Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Browsing Category
Culture
ଜଗନ୍ନାଥ ଧାମ ଦୀଘା ଘୋଷଣା ସମ୍ପୂର୍ଣ୍ଣ ନିନ୍ଦନୀୟ – ଛତିଶା ନିଯୋଗ
ଦୀଘା ଜଗନ୍ନାଥ ମନ୍ଦିର ପ୍ରସଙ୍ଗରେ ଆଇନର ଆଶ୍ରୟ ନେବାକୁ ଛତିଶା ପକ୍ଷରୁ ନିଯୋଗ ପରାମର୍ଶ ଦିଆଯାଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଛତିଶା ନିଯୋଗ ନାୟକ ପରାମର୍ଶ ଦେଇଛନ୍ତି। ଛତିଶା ନିଯୋଗ ପକ୍ଷରୁ କୁହାଯାଇଛି ଯେ ଜଗନ୍ନାଥ ଧାମ ଦୀଘା ଘୋଷଣା ସମ୍ପୂର୍ଣ୍ଣ ନିନ୍ଦନୀୟ।
ଜଗନ୍ନାଥ ଧାମ…
ଆଜି ଭକ୍ତଙ୍କ ପାଇଁ ଖୋଲିଲା ବାବା କେଦାରନାଥଙ୍କ ମନ୍ଦିର
ଖୋଲିଲା ବାବା କେଦାରନାଥଙ୍କ ମନ୍ଦିର। କେଦାରନାଥ ବାବାଙ୍କ ମନ୍ଦିରର ମୁଖ୍ୟଫାଟକ ଆଜି ଭକ୍ତଙ୍କ ପାଇଁ ଖୋଲା ଯାଇଛି। ୧୩ କ୍ଵିଣ୍ଟାଲ ଫୁଲରେ ଝଲସୁଛି ପୁରା ମନ୍ଦିର। ଆଜି ସକାଳ ୭ଟାରେ ରୀତି ନୀତି ସହ ଭକ୍ତମାନଙ୍କ ପାଇଁ ମନ୍ଦିର ଖୋଲାଯାଇଥିଲା। ଏହି ସମୟରେ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର…
ଶ୍ରୀକ୍ଷେତ୍ରରେ ମହା ଆଡ଼ମ୍ବରରେ ରଥ ନିର୍ମାଣ ଅନୁକୂଳ ସମ୍ପାଦିତ
ଶ୍ରୀକ୍ଷେତ୍ରରେ ମହା ଆଡ଼ମ୍ବରରେ ରଥ ନିର୍ମାଣ ଅନୁକୂଳ ସମ୍ପାଦିତ ହୋଇଛି । ବୈଶାଖ ଶୁକ୍ଳ ତୃତୀୟା ଅର୍ଥାତ୍ ଅକ୍ଷୟ ତୃତୀୟାରେ ଶ୍ରୀମନ୍ଦିର ବିଧି ମୁତାବକ ରଥ କାର୍ଯ୍ୟ ପାଇଁ ଆନୁଷ୍ଠାନିକ ଭାବେ ନିର୍ମାଣ ପ୍ରକ୍ରିୟା ଆରମ୍ଭ ହୋଇଛି । ସନାତନ ତନ୍ତ୍ରବିଧି ଅନୁସାରେ ମହାକାଳୀ ମନ୍ତ୍ରରେ ପୂଜିତ…
ପହଲଗାମ୍ରେ ପର୍ଯ୍ୟଟକଙ୍କୁ ଆତଙ୍କବାଦୀଙ୍କ ଆକ୍ରମଣ ପରେ ପୁରୀରେ ସୁରକ୍ଷାକୁ ନେଇ ସତର୍କତା ଆପଣାଇଛି ପୁଲିସ
ପହଲଗାମ୍ରେ ପର୍ଯ୍ୟଟକଙ୍କୁ ଆତଙ୍କବାଦୀଙ୍କ ଆକ୍ରମଣ ପରେ ପୁରୀରେ ସୁରକ୍ଷାକୁ ନେଇ ସତର୍କତା ଆପଣାଇଛି ପୁଲିସ । ପୁରୀର ୪ଟି ମେରାଇନ୍ ଥାନାକୁ ଆଲର୍ଟ କରାଯାଇଛି । ସନ୍ଦିଗ୍ଧଙ୍କ ଗତିବିଧି ଉପରେ ନଜର ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଶ୍ରୀମନ୍ଦିର ଉପରେ ଆତଙ୍କୀଙ୍କ ଆଖି ଥିବା ନେଇ ପୂର୍ବରୁ…
ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ବଡ଼ ମହାସ୍ନାନ ଅନୁଷ୍ଠିତ
ଆଜି ବିଶ୍ବପ୍ରସିଦ୍ଧ ଜଗନ୍ନାଥ ମନ୍ଦିରରେ ମହାପ୍ରଭୁ ଶ୍ରୀଜଗନ୍ନାଥ, ପ୍ରଭୁ ଶ୍ରୀବଳଭଦ୍ର ଏବଂ ମା' ସୁଭଦ୍ରାଙ୍କ ବଡ଼ ମହାସ୍ନାନ କରାଯାଇଛି। ଜଣେ ଭକ୍ତ ବାନ୍ତି କରିବାରୁ ଏହି ବଡ଼ ମହାସ୍ନାନ କରାଯାଇଛି। ସୂଚନା ମୁତାବକ ସକାଳ ପ୍ରାୟ ସାଢେ ୮ଟା ସମୟରେ ଭିତର ଦର୍ଶନ ଚାଲିଥିବାବେଳେ ଭକ୍ତ ଜଣ…
ଆଜି ବୈଶାଖ କୃଷ୍ଣ ଦଶମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ
ଆଜି ବୈଶାଖ କୃଷ୍ଣ ଦଶମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦତ୍ତ ମହାପାତ୍ର ସେବକମାନେ ଶ୍ରୀବିଗ୍ରହ ଶୃଙ୍ଗାର କରିବେ। ଦ୍ବିତୀୟ ଭୋଗମଣ୍ଡପ ପରେ ଏହି ନୀତି ଆରମ୍ଭ ହେବ। ଏଥିପାଇଁ ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ…
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି
ବୈଶାଖ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ସୋମବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଶ୍ରୀଅଙ୍ଗକୁ ସୁରକ୍ଷା ଦେବା ପାଇଁ ଏହି ନୀତି ସମ୍ପାଦନ କରାଯାଏ। ଏହା ଏକ ଗୁପ୍ତନୀତି। ତେଣୁ ଏହି ନୀତି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରଖାଯାଏ। ସୋମବାର…
ଆଜି ପବିତ୍ର ମହା ବିଷୁବ ସଂକ୍ରାନ୍ତି ତଥା ଓଡିଆ ନବବର୍ଷ
ଆଜି ପବିତ୍ର ମହା ବିଷୁବ ସଂକ୍ରାନ୍ତି ତଥା ଓଡିଆ ନବବର୍ଷ। ଓଡିଆ ପରମ୍ପରା ଅନୁଯାୟୀ ଆଜିଠାରୁ ନୂତନ ବର୍ଷ ଆରମ୍ଭ ହେବ। ଆଜି ଠାରୁ ଶ୍ରୀମନ୍ଦିର ପ୍ରଚଳନ ହେବ ନୂଆ ପାଞ୍ଜି। ଦୋଳ ପୂର୍ଣ୍ଣିମାରେ ଦୋଳ ଗୋବିନ୍ଦଙ୍କ ନିକଟରେ ସମର୍ପଣ ହୋଇଥିବା ପାଞ୍ଜିକୁ ଶ୍ରୀମନ୍ଦିରରେ ପ୍ରଚଳନ କରାଯିବ। ଏଥିସହ…
ଜ୍ୟରେ ମହା ବିଷୁବ ସଂକ୍ରାନ୍ତି ଏବଂ ହନୁମାନ ଜୟନ୍ତୀ ପାଇଁ ମୁଖ୍ୟ ଶାସନ ସଚିବ ମନୋଜ କୁମାର ଆହୁଜାଙ୍କ ଅଧ୍ୟକ୍ଷତାରେ ଏକ…
ଏପ୍ରିଲ ୧୪ ତାରିଖରେ ସାରା ରାଜ୍ୟରେ ମହା ବିଷୁବ ସଂକ୍ରାନ୍ତି ଏବଂ ହନୁମାନ ଜୟନ୍ତୀ ପାଳିତ ହେବ। ଏହି ପର୍ବକୁ କିପରି ଶାନ୍ତିଶୃଙ୍ଖଳାର ସହ ପାଳନ କରାଯିବ ସେଥିପାଇଁ ଡିଜିପିଙ୍କ କ୍ୟାମ୍ପ କାର୍ଯ୍ୟାଳୟ ଠାରେ ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ କୁମାର ଆହୁଜାଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା…
ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା, ଆଜି ମା’ଙ୍କ ନଗର ପରିକ୍ରମାରେ ବାହାରିବେ
ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରାକୁ ନେଇ ଉତ୍ସବ ମୁଖର ବ୍ରହ୍ମପୁର ସହର । ଆଜି ମା’ଙ୍କ ଯାତ୍ରାର ଦଶମ ଦିନ । ସକାଳୁ ସକାଳୁ ମା'ଙ୍କୁ ଅସ୍ଥାୟୀ ପୀଠରେ ଦର୍ଶନ କରିବା ପାଇଁ ଭକ୍ତଙ୍କ ଭିଡ଼ ଲାଗିଲାଣି । ନଡ଼ିଆ କଦଳୀ ସହ ବିଭିନ୍ନ ଫଳମୂଳ ଧରି ମା'ଙ୍କୁ ପୂଜାର୍ଚ୍ଚନା କରିବା ପାଇଁ ଭକ୍ତମାନେ…