Trending
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା
- ୨୦ ଦିନ ଧରି ଅନଶନରେ ଥିବା ଶିକ୍ଷା ଓ ପରିବେଶବିତ୍ ସୋନମ ୱାଙ୍ଗଚୁକଙ୍କୁ ଉଠାଇ ନେଲା ପୋଲିସ
- ଆଇଆଇସି ବିୟୁଟି ମହାନ୍ତି ଆତ୍ମହତ୍ୟା ମାମଲା: ମିଳିଛି ଡିଜିଟାଲ ଏଭିଡେନ୍ସ
- ଚିଲିକାରେ ଅନନ୍ୟ ‘ଜଳ ରଥଯାତ୍ରା’ , ଡଙ୍ଗାରେ ମାଉସୀ ମା’ ମନ୍ଦିର ଯାତ୍ରା କଲେ ମହାପ୍ରଭୁ
- ସ୍ବଦେଶୀ ନିର୍ମିତ ପ୍ରଥମ ହାଇଡ୍ରୋଜେନ ଟ୍ରେନକୁ ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
- ସାମାଜିକ କର୍ମୀ ତଥା ଜଳବାୟୁ ଶିକ୍ଷାବିତ୍ ସୋନମ ୱାଙ୍ଗଚୁକଙ୍କ ଅନଶନ ୨୦ ଦିନରେ ପହଞ୍ଚିଛି
Browsing Category
Culture
ଆଜି ଶ୍ରୀମନ୍ଦିର ପରିଚାଳନା କମିଟିର ଦ୍ୱିତୀୟ ଗୁରୁତ୍ୱପୂର୍ଣ୍ଣ ବୈଠକ
ଆଜି ଶ୍ରୀମନ୍ଦିର ପରିଚାଳନା କମିଟିର ଦ୍ୱିତୀୟ ଗୁରୁତ୍ୱପୂର୍ଣ୍ଣ ବୈଠକ । ବୈଠକରେ ରତ୍ନ ଅଳଙ୍କାର ଗଣତିମଣତି କେବେ ହେବ ତା ଉପରେ ହେବ ବିସ୍ତୃତ ଆଲୋଚନା । ଅସ୍ଥାୟୀ ରତ୍ନଭଣ୍ଡାରରୁ ସ୍ଥାୟୀ ରତ୍ନଭଣ୍ଡାରକୁ ଅଳଙ୍କାର ସ୍ଥାନାନ୍ତର କରାଯାଇଛି । ନାଟମଣ୍ଡପରେ ଶୃଙ୍ଖଳିତ ଦର୍ଶନ ଉପରେ ହେବ ଆଲୋଚନା…
ଦୀପାବଳି ନୀତିକୁ ନେଇ ଶ୍ରୀକ୍ଷେତ୍ରରେ ଭକ୍ତିମୟ ପରିବେଶ ସୃଷ୍ଟି
ଶ୍ରୀମନ୍ଦିର ରେ ମଙ୍ଗଳବାରଠାରୁ ତିନିଦିନ ବ୍ୟାପି ମହାପ୍ରଭୁଙ୍କ ଦେବଦୀପାବଳି ନୀତି ଆରମ୍ଭ ହୋଇଛି । ଏହି ତିନିଦିନ ମହାପ୍ରଭୁ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଦୀପଦାନ କରିଥିବା ଶ୍ରାଦ୍ଧ ନୀତି ଅନୁଷ୍ଠିତ ହେଉଛି । ଗତକାଲି ଚତୁର୍ଦଶୀରେ ମହାପ୍ରଭୁ ଅଦିତି ଓ କଶ୍ୟପଙ୍କ ଉଦେଶ୍ୟରେ ଦୀପଦାନ ଓ…
ବିଶ୍ୱ ଐତିହ୍ୟ ସପ୍ତାହ ଅବସରରେ ଆଜି କୋଣାର୍କ ସୂର୍ଯ୍ୟମନ୍ଦିର ପ୍ରବେଶ ଶୁଳ୍କ ଛାଡ଼
ବିଶ୍ୱ ଐତିହ୍ୟ ସପ୍ତାହ ଅବସରରେ ବୁଧବାର କୋଣାର୍କ ସୂର୍ଯ୍ୟମନ୍ଦିର ପ୍ରବେଶ ଶୁଳ୍କ ଛାଡ଼ କରାଯାଇଛି । ଏଏସଆଇ ପକ୍ଷରୁ ଏହି ସୂଚନା ଦିଆଯାଇଛି । ବିଶ୍ୱ ଐତିହ୍ୟ ସପ୍ତାହ ସମାରୋହ ପାଳନ ସହିତ ପର୍ଯ୍ୟଟକଙ୍କୁ ଗୋଟିଏ ଦିନ ପାଇଁ ପ୍ରବେଶ ଶୁଳ୍କ ଛାଡ଼ ହୋଇଥିବା କୋଣାର୍କ ସଂରକ୍ଷଣ ଅଧିକାରୀ…
ବିଶ୍ୱପ୍ରସିଦ୍ଧ ବରଗଡ ଧନୁଯାତ୍ରା: କଂସ ଭାବେ ଚୟନ ହୋଇଛନ୍ତି ସୁଶୀଲ ମେହେର
ବିଶ୍ୱପ୍ରସିଦ୍ଧ ବରଗଡ ଧନୁଯାତ୍ରା ପାଇଁ ପରବର୍ତ୍ତୀ କଂସ ଭାବେ ଚୟନ ହୋଇଛନ୍ତି ସୁଶୀଲ ମେହେର । ଚଳିତ ବର୍ଷ ନୂଆ କଂସ ହେବେ ସୁଶୀଲ ମେହେର, ଧନୁଯାତ୍ରା ପାଇଁ କଳାକାର ଚୟନ ଅନୁଷ୍ଠିତ ହୋଇଥିଲା, ଏଥିରେ ବାଜି ମାରିଛନ୍ତି ସୁଶୀଲ, ଏନେଇ ଉପଜିଲ୍ଲାପାଳ ତାଙ୍କ ନାମ ଘୋଷଣା କରିଛନ୍ତି । ୭୮ତମ…
ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ପଇତାଲାଗି ନୀତି , ୫ ଘଣ୍ଟା ପାଇଁ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ
ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଆଜି ୫ ଘଣ୍ଟା ପାଇଁ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବ। ସନ୍ଧ୍ୟା ୫ଟାରୁ ରାତି ୧୦ଟା ଯାଏଁ ଦର୍ଶନ ବନ୍ଦ କରାଯିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।ସୂଚନାଯୋଗ୍ୟ,…
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି,ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ
ଗୁରୁବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି । ଦତ୍ତମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖ ସିଂହାର କରିବେ। ଏହି ବିଶେଷ ନୀତି ପାଇଁ ଭକ୍ତମାନେ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଭକ୍ତମାନେ ମହାପ୍ରଭୁଙ୍କ ଦର୍ଶନ ପାଇବେ ନାହିଁ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ…
ଆଉ ଗୋଟିଏ ଦିନ ବଢିଲା କଟକ ବାଲିଯାତ୍ରା, ଆଜି ନୁହେଁ କାଲି ସରିବ
ଆଉ ଗୋଟିଏ ଦିନ ବଢିଲା କଟକ ବାଲିଯାତ୍ରା । ବିଶ୍ବ ପ୍ରସିଦ୍ଧ କଟକ ବାଲିଯାତ୍ରାର ଅବଧି ଆଉ ଗୋଟିଏ ଦିନ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି । ଏହାଦ୍ବାରା ବାଲିଯାତ୍ରା ଆଜି ୧୨ ତାରିଖ ପରିବର୍ତ୍ତେ ଆସନ୍ତା କାଲି ୧୩ ତାରିଖ ଦିନ ଉଦ୍ଯାପିତ ହେବ ।…
ଆଜି ପ୍ରଥମାଷ୍ଟମୀ , ଘରେ ଘରେ ଏଣ୍ଡୁରୀ ପିଠା ମହକ
ଆଜି ପ୍ରଥମାଷ୍ଟମୀ । ଘରର ବଡ଼ ମାନେ ନୂଆ ବସ୍ତ୍ର ପିନ୍ଧିବା ପରମ୍ପରା ରହିଛି । ଏହି ଅବସରରେ ଘରେ ଘରେ ପିଠାପଣା ହେବ। ଷଠୀଦେବୀଙ୍କ ନିକଟରେ ବନ୍ଦାପନା ସହ ପୂଜା ବି କରାଯିବ। ଗୁରୁତ୍ୱପୂର୍ଣ୍ଣ ହେଉଛି, ପ୍ରଥମାଷ୍ଟମୀରେ ହେଉଥିବା ଏଣ୍ଡୁରୀ ପିଠା ହଳଦୀପତ୍ରରେ କରାଯାଏ । ସେଥିପାଇଁ ହାଟ ବଜାରରେ…
ବାଲିଯାତ୍ରାର ବଢ଼ୁଛି ଭିଡ଼, ଦୋଳି ଖେଳ ପାଖରୁ ଆରମ୍ଭ କରି ଜଳପରୀ ସବୁର ମଜା ନେଉଛନ୍ତି ଲୋକେ
ବାଲିଯାତ୍ରାର ବଢ଼ୁଛି ଭିଡ଼ । ଶନିବାର ଚତୁର୍ଥ ସଂଧ୍ୟାରେ ହଠାତ୍ ଲୋକମାନଙ୍କ ଭିଡ ବଢି ଯାଇଥିବା ଦେଖିବାକୁ ମିଳିଥିଲା । ହଜାର ହଜାର ଲୋକ ବାଲିଯାତ୍ରା ବୁଲିବା ପାଇଁ ଆସିଛନ୍ତି । ବାଲିଯାତ୍ରା ବୁଲିବା ସହିତ ବିଭିନ୍ନ ଖାଇବା ଖାଉଛନ୍ତି । ଏହା ସହିତ ଦୋଳି ଖେଳ ପାଖରୁ ଆରମ୍ଭ କରି ଜଳପରୀ…
ଛାଡ଼ଖାଇ ପାଇଁ ଆଜି ସାରା ରାଜ୍ୟର ଆମିଷ ବଜାରରେ ପ୍ରବଳ ଭିଡ଼,ମଟନ ଓ ଚିକେନ୍ ଅପେକ୍ଷା ମାଛର ଚାହିଦା ବେଶି
ଛାଡ଼ଖାଇ ପାଇଁ ଆଜି ସାରା ରାଜ୍ୟର ଆମିଷ ବଜାରରେ ପ୍ରବଳ ଭିଡ଼ ପରିଲକ୍ଷିତ ହେଉଛି। ଆଜି ରାଜଧାନୀରେ ରୋହି ମାଛ ୨୦୦ରୁ ଅଢ଼େଇଶ, ଇଲିସିର ଦର କିଲୋ ପ୍ରତି ୧୮୦୦, କଙ୍କଡ଼ା ୧୨୦୦ ଟଙ୍କାରେ ବିକ୍ରି ହେଉଥିବା ଜଣାଯାଇଛି। ତେଣେ କଟକରେ ବି ଦର ସମାନ ରହିଛି। ତେବେ ମଟନ୍ ଦର ଭିନ୍ନ ଭିନ୍ନ ସ୍ଥାନରେ…