Trending
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା
- ୨୦ ଦିନ ଧରି ଅନଶନରେ ଥିବା ଶିକ୍ଷା ଓ ପରିବେଶବିତ୍ ସୋନମ ୱାଙ୍ଗଚୁକଙ୍କୁ ଉଠାଇ ନେଲା ପୋଲିସ
- ଆଇଆଇସି ବିୟୁଟି ମହାନ୍ତି ଆତ୍ମହତ୍ୟା ମାମଲା: ମିଳିଛି ଡିଜିଟାଲ ଏଭିଡେନ୍ସ
- ଚିଲିକାରେ ଅନନ୍ୟ ‘ଜଳ ରଥଯାତ୍ରା’ , ଡଙ୍ଗାରେ ମାଉସୀ ମା’ ମନ୍ଦିର ଯାତ୍ରା କଲେ ମହାପ୍ରଭୁ
- ସ୍ବଦେଶୀ ନିର୍ମିତ ପ୍ରଥମ ହାଇଡ୍ରୋଜେନ ଟ୍ରେନକୁ ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
- ସାମାଜିକ କର୍ମୀ ତଥା ଜଳବାୟୁ ଶିକ୍ଷାବିତ୍ ସୋନମ ୱାଙ୍ଗଚୁକଙ୍କ ଅନଶନ ୨୦ ଦିନରେ ପହଞ୍ଚିଛି
- ଶେଷ ହେଲା ରଥ ଟଣା, ଶ୍ରୀକ୍ଷେତ୍ର ପୁରୀର ଶରଧାବାଲିରେ ପହଞ୍ଚିଛି ତିନି ରଥ
- ଗୁରୁବାର ପାଇଁ ସରିଲା ରଥଟଣା,ନନ୍ଦିଘୋଷ ରଥ ଚକେ ଗଡ଼ିଲା
Browsing Category
Culture
ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଗୁରୁତ୍ଵପୂର୍ଣ୍ଣ ବୈଠକ, ତିନି ରଥ ଦାୟିତ୍ଵ ପାଇଁ ଅଧିକାରୀ ନିଯୁକ୍ତ
ବିଶ୍ଵ ପ୍ରସିଦ୍ଧ ଘୋଷ ଯାତ୍ରାକୁ ଆଉ ମାତ୍ର ୫ ଦିନ ବାକି ରହିଲା। ଶୃଙ୍ଖଳିତ ରଥଯାତ୍ରା ଏବଂ ନୀତି କାନ୍ତି ପାଇଁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ନିଳାଦ୍ରୀ ଭକ୍ତ ନିବାସରେ…
ଆଜି ଅନବସର ଦଶମୀ ତିଥିରେ ମହାପ୍ରଭୁଙ୍କ ଚକା ଅପସର ନୀତି
ଦେବସ୍ନାନ ପୂର୍ଣ୍ଣିମା ଦିନ ୧୦୮ କୁମ୍ଭ ସୁବାସିତ ଜଳରେ ଅତ୍ୟଧିକ ସ୍ନାନ ପରେ ଜ୍ଜରରେ ପୀଡ଼ିତ ଚତୁର୍ଦ୍ଦାବିଗ୍ରହଙ୍କର ସୁସ୍ଥତା ପାଇଁ ଚାଲିଛି ଗୁପ୍ତ ଉପଚାର । ଆଜି ଅନବସର ଦଶମୀ ତିଥିରେ ହେବ ମହାପ୍ରଭୁଙ୍କ ଚକା ଅପସର ନୀତି । ସେପଟେ ଶ୍ରୀବିଗ୍ରହଙ୍କ ସମ୍ପୂର୍ଣ୍ଣ ସୁସ୍ଥତା ପାଇଁ…
ବିଶ୍ଵପ୍ରସିଦ୍ଧ ରଥଯାତ୍ରା ପାଇଁ ସ୍ବତନ୍ତ୍ର ସମୀକ୍ଷା ବୈଠକ ଆରମ୍ଭ,ଅଘଟଣ ଶୂନ୍ୟ ରଥଯାତ୍ରା ୨୦୨୬ ପାଇଁ ମୁଖ୍ୟମନ୍ତ୍ରୀ…
ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବିଶ୍ଵପ୍ରସିଦ୍ଧ ରଥଯାତ୍ରା ପାଇଁ ସ୍ବତନ୍ତ୍ର ସମୀକ୍ଷା ବୈଠକ ଆରମ୍ଭ । ସବୁ ବିଭାଗର ରଥଯାତ୍ରା ପ୍ରସ୍ତୁତିର ହେଉଛି ସମୀକ୍ଷା । ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଓ ପ୍ରଭାତୀ ପରିଡ଼ା, ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ,ସ୍ୱାସ୍ଥ୍ୟ…
ଫୁଲୁରୀ ତେଲ ଲାଗି ପରେ ଧୀରେ ଧୀରେ ସୁସ୍ଥ ହେଉଛନ୍ତି ମହାପ୍ରଭୁ
ଫୁଲୁରୀ ତେଲ ଲାଗି ପରେ ଧୀରେ ଧୀରେ ସୁସ୍ଥ ହେଉଛନ୍ତି ମହାପ୍ରଭୁ । ଅଣସର ଘରେ ଜ୍ବରରେ ପୀଡ଼ିତ ଚତୁର୍ଦ୍ଧାମୂର୍ତ୍ତିଙ୍କ ଚିକିତ୍ସା ଚାଲିଛି । ଗତକାଲି ଫୁଲୁରୀ ତେଲ ଲାଗିପରେ ଆଜିଠୁ ନବମୀ ତିଥି ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଠାରେ ଓଷ ଲାଗି ହେବାର ବିଧି ରହିଛି । ୧୦୮ ଗରା ସୁବାସିତ ଜଳରେ ସ୍ନାନ…
ଚତୁର୍ଦ୍ଧାବିଗ୍ରହଙ୍କ ଶ୍ରୀଅଙ୍ଗରେ ଆଜି ଲାଗି କରାଯିବ ଫୁଲୁରି ତେଲ
ଦେବସ୍ନାନ ପୂର୍ଣ୍ଣିମାରେ ୧୦୮ ଗରା ଜଳରେ ସ୍ନାନ କରି ଅଣସର ଘରେ ଜ୍ୱରରେ ପୀଡ଼ିତ ଅଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ଶ୍ରୀମନ୍ଦିର ଅଣସର ଗୃହରେ ଦଇତାପତି ଓ ପତି ମହାପାତ୍ରଙ୍କ ଦ୍ୱାରା ଗୁପ୍ତସେବା ଚାଲିଥିବା ବେଳେ ଚତୁର୍ଦ୍ଧାବିଗ୍ରହଙ୍କ ଶ୍ରୀଅଙ୍ଗରେ ଆଜି ଲାଗି କରାଯିବ ଫୁଲୁରି ତେଲ ।…
ଆଜିଠାରୁ ଆରମ୍ ହୋଇଛି ପବିତ୍ର ଅମରନାଥ ଯାତ୍ରା,ଯାତ୍ରୀଙ୍କ ପାଇଁ ଚିଠି ଲେଖିଲେ ମୋଦୀ
ଆଜିଠାରୁ ଆରମ୍ ହୋଇଛି ପବିତ୍ର ଅମରନାଥ ଯାତ୍ରା । ବର୍ଷା ମଧ୍ୟରେ ବାଲଟାଲ ଏବଂ ପହଲଗାମ ବେସ୍ କ୍ୟାମ୍ପରୁ ଗତକାଲି ଠାରୁ ଆସିଥିବା ପ୍ରଥମ ଶ୍ରଦ୍ଧାଳୁ ବ୍ୟାଚ୍ ଯାତ୍ରା ପାଇଁ ବାହାରିଛନ୍ତି । ପ୍ରଥମ ଦଳରେ ୧୦ ହଜାରରୁ ଅଧିକ ଶ୍ରଦ୍ଧାଳୁ ଯାତ୍ରା କରିଛନ୍ତି । ବାଲଟାଲ ରାସ୍ତାରେ ଯିବାକୁ ଥିବା…
ଏକ କୋଟି ମହିଳାଙ୍କ ପାଖରେ ପହଞ୍ଚିବ ଲକ୍ଷ୍ମୀପୁରାଣର ନୂଆ ସଂସରଣ – ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
ଓଡ଼ିଶାରେ ଖୁବଶୀଘ୍ର ଲକ୍ଷ୍ମୀପୁରାଣ କରିଡର । ରାଜ୍ୟର ପର୍ଯ୍ୟଟନ ଓ ଆର୍ଥିକ ସ୍ଥିତିର ବିକାଶ ପାଇଁ ରାଜ୍ୟ ସରକାରଙ୍କ ବଡ଼ ଭିଜନ । ଏକ କୋଟି ମହିଳାଙ୍କ ପାଖରେ ପହଞ୍ଚିବ ଲକ୍ଷ୍ମୀପୁରାଣର ନୂଆ ସଂସରଣ । ସଶକ୍ତ ମହିଳାଙ୍କ ନିଚ୍ଛକ ଉଦାହରଣ ଓଡ଼ିଆ ଘରର ଲକ୍ଷ୍ମୀ ପୁରାଣ ବୋଲି କହିଛନ୍ତି…
ବାବା ଅମରନାଥ ଯାତ୍ରା ଆନୁଷ୍ଠାନିକ ଭାବେ ଆରମ୍ଭ,ଶ୍ରଦ୍ଧାଳୁଙ୍କ ପ୍ରଥମ ଦଳ ଶ୍ରୀନଗର ଅଭିମୁଖେ ଯାତ୍ରା କରିଛି
ଜମ୍ମୁ-କଶ୍ମୀରରେ ପ୍ରତିଷ୍ଠିତ ବାବା ଅମରନାଥ ଯାତ୍ରା ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଯାଇଛି । ଗୁରୁବାର ସକାଳେ ଜମ୍ମୁରୁ ଶ୍ରଦ୍ଧାଳୁଙ୍କ ପ୍ରଥମ ଦଳ ଶ୍ରୀନଗର ଅଭିମୁଖେ ଯାତ୍ରା କରିଛି । କଡ଼ା ସୁରକ୍ଷା ମଧ୍ୟରେ ଶ୍ରଦ୍ଧାଳୁଙ୍କ ଦଳ ସନ୍ଧ୍ୟାରେ ଶ୍ରୀନଗରରେ ପହଞ୍ଚିବ । ଗୁରୁବାର ସକାଳ ପ୍ରାୟ…
ଜ୍ୱର କମ୍ପନରେ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ତାତି,ଆଜି ଶ୍ରୀଅଙ୍ଗ ଫିଟା ନୀତି ଆରମ୍ଭ
୧୦୮ ଗରାରେ ସ୍ନାନ ପରେ ମହାଜ୍ୱରରେ ପୀଡିତ ମହାପ୍ରଭୂ । ଜ୍ୱର କମ୍ପନରେ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ତାତି । ଅନବସରର ଚାରି ଦିନରେ ଅଣସର ଘରେ ଦଇତାପତି ସେବାୟତମାନେ ଶ୍ରୀଅଙ୍ଗରୁ ଓଦାବସ୍ତ୍ର ଓଲାଗି କରିଛନ୍ତି । ତାସହ ଶ୍ରୀଅଙ୍ଗ ଫିଟା ନୀତି ଆରମ୍ଭ ହୋଇଛି । ଆସନ୍ତାକାଲି ଫୁଲୁରି ତେଲ ଆସିବା…
ଦ୍ୱିତୀୟ ଦିନରେ ଅଲାରନାଥ ମନ୍ଦିରରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀଜିଉ
ଦ୍ୱିତୀୟ ଦିନରେ ଅଲାରନାଥ ମନ୍ଦିରରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀଜିଉ । ଜ୍ବରରେ ପୀଡିତ ଶ୍ରୀଜୀଉଙ୍କର ଅଣସର ଘରେ ଚାଲିଛି ଗୁପ୍ତ ଉପଚାର ସେବା । ଏହି ସମୟରେ ଅଲାରନାଥ ପୀଠରେ ଶିଳାବ୍ରହ୍ମ ଚତୁର୍ଭୁଜ ନାରାୟଣଙ୍କୁ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ ।
ଆଜି ଭୋର ୪ଟାରେ ମନ୍ଦିର…