Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Browsing Category
Culture
ଜାତୀୟ ଐତିହ୍ୟ ତାଲିକାରେ ସ୍ଥାନ ପାଇଲା ରଥଯାତ୍ରା ଓ ବାଲିଯାତ୍ରା
ଜାତୀୟ ଐତିହ୍ୟ ତାଲିକାରେ ସ୍ଥାନ ପାଇଲା ରଥଯାତ୍ରା ଓ ବାଲିଯାତ୍ରା । ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ଅଧୀନରେ ଥିବା ଭାରତର ସର୍ବୋଚ୍ଚ ସାଂସ୍କୃତିକ ସଂସ୍ଥା ସଂଗୀତ ନାଟକ ଏକାଡେମୀ ପକ୍ଷରୁ ଏହି ତାଲିକା ପ୍ରକାଶ ପାଇଛି । ଯେଉଁଥିରେ କଟକର ଐତିହାସିକ ବାଲିଯାତ୍ରା ୪୫ତମ ଏବଂ…
ଆଜି ଶ୍ରୀଜୀଉମାନଙ୍କର ଖସାପଡ଼ା ନୀତି ଅନୁଷ୍ଠିତ ହେବ
ଆଜି ଚୈତ୍ର ମାସ ଶୁକ୍ଳପକ୍ଷ ଦ୍ବିତୀୟା ତିଥିରେ ଶ୍ରୀଜୀଉମାନଙ୍କର ଖସାପଡ଼ା ନୀତି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ। ଏହି ପରିପ୍ରେକ୍ଷୀରେ ଶ୍ରୀମନ୍ଦିରରେ ଅପରାହ୍ଣ ୫ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ପ୍ରାୟ ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା…
ଖସାପଡ଼ା ଲାଗି ଓ ବନକଲାଗି ନୀତିକାନ୍ତି ଯୋଗୁ ରତ୍ନଭଣ୍ଡାର ମରାମତି କାମ ୪ ଦିନ ଲାଗି ସ୍ଥଗିତ ରହିବ
ଖସାପଡ଼ା ଲାଗି ଓ ବନକଲାଗି ନୀତିକାନ୍ତି ଯୋଗୁ ରତ୍ନଭଣ୍ଡାର ମରାମତି କାମ ୪ ଦିନ ଲାଗି ସ୍ଥଗିତ ରହିବ। ଆସନ୍ତାକାଲି ଠାରୁ ୩ ତାରିଖ ଯାଏ ବନ୍ଦ ରହିବ ମରାମତି କାମ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
ଉଲ୍ଲେଖଯୋଗ୍ୟ, ଗତ ଦୋଳଯାତ୍ରା ଅବସରରେ ଶ୍ରୀମନ୍ଦିରରେ ବିଶେଷ…
ବିଳମ୍ବ ହେବ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ବ୍ୟବସ୍ଥା
ପୁରୀରେ ଏବେ ସରିବ ନାହିଁ ଭକ୍ତଙ୍କ ଯନ୍ତ୍ରଣା । ବିଳମ୍ବ ହେବ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ବ୍ୟବସ୍ଥା । ଆଜି ବିଧାନସଭାରେ ଏହି ତଥ୍ୟ ରଖିଛନ୍ତି ଆଇନ୍ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ପ୍ରଶ୍ନରେ ଏହି ତଥ୍ୟ ରଖିଛନ୍ତି ଆଇନ ମନ୍ତ୍ରୀ । ଗତ…
ସମଲେଇ ମନ୍ଦିରରେ ପଲିଥିନ ବନ୍ଦ
ସମଲେଇ ମନ୍ଦିରରେ ପଲିଥିନ ବନ୍ଦ । ପଲିଥିନ୍ ନେଇ ଶ୍ରଦ୍ଧାଳୁ କିମ୍ବା କୌଣସି ବ୍ୟକ୍ତି ମନ୍ଦିରକୁ ଯାଇ ପାରିବେନି ବୋଲି କହିଛି ମନ୍ଦିର ପ୍ରଶାସନ । ମନ୍ଦିରରେ ପ୍ରଦୂଷଣ ରୋକିବା ପାଇଁ ନୂଆ ନିର୍ଦ୍ଦେଶନାମା ଜାରି ହୋଇଛି । ଭୋଗ ବିକ୍ରି କରୁଥିବା ଦୋକାନୀ ମଧ୍ୟ ଯେମିତି ଶ୍ରଦ୍ଧାଳୁଙ୍କୁ…
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ । ପାଣିଆ ଆପଟ ସେବକ ପଡିଯିବାରୁ ହେଲା ମହାସ୍ନାନ । ସୂଚନା ଅନୁସାରେ, ପାଣି ନେବା ସମୟରେ ପଡିଗଲେ ପାଣିଆ ଆପଟ ସେବକ । ଫଳରେ ତାଙ୍କ ହାତରେ ଆଘାତ ଲାଗି ରକ୍ତସ୍ରାବ ହୋଇଥିଲା । ମନ୍ଦିର ଭିତରେ ରକ୍ତର ଛିଟା ପଡିବାରୁ ଶ୍ରୀଜିଉଙ୍କ ବଡ଼ ମହାସ୍ନାନ…
ଜମୁଛି ହରିରାଜପୁର ପଂଚୁ ଦୋଳ ମେଲଣ
ଓଡ଼ିଶା ପ୍ରସିଦ୍ଧ ହରିରାଜପୁର ପଂଚୁ ଦୋଳ ମେଲଣ । ୨୦୦ ବର୍ଷର ପୂରୁଣା ପରମ୍ପରା । ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ହରିରାଜପୁରରେ ପ୍ରଭୁ ପଶ୍ଚିମାଶମ୍ଭୁ ସୋମନାଥ ଦେବଙ୍କ ପୀଠ । ସୋମନାଥଙ୍କ ଦର୍ଶନ କରିବା ସହ ମେଳନ ଦେଖି ମଜା ନେଉଛନ୍ତି ଲୋକ । ମେଳନ ପଡ଼ିଆରେ ୮୫ଟି ବିମାନ ମଣ୍ଡପ…
ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ହେବ,ସନ୍ଧ୍ୟା ୫ରୁ ରାତି ୧୦ ପର୍ଯ୍ୟନ୍ତ ଦର୍ଶନ ବନ୍ଦ
ଚୈତ୍ର ମାସ କୃଷ୍ଣ ପକ୍ଷ ପଞ୍ଚମୀ ତିଥି । ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ହେବ। ତେଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ୫ରୁ ରାତି ୧୦ ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଏହା ଏକ ଗୁପ୍ତ ନୀତି…
ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ହେବ ରମାକାନ୍ତ ରଥଙ୍କ ଶେଷକୃତ୍ୟ
ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ହେବ ରମାକାନ୍ତ ରଥଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ଶେଷକୃତ୍ୟ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝି ଘୋଷଣା କରିଛନ୍ତି। ସୋମବାର ପୁରୀ ସ୍ବର୍ଗଦ୍ବାରରେ ତାଙ୍କ ଶେଷକୃତ୍ୟ ସମ୍ପନ୍ନ ହେବ। ରମାକାନ୍ତ ରଥ(ଜନ୍ମ ୧୩ ଡିସେମ୍ବର ୧୯୩୪)ଓଡ଼ିଆ ସାହିତ୍ୟରଜଣେ ଆଧୁନିକ…
ଆଜି ୧୦ ଜିଲ୍ଲାରେ ଗ୍ରୀଷ୍ମ ଲହରୀ ଜାରି ,ଦିନ ୧୧ଟାରୁ ୩ଟା ବାହାରକୁ ନଯିବାକୁ ଜନସାଧାରଣଙ୍କୁ ପରାମର୍ଶ ଦେଇଛନ୍ତି…
ସାରା ରାଜ୍ୟରେ ପ୍ରଚଣ୍ଡ ଖରା । ୧୭ ତାରିଖ ପର୍ଯ୍ୟନ୍ତ ତାତିରୁ ନାହିଁ ନିସ୍ତାର । ୪୦ ଡିଗ୍ରୀ ଟପିଲା ୮ ସହରର ତାପମାତ୍ରା । ଝାରସୁଗୁଡାରେ ସର୍ବାଧିକ ୪୧ ଡିଗ୍ରୀ ରେକର୍ଡ ହୋଇଛି । ଆଜି ୧୦ ଜିଲ୍ଲାରେ ଗ୍ରୀଷ୍ମ ଲହରୀ ଜାରି । ଦିନ ୧୧ଟାରୁ ୩ଟା ବାହାରକୁ ନଯିବାକୁ ଜନସାଧାରଣଙ୍କୁ …