Trending
- ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟି ଆରମ୍ଭ
- ଜନଗଣନା କର୍ମଚାରୀଙ୍କୁ ଆକ୍ରମଣ,କାମାକ୍ଷାନଗର ଏନଏସି ତିନି ନମ୍ବର ୱାର୍ଡ ମହିମାନଗର ସାହିରେ ଘଟିଛି ଘଟଣା।
- ଏସ୍ସିବି ମେଡିକାଲ ବିଲ୍ଡିଙ୍ଗରୁ ଖସିଲା ସିଲିଂ,କୁମ୍ଭକର୍ଣ୍ଣ ନିଦ୍ରାରେ ଶୋଇଛି ପୂର୍ତ୍ତ ବିଭାଗ
- ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଦିନ ୧୧ଟାରୁ ୩ଟା ଯାଏଁ ଜନଗଣନା କରିବେନି ଜନଗଣନା ଅଧିକାରୀ
- ପହଲଗାମ ନରସଂହାରକୁ ପୂରିଲା ବର୍ଷେ: ଆତଙ୍କବାଦ ଆଗରେ ମୁଣ୍ଡ ନୁଆଁଇବ ନାହିଁ ଭାରତ, ‘ଅପରେସନ ସିନ୍ଦୂର’ର ସେହି ସଂକଳ୍ପକୁ ମନେ ପକାଇଲେ ପ୍ରଧାନମନ୍ତ୍ରୀ
- ଆଜି ବସୁଛି ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ: ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ୯ରୁ ଅଧିକ ପ୍ରସ୍ତାବ ଉପରେ ଲାଗିପାରେ ମୋହର
- ୨୮ ଫେବୃଆରୀରୁ ୯ ଏଲପିଜି ଓ ୧ ଅଶୋଧିତ ତୈଳ ଜାହାଜ ସୁରକ୍ଷିତ ଭାବେ ହର୍ମୁଜ୍ ପ୍ରଣାଳୀ ପାର କରିଛି
- ପହଲଗାମ ଆକ୍ରମଣର ପ୍ରଥମ ବାର୍ଷିକୀ ପୂର୍ବରୁ ଭାରତୀୟ ସେନା ସେୟାର କରିଛି ଏକ ଗୁରୁତ୍ୱପୂର୍ଣ୍ଣ ପୋଷ୍ଟ
- ମହିଳାଙ୍କୁ ଖରାପ ଚାଟିଂ ଏବଂ ଫୋନ୍ କରି ଅଶାଳୀନ ବ୍ୟବହାର କରିବା ଅଭିଯୋଗରେ ଖଣ୍ଡପଡ଼ା SDPOଙ୍କୁ ବଦଳି
- ଆସନ୍ତାକାଲି ବିଜେପିର ବିଶାଳ ମହିଳା ଜନଆକ୍ରୋଶ ସମାବେଶ,ଅପରାହ୍ଣ ୪ଟାରୁ ପ୍ରଦର୍ଶନୀ ପଡ଼ିଆରୁ ଲୋୟର ପିଏମଜି ଯାଏଁ ବିଶାଳ ରାଲି
Browsing Category
Culture
ଆଜି ପୀଠେ ମହାନବମୀ ଏବଂ ମଣ୍ଡପରେ ମହାଷ୍ଟମୀ
ଆଜି ପୀଠେ ମହାନବମୀ ଏବଂ ମଣ୍ଡପରେ ମହାଷ୍ଟମୀ । କଟକ, ଭୁବନେଶ୍ବର, ବାଲେଶ୍ବର, ରାଉରକେଲା, ସମ୍ବଲପୁର ସବୁଠି ଦୁର୍ଗାପୂଜା ପାଇଁ ଆଧ୍ୟାତ୍ମିକ ପରିବେଶ । ମାଆଙ୍କୁ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଗହଳି ଚହଳି । ପୁରୋହିତଙ୍କ ମନ୍ତ୍ର ଉଚ୍ଚାରଣ, ଘଣ୍ଟ ଘଣ୍ଟାରେ ଭାବ ଭକ୍ତିମୟ ପରିବେଶ । …
ମଣ୍ଡପରେ ପବିତ୍ର ମହାସପ୍ତମୀ ଆଜି
ଆଜି ମା’ଦୁର୍ଗାଙ୍କ ପୀଠେ ମହାଷ୍ଟମୀ ଓ ମଣ୍ଡପରେ ପବିତ୍ର ମହାସପ୍ତମୀ। ଏଥିଲାଗି ଶ୍ରଦ୍ଧାଳୁମାନେ ସକାଳ ସକାଳୁ ପୂଜାମଣ୍ଡପରେ ଭିଡ଼ ଜମେଇଲେଣି। ଆଜି ଦେବୀପୀଠ ଓ ମନ୍ଦିରରେ ମା’ଙ୍କର ମହାଷ୍ଟମୀ ପୂଜା ଅନୁଷ୍ଠିତ ହେଉଥିବା ବେଳେ ମଣ୍ଡପରେ ମାଙ୍କ ସପ୍ତମୀ ପୂଜା ଅନୁଷ୍ଠିତ ହେଉଛି। ମାଆ ଦୁର୍ଗା…
ଭାରତ ବିକାଶ ପରିଷଦ ସେଣ୍ଟ୍ରାଲ ବ୍ରାଞ୍ଚ ଭୁବନେଶ୍ବର ପକ୍ଷରୁ ଭବ୍ୟ କନ୍ୟା ପୂଜନ ଉତ୍ସବ
ଭାରତ ବିକାଶ ପରିଷଦ ଭୁବନେଶ୍ବର ସେଣ୍ଟ୍ରାଲ ବ୍ରାଞ୍ଚ ପକ୍ଷରୁ ଏକ ଭବ୍ୟ କନ୍ୟା ପୂଜନ ଉତ୍ସବ ଆୟୋଜିତ ହୋଇଯାଇଛି। ଏହି ଅବସରରେ ୩୭ ଜଣ ଛୋଟ ଝିଅଙ୍କୁ ଦେବୀ ଦୁର୍ଗାଙ୍କ ରୂପେ ଝାରପଡ଼ାସ୍ଥିତ ଭାରତୀ ବିଦ୍ୟାମନ୍ଦିର ସ୍କୁଲରେ ପୂଜା କରାଯାଇଥିଲା। ଝିଅମାନଙ୍କୁ ସୁନ୍ଦର ଭାବେ ସଜାଇ ଫୁଲ, ଆଳତି ଓ…
ଆଜି ପୀଠରେ ସପ୍ତମୀ ଥିବା ବେଳେ ମଣ୍ଡପେ ଷଷ୍ଠୀ ପୂଜା ପାଳିତ ହେଉଛି
ନବରାତ୍ରି ଅବସରରେ ଚଳଚଞ୍ଚଳ ଶକ୍ତି ପୀଠ। ଆଜି ପୀଠରେ ସପ୍ତମୀ ଥିବା ବେଳେ ମଣ୍ଡପେ ଷଷ୍ଠୀ ପୂଜା ପାଳିତ ହେଉଛି । ଜଗତସିଂହପୁର ଜିଲ୍ଲା ଝଙ୍କଡ଼ ବାସିନୀ ମା’ ଶାରଳାଙ୍କ ପୀଠରେ ଚାଲିଛି ନବରାତ୍ର ପୂଜା । ଆଜି ନବରାତ୍ର ପୂଜାର ସପ୍ତମ ଦିବସ ଏବଂ ଷୋଡ଼ଶ ଉପଚାର ପୂଜା ପନ୍ଦର ଦିନରେ ପହଞ୍ଚିଛି ।…
ନବରାତ୍ରିର ଷଷ୍ଠ ଦିନ, ମା’ କାତ୍ୟାୟନୀଙ୍କ କରାଯାଏ ଉପାସନା
ନବରାତ୍ରିର ଷଷ୍ଠ ଦିନରେ ମା’ କାତ୍ୟାୟନୀଙ୍କୁ ପୂଜା କରାଯାଏ । ତାଙ୍କର ପୂଜା ଓ ଆରାଧନା ଦ୍ୱାରା ଭକ୍ତମାନେ ଅର୍ଥ, ଧର୍ମ, କାମ ଓ ମୋକ୍ଷ ଏହି ଚାରୋଟି ଫଳ ଅତି ସହଜରେ ପ୍ରାପ୍ତ କରିଥା’ନ୍ତି । ମା’ଙ୍କ ଆରାଧନା କଲେ ରୋଗ ,ଶୋକ, ସନ୍ତାପ ଓ ଭୟ ନଷ୍ଟ ହୋଇଯାଏ । ଜନ୍ମ ଜନ୍ମାନ୍ତରର ସମସ୍ତ ପାପ…
ଆଜି ନବରାତ୍ରିର ପଞ୍ଚମ ଦିନ, ସ୍କନ୍ଦମାତା ରୂପରେ ପୂଜା ପାଉଛନ୍ତି ମା ଦୁର୍ଗା
ଆଜି ନବରାତ୍ରିର ପଞ୍ଚମ ଦିନ। ଆଜିର ଦିନରେ ମା’ ସ୍କନ୍ଦମାତାଙ୍କୁ ପୂଜା କରାଯାଇଥାଏ । ଭଗବାନ ଶିବ ଏବଂ ମାତା ପାର୍ବତୀଙ୍କ ପୁତ୍ର ଭଗବାନ କାର୍ତ୍ତିକେୟଙ୍କ ଅନ୍ୟନାମ ସ୍କନ୍ଦ । ପୌରାଣିକ ମାନ୍ୟତା ଅନୁଯାୟୀ ତାରକାସୁରର ନାଁ ରାକ୍ଷସ ଥିଲା । ଯାହାର ମୃତ୍ୟୁ କେବଳ ଭଗବାନ ଶଙ୍କରଙ୍କ ପୁତ୍ରଙ୍କ…
ବିଶ୍ଵ ପ୍ରସିଦ୍ଧ କଟକ ବାଲିଯାତ୍ରା ପାଇଁ ଆସନ୍ତାକାଲି ପ୍ଲଟ ଆବେଦନ ଆରମ୍ଭ
ବିଶ୍ଵ ପ୍ରସିଦ୍ଧ କଟକ ବାଲିଯାତ୍ରା ପାଇଁ ଆସନ୍ତାକାଲି ଅର୍ଥାତ ସେପ୍ଟେମ୍ବର ୨୬ରୁ ପ୍ଲଟ ଲାଗି ଆବେଦନ ଆରମ୍ଭ ହେବ। ଏ ନେଇ ଗୁରୁବାର ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ଅତିରିକ୍ତ ଜିଲାପାଳ।
ପ୍ରଶାସନ ପକ୍ଷରୁ ଆୟୋଜିତ ବାଲିଯାତ୍ରା ସମ୍ପର୍କିତ ସାମ୍ବାଦିକ ସମ୍ମିଳନୀରେ ଏଡିଏମ…
ମା’ ଭଗବତୀଙ୍କ ପୀଠରେ ଶାରଦୀୟ ପୂଜା
ବାଣପୁରର ମାଆ ଭଗବତୀଙ୍କ ପୀଠ ଅନ୍ୟତମ । ଇତିହାସ ଅନୁସାରେ ଶାଳିଆ ନଦୀ କୁଳ ଘଞ୍ଚ ବେତ ଜଙ୍ଗଲରେ ମାଆ ଆର୍ବିଭୂତ । ଅନେକ ଅନନ୍ୟ ପରମ୍ପରା, ରୀତିନୀତିରେ ବାଣପୁରର ଆରାଧ୍ୟା ଦେବୀ ମା’ ଭଗବତୀଙ୍କ ପୀଠରେ ଶାରଦୀୟ ଦୁର୍ଗାପୂଜା ପାଳିତ ହୋଇଥାଏ। ନବରାତ୍ରରେ ଦେବୀଙ୍କ ସହ ୭ ଭଉଣୀ ବା…
ନବରାତ୍ରିର ଦ୍ବିତୀୟ ଦିନ, ବ୍ରହ୍ମଚାରିଣୀ ବେଶରେ ପୂଜା ପାଇବେ ମା ଦୁର୍ଗା
ଆଜି ମା’ଙ୍କ ଷୋଡ଼ଶ ଉପଚାର ପୂଜାର ଦଶମ ଦିନ ଏବଂ ନବରାତ୍ରିର ଦ୍ବିତୀୟ ଦିନ । ଆଜି କଟକରେ ମା’ ଗଡ଼ଚଣ୍ଡୀ ଭକ୍ତମାନଙ୍କୁ ବଗଳାମୁଖୀ ବେଶରେ ଦର୍ଶନ ଦେଉଛନ୍ତି । ଏଥିପାଇଁ ସକାଳୁ ସକାଳୁ ମନ୍ଦିରରେ ଭକ୍ତଙ୍କ ସମାଗମ ଦେଖିବାକୁ ମିଳିଛି । ଶାନ୍ତି ଶୃଙ୍ଖଳାରେ ମା'ଙ୍କ ଦର୍ଶନ ପାଇଁ ସମସ୍ତ ପ୍ରକାର…
ନବରାତ୍ରର ପ୍ରଥମ ଦିନ
ଆଶ୍ୱିନର ଶରତ ସକାଳରେ ଧରଣୀ ହୋଇଛି ପୁଲକିତ । ଗୃହଠାରୁ ଦେବାଳୟ ପର୍ଯ୍ୟନ୍ତ ସବୁଠାରେ ଜ୍ୟୋତିର୍ମୟୀ ଜଗନ୍ମାତାଙ୍କ ଆଗମନର ପଦଧ୍ୱନି । ଓଡ଼ିଶା ସମେତ ସାରାଦେଶରେ ଆରମ୍ଭ ହୋଇଛି ନବରାତ୍ର ବା ନବଦିନାତ୍ମକ ଶକ୍ତି ପୂଜା । ନବରାତ୍ରର ନଦଦିନରେ ମା’ଙ୍କର ନଅଟି ସ୍ୱରୂପର ଆରାଧନା କରାଯାଏ । ପ୍ରଥମ…