Browsing Category

Culture

ମନ୍ଦିରକୁ ପ୍ଲାଷ୍ଟିକ୍‌ ମନା,ନୈବେଦ୍ୟ ବିସର୍ଜନ ପାଇଁ ପୋଖରୀରେ ରହିବ ଆବଦ୍ଧ ଅଞ୍ଚଳ,ନିର୍ଦ୍ଦେଶାବଳୀ ଜାରି କଲା…

ମନ୍ଦିରକୁ ପ୍ଲାଷ୍ଟିକ୍‌ ମନା। ପତ୍ର, କାଠ, କାଗଜ ସାମଗ୍ରୀ ବ୍ୟବହାର କରିବାକୁ ନିର୍ଦ୍ଦେଶ। ନୈବେଦ୍ୟ ବିସର୍ଜନ ପାଇଁ ପୋଖରୀରେ ରହିବ ଆବଦ୍ଧ ଅଞ୍ଚଳ। ନିର୍ଦ୍ଦେଶାବଳୀ ଜାରି କଲା ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ।ଏଣିକି ମନ୍ଦିର ପରିସରକୁ ପଲିଥିନ୍‌ କିମ୍ବା ପ୍ଲଷ୍ଟିକ୍‌ରେ ଭୋଗ ନେଇହେବ…

ଆଜି ଶ୍ରୀଲୋକନାଥଙ୍କ ପଙ୍କୋଦ୍ଧାର ଏକାଦଶୀ ନୀତି,ମହାଶିବରାତ୍ରି ଯାଏଁ ୩ ଦିନ ଧରି ଜଳିବ ଜଗତମଙ୍ଗଳ ଦୀପ

ଶ୍ରୀଲୋକନାଥଙ୍କ ପଙ୍କୋଦ୍ଧାର ଏକାଦଶୀ ନୀତି । ଶ୍ରଦ୍ଧାଳୁଙ୍କ ସମାଗମକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାରିକେଡ୍ ବ୍ୟବସ୍ଥା । ରାତ୍ର ୧୨ଟାରୁ ଦ୍ୱାର ଫିଟାଯାଇ ଭୋର ୪ଟାରୁ ପଙ୍କୋଦ୍ଧାର କରାଯାଇଛି । ଆଜିଠାରୁ ମହାଶିବରାତ୍ରି ଯାଏଁ ୩ ଦିନ ଧରି ଜଳିବ ଜଗତମଙ୍ଗଳ ଦୀପ । ସୂଚନା…

ଶ୍ରୀମନ୍ଦିରରେ ଆଜି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ

ଆଜି ୪ ଘଣ୍ଟା ଜଗା ଦର୍ଶନ ବନ୍ଦ । ଶ୍ରୀମନ୍ଦିରରେ ଆଜି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି । ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ବନକଲାଗି ନୀତି ଆରମ୍ଭ ହେବ । ଫାଲଗୁନ କୃଷ୍ଣ ଦଶମୀ ତିଥିରେ ଅନୁଷ୍ଠିତ ହେବ ବନକ ଲାଗି ନୀତି । ଏହା ଗୁପ୍ତନୀତି ହୋଇଥିବାରୁ ଏହି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ…

ଆଉ ୪ ଦିନ ପରେ ମହାପ୍ରଭୁ ଲିଙ୍ଗରାଜଙ୍କ ହେବ ଜାଗରଯାତ୍ରା ,ରାତି ୧୦ଟାରେ ମହାଦୀପ ଉଠିବା ନେଇ ନିଷ୍ପତି

ଆଉ ୪ ଦିନ ପରେ ମହାଶିବରାତ୍ରି। ମହାପ୍ରଭୁ ଲିଙ୍ଗରାଜଙ୍କ ହେବ ଜାଗରଯାତ୍ରା। ସେଥିପାଇଁ ସେବାୟତ, ପ୍ରଶାସନ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୈଠକ କରିଛନ୍ତି। ଲୋକସେବା ଭବନ ରେ ଶୃଙ୍ଖଳିତ ଶିବରାତ୍ରି ପାଇଁ ଲିଙ୍ଗରାଜ ସେବାୟତଙ୍କ ସହ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ। ଲିଙ୍ଗରାଜଙ୍କ…

ଖୋଲିଲା ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀ ମନ୍ଦିର ଦାନହୁଣ୍ଡି

ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀ ମନ୍ଦିର ଦାନହୁଣ୍ଡି ଶନିବାର ଖୋଲିଛି। ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦକୁମାର ବେହେରାଙ୍କ ତତ୍ୱାବଧାନରେ ମନ୍ଦିର ପରିଚାଳନା କମିଟି, ଜିଲା ପ୍ରଶାସନ ପୋଲିସ ଓ ସେବାୟତଙ୍କ ଉପସ୍ଥିତରେ ଖୋଲାଯାଇଛି।…

ମହାପ୍ରଭୁ ଜଗନ୍ନାଥଙ୍କ ୩୨ ବେଶ,ପ୍ରଭୁଙ୍କ ଦର୍ଶନ ପାଇଁ ଜମୁଛି ଶ୍ରଦ୍ଧାଳୁଙ୍କ ଭିଡ

ବାଲେଶ୍ବର ଜିଲ୍ଲା ବାଲିଆପାଳ ବ୍ଲକ ଅନ୍ତର୍ଗତ ଜାମୁତକୁଲା ଗ୍ରାମବାସୀଙ୍କ ଦ୍ୱାରା ଆୟୋଜିତ ହୋଇଛି ମହାପ୍ରଭୁ ଜଗନ୍ନାଥଙ୍କ ୩୨ ବେଶ । ପ୍ରଭୁଙ୍କ ଦର୍ଶନ ପାଇଁ ଜମୁଛି ଶ୍ରଦ୍ଧାଳୁଙ୍କ ଭିଡ । ଜାମୁତକୁଲା ଗାଁରେ ବିରାଜିତ ହୋଇଛନ୍ତି ଶ୍ରୀଜୀଉ । ୧୧ ଦିନର ଲୀଳାଖେଳା କରୁଛନ୍ତି ମହାପ୍ରଭୁ ।…

ଆଜି ପବିତ୍ର ମାଘ ପୂର୍ଣ୍ଣମୀ,ଶ୍ରୀବିଗ୍ରହଙ୍କ ଗଜୋଦ୍ଧାରଣ ବେଶ ଅନୁଷ୍ଠିତ

ଆଜି ପବିତ୍ର ମାଘ ପୂର୍ଣ୍ଣମୀ । ଏହି ଅବସରରେ ଶ୍ରୀବିଗ୍ରହଙ୍କ ଗଜୋଦ୍ଧାରଣ ବେଶ ଅନୁଷ୍ଠିତ ହେବ । ଶ୍ରୀମନ୍ଦିର ନୀଳାଦ୍ରି ମ୍ୟୁଜିୟମ୍‌ରେ ବେଶ ପ୍ରସ୍ତୁତି ଶେଷ ହେଉଛି । ପ୍ରମୁଖ ସୋଲ କାରିଗରଙ୍କ ସମେତ ଦର୍ଜୀ ଓ ଚିତ୍ରକର ସେବକ ଠାକୁରଙ୍କ କାର୍ଯ୍ୟରେ ଲାଗିଛନ୍ତି । ଠାକୁରଙ୍କ ଶ୍ରୀହସ୍ତ ପଦ…

ଆଜି ଠାରୁ ୭ ଫେବୃଆରୀ ଯାଏଁ ଯୋରନ୍ଦାରେ ମହିଳା ମେଳା

ମହିମା ଧର୍ମୀଙ୍କ ମୁଖ୍ୟ ଧର୍ମସ୍ଥଳୀ ଯୋରନ୍ଦା ଠାରେ ଆଜି ଠାରୁ ୭ ଫେବୃଆରୀ ଯାଏଁ ମେଳା ଅନୁଷ୍ଠିତ ହେଉଛି  । ଆଜି ଓ ଆସନ୍ତା କାଲି ୨ ଦିନ ମହିମା ସାଧୁ ସନ୍ଥଙ୍କ ପାଇଁ ଗୁରୁତ୍ଵପୂର୍ଣ୍ଣ କାରଣ ଆଜି ମାଘ ଚତୁର୍ଦ୍ଦଶୀ ରେ ମହିମା ଧର୍ମ ର ମୁଖ୍ୟ ଗୁରୁ ଅଲେଖ ଗୋସେଇଁ ଙ୍କ ଦେହତ୍ୟାଗ ହୋଇଥିଲା  ।…

ଶ୍ରୀମନ୍ଦିରରେ ଆଜି  ମହାପ୍ରଭୁଙ୍କ ସ୍ୱତନ୍ତ୍ର ‘ବନକଲାଗି’ ନୀତି ଅନୁଷ୍ଠିତ ହେବ , ଚାରି ଘଣ୍ଟା ପାଇଁ…

ଆଜି ବନ୍ଦ ରହିବ ସାଧାରଣ ଦର୍ଶନ । ମହାପ୍ରଭୁଙ୍କ ବନକଲାଗି ନୀତି ଲାଗି ବନ୍ଦ ରହିବ ସାଧାରଣ ଦର୍ଶନ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି । ମାଘ ଶୁକ୍ଳ ଦଶମୀ ତିଥିରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କର ଏହି ନୀତି। ବନକଲାଗି ନୀତି ପାଇଁ ଚାରି ଘଣ୍ଟା ପାଇଁ ବନ୍ଦ ରହିବ…

ଶ୍ରୀମନ୍ଦିରରେ ଆସନ୍ତାକାଲି ମହାପ୍ରଭୁଙ୍କ ସ୍ୱତନ୍ତ୍ର ‘ବନକଲାଗି’ ନୀତି ଅନୁଷ୍ଠିତ ହେବ

ଶ୍ରୀମନ୍ଦିରରେ ଆସନ୍ତାକାଲି (ବୁଧବାର) ମହାପ୍ରଭୁଙ୍କ ସ୍ୱତନ୍ତ୍ର ‘ବନକଲାଗି’ ବା ଶ୍ରୀମୁଖ ଶୃଙ୍ଗାର ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି କରାଯାଇଛି। ମହାପ୍ରଭୁଙ୍କ ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ କିଛି ଘଣ୍ଟା ପାଇଁ ସାଧାରଣ…