Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Browsing Category
Culture
‘ରାଧା-ଦାମୋଦର’ ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀବିଗ୍ରହ
ଆଶ୍ବିନ ଶୁକ୍ଳ ପାପାଙ୍କୁଶା ଏକାଦଶୀରେ ଶ୍ରୀବିଗ୍ରହ ‘ରାଧା-ଦାମୋଦର’ ବେଶରେ ଦର୍ଶନ ଦେଇଛନ୍ତି। ରତ୍ନ ସିଂହାସନରେ ଶ୍ରୀକୃଷ୍ଣ ଓ ଶ୍ରୀବଳରାମଙ୍କର ‘ରାଧା ଦାମୋଦର‘ ବେଶ ବେଳେ ଅଣ୍ଟାରେ ସୁନା ଦଉଡ଼ି ତଥା ଅଣ୍ଟା ପଟି ଶୋଭା ପାଇଛି। ଏହି ବେଶରେ ଶ୍ରୀଜଗନ୍ନାଥ ଓ ଶ୍ରୀବଳଭଦ୍ର ତ୍ରିକଚ୍ଛ…
ଶ୍ରୀମନ୍ଦିରରେ ଆରମ୍ଭ ହେଲା କାର୍ତ୍ତିକ ନୀତି
ଶ୍ରୀମନ୍ଦିରରେ ଆରମ୍ଭ ହେଲା କାର୍ତ୍ତିକ ନୀତି । ଶ୍ରୀ ରାଧାଦାମୋଦର ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମହାପ୍ରଭୁ । ଶ୍ରଦ୍ଧାଳୁମାନେ ମହାପ୍ରଭୁଙ୍କ ବେଶ ଦର୍ଶନ କରି ସାନ୍ନିଧ୍ୟ ଲାଭ କରିଛନ୍ତି । ଆଶ୍ୱିନ ଶୁକ୍ଳ ଏକାଦଶୀ ତିଥି ଅର୍ଥାତ ଆଜିଠାରୁ ମହାପ୍ରଭୁଙ୍କ ନିକଟରେ ବାଳଭୋଗ ନୀତି ଆରମ୍ଭ…
ଆଜି ଭସାଣି, ମେଲାଣି ନେବେ ମା’
ଆଜି ଭସାଣି। ମେଲାଣି ନେବେ ମା’। କଟକ ଦୁର୍ଗାପୂଜା ଭସାଣି ଉପରେ ନଜର ରଖିବ ଡ୍ରୋନ। ଚଳିତ ବର୍ଷ ପ୍ରଥମଥର ପାଇଁ ଏପରି ବ୍ୟବସ୍ଥା କରିଛି କମିଶନରେଟ ପୋଲିସ। ଭସାଣି ରୁଟରେ ନଜର ରଖିବ ମୋଟ ୫ ଶହରୁ ଅଧିକ ସିସିଟିଭି କ୍ୟାମେରା। ଏକାଧିକ କଣ୍ଟ୍ରୋଲ ରୁମ୍ ଜରିଆରେ ସିସି ଟିଭି ଗୁଡିକରୁ ମିଳୁଥିବା…
ରାଜଧାନୀ ଭୁବନେଶ୍ବରରେ ୭ଟି ସ୍ଥାନରେ ହେବ ରାବଣ ପୋଡି
ଆଜି ପବିତ୍ର ବିଜୟା ଦଶମୀ ଅବସରରେ ସନ୍ଧ୍ୟାରେ ଅନୁଷ୍ଠିତ ହେବ ରାବଣ ପୋଡ଼ି । ମଣ୍ତପରେ କରାଯାଉଛି ମହିଷା ମର୍ଦ୍ଦିନୀଙ୍କ ସ୍ୱତନ୍ତ୍ର ନୀତିକାନ୍ତି । ସ୍ୱତନ୍ତ୍ର ତନ୍ତ୍ର, ମନ୍ତ୍ର, ଚଣ୍ତିପାଠରେ ଫାଟି ପଡୁଛି ପୁରପଲ୍ଲୀ । ପୂଜା ମଣ୍ତପରୁ ଆରମ୍ଭ କରି ଘରେ ଘରେ ରୀତିନୀତି ଅନୁସାରେ ଚାଲିଛି ମା…
ଦଶହରାର ଆନନ୍ଦକୁ ନିରାଶାରେ ପରିଣତ କରିଛି ଲଘୁଚାପ ବର୍ଷା
ଦଶହରାର ଆନନ୍ଦକୁ ନିରାଶାରେ ପରିଣତ କରିଛି ଲଘୁଚାପ ବର୍ଷା । ଗତକାଲି ରାତିରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁଁ ରାୟଗଡ଼ା ଏକପ୍ରକାର ଶୂନଶାନ୍ ହୋଇଯାଇଛି । ଏପରିକି ଆଜି ମଧ୍ୟାହ୍ନ ୨ଟାରୁ ଅନ୍ଧାର ଘୋଟି ଆସିବା ଯୋଗୁଁ ଷ୍ଟ୍ରିଟ୍ ଲାଇଟ୍ ଜଳୁଥିବା ଦେଖିବାକୁ ମିଳିଛି । ଦଶହରାରେ ଦୁର୍ଗା ପୂଜା…
ଆଜି ପୀଠେ ଦଶମୀ ଏବଂ ମଣ୍ଡପରେ ମହାନବମୀ
ଆଜି ପୀଠେ ଦଶମୀ ଏବଂ ମଣ୍ଡପରେ ମହାନବମୀ । କଟକ, ଭୁବନେଶ୍ବର, ବାଲେଶ୍ବର, ରାଉରକେଲା, ସମ୍ବଲପୁର ସବୁଠି ଦୁର୍ଗାପୂଜା ପାଇଁ ଆଧ୍ୟାତ୍ମିକ ପରିବେଶ । ମାଆଙ୍କୁ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଗହଳି । ପୁରୋହିତଙ୍କ ମନ୍ତ୍ର ଉଚ୍ଚାରଣ, ଘଣ୍ଟ ଘଣ୍ଟାରେ ସୃଷ୍ଟି ହୋଇଛି ଭକ୍ତିମୟ ପରିବେଶ ।…
ପୂଜା ପାଇଁ ଭୁବନେଶ୍ବରରେ ଅସମ୍ଭାଳ ଭିଡ଼ , ଟ୍ରାଫିକ ଜାମ୍ ଦେଖି ଲୋକେ ଘରୁ ବାହାରିବାକୁ କୁନ୍ଥୁକୁନ୍ଥୁ ଶ୍ରଦ୍ଧାଳୁ
ମାଆ ଆସିଛନ୍ତି ବୋଲି ସଜେଇ ହୋଇଛି ମନ୍ଦିରମାଳିନୀ ଭୁବନେଶ୍ବର । ସହରର ପ୍ରମୁଖ ଛକ ଛକରେ ବଡ଼ ବଡ଼ ପୂଜା ପେଣ୍ଡାଲ, ଆକାଶଛୁଆଁ ତୋରଣ । ରଙ୍ଗୀନ ଆଲୋକମାଳା ସହ ଭିନ୍ନ ଭିନ୍ନ ଥିମରେ ପେଣ୍ଡାଲ ନିର୍ମାଣ କରିଛନ୍ତି ବିଭିନ୍ନ ପୂଜା କମିଟି । ଖାଲି କଣ ପେଣ୍ଡାଲ,ମୀନା ବଜାର, ଦୋଳି ସହ ବିଭିନ୍ନ…
ଆଜି ପୀଠେ ମହାନବମୀ ଏବଂ ମଣ୍ଡପରେ ମହାଷ୍ଟମୀ
ଆଜି ପୀଠେ ମହାନବମୀ ଏବଂ ମଣ୍ଡପରେ ମହାଷ୍ଟମୀ । କଟକ, ଭୁବନେଶ୍ବର, ବାଲେଶ୍ବର, ରାଉରକେଲା, ସମ୍ବଲପୁର ସବୁଠି ଦୁର୍ଗାପୂଜା ପାଇଁ ଆଧ୍ୟାତ୍ମିକ ପରିବେଶ । ମାଆଙ୍କୁ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଗହଳି ଚହଳି । ପୁରୋହିତଙ୍କ ମନ୍ତ୍ର ଉଚ୍ଚାରଣ, ଘଣ୍ଟ ଘଣ୍ଟାରେ ଭାବ ଭକ୍ତିମୟ ପରିବେଶ । …
ମଣ୍ଡପରେ ପବିତ୍ର ମହାସପ୍ତମୀ ଆଜି
ଆଜି ମା’ଦୁର୍ଗାଙ୍କ ପୀଠେ ମହାଷ୍ଟମୀ ଓ ମଣ୍ଡପରେ ପବିତ୍ର ମହାସପ୍ତମୀ। ଏଥିଲାଗି ଶ୍ରଦ୍ଧାଳୁମାନେ ସକାଳ ସକାଳୁ ପୂଜାମଣ୍ଡପରେ ଭିଡ଼ ଜମେଇଲେଣି। ଆଜି ଦେବୀପୀଠ ଓ ମନ୍ଦିରରେ ମା’ଙ୍କର ମହାଷ୍ଟମୀ ପୂଜା ଅନୁଷ୍ଠିତ ହେଉଥିବା ବେଳେ ମଣ୍ଡପରେ ମାଙ୍କ ସପ୍ତମୀ ପୂଜା ଅନୁଷ୍ଠିତ ହେଉଛି। ମାଆ ଦୁର୍ଗା…
ଭାରତ ବିକାଶ ପରିଷଦ ସେଣ୍ଟ୍ରାଲ ବ୍ରାଞ୍ଚ ଭୁବନେଶ୍ବର ପକ୍ଷରୁ ଭବ୍ୟ କନ୍ୟା ପୂଜନ ଉତ୍ସବ
ଭାରତ ବିକାଶ ପରିଷଦ ଭୁବନେଶ୍ବର ସେଣ୍ଟ୍ରାଲ ବ୍ରାଞ୍ଚ ପକ୍ଷରୁ ଏକ ଭବ୍ୟ କନ୍ୟା ପୂଜନ ଉତ୍ସବ ଆୟୋଜିତ ହୋଇଯାଇଛି। ଏହି ଅବସରରେ ୩୭ ଜଣ ଛୋଟ ଝିଅଙ୍କୁ ଦେବୀ ଦୁର୍ଗାଙ୍କ ରୂପେ ଝାରପଡ଼ାସ୍ଥିତ ଭାରତୀ ବିଦ୍ୟାମନ୍ଦିର ସ୍କୁଲରେ ପୂଜା କରାଯାଇଥିଲା। ଝିଅମାନଙ୍କୁ ସୁନ୍ଦର ଭାବେ ସଜାଇ ଫୁଲ, ଆଳତି ଓ…