଧ୍ୟରେ ଶ୍ରଦ୍ଧାଳୁଙ୍କ ଦଳ ସନ୍ଧ୍ୟାରେ ଶ୍ରୀନଗରରେ ପହଞ୍ଚିବ । ଗୁରୁବାର ସକାଳ ପ୍ରାୟ…