Trending
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
- ଚଳିତମାସ ୧୭ରୁ ଦେଶରେ ପ୍ରଥମ ଥର ବନ୍ଦେ ଭାରତ ସ୍ଲିପର ଟ୍ରେନ୍ର ଚଳାଚଳ ଆରମ୍ଭ
- ଷ୍ଟେସନରେ ଲାଗିଲା ନିଆଁ , ଷ୍ଟେସନ ମାଷ୍ଟର, ଡିଟିସି ଚାମ୍ବରରୁ ନେଇ ଟିକେଟ କାଉଣ୍ଟର ଓ ରେଲୱେ ଲାଇନ କ୍ଷତିଗ୍ରସ୍ତ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଜର୍ମାନ ଚାନସେଲର ଫ୍ରେଡ୍ରିଚ୍ ମର୍ଜ ଙ୍କ ଦ୍ୱିପାକ୍ଷିକ ଆଲୋଚନା
Browsing Category
Culture
ବ୍ରହ୍ମପୁର ଠାକୁରାଣୀ ଯାତ୍ରାର ଆଜି ପଞ୍ଚମ ଦିନ,ମାଆଙ୍କ ଅସ୍ଥାୟୀ ମଣ୍ଡପ ସମ୍ମୁଖରେ ଧର୍ମଝଣ୍ଡା ସ୍ଥାପନ
ବ୍ରହ୍ମପୁର ଠାକୁରାଣୀ ଯାତ୍ରାର ଆଜି ପଞ୍ଚମ ଦିନ । ପରମ୍ପରା ଅନୁଯାୟୀ ଆଜି ମାଆଙ୍କ ଅସ୍ଥାୟୀ ମଣ୍ଡପ ସମ୍ମୁଖରେ ଧର୍ମଝଣ୍ଡା ସ୍ଥାପନ ହୋଇଛି । ଯାତ୍ରାର ତୃତୀୟ ଦିନ ସନ୍ଧ୍ୟାରୁ ମାଆ ସହର ପରିକ୍ରମା ଆରମ୍ଭ କରିଛନ୍ତି । ପରିକ୍ରମାରେ ବାହାରି ମାଆ ପ୍ରଥମେ ମହୁରୀ ଗଡ଼ ରାଜାଙ୍କ ରାଜବାଟୀରେ…
ଆଜି ହିନ୍ଦୁଙ୍କ ଆସ୍ଥା ଓ ବିଶ୍ୱାସର ଆରାଧ୍ୟ ମର୍ଯ୍ୟାଦା ପୁରୁଷ ପୁରୁଷୋତ୍ତମ ରାମଚନ୍ଦ୍ରଙ୍କ ଜନ୍ମୋତ୍ସବ
ଆଜି ପବିତ୍ର ରାମନବମୀ । ହିନ୍ଦୁଙ୍କ ଆସ୍ଥା ଓ ବିଶ୍ୱାସର ଆରାଧ୍ୟ ମର୍ଯ୍ୟାଦା ପୁରୁଷ ପୁରୁଷୋତ୍ତମ ରାମଚନ୍ଦ୍ରଙ୍କ ଜନ୍ମୋତ୍ସବ । ରାମନବମୀକୁ ଧୁମଧାମରେ ପାଳନ ପାଇଁ ସାରା ଦେଶ ଓ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ପ୍ରଭୁ ରାମଚନ୍ଦ୍ରଙ୍କ ଜନ୍ମସ୍ଥଳୀ…
ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ଆରମ୍ଭ
ଆଜି ପବିତ୍ର ଅଶୋକାଷ୍ଟମୀ। ଏହି ଅବସରରେ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ଆରମ୍ଭ ହୋଇଛି। ଅଣଲେଉଟା ରଥରେ ବାହାରିଛନ୍ତି ମହାପ୍ରଭୁ ଶ୍ରୀଲିଙ୍ଗରାଜ। ସେଇଥିପାଇଁ ଚଳଚଞ୍ଚଳ ହୋଇପଡ଼ିଛି ଏକାମ୍ରକ୍ଷେତ୍ର। ମହାପ୍ରଭୁଙ୍କ ନୀତିନିର୍ଘଣ୍ଟ ସମ୍ପନ୍ନ ପରେ ରଥଟଣା ଆରମ୍ଭ ହୋଇଛି। ଆଜି…
ଆଜି ମଧ୍ୟରାତ୍ରରେ ଆରମ୍ଭ ହେବ ମା’ ବୁଢ଼ୀ ଠାକୁରାଣୀ ଯାତ୍ରା
ଆଜି ମଧ୍ୟରାତ୍ରରେ ଆରମ୍ଭ ହେବ ମା’ ବୁଢ଼ୀ ଠାକୁରାଣୀଙ୍କ ଦ୍ବିବାର୍ଷିକ ଯାତ୍ରା । ଆଉ କିଛି ସମୟ ପରେ ପାରମ୍ପାରିକ ଧେଣ୍ଡୁରା ବାଦ୍ୟ ମାଧ୍ୟମରେ ସହରବାସୀଙ୍କୁ ଯାତ୍ରା ସମ୍ପର୍କରେ ଅବଗତ କରାଯିବ । ସେପଟେ ମା'ଙ୍କ ଅସ୍ଥାୟୀ ପୀଠକୁ ମଧ୍ୟ ସଜ୍ଜିତ କରାଯାଉଛି ।
ବିଭିନ୍ନ ପ୍ରକାରର ଫୁଲରେ…
ଆଜି ଶ୍ରୀମନ୍ଦିରରେ ୫ ଘଣ୍ଟା ଦର୍ଶନ ବନ୍ଦ ରହିବ
ଆଜି ଶ୍ରୀମନ୍ଦିରରେ ୫ ଘଣ୍ଟା ଦର୍ଶନ ବନ୍ଦ ରହିବ। ମହାପ୍ରଭୁଙ୍କ ବନକଲାଗି ନୀତି ଯୋଗୁଁ ଦର୍ଶନ ବନ୍ଦ ହେବ । ଚୈତ୍ର ଶୁକ୍ଳ ପଞ୍ଚମୀ ତିଥିରେ ଶ୍ରୀବିଗ୍ରହ ମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ସେଥିପାଇଁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଲାଗିବ । ଏହାପରେ ଆପାତତଃ ଅପରାହ୍ନ ୫ଟାରୁ ରାତି…
ବାଲେଶ୍ବର ଜିଲ୍ଲାର ପ୍ରସିଦ୍ଧ ଶୈବପୀଠ ବାବା ଚନ୍ଦନେଶ୍ବରଙ୍କ ଚଡ଼କ ପର୍ବ ଆରମ୍ଭ
ବାଲେଶ୍ବର ଜିଲ୍ଲାର ପ୍ରସିଦ୍ଧ ଶୈବପୀଠ ବାବା ଚନ୍ଦନେଶ୍ବରଙ୍କ ଚଡ଼କ ପର୍ବ ଆରମ୍ଭ ହୋଇଛି । କୌଳିକ ରିତିନୀତି ଅନୁଯାୟୀ ଧ୍ବଜ ବାଉଁଶ ବା ପଡ଼ା ବାଉଁଶ ଛେଦନ କରାଯାଇ ଏହି ପର୍ବର ଶୁଭାରମ୍ଭ ହୋଇଛି। ଏଥିପାଇଁ ବାବା ଚନ୍ଦନେଶ୍ୱରଙ୍କ ମନ୍ଦିରରୁ ଏକ ଆଜ୍ଞାମାଳ ନେଇ ବାଦ୍ୟଯନ୍ତ୍ର ବଜାଇ ବିରାଟ…
ଜାତୀୟ ଐତିହ୍ୟ ତାଲିକାରେ ସ୍ଥାନ ପାଇଲା ରଥଯାତ୍ରା ଓ ବାଲିଯାତ୍ରା
ଜାତୀୟ ଐତିହ୍ୟ ତାଲିକାରେ ସ୍ଥାନ ପାଇଲା ରଥଯାତ୍ରା ଓ ବାଲିଯାତ୍ରା । ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ଅଧୀନରେ ଥିବା ଭାରତର ସର୍ବୋଚ୍ଚ ସାଂସ୍କୃତିକ ସଂସ୍ଥା ସଂଗୀତ ନାଟକ ଏକାଡେମୀ ପକ୍ଷରୁ ଏହି ତାଲିକା ପ୍ରକାଶ ପାଇଛି । ଯେଉଁଥିରେ କଟକର ଐତିହାସିକ ବାଲିଯାତ୍ରା ୪୫ତମ ଏବଂ…
ଆଜି ଶ୍ରୀଜୀଉମାନଙ୍କର ଖସାପଡ଼ା ନୀତି ଅନୁଷ୍ଠିତ ହେବ
ଆଜି ଚୈତ୍ର ମାସ ଶୁକ୍ଳପକ୍ଷ ଦ୍ବିତୀୟା ତିଥିରେ ଶ୍ରୀଜୀଉମାନଙ୍କର ଖସାପଡ଼ା ନୀତି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ। ଏହି ପରିପ୍ରେକ୍ଷୀରେ ଶ୍ରୀମନ୍ଦିରରେ ଅପରାହ୍ଣ ୫ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ପ୍ରାୟ ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା…
ଖସାପଡ଼ା ଲାଗି ଓ ବନକଲାଗି ନୀତିକାନ୍ତି ଯୋଗୁ ରତ୍ନଭଣ୍ଡାର ମରାମତି କାମ ୪ ଦିନ ଲାଗି ସ୍ଥଗିତ ରହିବ
ଖସାପଡ଼ା ଲାଗି ଓ ବନକଲାଗି ନୀତିକାନ୍ତି ଯୋଗୁ ରତ୍ନଭଣ୍ଡାର ମରାମତି କାମ ୪ ଦିନ ଲାଗି ସ୍ଥଗିତ ରହିବ। ଆସନ୍ତାକାଲି ଠାରୁ ୩ ତାରିଖ ଯାଏ ବନ୍ଦ ରହିବ ମରାମତି କାମ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
ଉଲ୍ଲେଖଯୋଗ୍ୟ, ଗତ ଦୋଳଯାତ୍ରା ଅବସରରେ ଶ୍ରୀମନ୍ଦିରରେ ବିଶେଷ…
ବିଳମ୍ବ ହେବ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ବ୍ୟବସ୍ଥା
ପୁରୀରେ ଏବେ ସରିବ ନାହିଁ ଭକ୍ତଙ୍କ ଯନ୍ତ୍ରଣା । ବିଳମ୍ବ ହେବ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ବ୍ୟବସ୍ଥା । ଆଜି ବିଧାନସଭାରେ ଏହି ତଥ୍ୟ ରଖିଛନ୍ତି ଆଇନ୍ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ପ୍ରଶ୍ନରେ ଏହି ତଥ୍ୟ ରଖିଛନ୍ତି ଆଇନ ମନ୍ତ୍ରୀ । ଗତ…