Browsing Category

Culture

ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ବଡ଼ ମହାସ୍ନାନ ଅନୁଷ୍ଠିତ

ଆଜି ବିଶ୍ବପ୍ରସିଦ୍ଧ ଜଗନ୍ନାଥ ମନ୍ଦିରରେ ମହାପ୍ରଭୁ ଶ୍ରୀଜଗନ୍ନାଥ, ପ୍ରଭୁ ଶ୍ରୀବଳଭଦ୍ର ଏବଂ ମା' ସୁଭଦ୍ରାଙ୍କ ବଡ଼ ମହାସ୍ନାନ କରାଯାଇଛି। ଜଣେ ଭକ୍ତ ବାନ୍ତି କରିବାରୁ ଏହି ବଡ଼ ମହାସ୍ନାନ କରାଯାଇଛି। ସୂଚନା ମୁତାବକ ସକାଳ ପ୍ରାୟ ସାଢେ ୮ଟା ସମୟରେ ଭିତର ଦର୍ଶନ ଚାଲିଥିବାବେଳେ ଭକ୍ତ ଜଣ…

ଆଜି ବୈଶାଖ କୃଷ୍ଣ ଦଶମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ

ଆଜି ବୈଶାଖ କୃଷ୍ଣ ଦଶମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦତ୍ତ ମହାପାତ୍ର ସେବକମାନେ ଶ୍ରୀବିଗ୍ରହ ଶୃଙ୍ଗାର କରିବେ। ଦ୍ବିତୀୟ ଭୋଗମଣ୍ଡପ ପରେ ଏହି ନୀତି ଆରମ୍ଭ ହେବ। ଏଥିପାଇଁ ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ…

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି

ବୈଶାଖ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ସୋମବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଶ୍ରୀଅଙ୍ଗକୁ ସୁରକ୍ଷା ଦେବା ପାଇଁ ଏହି ନୀତି ସମ୍ପାଦନ କରାଯାଏ। ଏହା ଏକ ଗୁପ୍ତନୀତି। ତେଣୁ ଏହି ନୀତି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରଖାଯାଏ। ସୋମବାର…

ଆଜି ପବିତ୍ର ମହା ବିଷୁବ ସଂକ୍ରାନ୍ତି ତଥା ଓଡିଆ ନବବର୍ଷ

ଆଜି ପବିତ୍ର ମହା ବିଷୁବ ସଂକ୍ରାନ୍ତି ତଥା ଓଡିଆ ନବବର୍ଷ। ଓଡିଆ ପରମ୍ପରା ଅନୁଯାୟୀ ଆଜିଠାରୁ ନୂତନ ବର୍ଷ ଆରମ୍ଭ ହେବ। ଆଜି ଠାରୁ ଶ୍ରୀମନ୍ଦିର ପ୍ରଚଳନ ହେବ ନୂଆ ପାଞ୍ଜି। ଦୋଳ ପୂର୍ଣ୍ଣିମାରେ ଦୋଳ ଗୋବିନ୍ଦଙ୍କ ନିକଟରେ ସମର୍ପଣ ହୋଇଥିବା ପାଞ୍ଜିକୁ ଶ୍ରୀମନ୍ଦିରରେ ପ୍ରଚଳନ କରାଯିବ। ଏଥିସହ…

ଜ୍ୟରେ ମହା ବିଷୁବ ସଂକ୍ରାନ୍ତି ଏବଂ ହନୁମାନ ଜୟନ୍ତୀ ପାଇଁ ମୁଖ୍ୟ ଶାସନ ସଚିବ ମନୋଜ କୁମାର ଆହୁଜାଙ୍କ ଅଧ୍ୟକ୍ଷତାରେ ଏକ…

ଏପ୍ରିଲ ୧୪ ତାରିଖରେ ସାରା ରାଜ୍ୟରେ ମହା ବିଷୁବ ସଂକ୍ରାନ୍ତି ଏବଂ ହନୁମାନ ଜୟନ୍ତୀ ପାଳିତ ହେବ। ଏହି ପର୍ବକୁ କିପରି ଶାନ୍ତିଶୃଙ୍ଖଳାର ସହ ପାଳନ କରାଯିବ ସେଥିପାଇଁ ଡିଜିପିଙ୍କ କ୍ୟାମ୍ପ କାର୍ଯ୍ୟାଳୟ ଠାରେ ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ କୁମାର ଆହୁଜାଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା…

ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା, ଆଜି ମା’ଙ୍କ ନଗର ପରିକ୍ରମାରେ ବାହାରିବେ

ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରାକୁ ନେଇ ଉତ୍ସବ ମୁଖର ବ୍ରହ୍ମପୁର ସହର । ଆଜି ମା’ଙ୍କ ଯାତ୍ରାର ଦଶମ ଦିନ । ସକାଳୁ ସକାଳୁ ମା'ଙ୍କୁ ଅସ୍ଥାୟୀ ପୀଠରେ ଦର୍ଶନ କରିବା ପାଇଁ ଭକ୍ତଙ୍କ ଭିଡ଼ ଲାଗିଲାଣି । ନଡ଼ିଆ କଦଳୀ ସହ ବିଭିନ୍ନ ଫଳମୂଳ ଧରି ମା'ଙ୍କୁ ପୂଜାର୍ଚ୍ଚନା କରିବା ପାଇଁ ଭକ୍ତମାନେ…

ଆଜିର ରାଶିଫଳ

ମେଷ: ବ୍ୟବସାୟ କାମରେ ବଡ଼ ସହରକୁ ଯାଇପାରନ୍ତି। ଅଜଣା ବ୍ୟକ୍ତିଙ୍କ ଉପରେ ଆବଶ୍ୟକତା ଠାରୁ ଅଧିକ ଭରସା କରନ୍ତୁ ନାହିଁ। ନବ ଦମ୍ପତ୍ତି ଭବିଷ୍ୟତକୁ ନେଇ ଯୋଜନା କରିବେ। ‌ ବୃଷ: ଜ୍ଞାନ ଓ ବୁଦ୍ଧି ବଳ ପ୍ରୟୋଗ କରନ୍ତୁ ସଫଳତା ପାଇବେ। ଯେଉଁ ଫିଲ୍ମ କଳାକାର ସଂଘର୍ଷ କରୁଛନ୍ତି ସେମା‌ନଙ୍କ…

ପ୍ରସିଦ୍ଧ ଚନ୍ଦନେଶ୍ଵର ଚଡକ ମେଳାର ଚତୁର୍ଥ ଅର୍ଘ୍ୟ,ଉପବାସଧାରୀ ଭକ୍ତଙ୍କ ସଂଖ୍ୟା ୩ ଲକ୍ଷ ପାର

ପ୍ରସିଦ୍ଧ ଚନ୍ଦନେଶ୍ଵର ଚଡକ ମେଳାର ଚତୁର୍ଥ ଅର୍ଘ୍ୟ । ଉପବାସଧାରୀ ଭକ୍ତଙ୍କ ସଂଖ୍ୟା ୩ ଲକ୍ଷ ପାର କରିଛି ।  ଆସନ୍ତାକାଲି ବାବାଙ୍କ ସ୍ୱତନ୍ତ୍ର ପର୍ବ ନୀଳ ପର୍ବ ଥିବାରୁ ଭକ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି ।  ସୁରକ୍ଷା ଦୃଷ୍ଟିରୁ ପୋଲିସ ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା ଗ୍ରହଣ…

ପୁରୀରେ ଜମୁଛି ସାହିଯାତ,ଦେଖିବାକୁ ମିଳିଥିଲା ଶ୍ରୀରାମଙ୍କ ବନବାସ ଯାତ୍ରାର କଥାବସ୍ତୁ

ପୁରୀରେ ଜମୁଛି ସାହିଯାତ । ଶ୍ରୀରାମଙ୍କ ବନବାସ ଯାତ୍ରାର କଥାବସ୍ତୁ ସାହିଯାତରେ ଦେଖିବାକୁ ମିଳିଥିଲା । ମାର୍କଣ୍ଡେଶ୍ବର ସାହିର ଭଗବତୀକୋଟ ଆଖଡ଼ା ପକ୍ଷରୁ ସାହିଯାତ ବାହାରି ସାହି ପରିକ୍ରମା କରିଥିଲା । ସନ୍ଧ୍ୟା ଧୂପ ପରେ ଦକ୍ଷିଣିଘର ପୂଜା ହୋଇ ଆଜ୍ଞାମାଳ ବିଜେ ହୋଇଥିଲା । ପରେ ରାମ,…

ଚଳିତ ମାସ ଶେଷ ସୁଦ୍ଧା ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ବ୍ୟବସ୍ଥା ଆରମ୍ଭ

ଚଳିତ ମାସ ଶେଷ ସୁଦ୍ଧା ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ବ୍ୟବସ୍ଥା ଆରମ୍ଭ ହେବ। ମଙ୍ଗଳବାର ବ୍ରହ୍ମପୁର ଗସ୍ତରେ ଯାଇଥିବା ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏସମ୍ପର୍କରେ ସୂଚନା ଦେଇଛନ୍ତି। ଚଳିତ ସପ୍ତାହରେ ଶ୍ରୀମନ୍ଦିର ପରିଚାଳନା କମିଟି ଗଠନ ହେବ। ପରିଚାଳନା କମିଟିର ପ୍ରସ୍ତାବ ଓ…