Trending
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
- ଅସହ୍ୟ ଗରମ କାରଣରୁ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା,ଏପ୍ରିଲ ୨୧ ପର୍ଯ୍ୟନ୍ତ ଛୁଟି ଘୋଷଣା କଲେ ଜିଲ୍ଲାପାଳ
- ସଂସଦରେ ବିଳମ୍ବିତ ରାତିରେ ମହିଳା ସଂରକ୍ଷଣ ବିଲ 2023 ଲାଗୁ
- ଆଜି ଓଡ଼ିଆ ପାଳୁଛି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକୀ
- ରତ୍ନଭଣ୍ଡାର ରତ୍ନ ଅଳଙ୍କାର ଗଣତି ମଣତି ଦ୍ବିତୀୟ ଦିବସ ଥିଲା,ଆଜି ପ୍ରାୟ ୮୦ ରୁ ଉର୍ଦ୍ଧ୍ବ ଅଳଙ୍କାରର ଗଣତି ମଣତି କାର୍ଯ୍ୟ ଶେଷ
Browsing Category
Culture
ଆଜି ଆଲୋକର ପର୍ବ ଦୀପାବଳି, ଟୁଇନ ସିଟିରେ ୨ ଘଣ୍ଟା ପାଇଁ ବାଣ ଫୁଟାଇବାକୁ ଅନୁମତି
ଆଜି ଆଲୋକର ପର୍ବ ଦୀପାବଳି । ଘରେ ଘରେ ଖୁସିର ମାହୋଲ। ପୁଣି ଆଜି ଦୀପାବଳି ପାଳନ ହେବା ସହ ପୟାଶ୍ରାଦ୍ଧ ପାଳନ ହେଉଛି । ବଡ଼ବଡୁଆ ଡାକରେ ଏବେ କମ୍ପୁଛି ପୁରୀ ବଡ଼ଦାଣ୍ଡ । ଏଥିପାଇଁ ପୁରୀରେ ଜମିଛି ଶ୍ରଦ୍ଧାଳୁଙ୍କ ଭିଡ଼ । ଶ୍ରୀକ୍ଷେତ୍ରରେ କାଉଁରିଆ କାଠି ଜାଳି ବଡ଼ବଡୁଆ ଡାକୁଛନ୍ତି…
ଆଜି ପବିତ୍ର ଧନତେରାସ
ଆଜି ପବିତ୍ର ଧନତେରାସ । କାର୍ତ୍ତିକ ମାସ କୃଷ୍ଣପକ୍ଷ ତ୍ରୋୟୋଦଶୀ ତିଥିରେ ଧନତେରାସ ପାଳିତ ହେଉଛି । ଧନତେରାସକୁ ହିନ୍ଦୁ ପରମ୍ପରାରେ ଧନ, ସ୍ୱାସ୍ଥ୍ୟ ଓ ସମୃଦ୍ଧିର ପ୍ରତୀକ ବୋଲି ବିଚାର କରାଯାଏ । ଧାର୍ମିକ ମାନ୍ୟତା ଅନୁସାରେ ନୂଆ ବାସନ, ସୁନା, ଧନିଆ, ଝାଡୁ, ଲକ୍ଷ୍ମୀ-ଗଣେଶଙ୍କ…
ଏଥର କେବଳ ୭ରୁ ୯ଟା ଭିତରେ ସୀମିତ ରହିବ ବାଣଫୁଟା
ଆସୁଛି ଦୀପାବଳି । ପାର୍ବଣ୍ୟ ଋତୁରେ ବାଣ ଫୁଟିବ ନିଶ୍ଚୟ । ତେବେ ଏହା ପୂର୍ବରୁ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ମାର୍ଗଦର୍ଶିକା ଜାରି ହୋଇଛି। ଚଳିତ ବର୍ଷ ଦୀପାବଳିରେ ବାଣ ଫୁଟେଇବା ଲାଗି ସମୟ ବି ନିର୍ଦ୍ଧାରିତ ହୋଇଛି। ଏଥର କେବଳ ରାତି ୭ରୁ ୯ଟା ଭିତରେ ସୀମିତ ରହିବ ବାଣଫୁଟା।…
ଡିସେମ୍ବର ୨୪ ତାରିଖରୁ ଜାନୁଆରି ୩ ତାରିଖ ଯାଏଁ ଅନୁଷ୍ଠିତ ହେବ ବରଗଡ଼ ପ୍ରସିଦ୍ଧ ଧନୁଯାତ୍ରା
ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଡିସେମ୍ବର ୨୪ ତାରିଖରୁ ଜାନୁଆରି ୩ ତାରିଖ ଯାଏଁ ଅନୁଷ୍ଠିତ ହେବ ବୋଲି ମହୋତ୍ସବ ସମିତି ପକ୍ଷରୁ କୁହାଯାଇଛି। ଏଥିପାଇଁ ଆଜି ପ୍ରଥମ ପ୍ରସ୍ତୁତି ବୈଠକ ଜିଲ୍ଲାପାଳଙ୍କ ସମ୍ମିଳନୀକକ୍ଷରେ ଅନୁଷ୍ଠିତ ହୋଇଥିଲା। ଧନୁଯାତ୍ରା ମହୋତ୍ସବ ସମିତିର…
ଆଜି କାର୍ତ୍ତିକ ମାସର ପ୍ରଥମ ସୋମବାର, ହବିଷ୍ୟାଳୀଙ୍କ ଗହଳି ଚହଳିରେ ପୁରି ଉଠୁଛି ଶ୍ରୀକ୍ଷେତ୍ର
ଚାଲିଛି ପୁଣ୍ୟର ମାସ କାର୍ତ୍ତିକ । ହବିଷ୍ୟାଳୀଙ୍କ ଗହଳି ଚହଳିରେ ପୁରି ଉଠୁଛି ଶ୍ରୀକ୍ଷେତ୍ର। ଏକ ମାସ ଧରି ଚାଲିବାକୁ ଥିବା ବ୍ରତଧାରୀଙ୍କ ପୂଜା ରେ ଗୁଞ୍ଜରିତ ହେଉଛି ପବିତ୍ର ପୁରୀ ।ଆଜି କାର୍ତ୍ତିକ ମାସର ପ୍ରଥମ ସୋମବାର ରହିଥିବାରୁ ଶ୍ରୀମନ୍ଦିର ସମେତ ବିଭିନ୍ନ ଶୈବ ପୀଠ ଗୁଡିକ ରେ…
କାର୍ତ୍ତିକ ମାସ ପରିବା ଦର ଆକାଶଛୁଆଁ, ସେପଟେ ଅବଢ଼ା ଦର ବୃଦ୍ଧି ଯୋଗୁଁ ଶ୍ରଦ୍ଧାଳୁ ଓ ହବିଷ୍ୟାଳି ଅଶାନ୍ତି
ଦୁଇ ଦିନ ପରେ କାର୍ତ୍ତିକ ମାସର ପ୍ରଥମ ସୋମବାର । ଏହି ଧର୍ମର ମାସରେ ମହାପ୍ରସାଦ ଟିକିଏ ପାଇବା ପାଇଁ ଦୂରଦୂରାନ୍ତରୁ ଆସୁଛନ୍ତି ଶ୍ରଦ୍ଧାଳୁ ଓ ହବିଷ୍ୟାଳି । କିନ୍ତୁ ଅବଢ଼ା ଦର ବୃଦ୍ଧି ଯୋଗୁଁ ଦେଖାଦେଇଛି ଅସନ୍ତୋଷ । ପ୍ରଶାସନ ତରଫରୁ ୭ଦିନ ମଧ୍ୟରେ ରେଟ୍ ଚାର୍ଟ ଲଗାଇବାକୁ ନିର୍ଦ୍ଦେଶ ରହିଛି…
ବାଲିଯାତ୍ରା ଗ୍ରାଉଣ୍ଡକୁ ନୋ ଡ୍ରୋନ୍ ଜୋନ୍ ଘୋଷଣା
ଚଳିତବର୍ଷ ନଭେମ୍ବର ୫ରୁ ୧୨ ତାରିଖ ପର୍ଯ୍ୟନ୍ତ କଟକର ଐତିହାସିକ ବାଲିଯାତ୍ରା ଅନୁଷ୍ଠିତ ହେବ। ଏଥର କଟକ ବାଲିଯାତ୍ରା ଗ୍ରାଉଣ୍ଡକୁ ନୋ ଡ୍ରୋନ୍ ଜୋନ୍ ଘୋଷଣା କରାଯାଇଛି। ଏ ନେଇ କଟକ ଜିଲ୍ଲାପାଳ ନିର୍ଦେଶାନାମା ଜାରି କରିଛନ୍ତି। ନଭେମ୍ବର ୧ରୁ ୧୫ ତାରିଖ ପର୍ଯ୍ୟନ୍ତ ଏହି କଟକଣା ରହିବ। ଏହି…
ଶ୍ରୀମନ୍ଦିରରେ ଆରମ୍ଭ ହେଉଛି କାର୍ତ୍ତିକ ନୀତି, କାର୍ତ୍ତିକ ବ୍ରତଧାରୀଙ୍କର ଶ୍ରୀମନ୍ଦିରରେ ଭିଡ଼
ଆସନ୍ତାକାଲିଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହେଉଛି କାର୍ତ୍ତିକ ନୀତି। ହବିଷ୍ୟାଳି ତଥା କାର୍ତ୍ତିକ ବ୍ରତଧାରୀଙ୍କର ଶ୍ରୀମନ୍ଦିରରେ ଭିଡ଼ ଜମିବ। ତା’ ଛଡ଼ା ଶ୍ରୀମନ୍ଦିରରେ ନୀତି ମଧ୍ୟ ଅଧିକ ରହିବ। ହେଲେ ନାଟମଣ୍ଡପକୁ ଖାଲି କରିପାରିଲାନି ଶ୍ରୀମନ୍ଦିର ପ୍ରଶାସନ। ନାମଣ୍ଡପ ସାରା ଆଲମାରି, ଗରା,…
ଶ୍ରୀକ୍ଷେତ୍ରକୁ ଛୁଟିଲେଣି ହବିଷ୍ୟାଳି
ସରକାରୀ ସ୍ତରରେ ୨୫୦୦ ହବିଷ୍ୟାଳିଙ୍କ ରହଣି ପାଇଁ ପୁରୀରେ ବ୍ୟବସ୍ଥା କରାଯାଇଛି । ନରେନ୍ଦ୍ର କୋଣସ୍ଥିତ ବୃନ୍ଦାବତୀ ନିବାସ, ମୋଚିସାହି କଲ୍ୟାଣ ମଣ୍ଡପ, ବଗଲା ଧର୍ମଶାଳା ଓ ରେଳ ପର୍ଯ୍ୟଟନ କମ୍ପ୍ଲେକ୍ସରେ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ମାତ୍ର ପୁରୀରେ ୧୦ ହଜାରରୁ ଊର୍ଦ୍ଧ୍ବ…
ଆଜି ବିରାଜିବେ ମା’ ଗଜଲକ୍ଷ୍ମୀ
ଧରାକୁ ଓହ୍ଲାଇବେ ମା’ ଗଜଲକ୍ଷ୍ମୀ। ସ୍ବତନ୍ତ୍ର ପୂଜା ମଣ୍ଡପରେ ମା’ ବିରାଜମାନ କରିବେ। ପୂଜା ମଣ୍ଡପରେ ମା’ ଗଜଲକ୍ଷ୍ମୀଙ୍କୁ ଆବାହନ କରାଯିବ। ସନ୍ଧ୍ୟାରେ ମା’ଙ୍କ ପୂଜାର୍ଚ୍ଚନା ଆରମ୍ଭ ହେବ। କିଛି ପୂଜା ମଣ୍ଡପରେ ପାଞ୍ଜି ମୁତାବକ ବିଳମ୍ବିତ ରାତିରେ ପୂଜା କରାଯିବା ନେଇ ସୂଚନା ମିଳିଛି।…