Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Browsing Category
Culture
ଆଜି ପ୍ରଥମାଷ୍ଟମୀ , ଘରେ ଘରେ ଏଣ୍ଡୁରୀ ପିଠା ମହକ
ଆଜି ପ୍ରଥମାଷ୍ଟମୀ । ଘରର ବଡ଼ ମାନେ ନୂଆ ବସ୍ତ୍ର ପିନ୍ଧିବା ପରମ୍ପରା ରହିଛି । ଏହି ଅବସରରେ ଘରେ ଘରେ ପିଠାପଣା ହେବ। ଷଠୀଦେବୀଙ୍କ ନିକଟରେ ବନ୍ଦାପନା ସହ ପୂଜା ବି କରାଯିବ। ଗୁରୁତ୍ୱପୂର୍ଣ୍ଣ ହେଉଛି, ପ୍ରଥମାଷ୍ଟମୀରେ ହେଉଥିବା ଏଣ୍ଡୁରୀ ପିଠା ହଳଦୀପତ୍ରରେ କରାଯାଏ । ସେଥିପାଇଁ ହାଟ ବଜାରରେ…
ବାଲିଯାତ୍ରାର ବଢ଼ୁଛି ଭିଡ଼, ଦୋଳି ଖେଳ ପାଖରୁ ଆରମ୍ଭ କରି ଜଳପରୀ ସବୁର ମଜା ନେଉଛନ୍ତି ଲୋକେ
ବାଲିଯାତ୍ରାର ବଢ଼ୁଛି ଭିଡ଼ । ଶନିବାର ଚତୁର୍ଥ ସଂଧ୍ୟାରେ ହଠାତ୍ ଲୋକମାନଙ୍କ ଭିଡ ବଢି ଯାଇଥିବା ଦେଖିବାକୁ ମିଳିଥିଲା । ହଜାର ହଜାର ଲୋକ ବାଲିଯାତ୍ରା ବୁଲିବା ପାଇଁ ଆସିଛନ୍ତି । ବାଲିଯାତ୍ରା ବୁଲିବା ସହିତ ବିଭିନ୍ନ ଖାଇବା ଖାଉଛନ୍ତି । ଏହା ସହିତ ଦୋଳି ଖେଳ ପାଖରୁ ଆରମ୍ଭ କରି ଜଳପରୀ…
ଛାଡ଼ଖାଇ ପାଇଁ ଆଜି ସାରା ରାଜ୍ୟର ଆମିଷ ବଜାରରେ ପ୍ରବଳ ଭିଡ଼,ମଟନ ଓ ଚିକେନ୍ ଅପେକ୍ଷା ମାଛର ଚାହିଦା ବେଶି
ଛାଡ଼ଖାଇ ପାଇଁ ଆଜି ସାରା ରାଜ୍ୟର ଆମିଷ ବଜାରରେ ପ୍ରବଳ ଭିଡ଼ ପରିଲକ୍ଷିତ ହେଉଛି। ଆଜି ରାଜଧାନୀରେ ରୋହି ମାଛ ୨୦୦ରୁ ଅଢ଼େଇଶ, ଇଲିସିର ଦର କିଲୋ ପ୍ରତି ୧୮୦୦, କଙ୍କଡ଼ା ୧୨୦୦ ଟଙ୍କାରେ ବିକ୍ରି ହେଉଥିବା ଜଣାଯାଇଛି। ତେଣେ କଟକରେ ବି ଦର ସମାନ ରହିଛି। ତେବେ ମଟନ୍ ଦର ଭିନ୍ନ ଭିନ୍ନ ସ୍ଥାନରେ…
କଟକର ଐତିହାସିକ ବାଲିଯାତ୍ରା ଉଦଘାଟିତ, ବାଲିଯାତ୍ରା ପାଇଁ ୧୦ କୋଟି ଟଙ୍କା ପ୍ରଦାନ କରିବେ ରାଜ୍ୟ ସରକାର
କଟକର ଐତିହାସିକ ବାଲିଯାତ୍ରା ଆୟୋଜନ ପାଇଁ ପୂର୍ବରୁ ରାଜ୍ୟ ସରକାର ୨ କୋଟି ଟଙ୍କା ପ୍ରଦାନ କରୁଥିଲେ। କିନ୍ତୁ ଚଳିତ ବର୍ଷଠାରୁ ବାଲିଯାତ୍ରା ପାଇଁ ୧୦ କୋଟି ଟଙ୍କା ପ୍ରଦାନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିରୁ ୫ କୋଟି ଟଙ୍କା ଦିଆସରିଥିବା ବେଳେ ଅବଶିଷ୍ଟ ଟଙ୍କା…
ଜାନୁଆରି ୧ ରେ ଆରମ୍ଭ ହେବ ଝାରସୁଗୁଡ଼ା ଜିଲ୍ଲା ମହୋତ୍ସବ ଦୁଲଦୁଲି
ଜାନୁଆରି ୧ ତାରିଖରେ ଆରମ୍ଭ ହେବ ଝାରସୁଗୁଡ଼ା ଜିଲ୍ଲା ମହୋତ୍ସବ ଦୁଲଦୁଲି ଏନେଇ ଗତ ୨୫ ତାରିଖରେ ଡିଏମ୍ଏଫ୍ ସମ୍ମିଳନୀ ଗୃହରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ଉକ୍ତ ବୈଠକର ବିବରଣୀ ବାହାରକୁ ଆସିବା ପରେ ବୈଠକରେ ହୋଇଥିବା ଅନେକ କିଛି ନିଷ୍ପତ୍ତି ଏବେ ଚର୍ଚ୍ଚାର ପରିସରକୁ ଆସିଛି।…
ଆଜି କାର୍ତ୍ତିକପୂର୍ଣ୍ଣିମାରୁ ଆରମ୍ଭ ହେବ କଟକର ଐତିହାସିକ ବାଲିଯାତ୍ରା
ଆଜି କାର୍ତ୍ତିକପୂର୍ଣ୍ଣିମାରୁ ଆରମ୍ଭ ହେବ କଟକର ଐତିହାସିକ ବାଲିଯାତ୍ରା । ଅପରାହ୍ଣରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାକୁ ଉଦ୍ଘାଟନ କରିବେ । ବାଲିଯାତ୍ରାକୁ ଏଥର ଆକର୍ଷଣୀୟ କରିବା ପାଇଁ ଶ୍ରେୟା ଘୋଷାଲ ଓ ହର୍ଷଦୀପ କୌର ସଂଗୀତ ପରିବେଷଣ କରିବାର କାର୍ଯ୍ୟକ୍ରମ ରହିଛି । ସେହିପରି…
ପବିତ୍ର କାର୍ତ୍ତିକ ପୂର୍ଣ୍ଣିମାରେ, ଚନ୍ଦ୍ରଭାଗାରେ ହଜାର ହଜାର ଶ୍ରଦ୍ଧାଳୁଙ୍କ ଭିଡ଼
ପବିତ୍ର କାର୍ତ୍ତିକ ପୂର୍ଣ୍ଣିମାରେ ରେବା ତୀର୍ଥ ଭାବେ ପରିଚିତ ପବିତ୍ର ଚନ୍ଦ୍ରଭାଗାରେ ହଜାର ହଜାର ଶ୍ରଦ୍ଧାଳୁଙ୍କ ଭିଡ଼। ଆ କା ମା ଵୈ.ପାନ ଗୁଆ ଥୋଇ,ପାନ ଗୁଆ ତୋର, ମାସକ ଧରମ ମୋର" କହି ଚନ୍ଦ୍ରଭାଗା ତୀର୍ଥପୁଷ୍କରିଣୀରେ ଡଙ୍ଗା ଭସାଇବା ସହ ବୁଡ଼ ପକାଇ ସୂର୍ଯ୍ୟ ନାରାୟଣଙ୍କୁ ଦର୍ଶନ…
ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା, ରାଜ୍ୟର ବିଭିନ୍ନ ସ୍ଥାନରେ ବୋଇତ ବନ୍ଦାଣ କାର୍ଯ୍ୟକ୍ରମ ଅନୁଷ୍ଠିତ
ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା । ଧର୍ମମାସ କାର୍ତ୍ତିକର ଶେଷ ଦିନ । ଆଜିର ଦିନରେ ବୋଇତ ବନ୍ଦାଣ ପରମ୍ପରା ରହିଛି । ଉତ୍କଳୀୟ ନୌବାଣିଜ୍ୟ ପରମ୍ପରାକୁ ମନେ ପକାଇ ରାଜ୍ୟର ବିଭିନ୍ନ ସ୍ଥାନରେ ବୋଇତ ବନ୍ଦାଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ଓଡ଼ିଶାର ନୌବାଣିଜ୍ୟ ପରମ୍ପରାକୁ ମନେ ପକାଇ…
ଆଜି କାର୍ତ୍ତିକ ମାସ ଶୁକ୍ଳପକ୍ଷ ପବିତ୍ର ଚତୁର୍ଦ୍ଦଶୀ ତିଥି,ଶ୍ରୀମନ୍ଦିରରେ ‘ଲକ୍ଷ୍ମୀ ନୃସିଂହ’ ବେଶରେ ଦର୍ଶନ…
ଆଜି କାର୍ତ୍ତିକ ମାସ ଶୁକ୍ଳପକ୍ଷ ପବିତ୍ର ଚତୁର୍ଦ୍ଦଶୀ ତିଥି। ଏହି ପରିପ୍ରେକ୍ଷୀରେ ମହାପ୍ରଭୁ ଶ୍ରୀମନ୍ଦିରରେ ‘ଲକ୍ଷ୍ମୀ ନୃସିଂହ’ ବେଶରେ ଦର୍ଶନ ଦେଉଛନ୍ତି। ତ୍ରୟୋଦଶୀ ତିଥି ସୋମବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଆଡ଼କିଆ ବା ତ୍ରିବିକ୍ରମ ବେଶ ସମ୍ପନ୍ନ ହୋଇଛି।
ହେଲେ ମହାପ୍ରଭୁଙ୍କ…
ବାବା ଧବଳେଶ୍ଵରଙ୍କ ପୀଠରେ ପାଳନ ହେଉଛି ବଡଓଷା ପର୍ବ
କଟକର ଶୈବ ପୀଠ ବାବା ଧବଳେଶ୍ଵରଙ୍କ ପୀଠରେ ପାଳନ ହେଉଛି ବଡଓଷା ପର୍ବ । ଭୋର ୪ଟାରୁ ପହଡ ଖୋଲାଯାଇ ୧୦୮ ଗରା କଳସ ଜଳରେ ସ୍ନାନ କରାଯାଇ ମଙ୍ଗଳଆଳତୀ କରାଯାଇଛି । ବାବା ଧବଳେଶ୍ଵର ଶ୍ରଦ୍ଧାଳୁ ମାନଙ୍କୁ ବଡ ସିଂହାର ବେଶରେ ଦର୍ଶନ ଦେଉଛନ୍ତି । ସୁରକ୍ଷା ପାଇଁ ଦୁଇ ଜଣ ଅତିରିକ୍ତ ଏସପିଙ୍କ ସମେତ…