Trending
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
- ଚଳିତମାସ ୧୭ରୁ ଦେଶରେ ପ୍ରଥମ ଥର ବନ୍ଦେ ଭାରତ ସ୍ଲିପର ଟ୍ରେନ୍ର ଚଳାଚଳ ଆରମ୍ଭ
- ଷ୍ଟେସନରେ ଲାଗିଲା ନିଆଁ , ଷ୍ଟେସନ ମାଷ୍ଟର, ଡିଟିସି ଚାମ୍ବରରୁ ନେଇ ଟିକେଟ କାଉଣ୍ଟର ଓ ରେଲୱେ ଲାଇନ କ୍ଷତିଗ୍ରସ୍ତ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଜର୍ମାନ ଚାନସେଲର ଫ୍ରେଡ୍ରିଚ୍ ମର୍ଜ ଙ୍କ ଦ୍ୱିପାକ୍ଷିକ ଆଲୋଚନା
Browsing Category
Culture
ଆଜି ରୁକ୍ମିଣୀ ହରଣ ଏକାଦଶୀ , ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୂ ଶ୍ରୀଜଗନ୍ନାଥଙ୍କ ବିବାହ ଉତ୍ସବ
ଆଜି ରୁକ୍ମିଣୀ ହରଣ ଏକାଦଶୀ । ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୂ ଶ୍ରୀଜଗନ୍ନାଥଙ୍କ ବିବାହ ଉତ୍ସବ । ଏଥିପାଇଁ ଆଜି ଚଳଚଞ୍ଚଳ ପୁରୀ । ସଜେଇ ହୋଇଛି ଶ୍ରୀମନ୍ଦିର । ସକାଳ ଧୂପ ପରେ ବିଭିନ୍ନ ନୀତାକାନ୍ତି କରାଯିବ । ଏହାପରେ ରୁକ୍ମିଣୀ ହରଣ ନୀତି ଅନୁଷ୍ଠିତ ହେବ ।
ବିମଳା ମନ୍ଦିର…
ଆଜି ପବିତ୍ର ସାବିତ୍ରୀ
ଆଜି ପବିତ୍ର ସାବିତ୍ରୀ । ଉପବାସ ରଖି ସ୍ବାମୀଙ୍କ ଦୀର୍ଘାୟୁ କାମନା କରୁଛନ୍ତି ସଧବା ନାରୀ । ମନ୍ଦିରରେ ପୂଜାର୍ଚ୍ଚନା ସହ ଉତ୍ତମ ସ୍ୱାସ୍ଥ୍ୟ କାମନା କରିଥାନ୍ତି ସଧବା ନାରୀ । ଯାହାକୁ ନେଇ ଚଳଚଞ୍ଚଳ ରହିଛି ସାରା ରାଜ୍ୟ । ବିଭିନ୍ନ ଜିଲ୍ଲାରେ ଦେବାଦେବୀଙ୍କ ପୀଠରେ ସଧବା ମହିଳାଙ୍କର ପ୍ରବଳ…
ଶୃଙ୍ଖଳିତ ସ୍ନାନଯାତ୍ରା ପାଇଁ ପ୍ରଶାସନ ପକ୍ଷରୁ ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ
ଆସନ୍ତା ଜୁନ୍ ୧୧ ତାରିଖରେ ସ୍ନାନ ଯାତ୍ରା ଅନୁଷ୍ଠିତ ହେବ । ଶୃଙ୍ଖଳିତ ସ୍ନାନଯାତ୍ରା ପାଇଁ ପ୍ରଶାସନ ପକ୍ଷରୁ ଗୁରୁତ୍ବପୂର୍ଣ୍ଣ ବୈଠକ ପୁରୀ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ସଦଭାବନା ଗୃହରେ ସ୍ୱତନ୍ତ୍ର ବୈଠକ ଅନୁଷ୍ଠିତ ହୋଇଛି । ପୁରୀ ଏସପି, ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀ ଉପସ୍ଥିତ…
ରଥ ନିର୍ମାଣର ଆଜି ଥିଲା ତ୍ରୟୋଦଶ ଦିବସ, ପଇ ବିନ୍ଧ ଅନୁକୂଳ ପୂଜା ସମ୍ପନ୍ନ
ରଥ ନିର୍ମାଣର ଆଜି ଥିଲା ତ୍ରୟୋଦଶ ଦିବସ। ତିନି ରଥର ନାହାକା ଚକ ପ୍ରସ୍ତୁତ ପାଇଁ ପଇ ବିନ୍ଧ ଅନୁକୂଳ ପୂଜା ତିନି ରଥ ମୁଖ୍ୟ ମହାରଣାଙ୍କ ଦ୍ୱାରା ସମ୍ପନ୍ନ ହୋଇଛି। ପରେ ତିନି ରଥ ସାଥୀ ମହାରଣା ସେବକମାନେ ପଇ ବିନ୍ଧ କାର୍ଯ୍ୟ ଆରମ୍ଭ କରିଥିଲେ। ତିନି ରଥର ଦୁଇଟି ଲେଖାଏଁ ନାହାକା ଚକ…
ଦୀଘା ମନ୍ଦିର ସାମ୍ନାରେ ଲାଗିଲା ପୁଣି ଜଗନ୍ନାଥ ଧାମ ହୋର୍ଡିଂ
ଦୀଘା ମନ୍ଦିର ସାମ୍ନାରେ ଲାଗିଲା ପୁଣି ଜଗନ୍ନାଥ ଧାମ ହୋର୍ଡିଂ। ମନ୍ଦିର ସାମ୍ନାରେ ବଡ଼ ବଡ଼ ଅକ୍ଷରରେ ସ୍ଥାୟୀ ଭାବେ ଜଗନ୍ନାଥ ଧାମ ହୋର୍ଡିଂ ଲଗାଯାଇଛି। ପଶ୍ଚିମ ବଙ୍ଗ ପ୍ରଶାସନ ପକ୍ଷରୁ ରାତାରାତି ସ୍ଥାୟୀ ଜଗନ୍ନାଥ ଧାମ ହୋର୍ଡିଂ ଲଗାଯାଇଛି। ପୂର୍ବରୁ ଦୀଘା ଜଗନ୍ନାଥ ମନ୍ଦିରରେ ଅସ୍ଥାୟୀ…
ଦୀଘା ‘ଜଗନ୍ନାଥ ମନ୍ଦିର’ ‘ଜଗନ୍ନାଥ ଧାମ’ ନୁହେଁ – ପୁରୀ ଗଜପତି ରାଜା ଦିବ୍ୟସିଂହ…
ପଶ୍ଚିମବଙ୍ଗର ଦୀଘାରେ ନବନିର୍ମିତ ଜଗନ୍ନାଥ ମନ୍ଦିରକୁ ନେଇ ଚାଲିଥିବା ବିବାଦ ନେଇ ପୁରୀ ଗଜପତି ରାଜା ଦିବ୍ୟସିଂହ ଦେବ ସୋମବାର ଏକ ପ୍ରେସ୍ ବିଜ୍ଞପ୍ତି ଜାରି କରି କହିଛନ୍ତି ଯେ, ଦୀଘା 'ଜଗନ୍ନାଥ ମନ୍ଦିର' 'ଜଗନ୍ନାଥ ଧାମ' ନୁହେଁ।
ପ୍ରେସ୍ ରିଲିଜ୍ରେ ପୁରୀ ରାଜା କହିଛନ୍ତି, ଆମେ…
ଜଗନ୍ନାଥ ଧାମ ଦୀଘା ଘୋଷଣା ସମ୍ପୂର୍ଣ୍ଣ ନିନ୍ଦନୀୟ – ଛତିଶା ନିଯୋଗ
ଦୀଘା ଜଗନ୍ନାଥ ମନ୍ଦିର ପ୍ରସଙ୍ଗରେ ଆଇନର ଆଶ୍ରୟ ନେବାକୁ ଛତିଶା ପକ୍ଷରୁ ନିଯୋଗ ପରାମର୍ଶ ଦିଆଯାଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଛତିଶା ନିଯୋଗ ନାୟକ ପରାମର୍ଶ ଦେଇଛନ୍ତି। ଛତିଶା ନିଯୋଗ ପକ୍ଷରୁ କୁହାଯାଇଛି ଯେ ଜଗନ୍ନାଥ ଧାମ ଦୀଘା ଘୋଷଣା ସମ୍ପୂର୍ଣ୍ଣ ନିନ୍ଦନୀୟ।
ଜଗନ୍ନାଥ ଧାମ…
ଆଜି ଭକ୍ତଙ୍କ ପାଇଁ ଖୋଲିଲା ବାବା କେଦାରନାଥଙ୍କ ମନ୍ଦିର
ଖୋଲିଲା ବାବା କେଦାରନାଥଙ୍କ ମନ୍ଦିର। କେଦାରନାଥ ବାବାଙ୍କ ମନ୍ଦିରର ମୁଖ୍ୟଫାଟକ ଆଜି ଭକ୍ତଙ୍କ ପାଇଁ ଖୋଲା ଯାଇଛି। ୧୩ କ୍ଵିଣ୍ଟାଲ ଫୁଲରେ ଝଲସୁଛି ପୁରା ମନ୍ଦିର। ଆଜି ସକାଳ ୭ଟାରେ ରୀତି ନୀତି ସହ ଭକ୍ତମାନଙ୍କ ପାଇଁ ମନ୍ଦିର ଖୋଲାଯାଇଥିଲା। ଏହି ସମୟରେ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର…
ଶ୍ରୀକ୍ଷେତ୍ରରେ ମହା ଆଡ଼ମ୍ବରରେ ରଥ ନିର୍ମାଣ ଅନୁକୂଳ ସମ୍ପାଦିତ
ଶ୍ରୀକ୍ଷେତ୍ରରେ ମହା ଆଡ଼ମ୍ବରରେ ରଥ ନିର୍ମାଣ ଅନୁକୂଳ ସମ୍ପାଦିତ ହୋଇଛି । ବୈଶାଖ ଶୁକ୍ଳ ତୃତୀୟା ଅର୍ଥାତ୍ ଅକ୍ଷୟ ତୃତୀୟାରେ ଶ୍ରୀମନ୍ଦିର ବିଧି ମୁତାବକ ରଥ କାର୍ଯ୍ୟ ପାଇଁ ଆନୁଷ୍ଠାନିକ ଭାବେ ନିର୍ମାଣ ପ୍ରକ୍ରିୟା ଆରମ୍ଭ ହୋଇଛି । ସନାତନ ତନ୍ତ୍ରବିଧି ଅନୁସାରେ ମହାକାଳୀ ମନ୍ତ୍ରରେ ପୂଜିତ…
ପହଲଗାମ୍ରେ ପର୍ଯ୍ୟଟକଙ୍କୁ ଆତଙ୍କବାଦୀଙ୍କ ଆକ୍ରମଣ ପରେ ପୁରୀରେ ସୁରକ୍ଷାକୁ ନେଇ ସତର୍କତା ଆପଣାଇଛି ପୁଲିସ
ପହଲଗାମ୍ରେ ପର୍ଯ୍ୟଟକଙ୍କୁ ଆତଙ୍କବାଦୀଙ୍କ ଆକ୍ରମଣ ପରେ ପୁରୀରେ ସୁରକ୍ଷାକୁ ନେଇ ସତର୍କତା ଆପଣାଇଛି ପୁଲିସ । ପୁରୀର ୪ଟି ମେରାଇନ୍ ଥାନାକୁ ଆଲର୍ଟ କରାଯାଇଛି । ସନ୍ଦିଗ୍ଧଙ୍କ ଗତିବିଧି ଉପରେ ନଜର ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଶ୍ରୀମନ୍ଦିର ଉପରେ ଆତଙ୍କୀଙ୍କ ଆଖି ଥିବା ନେଇ ପୂର୍ବରୁ…