Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Browsing Category
Culture
ଆଜିର ରାଶିଫଳ
ମେଷ: ବ୍ୟବସାୟ କାମରେ ବଡ଼ ସହରକୁ ଯାଇପାରନ୍ତି। ଅଜଣା ବ୍ୟକ୍ତିଙ୍କ ଉପରେ ଆବଶ୍ୟକତା ଠାରୁ ଅଧିକ ଭରସା କରନ୍ତୁ ନାହିଁ। ନବ ଦମ୍ପତ୍ତି ଭବିଷ୍ୟତକୁ ନେଇ ଯୋଜନା କରିବେ।
ବୃଷ: ଜ୍ଞାନ ଓ ବୁଦ୍ଧି ବଳ ପ୍ରୟୋଗ କରନ୍ତୁ ସଫଳତା ପାଇବେ। ଯେଉଁ ଫିଲ୍ମ କଳାକାର ସଂଘର୍ଷ କରୁଛନ୍ତି ସେମାନଙ୍କ…
ପ୍ରସିଦ୍ଧ ଚନ୍ଦନେଶ୍ଵର ଚଡକ ମେଳାର ଚତୁର୍ଥ ଅର୍ଘ୍ୟ,ଉପବାସଧାରୀ ଭକ୍ତଙ୍କ ସଂଖ୍ୟା ୩ ଲକ୍ଷ ପାର
ପ୍ରସିଦ୍ଧ ଚନ୍ଦନେଶ୍ଵର ଚଡକ ମେଳାର ଚତୁର୍ଥ ଅର୍ଘ୍ୟ । ଉପବାସଧାରୀ ଭକ୍ତଙ୍କ ସଂଖ୍ୟା ୩ ଲକ୍ଷ ପାର କରିଛି । ଆସନ୍ତାକାଲି ବାବାଙ୍କ ସ୍ୱତନ୍ତ୍ର ପର୍ବ ନୀଳ ପର୍ବ ଥିବାରୁ ଭକ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି । ସୁରକ୍ଷା ଦୃଷ୍ଟିରୁ ପୋଲିସ ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା ଗ୍ରହଣ…
ପୁରୀରେ ଜମୁଛି ସାହିଯାତ,ଦେଖିବାକୁ ମିଳିଥିଲା ଶ୍ରୀରାମଙ୍କ ବନବାସ ଯାତ୍ରାର କଥାବସ୍ତୁ
ପୁରୀରେ ଜମୁଛି ସାହିଯାତ । ଶ୍ରୀରାମଙ୍କ ବନବାସ ଯାତ୍ରାର କଥାବସ୍ତୁ ସାହିଯାତରେ ଦେଖିବାକୁ ମିଳିଥିଲା । ମାର୍କଣ୍ଡେଶ୍ବର ସାହିର ଭଗବତୀକୋଟ ଆଖଡ଼ା ପକ୍ଷରୁ ସାହିଯାତ ବାହାରି ସାହି ପରିକ୍ରମା କରିଥିଲା । ସନ୍ଧ୍ୟା ଧୂପ ପରେ ଦକ୍ଷିଣିଘର ପୂଜା ହୋଇ ଆଜ୍ଞାମାଳ ବିଜେ ହୋଇଥିଲା । ପରେ ରାମ,…
ଚଳିତ ମାସ ଶେଷ ସୁଦ୍ଧା ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ବ୍ୟବସ୍ଥା ଆରମ୍ଭ
ଚଳିତ ମାସ ଶେଷ ସୁଦ୍ଧା ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ବ୍ୟବସ୍ଥା ଆରମ୍ଭ ହେବ। ମଙ୍ଗଳବାର ବ୍ରହ୍ମପୁର ଗସ୍ତରେ ଯାଇଥିବା ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏସମ୍ପର୍କରେ ସୂଚନା ଦେଇଛନ୍ତି। ଚଳିତ ସପ୍ତାହରେ ଶ୍ରୀମନ୍ଦିର ପରିଚାଳନା କମିଟି ଗଠନ ହେବ। ପରିଚାଳନା କମିଟିର ପ୍ରସ୍ତାବ ଓ…
ବ୍ରହ୍ମପୁର ଠାକୁରାଣୀ ଯାତ୍ରାର ଆଜି ପଞ୍ଚମ ଦିନ,ମାଆଙ୍କ ଅସ୍ଥାୟୀ ମଣ୍ଡପ ସମ୍ମୁଖରେ ଧର୍ମଝଣ୍ଡା ସ୍ଥାପନ
ବ୍ରହ୍ମପୁର ଠାକୁରାଣୀ ଯାତ୍ରାର ଆଜି ପଞ୍ଚମ ଦିନ । ପରମ୍ପରା ଅନୁଯାୟୀ ଆଜି ମାଆଙ୍କ ଅସ୍ଥାୟୀ ମଣ୍ଡପ ସମ୍ମୁଖରେ ଧର୍ମଝଣ୍ଡା ସ୍ଥାପନ ହୋଇଛି । ଯାତ୍ରାର ତୃତୀୟ ଦିନ ସନ୍ଧ୍ୟାରୁ ମାଆ ସହର ପରିକ୍ରମା ଆରମ୍ଭ କରିଛନ୍ତି । ପରିକ୍ରମାରେ ବାହାରି ମାଆ ପ୍ରଥମେ ମହୁରୀ ଗଡ଼ ରାଜାଙ୍କ ରାଜବାଟୀରେ…
ଆଜି ହିନ୍ଦୁଙ୍କ ଆସ୍ଥା ଓ ବିଶ୍ୱାସର ଆରାଧ୍ୟ ମର୍ଯ୍ୟାଦା ପୁରୁଷ ପୁରୁଷୋତ୍ତମ ରାମଚନ୍ଦ୍ରଙ୍କ ଜନ୍ମୋତ୍ସବ
ଆଜି ପବିତ୍ର ରାମନବମୀ । ହିନ୍ଦୁଙ୍କ ଆସ୍ଥା ଓ ବିଶ୍ୱାସର ଆରାଧ୍ୟ ମର୍ଯ୍ୟାଦା ପୁରୁଷ ପୁରୁଷୋତ୍ତମ ରାମଚନ୍ଦ୍ରଙ୍କ ଜନ୍ମୋତ୍ସବ । ରାମନବମୀକୁ ଧୁମଧାମରେ ପାଳନ ପାଇଁ ସାରା ଦେଶ ଓ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ପ୍ରଭୁ ରାମଚନ୍ଦ୍ରଙ୍କ ଜନ୍ମସ୍ଥଳୀ…
ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ଆରମ୍ଭ
ଆଜି ପବିତ୍ର ଅଶୋକାଷ୍ଟମୀ। ଏହି ଅବସରରେ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ଆରମ୍ଭ ହୋଇଛି। ଅଣଲେଉଟା ରଥରେ ବାହାରିଛନ୍ତି ମହାପ୍ରଭୁ ଶ୍ରୀଲିଙ୍ଗରାଜ। ସେଇଥିପାଇଁ ଚଳଚଞ୍ଚଳ ହୋଇପଡ଼ିଛି ଏକାମ୍ରକ୍ଷେତ୍ର। ମହାପ୍ରଭୁଙ୍କ ନୀତିନିର୍ଘଣ୍ଟ ସମ୍ପନ୍ନ ପରେ ରଥଟଣା ଆରମ୍ଭ ହୋଇଛି। ଆଜି…
ଆଜି ମଧ୍ୟରାତ୍ରରେ ଆରମ୍ଭ ହେବ ମା’ ବୁଢ଼ୀ ଠାକୁରାଣୀ ଯାତ୍ରା
ଆଜି ମଧ୍ୟରାତ୍ରରେ ଆରମ୍ଭ ହେବ ମା’ ବୁଢ଼ୀ ଠାକୁରାଣୀଙ୍କ ଦ୍ବିବାର୍ଷିକ ଯାତ୍ରା । ଆଉ କିଛି ସମୟ ପରେ ପାରମ୍ପାରିକ ଧେଣ୍ଡୁରା ବାଦ୍ୟ ମାଧ୍ୟମରେ ସହରବାସୀଙ୍କୁ ଯାତ୍ରା ସମ୍ପର୍କରେ ଅବଗତ କରାଯିବ । ସେପଟେ ମା'ଙ୍କ ଅସ୍ଥାୟୀ ପୀଠକୁ ମଧ୍ୟ ସଜ୍ଜିତ କରାଯାଉଛି ।
ବିଭିନ୍ନ ପ୍ରକାରର ଫୁଲରେ…
ଆଜି ଶ୍ରୀମନ୍ଦିରରେ ୫ ଘଣ୍ଟା ଦର୍ଶନ ବନ୍ଦ ରହିବ
ଆଜି ଶ୍ରୀମନ୍ଦିରରେ ୫ ଘଣ୍ଟା ଦର୍ଶନ ବନ୍ଦ ରହିବ। ମହାପ୍ରଭୁଙ୍କ ବନକଲାଗି ନୀତି ଯୋଗୁଁ ଦର୍ଶନ ବନ୍ଦ ହେବ । ଚୈତ୍ର ଶୁକ୍ଳ ପଞ୍ଚମୀ ତିଥିରେ ଶ୍ରୀବିଗ୍ରହ ମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ସେଥିପାଇଁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଲାଗିବ । ଏହାପରେ ଆପାତତଃ ଅପରାହ୍ନ ୫ଟାରୁ ରାତି…
ବାଲେଶ୍ବର ଜିଲ୍ଲାର ପ୍ରସିଦ୍ଧ ଶୈବପୀଠ ବାବା ଚନ୍ଦନେଶ୍ବରଙ୍କ ଚଡ଼କ ପର୍ବ ଆରମ୍ଭ
ବାଲେଶ୍ବର ଜିଲ୍ଲାର ପ୍ରସିଦ୍ଧ ଶୈବପୀଠ ବାବା ଚନ୍ଦନେଶ୍ବରଙ୍କ ଚଡ଼କ ପର୍ବ ଆରମ୍ଭ ହୋଇଛି । କୌଳିକ ରିତିନୀତି ଅନୁଯାୟୀ ଧ୍ବଜ ବାଉଁଶ ବା ପଡ଼ା ବାଉଁଶ ଛେଦନ କରାଯାଇ ଏହି ପର୍ବର ଶୁଭାରମ୍ଭ ହୋଇଛି। ଏଥିପାଇଁ ବାବା ଚନ୍ଦନେଶ୍ୱରଙ୍କ ମନ୍ଦିରରୁ ଏକ ଆଜ୍ଞାମାଳ ନେଇ ବାଦ୍ୟଯନ୍ତ୍ର ବଜାଇ ବିରାଟ…