Browsing Category

Culture

ଦୁର୍ଗାପୂଜା ପ୍ରସ୍ତୁତି , ଭସାଣିରେ ବାଜିବନି ଡିଜେ- ଚିନ୍ତାରେ ଡିଜେ ବ୍ୟବସାୟୀ

ଆଗକୁ ଦୁର୍ଗାପୂଜା ଆସୁଛି ।  ଏନେଇ ବିଭିନ୍ନ କମିଟି ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମିଶନରେଟ୍‌ ପୋଲିସ ଏବଂ ଦୁର୍ଗା ପୂଜା କମିଟି ପକ୍ଷରୁ ସୋମବାର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ କିଛି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ଆଉ ଡିଜେ…

ଦଳିତଙ୍କ ସେବା କରିବା ହେଉଛି ପ୍ରକୃତ ପୂଜା’’ – କେନ୍ଦ୍ର କୃଷି ମନ୍ତ୍ରୀ ଶ୍ରୀ ଶିବରାଜ ସିଂହ ଚୌହାନ

କେନ୍ଦ୍ର କୃଷି ଏବଂ କୃଷକ କଲ୍ୟାଣ ତଥା ଗ୍ରାମୀଣ ବିକାଶ ମନ୍ତ୍ରୀ ଶ୍ରୀ ଶିବରାଜ ସିଂହ ଚୌହାନ, ଆଜି କର୍ଣ୍ଣାଟକ ମୈସୁରୁସ୍ଥିତ ଶ୍ରୀ ସୁତ୍ତୁର ମଠରେ ଯୋଗ ଦେଇ ଜଗଦଗୁରୁ ଡ. ଶ୍ରୀ ଶିବରାତ୍ରୀ ରାଜେନ୍ଦ୍ର ମହାସ୍ୱାମୀଜୀଙ୍କ ୧୧୦ତମ ଜନ୍ମବାର୍ଷିକୀ ପାଳନ କରିଥିଲେ। ଏହି…

ସେପ୍ଟେମ୍ବର ୩ ତାରିଖରେ ଅନୁଷ୍ଠିତ ହେବ ନୂତନ ଶ୍ରୀମନ୍ଦିର ପରିଚାଳନା କମିଟିର ପ୍ରଥମ ବୈଠକ

ସେପ୍ଟେମ୍ବର ୩ ତାରିଖରେ ଅନୁଷ୍ଠିତ ହେବ ନୂତନ ଶ୍ରୀମନ୍ଦିର ପରିଚାଳନା କମିଟିର ପ୍ରଥମ ବୈଠକ। ଶ୍ରୀମନ୍ଦିର ପରିଚାଳନା କମିଟିର ସ୍ଥାୟୀ ସଭାପତି ଗଜପତି ମହାରାଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ଏହି ବୈଠକ। ପ୍ରଥମ ବୈଠକରେ ନୂତନ କମିଟି ସଦସ୍ୟଙ୍କୁ ସ୍ୱାଗତ କରିବା ସହ ଏକ ସବ କମିଟି ଗଠନ…

ନୂଆଁଖାଇ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଶୁଭେଚ୍ଛା

ଭୁବନେଶ୍ବର: ପବିତ୍ର ନୂଆଁଖାଇ ଅବସରରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି,ଜୟ ଜଗନ୍ନାଥ ଜୟ ମାଁ ସମ୍‌ଲେଇ। "ସମ୍‌କୁ ମୋର ନୂଆଁଖାଇ ଜୁହାର୍" । ଓଡ଼ିଶାର ମହାନ୍ କୃଷିଭିତ୍ତିକ ଗଣ ପର୍ବ ନୂଆଁଖାଇର ଶୁଭ ଅବସରରେ ସମସ୍ତ ରାଜ୍ୟବାସୀଙ୍କୁ ଅନେକ ଅନେକ…

ଗଣେଶ ଉତ୍ସବ

ଆଜି ପବିତ୍ର ଗଣେଶ ଚତୁର୍ଥୀ। ଗଣେଶ ଉତ୍ସବ,  ଭଗବାନ ଗଣେଶଙ୍କ ଜନ୍ମଦିବସକୁ ସମର୍ପିତ। ଭଗବାନ ଗଣେଶଙ୍କ ପୂଜାର୍ଚ୍ଚନା ପାଇଁ ଚାରିଆଡ଼େ ଉତ୍ସାହ ଦେଖାଯାଇଛି। ସ୍କୁଲ, କଲେଜ, କାର୍ଯ୍ୟାଳୟ, ବଜାରରେ ଗଣେଶ ପୂଜାର ଆୟୋଜନ ହେଉଛି। ଅନେକ ସ୍ଥାନରେ ଗଣେଶ ପୂଜାକୁ ‘ଗଣେଶତ୍ସୋବ’ ଭାବେ ପାଳନ…

ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟି ପୁନର୍ଗଠିତ

୧୧ ମାସ ପରେ ପୁନର୍ଗଠିତ ହୋଇଛି ଶ୍ରୀମନ୍ଦିର ପରିଚାଳନା କମିଟି। ରାଜ୍ୟ ସରକାର ଆଜି ୧୦ ଜଣ ସଦସ୍ୟଙ୍କୁ ମନୋନୀତ କରିବା ପରେ ଏ ସଂକ୍ରାନ୍ତ ବିଜ୍ଞପ୍ତି ପ୍ରକାଶ ପାଇଛି। ଏମାନେ ହେଲେ ସିଂହାରୀ ନିଯୋଗରୁ ମଧୁସୂଦନ ସିଂହାରୀ, ପୂଜାପଣ୍ଡା ନିଯୋଗରୁ ଜଗନ୍ନାଥ ପୂଜାପଣ୍ଡା, ଦଇତାପତି ନିଯୋଗରୁ…

ଆସୁଛି ପାର୍ବଣ , ସୁଉଚ୍ଚ ତୋରଣ ଉପରେ ହାଇକୋର୍ଟଙ୍କ କଟକଣା

କଟକ ଦୁର୍ଗାପୂଜା ପ୍ରସଙ୍ଗ ଉପରେ ହାଇକୋର୍ଟ ଗୁରୁବାର ଏକ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ସୁଉଚ୍ଚ ତୋରଣ ଉପରେ ହାଇକୋର୍ଟଙ୍କ କଟକଣା ଲଗାଇଛନ୍ତି। ଏପରିକି ଇଲେକ୍ର୍ଟିକ ଗେଟ୍‌ ନିର୍ମାଣ ଉପରେ ମଧ୍ୟ କଟକଣା ଜାରି କରିଛନ୍ତି। ଲୋକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଗେଟ୍‌ ନିର୍ମାଣ କରିବାକୁ ପୂଜା…

ଆଦି କର୍ମଯୋଗୀ ଅଭିଯାନ : ଉତ୍ତରଦାୟୀ ଶାସନ ବ୍ୟବସ୍ଥା

ଜନଜାତି ବ୍ୟାପାର ମନ୍ତ୍ରଣାଳୟ ଆଦି କର୍ମଯୋଗୀ ଅଭିଯାନ ଆରମ୍ଭ କରିଛି, ଯାହାକୁ ବିଶ୍ୱର ସବୁଠାରୁ ବଡ଼ ତୃଣମୂଳ ସ୍ତରୀୟ ଜନଜାତି ନେତୃତ୍ୱ କାର୍ଯ୍ୟକ୍ରମ ଭାବେ ଗଢ଼ାଯାଇଛି। ଏହାର ମୁଖ୍ୟ ଲକ୍ଷ୍ୟ ହେଉଛି ଜନଜାତି ସମ୍ପ୍ରଦାୟକୁ ସଶକ୍ତ କରିବା, ଦାୟିତ୍ୱଶୀଳ ଶାସନକୁ ମଜବୁତ କରିବା ଓ ଦେଶରେ…

ଶ୍ରୀମନ୍ଦିରରେ କାଳୀୟଦଳନ ନୀତି  

ଆଜି ଶ୍ରୀମନ୍ଦିରରେ କାଳୀୟଦଳନ ନୀତି ଅନୁଷ୍ଠିତ ହେବ। ପୁରାଣ ଅନୁସାରେ, ଶ୍ରୀକୃଷ୍ଣ ଯମୁନା ନଦୀରେ କାଳୀୟ ସର୍ପକୁ ଦଳନ କରି ନଦୀକୁ ବିଷମୁକ୍ତ କରିଥିଲେ। ଏହି ଲୀଳାର ପ୍ରତିଛବି ସ୍ୱରୂପ ଏହି ନୀତି ଶ୍ରୀମନ୍ଦିରରେ ପାଳନ କରାଯାଏ। ଶ୍ରୀଜିଉଙ୍କୁ ବିଶେଷ ଅଳଙ୍କାରରେ ସଜ୍ଜିତ କରାଯାଇ କାଳୀୟଦଳନ…

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ବନଭୋଜି ବେଶ

ପୁରୀ ଶ୍ରୀମନ୍ଦିରରେ ଆଜି ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନଭୋଜି ବେଶ। ଜନ୍ମାଷ୍ଟମୀ ଠାରୁ ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମନୀତି ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଶ୍ରୀକୃଷ୍ଣ ଜନ୍ମନୀତି ଓ  ନନ୍ଦଉତ୍ସବ ନୀତି ପରେ ଶ୍ରୀକୃଷ୍ଣ ଲୀଳା ଆରମ୍ଭ ହେବାକୁ ଯାଉଅଛି। ଏ ନେଇ ଶ୍ରୀମନ୍ଦିରରେ…